୫-ଟି ଓ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା: ସ୍ବଚ୍ଛତା, ଦକ୍ଷତା ବୃଦ୍ଧି ସମସ୍ତଙ୍କ ଲକ୍ଷ୍ୟ ହେଉ
ଢେଙ୍କାନାଳ ଅଫିସ,୨୯ା୧୨ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍ଭାବନା ଗୃହରେ ଶନିବାର ଜିଲାରେ ୫-ଟି ଓ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ଭୂମେଶଚନ୍ଦ୍ର ବେହେରା କହିଥିଲେ ଯେ, ପ୍ରତ୍ୟେକ ବିଭାଗର କର୍ମଚାରୀଙ୍କ…
ଷ୍ଟାଣ୍ଡିଂ କମିଟିର ବିଦ୍ୟୁତ୍ ବିଭାଗ କାର୍ଯ୍ୟ ସମୀକ୍ଷା
ଭଦ୍ରକ ଅଫିସ,୨୯।୧୨- ବିଧାନସଭା ଷ୍ଟାଣ୍ଡିଂ କମିଟି ଶନିବାର ଭଦ୍ରକ ଜିଲାରେ ବିଦ୍ୟୁତ୍ ବିଭାଗ ଅଧୀନରେ ହେଉଥିବା ଉନ୍ନତିମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରି ଫେରିଛି। ଏହି ଟିମ୍ ପାନ୍ଥିକା ପରିସରରେ ଓପିଟିସିଏଲ୍, ନେସ୍କୋ, ଠିକା ଏଜେନ୍ସି ଓ ପ୍ରଶାସନିକ ଅଧିକାରୀଙ୍କ ସହ…
ନୀଳଗିରି ଲ୍ୟାମ୍ପରେ ଉତ୍ତେଜନା: ୩ ଅଧିକାରୀଙ୍କୁ ୩ ଘଣ୍ଟା ଅଟକ
ସଜନାଗଡ଼, ୨୯।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଲ୍ୟାମ୍ପରେ ଶନିବାର ଉତ୍ତେଜନା ଦେଖାଦେଇଛି। ପଞ୍ଜିକରଣରେ ଅନିୟମିତତା ଅଭିଯୋଗ କରି ଚାଷୀମାନେ ଲ୍ୟାମ୍ପର ପରିଚାଳନା ନିର୍ଦ୍ଦେଶକଙ୍କୁ ୩ ଘଣ୍ଟା ଧରି ଅଟକ ରଖିଥିଲେ। ସମସ୍ୟାର ସମାଧାନ ପାଇଁ ବିଭାଗ ପକ୍ଷରୁ ଲିଖିତ ପ୍ରତିଶ୍ରୁତି ଦିଆଯିବା ପରେ…
ମହାପ୍ରଭୁଙ୍କୁ ଦର୍ଶନ କଲେ ବିହାର ରାଜ୍ୟପାଳ
ପୁରୀ ଅଫିସ,୨୮ା୧୨:ବିହାର ରାଜ୍ୟପାଳ ଫଗୁ ଚୌହ୍ବାନ ଶନିବାର ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ରାଜ୍ୟପାଳ ଚୌହ୍ବାନ ସିଂହଦ୍ୱାର ନିକଟରେ ପହଞ୍ଚତ୍ଥିଲେ। ତାଙ୍କୁ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ଏବଂ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ…
ଉପରାଷ୍ଟ୍ରପତିଙ୍କୁ ପୁସ୍ତକ ପ୍ରଦାନ କଲେ ପ୍ରଶାନ୍ତ
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ବିଜେଡି ରାଜ୍ୟ ସଭା ଏମ୍ପି ପ୍ରଶାନ୍ତ ନନ୍ଦ ଶନିବାର ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁଙ୍କୁ ସ୍ବରଚିତ ୨ଟି ପୁସ୍ତକ ପ୍ରଦାନ କରିଛନ୍ତି। ଏହି ପୁସ୍ତକ ୨ଟି ହେଉଛି- ଚଳଚ୍ଚିତ୍ର ପୁରାଣ: ଓଡ଼ିଆ ସିନେମାର ଇତିହାସ ଏବଂ ଖାରବେଳ: ଦ ଗ୍ରେଟ୍ ୱାରିୟର।…
ବକ୍ସିଂ ଡେ ଟେଷ୍ଟ: ଅଷ୍ଟ୍ରେଲିଆ ବୃହତ୍ ଅଗ୍ରଣୀ, ନ୍ୟୁଜିଲାଣ୍ଡର ସଂଘର୍ଷ ଜାରି
ମେଲବୋର୍ନ,୨୮।୧୨(ଏଏଫ୍ପି)- ସ୍ଥାନୀୟ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍ସିଜି)ରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ଘରୋଇ ଅଷ୍ଟ୍ରେଲିଆ ବୃହତ୍ ଅଗ୍ରଣୀ ହାସଲ କରିବା ସହ ସ୍ଥିତି ଆହୁରି ମଜଭୁତ କରିଛି। ଟସ୍ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଅଷ୍ଟ୍ରେଲିଆ…
୧୯ ବର୍ଷରୁ କମ୍ କ୍ରିକେଟ: ଜଇସ୍ବାଲଙ୍କ ଅଲରାଉଣ୍ଡ ପ୍ରଦର୍ଶନ, ଭାରତ ସିରିଜ ବିଜୟୀ
ଇଷ୍ଟ ଲଣ୍ଡନ, ୨୮ା୧୨ (ପି.ଟି.)- ସ୍ଥାନୀୟ ବଫାଲୋ ପାର୍କଠାରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଯୁବ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଯଶସ୍ବୀ ଜଇସ୍ବାଲଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ଭାରତର ୧୯ ବର୍ଷରୁ କମ୍ କ୍ରିକେଟ ଦଳ ୮ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ…
କାଲିଫର୍ନିଆରେ ଛୁଟି ମନାଉଛନ୍ତି ପ୍ରିୟଙ୍କା-ନିକ୍
ମୁମ୍ବାଇ: ଦେଶୀ ଗାର୍ଲ ପ୍ରିୟଙ୍କା ଚୋପ୍ରା ସ୍ବାମୀ ନିକ୍ ଜୋନାସଙ୍କ ଭଲପାଇବା ବଲିଉଡ୍ ଠାରୁ ଆରମ୍ଭ କରି ହଲିଉଡ୍ ପର୍ଯ୍ୟନ୍ତ ଚର୍ଚ୍ଚାରେ ରହିଥାଏ। ନିଜର ରୋମାଣ୍ଟିକ୍ ବଣ୍ଡିଂ ହେଉ କି ଯୁଆଡ଼େ ବୁଲିବାକୁ ଯାଆନ୍ତୁ ନା କାହିଁକି ପ୍ରିୟଙ୍କା ଏବଂ ନିକ୍…
ଆଗରପଡ଼ା ବିଦ୍ୟୁତ୍ ଉପକେନ୍ଦ୍ର ପରିଦର୍ଶନ କଲା ବିଧାନସଭା ଷ୍ଟାଣ୍ଡିଂ କମିଟି
ବନ୍ତ,୨୮।୧୨(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ାଠାରେ ନିର୍ମାଣାଧୀନ ଥିବା ୧୩୨/୩୩ କେଭି ବିଦ୍ୟୁତ୍ ଉପକେନ୍ଦ୍ରକୁ ଶନିବାର ବିଧାନସଭା ଷ୍ଟାଣ୍ଡିଂ କମିଟି ପରିଦର୍ଶନ କରିଛି। ଷ୍ଟାଣ୍ଡିଂ କମିଟିର ଏହି ଟିମ୍ ବିଦ୍ୟୁତ୍ ଉପକେନ୍ଦ୍ରରେ ପହଞ୍ଚି କାର୍ଯ୍ୟର ସମୀକ୍ଷା କରିବା ସହିତ ତୁରନ୍ତ…
ମହିଳାଙ୍କ ଓଜନ ବଢ଼ିବାର ୫ ମୁଖ୍ୟ କାରଣ
ଦ ଓବେସିଟି ଜର୍ନାଲରେ ପ୍ରକାଶିତ ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ, ବିବାହର ୫ ବର୍ଷ ଭିତରେ ପାଖାପାଖି ୮୨ ପ୍ରତିଶତ ଦମ୍ପତିଙ୍କର ଓଜନ ୫ରୁ ୧୦ କିଲୋ ବଢ଼ି ଯାଇଥାଏ। ଏହି ଘଟଣାରେ ମହିଳାମାନେ ସବୁଠାରେ ଆଗରେ ଅଛନ୍ତି। ସେମାନଙ୍କ ଓଜନ…
ବାପା ହେବାକୁ ମନ ବଳାଇଲେଣି ଦବଙ୍ଗ ଖାଁ
ବମ୍ବେ: ବାପା ହେବାକୁ ମନ ବଳାଇଲେଣି ଦବଙ୍ଗ ଖାଁ। କଥାଟି ଆମେ ମନକୁ କହୁନାହୁଁ। ବରଂ ସେ ନିଜେ ଏହା କହିଛନ୍ତି। ଶୁକ୍ରବାର ନିଜର ଜନ୍ମଦିନ ପାଳନ କରିବା ପରେ ମାମୁ ହେବାର ଖବର ପାଇଥିଲେ ସଲ୍ମାନ। ଏହାପରେ ସେ ଖବରଦାତାଙ୍କୁ…
ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଗାୟିକା ସପ୍ନା
ବମ୍ବେ: କଥାରେ ଅଛି ରଖେ ହରି ତ ମାରେ କିଏ। ଏଭଳି କିଛି ଘଟଣା ଘଟିଛି ଗାୟିକା ସପନା ଚୌଧୁରୀଙ୍କ କ୍ଷେତ୍ରରେ। ଶୁକ୍ରବାର ରାତିରେ ଶପିଂ ସାରି ଫେରୁଥିବା ବେଳେ ସେ ଏକ ବଡ଼ ଧରଣର ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ହେଲେ…
Archives


