ଭୁବନେଶ୍ୱର ଏମ୍ପିଙ୍କ ଜନଶୁଣାଣି, ଲୋକଙ୍କ ଅଭିଯୋଗ ଶୁଣିଲେ: ସମାଧାନ ପାଇଁ ପଦକ୍ଷେପ ନେଲେ
ଖୋର୍ଦ୍ଧା ଅଫିସ,୨୮ା୧୨: ଖୋର୍ଦ୍ଧା ସହରସ୍ଥିତ ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ ଖୋର୍ଦ୍ଧା ନିର୍ବାଚନମଣ୍ଡଳୀସ୍ତରୀୟ ଜନଶୁଣାଣି ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭୁବନେଶ୍ୱର ଏମ୍ପି ଅପରାଜିତା ଷଡଙ୍ଗୀ ଯୋଗଦେଇ ଲୋକଙ୍କ ଅଭିଯୋଗ ଶୁଣିଥିଲେ। କିଛି ଅଭିଯୋଗକୁ ଜନଶୁଣାଣି ଶିବିରରେ ସମାଧାନ କରାଇଥିଲେ। ଆଉ କିଛି…
ଜଟଣୀ ପଞ୍ଚାୟତ ସମିତି ବୈଠକରେ ହଟ୍ଟଗୋଳ: ବାତ୍ୟା ଫନୀ, ଆବାସ ଯୋଜନା ଚୟନରେ ଅନିୟମିତତା
ଜଟଣୀ,୨୮ା୧୨(ଡି.ଏନ.ଏ.): ଜଟଣୀ ପଞ୍ଚାୟତ ସମିତି ବୈଠକ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ବ୍ଲକ ଅଧ୍ୟକ୍ଷା ବନଜା ଜେନାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ବୈଠକରେ ବିଡିଓ ବାସୁଦେବ ମାହାରୀ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଏଥିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ…
ଏଥର ୨୨ କୋଟିର ବ୍ୟବସାୟ
ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଜନତା ମଇଦାନଠାରେ ଚାଲିଥିବା ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ଉତ୍ସବରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ଅତିଥିଭାବେ ଯୋଗଦେଇ ସନ୍ଧ୍ୟାର…
ଜାନୁୟାରୀ ୪ରୁ ଶିଶିର ସରସ ମେଳା: ଯୋଗଦେବେ ୨୫ ରାଜ୍ୟର କାରିଗର
ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ଗ୍ରାମୀଣ ଉତ୍ପାଦକମାନଙ୍କ ସାମଗ୍ରୀକୁ ବିପଣନ ସୁବିଧା ଯୋଗାଇଦେବା ଲକ୍ଷ୍ୟରେ ଜାନୁୟାରୀ ୪ରୁ ଇଡ୍କୋ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହେବ ଶିଶିର ସରସ ମେଳା। ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ଓର୍ମାସ ପକ୍ଷରୁ ଆୟୋଜିତ…
ବିହାରରେ କଂଗ୍ରେସ ନେତାଙ୍କୁ ହତ୍ୟା
ବୈଶାଳି,୨୮।୧୨: ଗୋଟିଏ ପଟେ କଂଗ୍ରେସ ଶନିବାର ତା’ର ପ୍ରତିଷ୍ଠା ଦିବସ ପାଳନ କରୁଥିବା ବେଳେ ଅନ୍ୟପଟେ ବିହାରର ବୈଶାଳିରେ ଜଣେ କଂଗ୍ରେସ ନେତାଙ୍କୁ ସକାଳୁ ସକାଳୁ ହତ୍ୟା କରାଯାଇଛି। ସିମାନେ ରୋଡରେ ସକାଳ ପ୍ରାୟ ୬ଟା ୩୦ରେ ରାକେଶ ଯାଦବ ଜିମ୍ରୁ…
କେନ୍ଦୁଝରରେ ୨ବର୍ଷର ରେକର୍ଡ ଭାଙ୍ଗିଲା ଶୀତ
କେନ୍ଦୁଝର,୨୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବର୍ଷା ସାଙ୍ଗକୁ କୋହଲା ପାଗ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଚଳିତବର୍ଷ ସର୍ବନିମ୍ନ ତାପମାତ୍ରା ୫.୬ ଡିଗ୍ରୀ ରେକର୍ଡ କରାଯାଇଛି, ଯାହାକି ଗତ ଦୁଇ ବର୍ଷରେ ଦେଖିବାକୁ ମିଳି ନ ଥିଲା। ତେବେ କାଞ୍ଜିପାଣି, ତରମାକାନ୍ତ, କିରିବୁରୁ…
ରାୟଗଡ଼ାରେ ମାଓବାଦୀଙ୍କ ଲଙ୍କାକାଣ୍ଡ: ରାସ୍ତା କାମକୁ ବିରୋଧ କରି ପୋଡ଼ିଲେ ୩ଟି ଗାଡ଼ି
ମୁନିଗୁଡା,୨୮।୧୨: ରାୟଗଡା ଜିଲାରେ ପୁଣି ମାଓବାଦୀ ହିଂସା ଦେଖିବାକୁ ମିଳିଛି। ରାସ୍ତା କାମକୁ ବିରୋଧ କରି ୩ଟି ଗାଡିକୁ ପୋଡ଼ିଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ ଶରଧାପୁରଠାରୁ ଥୁଆପାଡ଼ି ପର୍ଯ୍ୟନ୍ତ ହେଉଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟସଡ଼କ ଯୋଜନାକୁ ମାଓବାଦୀ…
ସିଏଏ ହିଂସା: ମୃତ ବିକ୍ଷୋଭକାରୀଙ୍କ ପରିବାରଙ୍କୁ ସହାୟତାର ହାତ ବଢାଇଲା ଟିଏମ୍ସି
ମାଙ୍ଗାଲୁରୁ,୨୮।୧୨: କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ହିଂସାର ବାତାବରଣ ଉପୁଜିଥିଲା। ଏଥିରେ ମାଙ୍ଗାଲୁରୁର ୨ ବିକ୍ଷୋଭକାରୀଙ୍କ ମୃତ୍ୟୁ ହୋଇଥିଲା। ଏମାନଙ୍କ ପରିବାରଙ୍କୁ ଏବେ ସହାୟତାର ହାତ ବଢାଇଛି ତ୍ରୁଣମୂଳ କଂଗ୍ରେସ(ଟିଏମ୍ସି)। ଶନିବାର ଦିନେଶ ତ୍ରିଭେଦୀଙ୍କ ନେତୃତ୍ୱରେ…
ତିନ୍ ତଲାକ୍ ପୀଡ଼ିତାଙ୍କୁ ଯୋଗୀ ସରକାରଙ୍କ ନୂଆବର୍ଷ ଭେଟି: ବର୍ଷକୁ ମିଳିବ ୬ ହଜାର
ଲକ୍ଷ୍ନୌ, ୨୮।୧୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ତିନ୍ ତଲାକ୍ ପୀଡ଼ିତାଙ୍କୁ ନୂଆବର୍ଷ ଭେଟି ଦେବାକୁ ଯୋଜନା କରିଛନ୍ତି। ବର୍ଷକୁ ଏଭଳି ମୁସଲମାନ୍ ମହିଳାଙ୍କୁ ୬ ହଜାର ଟଙ୍କା ପ୍ରଦାନ କରାଯିବ। ସେହିଭଳି ଛାଡ଼ପତ୍ର ପାଇଥିବା ହିନ୍ଦୁ ମହିଳାଙ୍କୁ ମଧ୍ୟ…
ହେମନ୍ତଙ୍କ ସହ ମାତ୍ର ୨ ମନ୍ତ୍ରୀ ନେଇପାରନ୍ତି ଶପଥ
ରାଞ୍ଚି,୨୮।୧୨: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍ଏମ୍)ର କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନ ରବିବାର ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ହେଲେ ଏପର୍ଯ୍ୟନ୍ତ ତାଙ୍କ ସହ ଆଉ କିଏ ଶପଥ ନେବେ ତାହା ସ୍ଥିର ହୋଇପାରିନାହିଁ। କାରଣ ଅଳ୍ପ ପଦକୁ…
ରୁଷିଆ ସୈନ୍ୟବାହିନୀରେ ସାମିଲ୍ ହେଲା ହାଇପର୍ସୋନିକ୍ କ୍ଷେପଣାସ୍ତ୍ର: ଶବ୍ଦଠାରୁ ୨୭ ଗୁଣା ଅଧିକ ବେଗରେ କରିବ ଗତି
ମସ୍କୋ,୨୮।୧୨: ରୁଷିଆ ଏହାର ସୈନ୍ୟବାହିନୀର ଶକ୍ତି ବୃଦ୍ଧି କରିଛି। ଶବ୍ଦଠାରୁ ୨୭ ଗୁଣା ଅଧିକ ବେଗରେ କରିବ ଗତି କରୁଥିବା ହାଇପର୍ସୋନିକ୍ କ୍ଷେପଣାସ୍ତ୍ରକୁ ସୈନ୍ୟବାହିନୀରେ ସାମିଲ୍ କରାଯାଇଥିବା ନେଇ ରାଷ୍ଟ୍ରପତି ବ୍ଲଡିମୀର ପୁଟିନ୍ ଘୋଷଣା କରିଛନ୍ତି। ଏହାର ଲକ୍ଷ୍ୟ ଭେଦ କ୍ଷମତା…
ହାତୀ ଆକ୍ରମଣରେ ଜଣେ ବୃଦ୍ଧା ଗୁରୁତର
ଉଦଳା,୨୮।୧୨(ଡି.ଏନ୍.ଏ.): ଉଦଳା ବନଖଣ୍ତ ଅଞ୍ଚଳରେ ହାତୀ ଆତଙ୍କ ଦେଖାଦେଇଛି। ଶନିବାର ହାତୀପଲଙ୍କ ଆକମ୍ରଣରେ ଜଣେ ବୃଦ୍ଧା ଗୁରୁତର ଆହତ ହୋଇଛନ୍ତି । ସୂଚନାଯୋଗ୍ୟ, ଉଦଳା ବ୍ଲକ ଅଧିନରେ ଥିବା ଖଲାଡି ଓ କୋଚିଳା ଡିହା ପଞ୍ଚାୟତ ଅଞ୍ଚଳରେ ସକାଳେ କିଛି ହାତୀପଲ…
Archives


