Home Left

ଶୁକ୍ରବାର ନମାଜ ପାଠ ପୂର୍ବରୁ ଆଗ୍ରା, ମଥୁରା, ଫିରୋଜାବାଦରେ ଇଣ୍ଟରନେଟ ସେବା ବନ୍ଦ

ଆଗ୍ରା,୨୬।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଲାଗିରହିଥିବା ହିଂସା ଥମିବାର ନା ନେଉନି। ଏନେଇ ପଶ୍ଚିମ ଉତ୍ତରପ୍ରଦେଶର ୩ଟି ଜିଲାରେ ଇଣ୍ଟରନେଟ ସେବାକୁ ବନ୍ଦ କରି ଦିଆଯାଇଛି। ଶୁକ୍ରବାର ନମାଜ ପାଠ ପୂର୍ବରୁ ଆଗ୍ରା, ମଥୁରା ଓ ଫିରୋଜାବାଦରେ ଏହି ସେବା…

ବିପିନ୍‌ ରାଓ୍ବତଙ୍କୁ ଘେରିଲେ ଓଓ୍ବାଇସି-ଦିଗ୍‌ବିଜୟ

ନୂଆଦିଲ୍ଲୀ, ୨୬।୧୨: ସିଏଏ ହିଂସା ନେଇ ଭାରତୀୟ ସେନାମୁଖ୍ୟ ବିପିନ୍‌ ରାଓ୍ବତ ମୁହଁ ଖୋଲିବା ପରେ ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସାଦୁଦ୍ଦିନ୍‌ ଓଓ୍ବାଇସି ଏବଂ କଂଗ୍ରେସର ବରିଷ୍ଠ ସଦସ୍ୟ ଦିଗ୍‌ବିଜୟ ସିଂ ତାଙ୍କୁ ଘେରିବା ଆରମ୍ଭ କରିଛନ୍ତି। ଓଓ୍ବାଇସି ସେନାମୁଖ୍ୟଙ୍କୁ ନିଜ ପଦର…

ଜେନେଲିଆଙ୍କୁ ଟାଇ ପିନ୍ଧିବାରେ ସାହାଯ୍ୟ କଲେ ରିତେଶ: ଭିଡିଓ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ସେଲିବ୍ରିଟି ଟିକେ କିଛି ଅଲଗା କାମ କଲେ ଆସନ୍ତି ଚର୍ଚ୍ଚାକୁ। ଏବେ ତ ସୋସିଆଲ ମିଡିଆରେ ଏମାନେ ତତ୍‌କ୍ଷଣାତ୍‌ ଚର୍ଚ୍ଚାର ପରସରକୁ ଚାଲିଆସୁଛନ୍ତି। ନିକଟରେ ରିତେଶ ଦେଶମୁଖ ଓ ଜେନେଲିଆ ଡିସୁଜା ଖ୍ରୀଷ୍ଟମାସକୁ ନେଇ ସୋସିଆଲ ମିଡିଆରେ କିଛି…

ଇତିହାସ ପାଲଟିବ ମିଗ୍‌-୨୭: ବାୟୁସେନାରୁ ନେବ ବିଦାୟ

ଯୋଧପୁର,୨୬।୧୨: ଡିସେମ୍ବର ୨୭ ପରେ ଯୁଦ୍ଧ ବିମାନ ମିଗ୍‌-୨୭ ଇତିହାସ ପାଲଟିବ। ଭାରତୀୟ ବାୟୁସେନାରୁ ମିଗ୍‌-୨୭ ଯୁଦ୍ଧ ବିମାନକୁ ବିଦାୟ ଦିଆଯିବ। ଶେଷଥର ପାଇଁ ଏହା ଯୋଧବୁର ଏୟାର ବେସ୍‌ରୁ ଉଡ଼ାଣ କରିବା ପରେ ଏହାକୁ ଭାରତୀୟ ବାୟୁସେନା ସେବାରୁ ହଟାଇ…

ବିରଳ ସୂର୍ଯ୍ୟୋପରାଗ ଦେଖିବା ପାଇଁ ମୋଦି ବ୍ୟବହାର କରିଥିବା ଚଷମାର ଦାମ୍‌ କେତେ ଜାଣିଛନ୍ତି

ନୂଆଦିଲ୍ଲୀ,୨୬।୧୨: ଚଳିତ ବର୍ଷର ଶେଷ ସୂର୍ଯ୍ୟୋପରାଗ ଶେଷ ହୋଇଛି। ଦେଶର ବିଭିନ୍ନ ସ୍ଥାନରେ ଏହା ଦୃଶ୍ୟମାନ ହୋଇଥିବା ବେଳେ ଏହାକୁ ଦେଖିବା ପାଇଁ ଲୋକମାନଙ୍କ ଲାଗି ପ୍ଲାନେଟୋରିୟମ୍‌ ଗୁଡ଼ିକରେ ବ୍ୟବସ୍ଥା କରାଯାଇଥିଲା। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ କୋଝିକୋଡରେ ମେଘୁଆ…

ମାତ୍ର ୪୦ ମିନିଟ୍‌ରେ ଏହି ପାକିସ୍ତାନୀ ଖେଳାଳିଙ୍କ ହୃଦୟ ଜିତି ନେଲେ ସୌରଭ ଗାଙ୍ଗୁଲୀ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ ଏବଂ ପାକିସ୍ତାନ କ୍ରିକେଟ ଖେଳ ସବୁବେଳେ ରୋମାଞ୍ଚଭରା ହୋଇଥାଏ। ଦୁଇ ପ୍ରତିପକ୍ଷ ଖେଳାଳିଙ୍କ ମଧ୍ୟରେ ଖେଳ ପଡ଼ିଆ ଭିତରେ ସବୁବେଳେ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିଥାଏ। ତେବେ ପଡ଼ିଆ ବାହାରେ ସେମାନଙ୍କ ମଧ୍ୟରେ ଭଲ ସମ୍ପର୍କ ରହିଥାଏ। ଏହା ଦୁଇଦେଶର…

ଶିଶୁ ନିର୍ଯାତନା ବିରୋଧରେ କାମ କରିବି

୨୦୧୩ରୁ ସମ୍ବଲପୁର ଜିଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ) ଭାବେ କାର୍ଯ୍ୟରତ ଶୁଚିସ୍ମିତା ପଟ୍ଟନାୟକ ଅନାଥ ଶିଶୁଙ୍କ ଯତ୍ନ ଓ ସୁରକ୍ଷା ଲାଗି ଉଦ୍ୟମ ଜାରି ରଖିଛନ୍ତି। ସୁନ୍ଦରଗଡ, ଭବାନୀପାଟଣାରେ ନିଜର ସ୍କୁଲ ଜୀବନ କାଟିଥିବା ଶୁଚିସ୍ମିତାଙ୍କ କଲେଜ ଜୀବନ ନୟାଗଡରୁ…

କଂଗ୍ରେସରୁ ଇସ୍ତଫା ଦେଲେ ସାବିତ୍ରୀ ବାଇ ଫୁଲେ: ଗଢିବେ ନିଜର ଦଳ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ଏମ୍‌ପି ସାବିତ୍ରୀ ବାଇ ଫୁଲେ ଚଳିତ ବର୍ଷ ଭାଜପା ଛାଡି କଂଗ୍ରେସରେ ଯୋଗ ଦେଇଥିଲେ। ହେଲେ ଗୁରୁବାର ସେ କଂଗ୍ରେସରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ସେ କହିଛନ୍ତି କଂଗ୍ରେସ ତାଙ୍କ କଥା ନ ଶୁଣିବାରୁ…

କ୍ରଞ୍ଚି ଭେଜ୍‌

ଖାଦ୍ୟାବଳୀରେ ଏବେ ଷ୍ଟାର୍ଟର ଭାରି ପସନ୍ଦଯୋଗ୍ୟ ହେଉଛି। ମେନ୍‌କୋର୍ସକୁ ଯିବା ଆଗରୁ ଏଭଳି କିଛି ଷ୍ଟାର୍ଟର ଯାହା ପେଟ ଭରି ଦେଉଛି। କ୍ରିସ୍ପି ସ୍ବାଦକୁ ପନିର ଓ ଆଳୁର ମିଠା ଅଂଶ କ୍ରଞ୍ଚି ଭେଜ୍‌ ଭାରି ପସନ୍ଦଯୋଗ୍ୟ ହୋଇପାରିଛି। ଏହାକୁ ସହଜରେ…

ଯୁବବର୍ଗଙ୍କୁ ଭୁଲ୍‌ ରାସ୍ତା ଦେଖାଉଥିବା ଲୋକ ନେତା ନୁହେଁ: ବିପିନ ରାଓ୍ବତ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ ରାଜନୀତିଠାରୁ ସବୁବେଳେ ନିଜକୁ ଦୂରେଇ ରଖିଥାଏ ଭାରତୀୟ ସେନା। ହେଲେ ଏବେ ସ୍ଥଳସେନା ମୁଖ୍ୟ ବିପିନ ରାଓ୍ବତ ଏମିତି ଏକ କଥା କହିଛନ୍ତି ଯାହା ଭାରତୀୟ ରାଜନୀତିର ନେତାମାନଙ୍କୁ ସିଧା ସଳଖ ଇଙ୍ଗିତ କରୁଛି ବୋଲି କୁହାଯାଉଛି। ଗୁରୁବାର…

ଜୀବିକା ବଞ୍ଚାଇବା ପାଇଁ ଗର୍ଭାଶୟ ବାହାର କରୁଛନ୍ତି ମହିଳା

ମୁମ୍ବାଇ,୨୬।୧୨: ଏଭଳି ଏକ ରାଜ୍ୟ ଅଛି ଯେଉଁଠାରେ ଜୀବିକା ବଞ୍ଚାଇବା ପାଇଁ ମହିଳାମାନେ ନିଜ ଗର୍ଭାଶୟ ବାହାର କରିଦେଉଛନ୍ତି। ଏହି ଘଟଣା ଚକିତ କରୁଥିବା ବେଳେ ଏହା ସତ। ଏଭଳି ଘଟଣା ସାମ୍ନାକୁ ଆସିଛି ମହାରାଷ୍ଟ୍ରର ମରାଠଓ୍ବାଡା ଅଞ୍ଚଳରୁ। ଏହାକୁ ନେଇ…

ଭୀମକୁଣ୍ଡରେ ଗାଧୋଉଥିବା ବେଳେ ଭାସିଗଲେ ପର୍ଯ୍ୟଟକ

ପାଟଣା,୨୬।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡରେ ବୁଧବାର ଅପରାହ୍ନରେ ଜଣେ ପର୍ଯ୍ୟଟକ ଗାଧୋଉଥିବା ବେଳେ ଭାସି ଯାଇ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଜଣକ ହେଉଛନ୍ତି ପଶ୍ଚିମବଙ୍ଗ ଦୀଘା ମୈତ୍ରୀପୁର ଅଞ୍ଚଳର ଯୁବକ ରାଜେନ୍ଦ୍ର ପ୍ରସାଦ ସିଂ(୩୫)। ସୂଚନାଯୋଗ୍ୟ, ଉକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri