Home Left

ମୋଦିଙ୍କଠାରୁ ପୁରସ୍କୃତ ହୋଇଥିବା ଫୁଟବଲ ଖେଳାଳି ଏବେ ଫୁଟ୍‌ପାଥରେ

ମୁମ୍ବାଇ,୨୮।୧୨: ମୁମ୍ବାଇର ୧୮ ବର୍ଷୀୟା ଫୁଟବଳ ଖେଳାଳି ମେରି ନାଇଡୁ ୨୦୧୭ରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦ୍ୱାରା ପୁରସ୍କୃତ ହୋଇଥିଲେ। ମାତ୍ର ୨ ବର୍ଷ ଭିତରେ ସେ ଏବେ ଅଲୋଡା ହୋଇଯାଇଛନ୍ତି। ମେରି ଏବେ ତାଙ୍କ ପରିବାର ସହ ଫୁଟ୍‌ପାଥରେ ଦିନ କାଟୁଥିବା…

ପୁରୁଷ ଟିଭି ଦେଖିବାରେ ଏବଂ ମହିଳା ଇସ୍ତ୍ରୀ କରିବାରେ ଅଧିକ ବିଦ୍ୟୁତ୍‌ ଶକ୍ତି କରନ୍ତି ଖର୍ଚ୍ଚ …

ଭାରତରେ ଅଧିକ ବିଦ୍ୟୁତ୍‌ ଶକ୍ତି କେଉଁମାନେ ଖର୍ଚ୍ଚ କରିଥାନ୍ତି ତାହାର ଏକ ରିପୋର୍ଟ ପ୍ରକାଶ ପାଇଛି। ପେନସିଲ୍‌ଭାନିଆର ପିଟସ୍‌ବର୍ଗ ସ୍ଥିତ କାନେଗି ମେଲୋନ୍‌ ବିଶ୍ୱବିଦ୍ୟାଳୟର ଗବେଷକ ଦୀର୍ଘଦିନ ଏକ ଅଧ୍ୟୟନ କରି ଏହା ଜାଣିପାରିଛନ୍ତି। ଦେଶର ୭ଟି ରାଜ୍ୟରେ ଏନେଇ ସର୍ଭେ…

ମିଛ କହୁଛି ଭାଜପା: ରାହୁଲ

ନୂଆଦିଲ୍ଲୀ,୨୮।୧୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣିଥରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି କେନ୍ଦ୍ର ସରକାର ଯେଉଁ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଆଣିଛନ୍ତି ତାହା ବିମୁଦ୍ରୀକରଣଠାରୁ ମଧ୍ୟ ଭୟଙ୍କର। ଏଥିରେ କେହି ଧନୀ ଲୋକ ଲାଇନରେ…

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ଭାଜପା

ନୂଆଦିଲ୍ଲୀ,୨୮।୧୨; ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ଆଖି ଆଗରେ ରଖି ସବୁ ଦଳ ପକ୍ଷରୁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି। କିଛିଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଦଳ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ତା’ର ସ୍ଲୋଗାନ ପ୍ରସ୍ତୁତ…

ହୋମିଓପାଥିକ କଲେଜ

ଆଦିବାସୀ ଅଧ୍ୟୁଷିତ ତଥା ବଣପାହାଡ ଘେରା ମୟୂରଭଞ୍ଜ ଜିଲା। ଏହି ଜିଲାର ବାରିପଦାଠାରେ କେତେଜଣ ସାମାଜିକ କର୍ମୀ ଓ ହୋମିଓପାଥିକ ଔଷଧ ସେବନକୁ ଭଲ ପାଉଥିବା ଲୋକଙ୍କ ପ୍ରଚେଷ୍ଟାରେ ୧୯୮୦ ମସିହାରେ ଆରମ୍ଭ ହୋଇଥିଲା ହୋମିଓପାଥିକ କଲେଜ। କଲେଜର ପ୍ରତିଷ୍ଠାତା ଡାକ୍ତର…

ମାନବାଧିକାର ଆଇନ ପ୍ରତି ସଶସ୍ତ୍ର ବଳର ସମ୍ମାନ ଅଛି: ସେନାମୁଖ୍ୟ

ନୂଆଦିଲ୍ଲୀ,୨୮ା୧୨(ପି.ଟି.): ଭାରତୀୟ ସଶସ୍ତ୍ର ବଳ ଅତ୍ୟନ୍ତ ଶୃଙ୍ଖଳିତ ଓ ମାନବାଧିକାର ଆଇନ ପ୍ରତି ଏହାର ଯଥେଷ୍ଟ ସମ୍ମାନ ରହିଥିବା ସେନାଧ୍ୟକ୍ଷ ଜେନେରାଲ ବିପିନ ରାଓ୍ବତ ଶୁକ୍ରବାର କହିଛନ୍ତି। ସେନା କେବଳ ଦେଶବାସୀଙ୍କ ମାନବାଧିକାରର ସୁରକ୍ଷାକୁ ସୁନିଶ୍ଚିତ କରେନାହିଁ, ବରଂ ଏହାକୁ ବିରୋଧରୁ…

ପ୍ରମୁଖ ସଚିବ ପଦରେ ରାଜୀବ କୁମାର

କୋଲକାତା,୨୮ା୧୨(ପି.ଟି.): କୋଲକାତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କୁ ପଶ୍ଚିମବଙ୍ଗ ସରକାର ରାଜ୍ୟ ସୂଚନା ଓ ପ୍ରଯୁକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତ କରିଛନ୍ତି। ଏହି ପଦରେ ଥିବା ଦେବାଶିଷ ସେନ୍‌ଙ୍କ ସ୍ଥାନରେ ରାଜୀବ କୁମାର ଅବସ୍ଥାପିତ ହେବେ। ସେନ୍‌ଙ୍କୁ…

ସମଗ୍ର ଦେଶ ପାଇଁ ରହିବ ଗୋଟିଏ ଆପତ୍‌କାଳୀନ ନମ୍ବର

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ସମଗ୍ର ଦେଶ ପାଇଁ ରହିବ ଗୋଟିଏ ଆପତ୍‌କାଳୀନ ନମ୍ବର ୧୧୨। ୨୦୨୦ ମାର୍ଚ୍ଚ ମାସରୁ ଏହି ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଇମର୍ଜେନ୍ସି ରେସ୍‌ପନ୍ସ ସପୋର୍ଟ ସିଷ୍ଟମ(ଇଆର୍‌ଏସ୍‌ଏସ୍‌) ରାଜ୍ୟରେ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ। ଦେଶର…

୧୧ ଖ୍ରୀଷ୍ଟିଆନ୍‌ଙ୍କୁ ହତ୍ୟାକଲା ଆଇଏସ୍‌

କାନୋ,୨୮ା୧୨: ଉତ୍ତର-ପୂର୍ବ ନାଇଜେରିଆରେ ଆଇଏସ୍‌ ଆତଙ୍କବାଦୀମାନେ ୧୧ ଜଣ ଖ୍ରୀଷ୍ଟିଆନ୍‌ଙ୍କୁ ହତ୍ୟା କରିଛନ୍ତି। ଆଖିରେ କଳାପଟି ବନ୍ଧାଯାଇଥିବା ଏହି ଖ୍ରୀଷ୍ଟିଆନ୍‌ମାନଙ୍କୁ ଏକ ଅଜଣା ଜାଗାକୁ ନେଇ ଜେହାଦୀମାନେ ଛୁରାମାଡ଼ ଓ ଗୁଳିମାଡ଼ କରି ହତ୍ୟା କରିଛନ୍ତି। ଏ ସମ୍ପର୍କରେ ଏକ ଭିଡିଓ…

ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ଶୋଭାଯାତ୍ରା

ନୂଆଦିଲ୍ଲୀ,୨୮ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନକୁ ବିରୋଧ ଏବଂ ଭୀମ୍‌ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କ ମୁକ୍ତି ଦାବିକରି ଶୁକ୍ରବାର ଶତାଧିକ ଲୋକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନ ଅଭିମୁଖେ ଯାଉଥିବାବେଳେ ସେମାନଙ୍କୁ ପୋଲିସ ଅଟକାଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ଓ ଡ୍ରୋନ୍‌…

ବାଲେଶ୍ୱର-ନୀଳଗିରି ଷ୍ଟେଶନ ମଧ୍ୟରେ ମରାମତି: ୩ ଟ୍ରେନ ବାତିଲ୍‌, ୭ଟିର ସମୟ ପରିବର୍ତ୍ତନ

ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ବାଲେଶ୍ୱର ଓ ନୀଳଗିରି ରୋଡ଼ ଷ୍ଟେଶନ ମଧ୍ୟରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ରବିବାର ୩ ଟ୍ରେନ୍‌ ବାତିଲ୍‌ ସହ ୭ଟିର ସମୟ ପରିବର୍ତ୍ତନ କରାଯାଇଛି। ଦକ୍ଷିଣ ପୂର୍ବ ରେଳପଥ ପକ୍ଷରୁ ମିଳିଥିବା ସୂଚନାନୁସାରେ, ଏହି ଦୁଇ…

ମନମୋହନଙ୍କ ଅମଳରେ ପାକିସ୍ତାନରୁ ଅନୁପ୍ରବେଶ କରୁଥିଲେ: ଆଲିଆ, ମାଲିଆ, ଜମାଲିଆ

ଶିମ୍‌ଲା/ନୂଆଦିଲ୍ଲୀ,୨୮ା୧୨: ୧୦ ବର୍ଷ ଧରି କଂଗ୍ରେସ ସରକାର ଚାଲିଥିଲା। ସୋନିଆ ମନମୋହନଙ୍କ ସରକାର ବେଳେ ପାକିସ୍ତାନରୁ ଆଲିଆ, ମାଲିଆ ଓ ଜମାଲିଆମାନେ ରୀତିମତ ଆସି ଆମ ଯବାନଙ୍କ ମୁଣ୍ଡ କାଟି ନେଇଯାଉଥିଲେ। ଦେଶର ପ୍ରଧାନମନ୍ତ୍ରୀ ସେତେବେଳେ ପଦୁଟିଏ କହୁ ନ ଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri