ବଜେଟରେ କୌଣସି କବି ବା କବିତାର ଉଲ୍ଲେଖ କଲେ ନାହିଁ ନିର୍ମଳା
ନୂଆଦିଲ୍ଲୀ,୨।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ରବିବାର ଲୋକସଭାରେ ତାଙ୍କର ଲଗାତାର ନବମ ବଜେଟ ଉପସ୍ଥାପନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୀତାରମଣଙ୍କ ପ୍ରାୟ ୮୫ ମିନିଟର ବଜେଟ ଭାଷଣକୁ ‘ଐତିହାସିକ ଏବଂ ଭବିଷ୍ୟତମୁଖୀ’ ବୋଲି ବର୍ଣ୍ଣନା କରିଛନ୍ତି। ଭାଷଣ ଗୁରୁ…
କୃଷିଭିତ୍ତିିକ ଶିଳ୍ପର ସ୍ଥିତି
ଓଡ଼ିଶାରେ ପୁରୁଣା ସରକାର ଯିବା ପରେ ନୂଆ ସରକାରଙ୍କ ଆଗମନ ପରେ ଅନେକ ଯୋଜନା ଓ କାର୍ଯ୍ୟକ୍ରମ ଚାଲିଛି, ହେବା ମଧ୍ୟ ସ୍ବାଭାବିକ। ତେବେ ଏସବୁ ଭିତରେ ଗୋଟିଏ ଛୋଟିଆ ପ୍ରସଙ୍ଗ ଉପରେ ମୁଁ ଆଲୋଚନା ରଖୁଛି। ବର୍ତ୍ତମାନର ବଜାର ଦରକୁ…
ଇନ୍ଦୋର: ସ୍ବଚ୍ଛ ଭାରତର ଦୁଃଖ
ମଧ୍ୟପ୍ରଦେଶର ଇନ୍ଦୋର ସହରରେ ପ୍ରଦୂଷିତ ଜଳ ପିଇ ଜାନୁଆରୀ ମାସରେ ୧୦ ଜଣ ବ୍ୟକ୍ତିଙ୍କର ପ୍ରାଣହାନି ଘଟିବା ସହ ବହୁ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହେଲେ। ଏହି ଘଟଣା ପରିପ୍ରେକ୍ଷୀରେ ସରକାର ଇନ୍ଦୋର ମହାନଗର ନିଗମ କମିଶନରଙ୍କୁ ବଦଳି ଓ…
‘ପ୍ରତି ଘରକୁ ଲକ୍ଷ୍ମୀ ଆସିଲେ’, Budgetରେ ଏମିତି କ’ଣ କଲେ ଅର୍ଥମନ୍ତ୍ରୀ? ଜାଣନ୍ତୁ…
ନୂଆଦିଲ୍ଲୀ,୨।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ରବିବାର, ଫେବୃଆରୀ ୧, ୨୦୨୬ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ Budget ଉପସ୍ଥାପନ କରିଥିଲେ। ସବୁଥର ପରି, ଏଥର ବି ଅର୍ଥମନ୍ତ୍ରୀଙ୍କ ବଜେଟରେ ମହିଳାମାନଙ୍କ ପାଇଁ କିଛି ସ୍ବତନ୍ତ୍ର ଉପହାର ଅନ୍ତର୍ଭୁକ୍ତ କରାଯାଇଛି। ଲକ୍ଷପତି…
ଶୀତ କମିଛି, କମିନି ପର୍ଯ୍ୟଟକଙ୍କ ସଂଖ୍ୟା, ସକାଳୁ ରାତି ପର୍ଯ୍ୟନ୍ତ…
ଦାରିଙ୍ଗବାଡ଼ି,୨ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଦିନରେ ଶୀତର ଅନୁଭୂତି କମିବାରେ ଲାଗିଛି। କେବଳ ସନ୍ଧ୍ୟା ପରଠାରୁ ଶୀତ ମାଡ଼ି ଆସି ଭୋର୍ ସମୟରେ ପ୍ରବଳ ଶୀତ ଅନୁଭୂତ ହେଉଥିବା ବେଳେ ଏହାର ପ୍ରଭାବ ଦିନରେ ବହୁତ କମ୍ ଦେଖାଯାଇଛି।…
ଅସ୍ମିତା ଜାତୀୟ ରଗ୍ବୀ ଲିଗ୍: ଓଡ଼ିଶାର କ୍ଲିନ ସୁଇପ୍
ଭୁବନେଶ୍ୱର,୧ା୨(ଅନାଦି କର): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଅସ୍ମିତା ଜାତୀୟ ରଗ୍ବୀ ଲିଗ୍ ରବିବାର ଉଦ୍ଯାପିତ ହୋଇଯାଇଛି। ସବ୍-ଜୁନିୟର ବାଳିକା(୧୫ ବର୍ଷରୁ କମ୍), ଜୁନିୟର ବାଳିକା (୧୮ ବର୍ଷରୁ କମ୍) ଓ ସିନିୟର ମହିଳା ବର୍ଗରେ ଚାମ୍ପିୟନ ହୋଇ ଓଡ଼ିଶା…
ପରିବା ବଜାରରେ ବିବାହିତା ମହିଳାଙ୍କ ମୃତଦେହ, ଟ୍ରଲି ବ୍ୟାଗ….
ପାଟନା,୧।୨: ରବିବାର ରୋହତାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଦେହରି ନଗର ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ପନିପରିବା ବଜାର ନିକଟରେ ଏକ ପରିତ୍ୟକ୍ତ ଟ୍ରଲି ବ୍ୟାଗରେ ଜଣେ ଯୁବତୀଙ୍କ ମୃତଦେହ ମିଳିଛି ।…
ବଜେଟକୁ ନେଇ ଲୋକେ କ’ଣ କହୁଛନ୍ତି, ଜାଣନ୍ତୁ…
ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଆଣିଥିବା ବଜେଟକୁ ନେଇ ଦିଗପହଣ୍ଡି ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବଜେଟ ଯୁବ ବର୍ଗଙ୍କୁ ସମ୍ପୂର୍ଣ୍ଣ ନିରୁତ୍ସାହିତ କରିଛି ବୋଲି ରାଜନୈତିକ…
ପୂର୍ବତନ ଏମ୍ପି ସୁଶୀଳା ତିରିଆଙ୍କ ପରଲୋକ
ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଡିସେମ୍ବର ୫ତାରିଖରେ ଅସୁସ୍ଥ…
ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା
ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ ଶଶୀ ସାହୁ ବିଜୁ ଜନତା ଦଳରେ ସାମିଲ ହୋଇଥିବା ବେଳେ ତାଙ୍କ ପତ୍ନୀ…
କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…
ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍ ଭାଷଣରେ ଓଡ଼ିଶାକୁ ଚୟନମୂଳକ ଉଲେଖ କରାଯାଇଥିବା ବେଳେ, ଏହା ଆଦିବାସୀ ଓ କେବିକେ…
ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ
ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ସମାସିଙ୍ଗି ଶାସନ ଗ୍ରାମର ସନାତନ ବେଜଙ୍କ ରୋଜଗାରକ୍ଷମ…

