ଭିଜିଲାନ୍ସ ଜାଲରେ ଉଦ୍ୟାନ ବିଭାଗ ମାଳି, ୪ ସ୍ଥାନରେ ଚାଲିଛି ଏକକାଳୀନ ଚଢ଼ାଉ
ଉଦଳା,୨୭।୧୨(ଡି.ଏନ୍.ଏ.): ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲା ଉଦଳା ଉଦ୍ୟାନ ବିଭାଗ ମାଳି ଉଦ୍ଧବ ବେହେରା। ଶୁକ୍ରବାର ଉଦ୍ଦବଙ୍କ ୪ ସ୍ଥାନରେ ଥିବା ଘରେ ଭିଜିଲାନ୍ସ ଟିମ୍ ଏକକାଳୀନ ଚଢ଼ାଉ କରିଛି। କପ୍ତିପଦା ବ୍ଲକ ବଡ଼ାମପଦାସ୍ଥିତ ବାସଭବନ ସମେତ ଶ୍ୱଶୁର ଘର ନୁଦଡ଼ିହା,…
ବାକିରେ ପାନ ଦେବାକୁ ଦୋକାନୀ ମନା କରିବାରୁ ଗ୍ରାହକ କାଟି ଖାଇଲେ ଓଠ, କାନ
ଲକ୍ଷ୍ନୌ: ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ପାନ ଦୋକାନୀ ଗ୍ରାହକଙ୍କୁ ବାକି ବା ମାଗଣାରେ ପାନ ଦେବାକୁ ମନା କରିବାରୁ ଗ୍ରାହକ ଜଣକ ଏମିତି କାଣ୍ଡ ଘଟାଇଛନ୍ତି, ଯାହା ସମସ୍ତଙ୍କୁ ଚକିତ କରିଦେଇଛି। ଆଲମବାଗ୍ର ସାଲୁ…
ମଲିକଙ୍କ ପଛରେ ଟିମ୍ ଇଣ୍ଡିଆ ପ୍ରଶଂସକ
ବଡ଼ଦିନ ଅବସରରେ ପ୍ରଶଂସକଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ କରିଥିବା ଟୁଇଟ୍ ଯୋଗୁ ପୂର୍ବତନ ପାକିସ୍ତାନ ଅଧିନାୟକ ସୋଏବ ମଲିକଙ୍କୁ ସମାଲୋଚିତ ହେବାକୁ ପଡ଼ିଛି। ସେ ଭାରତ ଓ ପାକିସ୍ତାନ ମ୍ୟାଚ୍ ବେଳର ଏକ ଫଟୋ ସହ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସର ଶୁଭେଚ୍ଛା…
ଲଣ୍ଡନ, ପ୍ୟାରିସ୍ ଭଳି ସଫାସୁତରା ହେବ ଦିଲ୍ଲୀ: କେଜରିଓ୍ବାଲ
ନୂଆଦିଲ୍ଲୀ, ୨୭।୧୨: ଆଗାମୀ ୫ ବର୍ଷ ମଧ୍ୟରେ ଲଣ୍ଡନ, ଟୋକିଓ ଏବଂ ପ୍ୟାରିସ୍ ଭଳି ରାଜଧାନୀ ଦିଲ୍ଲୀକୁ ସଫାସୁତରା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ୍ କେଜରିଓ୍ବାଲ କହିଛନ୍ତି। ଆଗାମୀ ବିଧାନସଭା ନିର୍ବାଚନକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ଦୁଇ ସପ୍ତାହ ମଧ୍ୟରେ ୭ଟି…
ବ୍ୟବସାୟୀଙ୍କଠାରୁ ଲୁଟେରା ଝାମ୍ପିନେଲେ ଦେଢ଼ ଲକ୍ଷ ଟଙ୍କା
ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୨୭।୧୨(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀରୋଡ୍ସ୍ଥିତ ଆଲ୍ହାବାଦ ବ୍ୟାଙ୍କ ଶାଖା ସମ୍ମୁଖରୁ ଶୁକ୍ରବାର ପୂର୍ବାହ୍ନରେ କଳା ପଲସରରେ ଆସି ଜଣେ ବ୍ୟବସାୟୀଙ୍କଠାରୁ ଦୁଇ ଲୁଟେରା ଦେଢ଼ ଲକ୍ଷ ଟଙ୍କା ଝାମ୍ପି ନେଇ ଫେରାର ହୋଇଯାଇଛନ୍ତି। ମଞ୍ଜୁରୀରୋଡ୍ର ବ୍ୟବସାୟୀ ଶଙ୍କର୍ଷଣ…
ଜିଲା ଚିଠି: ଦେବଗଡ଼ରେ ହାତୀ ଆତଙ୍କ
ଦେବଗଡ଼ ଜିଲାର ବିଭିନ୍ନ ଗ୍ରାମରେ ଗତ କିଛିଦିନ ହେବ ହାତୀ ଆତଙ୍କ ଦେଖାଦେଇଛି। ସହର ବି ସେଥିରୁ ବାଦ୍ ପଡ଼ିନି। ବଣ ଜଙ୍ଗଲ ଛାଡ଼ି ଗାଁ ଓ ସହର ମୁହଁା ହେଉଥିବା ସେହି ହାତୀପଲଙ୍କୁ ରୋକିବା ବନ ବିଭାଗ କର୍ମଚାରୀଙ୍କ ପକ୍ଷେ…
ଭିଜିଲାନ୍ସ ଜାଲରେ କୋଟିପତି ଫରେଷ୍ଟର
ଫୁଲବାଣୀ ଅଫିସ,୨୭।୧୨: ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି କୋଟିପତି ଫରେଷ୍ଟର। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟରଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ହୋଇଛି। କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡର ବ୍ରାହ୍ମଣୀ ଗାଁ ବନାଞ୍ଚଳରେ କାର୍ଯ୍ୟରତ ଫରେଷ୍ଟର କୈଳାସ ଚନ୍ଦ୍ର ସାହୁଙ୍କ ବାଲିଗୁଡ଼ା…
‘ନୀରବ ବିପ୍ଳବ ଆଣୁଛି ଏମ୍ଏସ୍ଏମ୍ଇ
ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ) ତୃଣମୂଳସ୍ତରରେ ଅଧିକ ରୋଜଗାର ସୃଷ୍ଟି କରିଥାଏ। ଏହାକୁ ଆରମ୍ଭ କରିବା ପାଇଁ ବୃହତ୍ ପୁଞ୍ଜିର ମଧ୍ୟ ଆବଶ୍ୟକତା ନ ଥାଏ। ତେଣୁ ଜାତୀୟସ୍ତରରେ ଏବଂ ଓଡ଼ିଶାରେ ଏମ୍ଏସ୍ଏମ୍ଇ କ୍ଷେତ୍ରକୁ ସର୍ବାଧିକ ପ୍ରାଧାନ୍ୟ…
ବିଦାୟ ନେଲା କାର୍ଗିଲ ଯୁଦ୍ଧର ‘ହିରୋ’ ମିଗ୍-୨୭ ବିମାନ
ଯୋଧପୁର, ୨୭।୧୨: କାର୍ଗିଲ ଯୁଦ୍ଧର ହିରୋ ଲଢୁଆ ବିମାନ ମିଗ୍-୨୭କୁ ଶୁକ୍ରବାର ଭାରତୀୟ ବାୟୁସେନାରୁ ବିଦାୟ ଦିଆଯାଇଛି। ଏହି ଲଢୁଆ ବିମାନଟି ଦୀର୍ଘ ୩ ଦଶନ୍ଧି ଧରି ଭାରତୀୟ ବାୟୁସେନାର ଶକ୍ତି ପାଲଟିଥିଲା। ଭାରତୀୟ ବାୟୁସେନାର ‘ବାହାଦୁର’ ନାମରେ ପରିଚିତ ଏହି…
ଖୁବ୍ ଶୀଘ୍ର ସାକ୍ଷୀଗୋପାଳ ମନ୍ଦିରର ଉନ୍ନତୀକରଣ
ସାକ୍ଷୀଗୋପାଳ,୨୭।୧୨(ଡି.ଏନ୍.ଏ.): ଚାରିଧାମ ତୀର୍ଥଯାତ୍ରାରେ ଶ୍ରୀକ୍ଷେତ୍ର ଆସୁଥିବା ତୀର୍ଥଯାତ୍ରୀମାନେ ସାକ୍ଷୀଗୋପାଳ ମନ୍ଦିରକୁ ଆସିଥାନ୍ତି। ତୀର୍ଥଯାତ୍ରୀମାନଙ୍କ ସୁବିଧା ପାଇଁ ଏହି ପୀଠର ବିକାଶ ଜରୁରୀ। ପୁରାତନ ଅଧ୍ୟାତ୍ମିକ ପୀଠ ସାକ୍ଷୀଗୋପାଳ ମନ୍ଦିରକୁ ଶ୍ରୀକ୍ଷେତ୍ର ଭଳି ବିକାଶ ଯୋଜନାରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…
ଶ୍ରୀମନ୍ଦିର ସୁରକ୍ଷା ଜୋନ୍: ନୂଆବର୍ଷରୁ ଜୋର୍ ଧରିବ ଉଚ୍ଛେଦ ଅଭିଯାନ
ପୁରୀ ଅଫିସ,୨୭।୧୨: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ସକାଶେ ମେଘନାଦ ପାଚେରିକୁ ଲାଗି ୭୫ ମିଟର ପରିଧି ମଧ୍ୟରେ ସବୁ ନିର୍ମାଣ ଉଚ୍ଛେଦ ପାଇଁ ନିଷ୍ପତ୍ତି ହୋଇଛି। ଏହାର କାମ ମଧ୍ୟ ଆରମ୍ଭ ହୋଇଯାଇଛି। ୫ଟି ମଠ, କେତେକ ଘରୋଇ ଓ…
ବିଦ୍ୟୁତ୍ ଆଘାତରେ ନାବାଳକଙ୍କ ମୃତ୍ୟୁ ଘଟଣା: ୪ ସପ୍ତାହରେ କ୍ଷତିପୂରଣ ଦେବାକୁ ଏନ୍ଏଚ୍ଆର୍ସିର ନିର୍ଦ୍ଦେଶ
ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): କଟକ ଜିଲା ବାଙ୍କୀର ନାବାଳକ ଶଙ୍କର ନାୟକଙ୍କର ବିଦ୍ୟୁତ୍ ଆଘାତରେ ମୃତ୍ୟୁ ଘଟଣା ନେଇ ଜାତୀୟ ମାନବିକ ଅଧିକାର କମିଶନ (ଏନ୍ଏଚ୍ଆର୍ସି) କ୍ଷୋଭ ପ୍ରକାଶ କରିଛନ୍ତି। ଗତ ଫେବୃୟାରୀ ମାସରେ ଏହି ମାମଲାର ବିଚାର କରି କମିଶନ ମୃତକଙ୍କ ପରିବାରକୁ…
Archives


