କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିଲା ରାଜ୍ୟ କଂଗ୍ରେସ
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଶନିବାର କଂଗ୍ରେସ ୧୩୪ତମ ପ୍ରତିଷ୍ଠା ଦିବସ ପାଳନ କରୁଛି। କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ଦଳ ବିରୋଧ କରି ‘ସମ୍ବିଧାନ ବଞ୍ଚାଅ-ଭାରତ ବଞ୍ଚାଅ’ ବାର୍ତ୍ତା ନେଇ ଦେଶବ୍ୟାପୀ ଫ୍ଲାଗ୍ ମାର୍ଚ୍ଚ କରିଛି। ଏହି ଅବସରରେ ରାଜ୍ୟ କଂଗ୍ରେସ ପକ୍ଷରୁ…
ଦାରିଙ୍ଗବାଡ଼ିରେ ଶୀତ ବଢ଼ିବା ସତ୍ତ୍ୱେ ପର୍ଯ୍ୟଟକଙ୍କ ଭିଡ଼
ଦାରିଙ୍ଗବାଡ଼ି,୨୮।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ବୃଦ୍ଧି ପାଇଛି । ସକାଳ ୮ଟା ସୁଦ୍ଧା ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ରହିଥିବା ବେଳେ ସନ୍ଧ୍ୟା ୫ଟା ସୁଦ୍ଧା ୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । କୋହଲା…
ଉଜ୍ଜ୍ୱଳ ତ୍ୱଚା ଲାଗି ବ୍ୟବହାର କରନ୍ତୁ କମଳା ଚୋପା
ସୌନ୍ଦର୍ଯ୍ୟକୁ ନେଇ ପ୍ରାୟ ଅଧିକାଂଶ ଲୋକ ବେଶ୍ ଚିନ୍ତିତ। ଏକ ସୁନ୍ଦର ତ୍ୱଚା ପାଇବା ଲାଗି ସମସ୍ତଙ୍କର ଇଚ୍ଛା ଥାଏ। ଏ ନେଇ ବଜାରରେ ମିଳୁଥିବା ଅନେକେ ସୌଖୀନ ରାସାୟନିକ ପଦାର୍ଥ ବ୍ୟବହାର କରନ୍ତି, ଯାହାର ଅନେକ ପାର୍ଶ୍ୱପ୍ରତିକ୍ରିୟା ରହିଛି। ମାତ୍ର…
ଗାର୍ଲଫ୍ରେଣ୍ଡ୍ଙ୍କ ସହ ଭାଣିଜୀକୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଭାଇଜାନ୍
ମୁମ୍ବାଇ: ବଲିଉଡ୍ର ଭାଇଜାନ୍ ସଲମାନ୍ ଖାଁ ଡିସେମ୍ବର ୨୭ ଅର୍ଥାତ ଶୁକ୍ରବାର ଦ୍ୱିତୀୟ ଥର ମାମୁ ହୋଇଛନ୍ତି। ଭାଇଜାନ୍ ତାଙ୍କ ଜନ୍ମଦିନରେ ହିଁ ଏହି ସୌଭାଗ୍ୟ ପୁଣି ଥରେ ଅର୍ଜନ କରିଛନ୍ତି। ସେ ତାଙ୍କ ଗାର୍ଲଫ୍ରେଣ୍ଡ ୟୁଲିଆ ବନ୍ତୁରଙ୍କ ସହିତ ଭାଣିଜୀକୁ…
ଭାରତୀୟ ସେନାଙ୍କୁ ସୁରକ୍ଷା ଦେଇଥାଏ ଏହି ମନ୍ଦିର
ରାଜସ୍ଥାନର ଜୈସଲମେରଠାରୁ ପ୍ରାୟ ୧୨୨ କିଲୋମିଟର ଦୂର ତନୋଟଠାରେ ଏମିତି ଏକ ଦେବୀ ମନ୍ଦିର ରହିଛି ଯାହା ସୀମାରେ ଥିବା ଯବାନଙ୍କର ଜୀବନ ରକ୍ଷା କରିଥାଏ ବୋଲି ବିଶ୍ୱାସ ରହିଛି। କୁହାଯାଏ କି ଏହି ମନ୍ଦିରରେ ଏମିତି ଶକ୍ତି ଅଛି ଯାହା…
ବର୍ଷାରେ ଭିଜିପାରେ ନୂଆବର୍ଷ
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ବର୍ତ୍ତମାନ ରାଜ୍ୟର ଅଧିକାଂଶ ସ୍ଥାନରେ ଶୀତର ପ୍ରକୋପ ଜାରି ରହିଛି। ଶନିବାର ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ରିପୋର୍ଟରେ ୯ଟି ସହରର ତାପମାତ୍ରା ୧୦ ଡିଗ୍ରୀରୁ ତଳେ ଥିବା ଦେଖାଯାଇଛି। ଅପରପକ୍ଷେ ନୂତନ ବର୍ଷକୁ ଆଉ ତିନି ଦିନ…
ଜରିନ୍ଙ୍କୁ ହରାଇଲେ ମେରୀକମ୍: ମ୍ୟାଚ୍ ପରେ ଫୁଲ ଡ୍ରାମା
ନୂଆଦିଲ୍ଲୀ, ୨୮।୧୨- ଛ’ ଥର ବିଶ୍ୱ ଚାମ୍ପିୟନ ଏମ୍.ସି. ମେରୀକମ୍ (୫୧ କିଲୋ କାଟେଗୋରି) ଟ୍ରାଏଲରେ ନିଖତ ଜରିନଙ୍କୁ ହରାଇ ଦେଇଛନ୍ତି। ବିଜୟ ସହ ଆସନ୍ତା ବର୍ଷ ହେବାକୁ ଥିବା ଅଲିମ୍ପିକ୍ ଯୋଗ୍ୟତା ପର୍ଯ୍ୟାୟରେ ଭାରତ ପାଇଁ ପ୍ରତିନିଧିତ୍ୱ କରିବା ସ୍ପଷ୍ଟ…
୧୫ ଦିନରେ ଓଜନ କମାଇବାକୁ ଚାହୁଁଥିଲେ ପ୍ରତିଦିନ ଏଥିରୁ ୪ କପ୍ ପିଇବା ଉଚିତ୍
ୟୁନିଭର୍ସିଟି ଇଲିନୋଇସ୍ର ବୈଜ୍ଞାନିକମାନେ ଏକ ଗବେଷଣା କରି କହିଛନ୍ତି, କଫିର ଯେତିକି ଓଜନ କମାଇବା କ୍ଷମତା ରହିଛି ଅନ୍ୟ କୌଣସି ପାନୀୟରେ ନାହିଁ। କଫି ଶରୀରରେ କୋଲେଷ୍ଟରଲ ମାତ୍ରା ନିୟନ୍ତ୍ରଣ କରିଥାଏ। ଅତ୍ୟଧିକ ମିଠାଯୁକ୍ତ ଖାଦ୍ୟ କିମ୍ବା ଫ୍ୟାଟ୍ ଥିବା ଖାଦ୍ୟ…
ସୋମାଲିଆ କାର୍ ବୋମା ବିସ୍ଫୋରଣ: ୭୬ ମୃତ
ମୋଗାଡିସୁ,୨୮।୧୨: ସୋମାଲିଆର ରାଜଧାନୀ ମୋଗାଡିସୁରେ ଶନିବାର ହୋଇଥିବା କ୍ରମାଗତ କାର୍ ବୋମା ବିସ୍ଫୋରଣରେ ଏପର୍ଯ୍ୟନ୍ତ ୭୬ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସରକାରୀ ପ୍ରବକ୍ତା ଇସ୍ମାଇଲ ମୁଖ୍ତାର କହିଛନ୍ତି, ମୋଗାଡିସୁର ଆଫଗୋଇ ରୋଡରେ ଥିବା ସିକ୍ୟୁରିଟି ଚେକ୍ ପଏଣ୍ଟରେ କାର୍ ମଧ୍ୟରେ…
ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ନୂଆ କୁଳପତି ବ୍ୟୋମକେଶ ତ୍ରିପାଠୀ
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ପ୍ରଫେସର ବ୍ୟୋମକେଶ ତ୍ରିପାଠୀଙ୍କୁ ଶନିବାର ନିଯୁକ୍ତି ମିଳିଛି। ସେ ବର୍ତ୍ତମାନ ମଧ୍ୟପ୍ରଦେଶ ଅମରକଣ୍ଟକସ୍ଥିତ ଇନ୍ଦିରା ଗାନ୍ଧୀ ନ୍ୟାଶନାଲ ଟ୍ରାଇବାଲ ୟୁନିଭରସିଟିରେ ଇତିହାସ ବିଭାଗର ପ୍ରଫେସର ଭାବେ କାର୍ଯ୍ୟ କରୁଛନ୍ତି। ଏହା ପୂର୍ବରୁ…
୧୦ ହଜାର ନୁହେଁ, ହଜାରେ ଏଏମ୍ୟୁ ଛାତ୍ରଙ୍କ ବିରୋଧରେ ହୋଇଛି ମାମଲା: ସ୍ପଷ୍ଟ କଲା ୟୁପି ପୋଲିସ
ଆଲିଗଡ,୨୮।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ହିଂସାର ବାତାବରଣ ଉପୁଜିଛି। ଏଥିରେ ଉତ୍ତର ପ୍ରଦେଶର ଆଲିଗଡ଼ ମୁସଲିମ ୟୁନିଭର୍ସିଟି(ଏଏମ୍ୟୁ)ର ୧୦ ହଜାର ଛାତ୍ରଙ୍କ ବିରୋଧରେ ମାମଲା ହୋଇଥିବା ପ୍ରଥମେ ରିପୋର୍ଟ ପ୍ରକାଶ ପାଇଥିଲା। ଏବେ ଉତ୍ତର ପ୍ରଦେଶ ପୋଲିସ…
ବିବାହର ଗୋଟିଏ ଦିନ ପରେ ଇନ୍ଷ୍ଟାଗ୍ରାମରେ ଫଟୋ ଶେୟାର କଲେ ମୋନା
‘ଜସି ଜୈସି କୋଇ ନହିଁ’ ଟିଭି ସିରିୟଲର ଅଭିନେତ୍ରୀ ମୋନା ସିଂହ ଡିସେମ୍ବର ୨୭ରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ବିବାହର ଗୋଟିଏ ଦିନ ପରେ ତାଙ୍କ ଇନ୍ଷ୍ଟାଗ୍ରାମରେ ଏହି ସମୟର ଫଟୋଗୁଡ଼ିକ ଶେୟାର କରିଛନ୍ତି। ମୋନାଙ୍କ ଏହି ଫଟୋଗୁଡ଼ିକ ଏବେ…
Archives


