Home Left

ଗୋଡ଼ରେ ଥିବା ପ୍ରୋଟିନ୍‌ ସହାୟତାରେ ମଶା କୀଟନାଶକ ସମ୍ପର୍କରେ ଜାଣିପାରନ୍ତି

ଲିବରପୁୁଲ: ମ୍ୟାଲେରିଆରୁ ଦୂରେଇ ରହିବା ପାଇଁ ବହୁ ସମୟରେ କୀଟନାଶକର ବ୍ୟବହାର କରାଯାଇଥାଏ। ତେବେ ଏଥିରେ କେତେକ କ୍ଷେତ୍ରରେ ସଫଳତା ମିଳି ନ ଥାଏ। ମଶାର ଗୋଡ଼ରେ ଥିବା ଏକପ୍ରକାର ପ୍ରୋଟିନ୍‌ କୀଟନାଶକ ସମ୍ପର୍କରେ ସୂଚନା ଦେଇଥାଏ। ଫଳରେ ମଶା କୀଟନାଶକ…

ଫଟୋଗ୍ରାଫର ଆହତ ହେବାରୁ ଖେଳ ବାଧାପ୍ରାପ୍ତ

ସେଞ୍ଚୁରିୟାନ,୨୬।୧୨(ଏଏଫ୍‌ପି)- ଏଠାରେ ଦକ୍ଷିଣ ଆଫ୍ରିକା ଓ ଇଂଲଣ୍ଡ ମଧ୍ୟରେ ଅନୁଷ୍ଠିତ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଭିନ୍ନ କାରଣ ଯୋଗୁ ବିଳମ୍ଭରେ ଆରମ୍ଭ ହୋଇଥିଲା। ମ୍ୟାଚ୍‌ବେଳେ ସାଇଟ୍‌ ସ୍କ୍ରିନ ଆଗରେ ଫଟୋଗ୍ରାଫର ଖ୍ରିଷ୍ଟିଆନ କଟ୍‌ଜେ ଆହତ ହୋଇ ଯାଇଥିଲେ। ଫଟୋ ଉଠାଉଥିବବେଳେ ସେ…

ରଣ୍‌ଜୀ ଟ୍ରଫି: ଓଡ଼ିଶା-ଉତ୍ତରାଖଣ୍ଡ ମୁକାବିଲା, କୋହଲା ପାଗ ଯୋଗୁ ଦ୍ୱିତୀୟ ଦିନ ଖେଳ ବାଧାପ୍ରାପ୍ତ

କଟକ ଅଫିସ,୨୬ା୧୨: କୋହଲା ପାଗ ସାଙ୍ଗକୁ ଆଲୋକ କମିଯିବା ଏବଂ ସାମାନ୍ୟ ବର୍ଷା ଯୋଗୁ ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ଓଡ଼ିଶା-ଉତ୍ତରାଖଣ୍ଡ ରଣ୍‌ଜୀ ଟ୍ରଫି କ୍ରିକେଟ ମ୍ୟାଚ୍‌ର ଦ୍ୱିତୀୟ ଦିବସ ଖେଳ ବାଧାପ୍ରାପ୍ତ ହୋଇଛି। ସୂର୍ଯ୍ୟ ପରାଗ ଯୋଗୁ ଲଞ୍ଚ୍‌ ପର୍ଯ୍ୟନ୍ତ ଖେଳକୁ…

ପଶ୍ଚିମବଙ୍ଗରୁ ଫେରୁଥିବା ବେଳେ ବାଟରୁ ନିଖୋଜ

ସିମୁଳିଆ, ୨୬ା୧୨(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବାଟି ଅଞ୍ଚଳର ସଞ୍ଜୟ ଖୁଣ୍ଟିଆ(୨୭) ନାମକ ଯୁବକ ଗତ ଶନିବାର ପଶ୍ଚିମବଙ୍ଗରୁ ଘରକୁ ଫେରୁଥିବାବେଳେ ବାଟରୁ ନିଖୋଜ ହୋଇଯାଇଛନ୍ତି। ଏ ନେଇ ତାଙ୍କ ସ୍ତ୍ରୀ ପଦ୍ମିନୀ ଥାନାରେ ଅଭିଯୋଗ କରିଛନ୍ତି। ସଞ୍ଜୟ ପଶ୍ଚିମବଙ୍ଗ ରାଜ୍ୟର…

ଦିବ୍ୟାଙ୍ଗଙ୍କ ସହିତ ବଡ଼ଦିନ ପାଳିଲେ ବିଧାୟକ, କଣ୍ଠଶିଳ୍ପୀ

ବାଲିଆପାଳ,୨୬।୧୨(ସ୍ବ.ପ୍ର.)-ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ, ଓଲିଉଡ଼ର ପସିଦ୍ଧ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏବଂ ଯୁବନେତା ରବୀନ୍ଦ୍ର ଅଣ୍ଡିଆ ଡଗରା ବେଳାଭୂମିରେ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ସହିତ ପବିତ୍ର ବଡ଼ଦିନ ପାଳନ କରିଛନ୍ତି। ଏହି ଅବସରରେ ଯୁବବ୍ୟବସାୟୀ ତଥା ଜିଲାପରିଷଦ ସଦସ୍ୟ ରବୀନ୍ଦ୍ର ଅଣ୍ଡିଆଙ୍କ…

ସୂର୍ଯ୍ୟ ପରାଗ ସମୟରେ ୩ ପିଲାଙ୍କୁ ମାଟିରେ ବେକ ପର୍ଯ୍ୟନ୍ତ ପୋତାଗଲା

ବେଙ୍ଗାଲୁରୁ,୨୭।୧୨: ଆଧୁନିକ ଦୁନିଆରେ ମଧ୍ୟ ମଣିଷ ମଧ୍ୟରେ ବିଭିନ୍ନ କୁସଂସ୍କାର ଏବଂ ଅନ୍ଧବିଶ୍ୱାସ ରହିଛି। ଏହାଯୋଗୁ ବହୁ ରୋଚକ ଘଟଣାମାନ ଘଟୁଛି। ଗୁରୁବାର ସୂର୍ଯ୍ୟପରାଗ ସମୟରେ କର୍ନାଟକର କଲବୁର୍ଗୀ ଅଞ୍ଚଳର ତାଜ୍‌ ସୁଲତାନପୁର ଗାଁରେ ଏକ ସ୍ବତନ୍ତ୍ର ପୂଜାନୁଷ୍ଠାନ କରାଯାଇ ୩…

ପାଦ ବିକୃତି ଚିକିତ୍ସା ପରେ ଘରକୁ ଫେରିଲେ ଶିଶୁ

ଫୁଲବାଣୀ ଅଫିସ,୨୬ା୧୨-ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅସ୍ତ୍ରୋପଚାର ହୋଇଥିବା ପାଦ ବିକୃତି ପିଲା ସୁସ୍ଥ ହୋଇ ଘରକୁ ଫେରିଛନ୍ତି।ଏମାନେ ଅନ୍ୟ ପିଲାଙ୍କ ଭଳି ସୁସ୍ଥ ଜୀବନଯାପନ କରି ପାରିବେ । ଗତ ୫ ତାରିଖରୁ ଏହି ଅସ୍ତ୍ରୋପଚାର ଶିବିର ହୋଇଥିଲା। ସେ…

ମୋହନ ଭାଗଓ୍ବତଙ୍କ ୧୩୦ କୋଟି ହିନ୍ଦୁ ମନ୍ତବ୍ୟ: ମୁହଁ ଖୋଲିଲେ ରାମଦାସ ଉଠାଓ୍ବଲେ

ନୂଆଦିଲ୍ଲୀ,୨୬।୧୨: ଆରଏସ୍‌ଏସ୍‌ ପ୍ରମୁଖ ମୋହନ ଭାଗଓ୍ବତଙ୍କ ୧୩୦ କୋଟି ହିନ୍ଦୁ ମନ୍ତବ୍ୟ ନେଇ ରିପବ୍ଲିକ୍‌ ପାର୍ଟି ଅଫ୍‌ ଇଣ୍ଡିଆ ତଥା କେନ୍ଦ୍ରୀୟ ମନ୍ତ୍ରୀ ରାମଦାସ ଉଠାଓ୍ବଲେ ମୁହଁ ଖୋଲିଛନ୍ତି। ରାମଦାସ କହିଛନ୍ତି ଏପରି ଏକ ସମୟ ଥିଲା ସେତେବେଳେ ଭାରତରେ ବୌଦ୍ଧ…

ଅଭ୍ୟାସ ସମୟରେ ଦୁର୍ଘଟଣା: ୨ ଯବାନ ଶହୀଦ୍‌; ୫ ଆହତ

ପୁଣେ,୨୬।୧୨: ଅଭ୍ୟାସ ସମୟରେ ଦୁର୍ଘଟଣା ଘଟି ୨ ଯବାନ ଶହୀଦ୍‌ ହେବା ସହିତ ୫ ଜଣ ଯବାନ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ଜଣେ ଜେସିଓ ରହିଛନ୍ତି। ସିଏମ୍‌ଇ ଇଞ୍ଜିନିୟରିଂ କଲେଜରେ…

ଦେଶର ପ୍ରଥମ କିନ୍ନର ବିଶ୍ୱବିଦ୍ୟାଳୟ

ଲକ୍ଷ୍ନୌ,୨୬।୧୨: ଦେଶର ପ୍ରଥମ କିନ୍ନର ବିଶ୍ୱବିଦ୍ୟାଳୟ ଉତ୍ତରପ୍ରଦେଶର କୁଶୀନଗରଠାରେ ସ୍ଥାପିତ ହୋଇଛି। ଏହାକୁ ଅଖିଳ ଭାରତୀୟ କିନ୍ନର ଶିକ୍ଷା ସେବା ଟ୍ରଷ୍ଟ୍‌ ପକ୍ଷରୁ ସ୍ଥାପନା କରାଯାଇଛି। କୁଶୀନଗର ଜିଲାର ଫାଜିଲ୍‌ନଗର ବ୍ଲକ୍‌ରେ ଥିବା ଏହି ବିଶ୍ୱବିଦ୍ୟାଳୟରେ ଜାନୁୟାରୀ ୧୫ଠାରୁ ନାମଲେଖା ହେବ।…

କ୍ରିସ୍‌ମାସ୍‌ରେ ରୋମାଣ୍ଟିକ ହେଲେ ଏହି ଦୁଇ ଯୋଡ଼ି

ବମ୍ବେ: ବଡଦିନ ତଥା ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନକୁ ଧୂମ୍‌ଧାମରେ ପାଳନ କରିଛନ୍ତି ବଲିଉଡର ଅନେକ କଳାକାର। ଅନେକ ଘରକୁ ରଙ୍ଗ ବେରଙ୍ଗର ଆଲୋକମାଳାରେ ସଜାଇ କ୍ରିସମାସ୍‌ ଟ୍ରି’ କରିଥିବା ମଧ୍ୟ ଦେଖାଯାଇଛି। ଏହି ଅବସରରେ ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଦୀପିକା-ରଣବୀର, ପ୍ରିୟଙ୍କା-ନିକ୍‌…

ଅବରାମଙ୍କ ଫଟୋଶୁଟ୍‌, ଭାଇରାଲ ହେଉଛି କ୍ୟୁଟ୍‌ ଲୁକ୍‌

ବମ୍ବେ: ବଲିଉଡ୍‌ ବାଦଶାହା ଶାହରୁଖ ଖାନ୍‌ଙ୍କ ପୁଅ ଅବରାମ ଜଣେ ଚର୍ଚ୍ଚିତ ଷ୍ଟାରକିଡ୍‌। ଏବେ ନିଜର ଫଟୋଶୁଟ୍‌ କରାଇ ସେ ଚର୍ଚ୍ଚାରେ। ମା’ ଗୌରୀ ନିଜର ସୋସିଆଲ ଆକାଉଣ୍ଟରେ ଏହାର କିଛି ଫଟୋ ଶେୟାର କରିଛନ୍ତି। ଏଥିରେ ମଡର୍ନ ଡ୍ରେସ୍‌ ସାଙ୍ଗକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri