ଧୂଆଁରୁ ବିସ୍ମୟ
ଭୁବନେଶ୍ୱର,୨୬ା୧୨ (ବ୍ୟୁରୋ): ଧୂଆଁରୁ ସୃଷ୍ଟି ହେଉଛି ବିସ୍ମୟ। ଦେଖିବା ମାତ୍ରେ କିଛିକ୍ଷଣ ପାଇଁ ଆଖି ଅଟକି ଯାଉଛି। ରଙ୍ଗ ନୁହେଁ କି ରଙ୍ଗତୂଳୀ ନୁହେଁ, ଧୂଆଁରେ ଅଙ୍କାଯାଉଛି ଚିତ୍ର। ଡିବିରି ଧୂଆଁରେ କାନ୍ଭାସ୍ ମନଚାହାଁ ରୂପ ନେଉଛି। ପ୍ରଥମଥର ପାଇଁ ଓଡ଼ିଶାକୁ…
ଲବଙ୍ଗ ତେଲରେ ରହିଛି ସୌନ୍ଦର୍ଯ୍ୟ ବୃଦ୍ଧି ଗୁଣ
ଲବଙ୍ଗରେ ଅନେକ ଉପକାରୀ ଗୁଣ ରହିଛି। ଏହାକୁ ମସଲା ଭାବେ ବ୍ୟବହାର ସହ ଥଣ୍ଡାରୁ ମୁକ୍ତି ପାଇବା ଲାଗି ଚା’ରେ ମଧ୍ୟ ବ୍ୟବହୃତ ହୋଇଥାଏ । ଏହା ପାଟି ଦୁର୍ଗନ୍ଧ ମଧ୍ୟ ଦୂର କରେ। ଅନ୍ୟପକ୍ଷରେ ଏହାର ସୌନ୍ଦର୍ଯ୍ୟ ବୃଦ୍ଧି ଗୁଣ…
୮ରେ ଧର୍ମଘଟ ପାଇଁ ସିଟୁର ଆହ୍ବାନ
ବାଲିଆ,୨୬ା୧୨: ଓଡ଼ିଶା ନିର୍ମାଣ ଶ୍ରମିକ ୟୁନିୟନ ଓ ସିଟୁ ଜିଲା କମିଟି ତରଫରୁ ବିରିଡି ବ୍ଲକର ଧ୍ୟାନକୁଦଠାରେ ଏକ ଖବରଦାତା ସମ୍ମିଳନୀ କରାଯାଇଛି। ଏଥିରେ ଶ୍ରମିକ ସ୍ବାର୍ଥ ବିରୋଧୀ ଭାଜପା ସରକାରଙ୍କୁ ଦୃଢ ଜବାବ ଦେବା ଉଦ୍ଦେଶ୍ୟରେ ଜାନୁୟାରୀ ୮ରେ ସାଧାରଣ…
ଶାରଳା ମନ୍ଦିରରେ ଏଜି ଅଡିଟ୍: ୨୮କର୍ମଚାରୀଙ୍କ ନିଯୁକ୍ତି ତଥ୍ୟ ମିଳୁନାହିଁ
ଜଗତ୍ସିଂହପୁର ଅଫିସ,୨୬ା୧୨: ଜଗତ୍ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳାଙ୍କ ପୀଠରେ ହେଉଥିବା ଅବ୍ୟବସ୍ଥା ସମ୍ପର୍କରେ ବହୁ ତଥ୍ୟ ଲୋକଲୋଚନକୁ ଆସିଛି। ମନ୍ଦିର ପ୍ରଶାସନ ଅଧୀନରେ କାର୍ଯ୍ୟରତ ୨୮ଜଣ କର୍ମଚାରୀ କେବେ ନିଯୁକ୍ତି ପାଇଥିଲେ ସେ ସଂକ୍ରାନ୍ତୀୟ ତଥ୍ୟ ମିଳୁ ନାହିଁ।…
ଡାଇବେଟିସ୍ ରୋଗୀଙ୍କ ପାଇଁ ଉପକାରୀ ଧନିଆ ପତ୍ର ପାଣି
ତରକାରୀ ହେଉ କି ସାଲାଡ ଖାଦ୍ୟର ସ୍ୱାଦ ବଢାଇବା ପାଇଁ ଧନିଆ ପତ୍ରର ଆବଶ୍ୟକତା ପଡିଥାଏ। କେବଳ ଖାଦ୍ୟର ସ୍ୱାଦ ବଢାଇବା ପାଇଁ ନୁହେଁ, ଶରୀର ପାଇଁ ମଧ୍ୟ ଉପକାରୀ ଧନିଆ ପତ୍ର। ଏଥିରେ ଆଣ୍ଟି-ଅକ୍ସିଡାଣ୍ଟ, ବିଟା କ୍ୟାରୋଟିନ, ଭିଟାମିନ ସି…
ରଣ୍ଜୀ ଟ୍ରଫିରେ ଖେଳିଲେ ନାହିଁ ବୁମ୍ରା
ମୁମ୍ବାଇ,୨୫।୧୨: କେରଳ-ଗୁଜରାଟ ରଣଜୀ ମ୍ୟାଚ୍ରେ ଭାରତୀୟ ଦଳର ଯୁବ ପେସର ଯଶପ୍ରୀତ ବୁମରା ଅଂଶଗ୍ରହଣ କରି ନାହାନ୍ତି। ସୁରଟର ଲାଲଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ରଣ୍ଜୀ ସିଜନର ତୃତୀୟ ପର୍ଯ୍ୟାୟ ମ୍ୟାଚ୍ରେ ନିଜ ଫିଟ୍ନେସର ପ୍ରମାଣ ଦେବେ ବୋଲି ସୂଚନା ଦିଆଯାଇଥିଲା। ଗତ…
ରଣ୍ଜୀ ଟ୍ରଫି: ଧାଓ୍ବନଙ୍କ ଶତକ
ନୂଆଦିଲ୍ଲୀ, ୨୫।୧୨: ରଣ୍ଜୀ ଟ୍ରଫି କ୍ରିକେଟ୍ ପ୍ରତିଯୋଗିତାର ୩ୟ ପର୍ଯ୍ୟାୟ ବୁଧବାରଠାରୁ ଦେଶର ବିଭିନ୍ନ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଆହତଜନିତ ସମସ୍ୟା ପରେ କ୍ରିକେଟ୍କୁ ପ୍ରତ୍ୟାବର୍ତ୍ତନ କରିଥିବା ଦିଲ୍ଲୀର ଭେଟେରାନ ଓପନର୍ ଶିଖର ଧାଓ୍ବନଙ୍କ ଶତକ, କେରଳ ଓ ଗୁଜରାଟ ମଧ୍ୟରେ…
୫.୭୦ଲକ୍ଷ ଲୁଟ୍ ଘଟଣା, ୫ଗିରଫ
ପାଟଣାଗଡ, ୨୫ା୧୨ (ଡି.ଏନ.ଏ.): ବଲାଙ୍ଗୀର ଜିଲା ବେଲପଡା ଥାନା ଅନ୍ତର୍ଗତ ନୁନହାଡ ଗ୍ରାମ ନିକଟରେ ଗତ ୧୫ ତାରିଖ ସନ୍ଧ୍ୟାରେ ଜଣେ ବ୍ୟବସାୟୀଙ୍କଠାରୁ ୫ ଲକ୍ଷ ୭୦ ହଜାର ଟଙ୍କା ଲୁଟ୍ ଘଟଣାର ପର୍ଦ୍ଦାପାଶ ହୋଇଛି। ଏହି ଘଟଣାରେ ପୋଲିସ ୫ଜଣଙ୍କୁ…
ଟାର୍ଗେଟ୍ କୁକୁଡ଼ାଗାଲି, ଚଢ଼ାଉ ଜୋରଦାର କରୁଛି ପୋଲିସ
ବୋରିଗୁମ୍ମା,୨୫ା୧୨(ଡି.ଏନ୍.ଏ.): କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚାଲିଥିବା କୁକୁଡ଼ା ଗାଲି ଓ ସେଠାକାର ଜୁଆଖେଳ ଉପରେ ଲଗାତାର ଚଢ଼ାଉ ଜାରି ରଖିଛି ପୋଲିସ। ଗତ ୩/୪ ଦିନ ଭିତରେ ୩୦ରୁ ଅଧିକ ଲୋକଙ୍କୁ ଧରିଲାଣି ପୋଲିସ। ବୁଧବାର ବୋରିଗୁମ୍ମା ପୋଲିସ ଲଦୀଯୋଡ଼ି…
୨୮ରୁ ଜାତୀୟ ଯୋଗ ପ୍ରତିଯୋଗିତା
କଟକ ଅଫିସ, ୨୫।୧୨: ବାରବାଟୀ ଯୋଗ ଆସୋସିଏଶନ ଆନୁକୂଲ୍ୟରେ ଚଳିତ ମାସ ୨୮ ତାରିଖରୁ ସ୍ଥାନୀୟ ଜବାହରଲାଲ ନେହେରୁ ଇନ୍ଡୋର ଷ୍ଟାଡିୟମରେ ଦୁଇଦିନ ଧରି ଜାତୀୟ ଯୋଗ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ଦେଶର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୫୦୦ରୁ ଊର୍ଦ୍ଧ୍ୱ…
ଚିତ୍ରକୋଣ୍ଡାରେ ମାଟ୍ରିକ ବୋର୍ଡ ପରୀକ୍ଷା କେନ୍ଦ୍ର କରିବାକୁ ଦାବି
ଚିତ୍ରକୋଣ୍ଡା,୨୫ା୧୨/(ଡି.ଏନ.ଏ.): ଫେବୃଆରୀ ୧୯ରୁ ମାର୍ଚ୍ଚ-୨ ଯାଏ ମାଟ୍ରିକ ପରୀକ୍ଷା ହେବାକୁ ଘୋଷଣା ମଙ୍ଗଳବାର ଘୋଷଣା କରାଯାଇଛି। ଏହାପରଠାରୁ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଏବଂ ଦୁର୍ଗମ ଅଞ୍ଚଳ ବିଦ୍ୟାଳୟର ପରୀକ୍ଷାକେନ୍ଦ୍ର କେଉଁଠି ହେବ ସେନେଇ ଛାତ୍ରୀଛାତ୍ରଙ୍କ ଉତ୍ସୁକତା ପ୍ରକାଶ ପାଇଛି। ପ୍ରତିବର୍ଷ ଏହି…
ବୃଦ୍ଧାଙ୍କ ଘର କାନ୍ଥ ଭାଙ୍ଗି ୩୦ ହଜାର ଚୋରି
ଏମ୍ଭି ୭୯,୨୫ା୧୨(ଡି.ଏନ. ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଭୁବନପଲ୍ଲୀ ପଞ୍ଚାୟତର ଗୌଡ଼ଗୁଡା ଗ୍ରାମରେ ଜଣେ ବୃଦ୍ଧା ମାଡକାମୀ ଗାଙ୍ଗୀ (୬୬)ଙ୍କ ଘର କାନ୍ଥ ଭାଙ୍ଗି କେହି ଦୁର୍ବୃତ୍ତ ୩୦ହଜାର ଟଙ୍କା ଚୋରି କରି ନେଇଥିବା ଜଣାପଡ଼ିଛି । ଗାଙ୍ଗୀଙ୍କ…
Archives


