ତାଲିବାନ ଆକ୍ରମଣରେ ୧୦ ଆଫଗାନ ସୈନ୍ୟ ନିହତ
କାନ୍ଦାହାର,୨୯ା୧୨(ଏଏଫ୍ପି): ଆଫଗାନିସ୍ତାନର ହେଲମଣ୍ଡ ପ୍ରଦେଶର ଏକ ସାମରିକ ଘାଟି ଉପରେ ତାଲିବାନ ଆତଙ୍କବାଦୀ ଆକ୍ରମଣ କରିବାରୁ ୧୦ ଜଣ ସୈନ୍ୟ ନିହତ ହୋଇଛନ୍ତି। ତାଲିବାନମାନେ ସାଙ୍ଗିନ୍ ଜିଲାରେ ଥିବା ସେନା ଘାଟି ପଯର୍ର୍ୟନ୍ତ ସୁଡ଼ଙ୍ଗ ଖୋଳି ଏହାକୁ ବିସ୍ଫୋରଣରେ ଉଡାଇଦେଇଥିଲେ। ଆକ୍ରମଣ…
‘୨୬/୧୧ ପରେ ପାକ୍ ଉପରେ ଆକ୍ରମଣ ଯୋଜନା ଥିଲା’
ନୂଆଦିଲ୍ଲୀ,୨୯ା୧୨(ଆଇଏଏନ୍ଏସ୍): ୨୦୦୮ ନଭେମ୍ବ ୨୬ରେ ପାକ୍ ଆତଙ୍କବାଦୀ ମୁମ୍ବାଇ ଉପରେ ଆକ୍ରମଣ କରିବା ପରେ ଭାରତୀୟ ବାୟୁସେନା ପକ୍ଷରୁ ପାକିସ୍ତାନରେ ଥିବା ଆତଙ୍କବାଦୀ ଶିବିର ଉପରେ ଆକାଶ ମାର୍ଗରୁ ଆକ୍ରମଣ କରିବା ଲାଗି ଯୋଜନା ହୋଇଥିଲା ବୋଲି ପୂର୍ବତନ ବାୟୁସେନା ମୁଖ୍ୟ…
ଶିଆଳି ବେଳାଭୂମିକୁ ପ୍ରଦୂଷିତ କରୁଛି କଇଁଛଙ୍କ ମୃତଦେହ, ନିରାଶ ହୋଇ ଫେରୁଛନ୍ତି ପର୍ଯ୍ୟଟକ
ଏରସମା,୨୯ା୧୨(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମିରେ ଏବେ ଶତାଧିକ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳୁଛି। ଶିଆଳି ସମୁଦ୍ର ବେଳାଭୂମି ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇବା ପରେ ବିଭିନ୍ନ ସ୍ଥାନରୁ ପର୍ଯ୍ୟଟଙ୍କ ସୁଅ ଛୁଟୁଛି। ହେଲେ…
ସାରା ଦେଶରେ ଶୀତ ଲହରି ଜାରି
ନୂଆଦିଲ୍ଲୀ,୨୯ା୧୨(ପି.ଟି.): କିଛିଦିନ ହେଲା ଉତ୍ତର ଭାରତ ସମେତ ସାରା ଦେଶ ଶୀତରେ ଥରୁଥିବାବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡ଼ି ଯୋଗୁ ଘରୁ ବାହାରିବା କଷ୍ଟକର ହୋଇପଡ଼ିଛି। ଦିଲ୍ଲୀର ତାପମାତ୍ରା ଶନିବାର ସକାଳେ ୨ ଡିଗ୍ରୀ ସେଲ୍ସିୟସ୍…
ସିକିମ୍ରେ ତୁଷାରପାତ: ୧୭୦୦ ପର୍ଯ୍ୟଟକଙ୍କୁ ଉଦ୍ଧାର କଲା ସେନା
ନୂଆଦିଲ୍ଲୀ,୨୯ା୧୨: ସିକିମ୍ର ନାଥୁ ଲା ଠାରେ ପ୍ରବଳ ତୁଷାରପାତ ଯୋଗୁ ଫସିରହିଥିବା ୧୭୦୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକଙ୍କୁ ଭାରତୀୟ ସେନା ଉଦ୍ଧାର କରିଛି। ପାଖାପାଖି ୩୦୦ ଟ୍ୟାକ୍ସିରେ ଯାଇଥିବା ଏହି ପର୍ଯ୍ୟଟକମାନେ ନାଥୁ ଲା ଗିରିପଥ- ସୋଙ୍ଗୋ ହ୍ରଦରୁ ଫେରୁଥିବା ବେଳେ ଶୁକ୍ରବାର…
ପ୍ରିୟଙ୍କାଙ୍କୁ ୟୁପି ପୋଲିସର ଦୁର୍ବ୍ୟବହାର
ଲକ୍ଷ୍ନୌ,୨୯ା୧୨: ସିଏଏ ଏବଂ ଏନ୍ଆର୍ସି ବିରୋଧୀ ବିକ୍ଷୋଭ ବେଳେ ଗିରଫ ହୋଇଥିବା ପୂର୍ବତନ ଆଇପିଏସ୍ ଅଫିସର ତଥା ସାମାଜିକ କର୍ମୀ ଏସ୍.ଆର୍. ଦାରାପୁରୀଙ୍କ ପରିବାରଙ୍କୁ ଭେଟିବାକୁ ଯାଉଥିବା କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ପୋଲିସ ଅଟକାଇବା ସହ ଦୁର୍ବ୍ୟବହାର…
ଅର୍ଥମନ୍ତ୍ରୀଙ୍କ ନୂଆବର୍ଷ ଭେଟି;ରୁପେ, ୟୁପିଆଇ ପେମେଣ୍ଟରେ ଏମ୍ଡିଆର୍ ଦେୟ ଛାଡ
ନୂଆଦିଲ୍ଲୀ,୨୯-୧୨: ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରିବା ଲାଗି ସରକାର ରୁପେ ଏବଂ ୟୁପିଆଇ ନେଣଦେଣରେ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ୍(ଏମ୍ଡିଆର୍) ଦେୟକୁ ବାଦ ଦେଇଛନ୍ତି। ୨୦୨୦ ଜାନୁୟାରୀ ପହିଲାଠାରୁ ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହେବ। କୌଣସି ଗ୍ରାହକ ନେଣଦେଣ ଲାଗି ପଏଣ୍ଟ ଅଫ୍…
ଆସ୍ଥାଗୃହ ଅନ୍ତେବାସୀଙ୍କ ସହ ଖାଇଲେ ଜିଲାପାଳ
ସୁନ୍ଦରଗଡ,୨୯।୧୨ (ଡି.ଏନ୍.ଏ) -ସମସ୍ତଙ୍କ ମଧ୍ୟରେ ବହିପଢିବା ଅଭ୍ୟାସ ସୃଷ୍ଟି କରିବା ପାଇଁ ସୁନ୍ଦରଗଡ଼ରେ ‘ବହିପଢ’ ଅଭିଯାନ ଆରମ୍ଭ କରି ଅଭିନବ ପ୍ରୟାସ କରିଥିବା ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଶନିବାର ସ୍ଥାନୀୟ ଆସ୍ଥାଗୃହରେ ଅନ୍ତେବାସୀଙ୍କ ସହ ଏକାଠି ବସି ମଧ୍ୟାହ୍ନ ଭୋଜନ…
ରଣଜୀ ଟ୍ରଫି: ଓଡ଼ିଶାର ହ୍ୟାଟ୍ରିକ ବିଜୟ; ପଏଣ୍ଟ ଟେବୁଲ ଶୀର୍ଷରେ ଓଡ଼ିଶା
କଟକ ଅଫିସ,୨୯ା୧୨-ଚଳିତ ରଣଜୀ ଟ୍ରଫିରେ ଓଡ଼ିଶା ଦଳର ବିଜୟ ଧାରା ଅବ୍ୟାହତ ରହିଛି। ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ଓଡ଼ିଶା-ଉତ୍ତରାଖଣ୍ଡ ବିପକ୍ଷ ମ୍ୟାଚ୍କୁ ଶନିବାର ୧୦ ଉଇକେଟରେ ଜିତିଛି ଓଡ଼ିଶା। ଏଥିସହିତ ଚଳିତ ଟୁର୍ନାମେଣ୍ଟରେ ଲଗାତର ୩ୟ ବିଜୟ ହାସଲ କରିଛି। ପେସ୍…
ପ୍ରଥମ ଟେଷ୍ଟ: ଇଂଲଣ୍ଡର ଟାର୍ଗେଟ ୩୭୬
ସେଞ୍ଚୁରିଆନ,୨୯।୧୨(ଏଏଫ୍ପି)- ଦକ୍ଷିଣ ଆଫ୍ରିକା ଓ ଭ୍ରମଣକାରୀ ଇଂଲଣ୍ଡ ମଧ୍ୟରେ ଏଠାରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍ ରୋମାଞ୍ଚକ ମୋଡରେ ପହଞ୍ଚିଛି। ପ୍ରଥମ ଇନିଂସରେ ୧୦୩ ରନର ଅଗ୍ରଣୀ ହାସଲ କରିଥିବା ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଇନିଂସରେ ୬୧.୪ ଓଭରରେ ୨୭୨ ରନକରି…
କଳିଙ୍ଗରେ ଜାତୀୟ ପୁରୁଷ ହକି କ୍ୟାମ୍ପ : ଦିଲପ୍ରୀତଙ୍କ ପ୍ରତ୍ୟାବର୍ତ୍ତନ, ଓଡ଼ିଶାରୁ ୫ ସାମିଲ
ନୂଆଦିଲ୍ଲୀ,୨୯।୧୨(ପି.ଟି.)- ଆସନ୍ତା ମାସରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ହକି ପ୍ରୋ ଲିଗ୍ ଆୟୋଜନ ହେବାକୁ ଯାଉଥିବା ବେଳେ ହକି ଇଣ୍ଡିଆ ଶନିବାର ଏକ ୩୨ ଜଣିଆ ସମ୍ଭାବ୍ୟ ପୁରୁଷ ଦଳ ଘୋଷଣା କରିଛି। ଦୁଇ ସପ୍ତାହ ଧରି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ…
କପିଳାସ ନାଟ୍ୟ ମହୋତ୍ସବର ଚତୁର୍ଥ ସନ୍ଧ୍ୟା: ବିଡ଼ମ୍ବିତ ଶୈଶବର ଅକୁହାକଥା ‘କାହାନୀ ଏକ୍ କଂସ୍ କୀ’
ଢେଙ୍କାନାଳ ଅଫିସ,୨୯ା୧୨ – ଢେଙ୍କାନାଳର କଳାପରିଷଦ ଅନୁଷ୍ଠାନ ପକ୍ଷରୁ ୩୯ତମ ବାର୍ଷିକ ଉତ୍ସବ ଅବସରରେ ସ୍ଥାନୀୟ ମିନି ଷ୍ଟାଡିୟମ ଗଜଲକ୍ଷ୍ମୀ କଳାମଣ୍ଡପଠାରେ ଚାଲିଥିବା ଜାତୀୟ ବହୁଭାଷୀ କପିଳାସ ନାଟ୍ୟ ମହୋତ୍ସବର ଶନିବାର ଚତୁର୍ଥ ସନ୍ଧ୍ୟାରେ ନୂଆଦିଲ୍ଲୀର ଡ୍ରାମାଟୋଲୋଜୀ ଥିଏଟର ଗ୍ରୁପ୍ ଦ୍ୱାରା…
Archives


