Home Left

ମାଙ୍ଗାଲୁରୁ ବିକ୍ଷୋଭକାରୀ ମୃତ୍ୟୁ ଘଟଣା: ସହାୟତା ଫେରାଇନେଲେ କର୍ନାଟକ ସରକାର

ବେଙ୍ଗାଲୁରୁ,୨୬ା୧୨(ପି.ଟି.): ମାଙ୍ଗାଲୁରୁରେ ସିଏଏ ବିରୋଧୀ ଆନ୍ଦୋଳନ ବେଳେ ପୋଲିସ ଗୁଳିରେ ନିହତ ଦୁଇଜଣ ବିକ୍ଷୋଭକାରୀଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଯୋଗାଇଦେବାକୁ କର୍ନାଟକ ସରକାର ଘୋଷଣା କରିଥିଲେ। ଏହି ସହାୟତାକୁ ପ୍ରତ୍ୟାହାର କରିନିଆଯାଇଥିବା ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା…

ସମ୍ପତ୍ତି ନଷ୍ଟକୁ ନିନ୍ଦା କଲେ ମୋଦି

ଲକ୍ଷ୍ନୌ/ନୂଆଦିଲ୍ଲୀ,୨୬ା୧୨: ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ବିରୋଧୀ ବିକ୍ଷୋଭ ବେଳେ ସର୍ବସାଧାରଣ ସମ୍ପତ୍ତି ନଷ୍ଟ କରାଯିବା ଘଟଣାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିନ୍ଦା କରିଛନ୍ତି। ବିକ୍ଷୋଭକାରୀ ଠିକ୍‌ କରିଛନ୍ତି, ନା ଭୁଲ୍‌ ତାହାର ଆତ୍ମସମୀକ୍ଷା କରିବା ଆବଶ୍ୟକ। ସର୍ବସାଧାରଣ ସମ୍ପତ୍ତିର ଯତ୍ନ…

ଅର୍ପିତାଙ୍କ ପାଇଁ ଏଥର ଜନ୍ମଦିନ ପାଳନ କରିବେ ନାହିଁ ସଲମାନ!

ମୁମ୍ବାଇ: ବଲିଉଡ୍‌ ଭାଇଜାନ ସଲମାନ ଖାଁ ଆସନ୍ତା ୨୭ତାରିଖରେ ତାଙ୍କର ୫୪ ତମ ଜନ୍ମଦିନ ପାଳନ କରି ଥାଆନ୍ତେ। ସବୁଥର ସେ ତାଙ୍କ ଫାର୍ମ ହାଉସରେ ଖୁବ୍‌ ଧୁମ୍‌ଧାମରେ ନିଜର ଜନ୍ମଦିନ ପାଳନ କରିବା ସହ ଏହାର କିଛି ଫଟୋ ମଧ୍ୟ…

କଂଗ୍ରେସ କ୍ଷମତାକୁ ଆସିଲେ ରିହାତିରେ ମିଳିବ ବିଦ୍ୟୁତ: ସୁଭାଷ ଚୋପ୍ରା

ନୂଆଦିଲ୍ଲୀ,୨୬।୧୨: ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏବେଠାରୁ ପ୍ରାୟ ସବୁ ରାଜନୈତିକ ଦଳ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ଯୋଜନା ପ୍ରସ୍ତୁତ କଲେଣି। ଏବେ ସାରା ଦେଶରେ ଭାରତୀୟ ଜନତା ପାର୍ଟି(ଭାଜପା)ର ନୈରାଶ୍ୟଜନକ ପ୍ରଦର୍ଶନ ସହ କଂଗ୍ରେସ ଦୁଇପାଦ…

୧୫ ଫୁଟ ଖାଲରୁ ଭାଲୁ ଉଦ୍ଧାର

ଝରିଗାଁ,୨୬ା୧୨(ସ୍ବ.ପ୍ର): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଇଚ୍ଛାପୁର ପଞ୍ଚାୟତ କାଦମଲ୍ଲୀ ଗ୍ରାମର ଏକ ଚାଷ ଜମିରେ ଖୋଳା ଯାଇଥିବା ୧୫ଫୁଟ ଖାଲରୁ ଏକ ଭାଲୁକୁ ବୁଧବାର ବନବିଭାଗ ଉଦ୍ଧାର କରିଛି। କାଦମଲ୍ଲୀ ଗ୍ରାମର ଅରକ୍ଷିତ ମାଝି ନିଜ ଚାଷଜମିରେ ପାଣି ପାଇଁ…

ଚନ୍ଦ୍ରଭାଗା ଉପକୂଳରେ ଡଲ୍‌ଫିନ

ପୁରୀ ଅଫିସ, ୨୬ା୧୨: ଚନ୍ଦ୍ରଭାଗା ଉପକୂଳରେ ଡଲ୍‌ଫିନ। ଗତ କିଛିଦିନ ହେଲା କୂଳଠାରୁ ପ୍ରାୟ ୫୦୦ ମିଟର ଦୂରରେ କିଛି ଡଲ୍‌ଫିନ ଖେଳୁଥିବା ଦେଖାଯାଉଛି। ତେବେ ପର୍ଯ୍ୟଟନ ଋତୁରେ ଡଲ୍‌ଫିନଙ୍କ ଉପସ୍ଥିତି ନିଶ୍ଚିତ ପର୍ଯ୍ୟଟକମାନଙ୍କ ପାଇଁ ଖୁସି ଖବର। ସବୁଠୁ ଗୁରୁତ୍ୱପୂର୍ଣ୍ଣ…

ଆଜି ବର୍ଷା ସମ୍ଭାବନା: ୨୮ରୁ ବଢ଼ିବ ଶୀତ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ଚଳିତ ବର୍ଷ ରାଜ୍ୟରେ ଶୀତ ଏକ ପ୍ରକାର ଗାଏବ ରହିଛି। ଯଦିଓ ହାଲକା ଶୀତ ହେଉଛି ତେବେ ତାହା ଦେହ ଥରାଇବା ଭଳି ହେଉ ନାହିଁ। କେବଳ ସହର ନୁହେଁ ବଣପାହାଡ ଘେରା ଜିଲାରେ ମଧ୍ୟ ହାଡଭଙ୍ଗା ଶୀତ ନାହିଁ।…

୬ ଜିଲାରେ ହେବ ମେଡିକାଲ କଲେଜ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟର ୬ ପଛୁଆ ଜିଲାରେ ଥିବା ହସ୍ପିଟାଲକୁ ମେଡିକାଲ କଲେଜରେ ପରିଣତ କରାଯିବ। ଏହା ସହିତ ଉକ୍ତ ତାଲିକାରେ ଆଉ ୨ଟି ଜିଲା ହସ୍ପିଟାଲକୁ ସାମିଲ କରାଯିବା ଲାଗି ବିଚାରବିମର୍ଶ ଚାଲିଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ସୂଚନା ଦେଇଛନ୍ତି। ଓଡ଼ିଶାର…

ଡିଜିପିଙ୍କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ନୂଆଦିଲ୍ଲୀ,୨୬ା୧୨(ପି.ଟି.): ଉତ୍ତରପ୍ରଦେଶରେ ସିଏଏ ବିରୋଧୀ ବିକ୍ଷୋଭ ବେଳେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କୁ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ନୋଟିସ ଜାରି କରିଛି। ପୋଲିସ କାର୍ଯ୍ୟାନୁଷ୍ଠାନ ଯୋଗୁ ମାନବାଧିକାର ଉଲ୍ଲଂଘନ ହୋଇଥିବା ନେଇ ଏନ୍‌ଏଚ୍‌ଆର୍‌ସିରେ ଏକାଧିକ ଅଭିଯୋଗ ହୋଇଥିଲା।…

ଝାଡ଼ଖଣ୍ଡ ଫଳାଫଳ କହୁଛି ଆଗାମୀ ନିର୍ବାଚନରେ ଦିଲ୍ଲୀରୁ ସବୁ ଆସନ ପୋଛିନେବ ଏଏପି: ସଞ୍ଜୟ

ନୂଆଦିଲ୍ଲୀ,୨୬।୧୨: ଆମ ଆଦମୀ ପାର୍ଟି(ଏଏପି) ନେତା ସଞ୍ଜୟ ସିଂ କହିଛନ୍ତି ନିକଟରେ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳରୁ ସ୍ପଷ୍ଟ ବାରି ହୋଇପଡୁଛି ଏଥର ଦ୍ୱିତୀୟ ଥର ଲାଗି ଦିଲ୍ଲୀରେ ଶାସନ କ୍ଷମତା ହାତକୁ ନେବ ଏଏପି। ଏହି ଦଳ ବହୁମତରେ ବିଜୟ…

ୟୁପିରେ ସିଏଏ ବିରୋଧୀ ହିଂସା: ୩୦୦ ଜଣଙ୍କୁ ନୋଟିସ

ଲକ୍ଷ୍ନୌ, ୨୬ା୧୨: ସିଏଏ ବିରୋଧୀ ହିଂସାକାଣ୍ଡ ଓ ପୋଡ଼ାଜଳା ଯୋଗୁ ଉତ୍ତରପ୍ରଦେଶ(ୟୁପି)ରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଉଭୟ ସରକାରୀ ଓ ବେସରକାରୀ ସମ୍ପତ୍ତି ନଷ୍ଟହୋଇଛି। ଏହି କ୍ଷୟକ୍ଷତି ଭରଣା ଲାଗି ଉତ୍ତରପ୍ରଦେଶର ବିଭିନ୍ନ ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି।…

ଅନୁଗୋଳ-ସମ୍ବଲପୁର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା

ଛେଣ୍ଡିପଦା,୨୬।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥ ଭାଗିରଥିପୁର ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହି ବସ୍‌ ସହ କୋଇଲା ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨୭ଜଣ ଯାତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri