Home Left

ଏସ୍‌ପିଙ୍କ ଭାଇରାଲ ଭିଡିଓକୁ ନେଇ ପ୍ରତିକ୍ରିୟା ଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୨୯।୧୨: ମିରଟ ଏସ୍‌ପିଙ୍କ ଭାଇରାଲ ଭିଡିଓକୁ ନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ମୁଖତାର ଅବ୍ବାସ ନକ୍‌ଭି। ସେ କହିଛନ୍ତି ଭାଇରାଲ ଭିଡିଓର ଘଟଣା ଯଦି ସତ ତେବେ ତୁରନ୍ତ ଉକ୍ତ ଏସ୍‌ପିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ରିବିବାର ନକ୍‌ଭି…

ଚାଇନା ସରକାର ନିଜ ଇଛା ଅନୁସାରେ ଲେଖିବେ କୋରାନ୍‌ ଓ ବାଇବେଲ୍‌

ବେଜିଂ,୨୯।୧୨: ଚାଇନାରେ ଉଇଗର ମୁସଲମାନ୍‌ ସମ୍ପ୍ରଦାୟ ଉପରେ ନାନା ପ୍ରକାର ନିର୍ଯାତନା ଜାରି ରହିଛି। ଏବେ ଚାଇନା ସରକାର ନିଜ ଇଛା ଅନୁସାରେ ଧର୍ମଗ୍ରନ୍ଥ କୋରାନ୍‌ ଏବଂ ବାଇବେଲ୍‌କୁ ଲେଖିବା ପାଇଁ ଯୋଜନା କରିଛନ୍ତି। ଚାଇନାର ସମାଜବାଦୀ ମୂଲ୍ୟବୋଧ ଆଧାରରେ ଏସବୁ…

ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଲେ ଗୋବିନ୍ଦା

ଲକ୍ଷ୍ନୌ,୨୯।୧୨: ବଲିଉଡ୍‌ ଅଭିନେତା ଗୋବିନ୍ଦା ରବିବାର ଉତ୍ତର ପ୍ରଦେଶ ଗସ୍ତ କରିଛନ୍ତି। ଏହି ସମୟରେ ସେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ସାକ୍ଷାତ୍‌ କରିଛନ୍ତି। ଏହାସହ ସେ ପ୍ରସିଦ୍ଧ ଗୋରଖନାଥ ମନ୍ଦିରରେ ମଧ୍ୟ ପୂଜାର୍ଚ୍ଚନା କରିଛନ୍ତି। ଗୋବିନ୍ଦାଙ୍କ ଗସ୍ତର ସେମିତି…

ଧୋନୀଙ୍କ ପାଇଁ ପାଇଜାମା ମଧ୍ୟ ବିକି ଦେବେ ଶାହରୁଖ ଖାନ୍‌

ମହେନ୍ଦ୍ର ସିଂ ଧୋନୀଙ୍କୁ ଭାରତୀୟ କ୍ରିକେଟର ସବୁଠୁ ବଡ଼ ଖେଳାଳି କୁହାଯାଇ ନ ପାରେ। ମାତ୍ର ଅଧିନାୟକଙ୍କ କ୍ଷେତ୍ରରେ ସେ ଶ୍ରେଷ୍ଠ। ତାଙ୍କୁ ଆଇପିଏଲରେ କିଣିବା ପାଇଁ ସମସ୍ତ ଫ୍ରାଞ୍ଚାଇଜ ଆଗଭର। ଏକଦା ଧୋନୀଙ୍କ ସମ୍ପର୍କରେ କୋଲକତା ନାଇଟ୍‌ ରାଇଡର୍ସ (କେକେଆର)…

ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ଘଟଣାର ପର୍ଦ୍ଦାଫାଶ: ୫ ଗିରଫ

କୋଟଗଡ଼,୨୯।୧୨ (ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳ ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ଗତ ୧୦ ତାରିଖରେ ଗୁଳିକରି ହତ୍ୟା କରାଯାଇଥିଲା। ଏହି ବହୁ ଚର୍ଚ୍ଚିତ ଘଟଣାର ରବିବାର ପୋଲିସ ପର୍ଦ୍ଦାଫାଶ କରିଛି। ଦୁଇ ସୁପାରି କିଲରଙ୍କ ସମେତ ମୁଖ୍ୟ…

ପ୍ରେମୀକାଙ୍କ ସ୍କଟ ପିନ୍ଧା ପସନ୍ଦ ନ ଥିଲା ଏହି ସୁପରଷ୍ଟାରଙ୍କୁ

ମୁମ୍ବାଇ: ବଲିଉଡ୍‌ ଦୁନିଆର ପ୍ରଥମ ସୁପରଷ୍ଟାର ରାଜେଶ ଖାନ୍ନା ଆଜି ଆମ ଗହଣରେ ନାହାଁନ୍ତି ସତ ହେଲେ ତାଙ୍କର ଅଭିନୟ ଆଜିବି ଜୀବନ୍ତ ହୋଇ ରହିଛି ଦର୍ଶକଙ୍କ ହୃଦୟରେ। ୨୯ ଡିସେମ୍ବର ୧୯୪୨ରେ ଅମୃତସରରେ ଜନ୍ମ ନେଇଥିବା ରାଜେଶ ଖାନ୍ନାଙ୍କ ପ୍ରକୃତ…

ବିବାହ କଲେ ୬୭ ବର୍ଷ ବରକୁ ୬୫ ବର୍ଷୀୟା କନ୍ୟା

ତ୍ରିଶୂର,୨୯।୧୨: କେରଳ ତ୍ରିଶୂର ଜିଲାର ରାମାଭରମାପୁରମରେ ୬୭ ବର୍ଷ ବରକୁ ୬୫ ବର୍ଷୀୟା କନ୍ୟା ବିବାହ କରିବା ଦୃଶ୍ୟ ସମସ୍ତଙ୍କୁ ଆନନ୍ଦ ଦେଇଛି। ଏକ ସରକାରୀ ବୃଦ୍ଧାଶ୍ରମରେ ରହୁଥିବା ୬୭ ବର୍ଷୀୟ କୋଚାନିୟନ ମେନନ ଉକ୍ତ ଆଶ୍ରମର ୬୫ ବର୍ଷୀୟ ଲକ୍ଷ୍ମୀ…

ଜଙ୍ଗଲରେ ନିଆଁ: ସାଇକେଲ ଆରୋହୀଙ୍କୁ ଅଟକାଇ ପାଣି ପିଇଲା କୋଆଲା; ଭିଡ଼ିଓ ଭାଇରାଲ

ଏଡ଼ିଲେଡ୍‌,୨୯।୧୨: ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ ଲିଭିବାର ନା ଧରୁନି। ବହୁ ବନ୍ୟପ୍ରାଣୀଙ୍କ ଏହାଦ୍ୱାରା ମୃତ୍ୟୁ ଘଟିଥିବା କୁହାଯାଉଛି। ସମ୍ପ୍ରତି ସୋସିଆଲ୍‌ ମିଡ଼ିଆରେ ଜଙ୍ଗଲ ନିଆଁ ଯୋଗୁ କିଭଳି ବନ୍ୟପ୍ରାଣୀ ହନ୍ତସନ୍ତ ହେଉଛନ୍ତି ତାହାର କିଛି ଫଟୋ ଓ ଭିଡ଼ିଓ ଅପଲୋଡ୍‌…

୩ ମାସରେ ୧୨ ଲିଟର କ୍ଷୀରଦାନ କରି ୫ ନବଜାତକଙ୍କ ଜୀବନ ବଞ୍ଚାଇଛନ୍ତି ଶିକ୍ଷୟିତ୍ରୀ

ଅହମ୍ମଦାବାଦ୍‌,୨୯।୧୨: ମା କ୍ଷୀର ଜବଜାତକଙ୍କ ପାଇଁ ଅମୃତ ତୁଲ୍ୟ। ତେବେ କେତେକ କ୍ଷେତ୍ରରେ ନବଜାତକଙ୍କୁ ଏହା ମିଳିପାରେନା। ଗୁଜରାଟରେ ଜଣେ ୨୯ ବର୍ଷ ବୟସ୍କା ଶିକ୍ଷୟିତ୍ରୀ ରୁଶିନା ମାରଫତିୟା ୩ ମାସରେ ନିଜର ୧୨ଲିଟର କ୍ଷୀରଦାନ କରି ୫ ନବଜାତକଙ୍କ ଜୀବନ…

ଦାରିଙ୍ଗବାଡ଼ିରେ ତଳକୁ ଖସିଲା ପାରଦ: ଚାରିଆଡ଼େ ତୁଷାରପାତ, ବଢ଼ୁଛି ଶୀତ

ଦାରିଙ୍ଗବାଡ଼ି,୨୯।୧୨(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ରବିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ତାପମାତ୍ରା ତଳକୁ ଖସି ତୁଷାରପାତ ହେବା ସହ ଶୀତ ବଢ଼ିବାରେ ଲାଗିଛି। ଫଳରେ ଜନଜୀବନ ପ୍ରଭାବିତ ହେବା ସହ ଶୀତବସ୍ତ୍ର ନ ଥିବା ନେଇ…

ଉତ୍ତର ଭାରତରେ ଶୀତ ଲହରୀ: ୪ରାଜ୍ୟକୁ ରେର୍ଡ ଆଲର୍ଟ ଜାରି

ନୂଆଦିଲ୍ଲୀ,୨୯।୧୨: ଉତ୍ତର ଭାରତର ଅଧିକାଂଶ ସ୍ଥାନରେ ହାଡଭଙ୍ଗା ଶୀତ ପରିଲକ୍ଷିତ ହୋଇଛି। ଏହା ଫଳରେ ସାଧାରଣ ଜୀବନ ପ୍ରଭାବିତ ହୋଇଛି। ରବିବାର ସୁଦ୍ଧା ଦିଲ୍ଲୀ ତାପମାତ୍ରା ରେକର୍ଡ ଭାଙ୍ଗୀ ୧.୭ ଡିଗ୍ରୀରେ ପହଞ୍ଚିଥିବା ବେଳେ ଅଧିକାଂଶ ସ୍ଥାନରେ ଏହା ପାଖାପାଖି ୫…

ଏସ୍‌ପ୍ଲାନେଡ୍‌ ମଲ୍‌ କର୍ତ୍ତୃପକ୍ଷଙ୍କ ଗୁଣ୍ଡାରାଜ: ମହିଳା ଖବରଦାତା, କ୍ୟାମେରାମ୍ୟାନଙ୍କୁ ଆକ୍ରମଣ; ପାର୍କିଂ ଫି ଉପରେ ଖବର ପ୍ରସାରଣ କରୁଥିଲେ

ଭୁବନେଶ୍ୱର, ୨୯ା୧୨(ବ୍ୟୁରୋ): ସୀମା ଟପିଲା ଏସ୍‌ପ୍ଲାନେଡ୍‌ ମଲ୍‌ କର୍ତ୍ତୃପକ୍ଷଙ୍କ ଦାଦାଗିରି। ଜଣେ ମହିଳା ଖବରଦାତା ଓ କ୍ୟାମେରାମ୍ୟାନଙ୍କୁ ମଲ୍‌ ଭିତରେ ଆକ୍ରମଣ କରାଯିବା ସହ ଏକ ବନ୍ଦ ଘରେ ଅକଥନୀୟ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ମହିଳା ଖବରଦାତାଙ୍କୁ ମଲ୍‌ କର୍ମଚାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri