Home Left

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଉପକାରୀ ଧନିଆ ପତ୍ର ପାଣି

ତରକାରୀ ହେଉ କି ସାଲାଡ ଖାଦ୍ୟର ସ୍ୱାଦ ବଢାଇବା ପାଇଁ ଧନିଆ ପତ୍ରର ଆବଶ୍ୟକତା ପଡିଥାଏ। କେବଳ ଖାଦ୍ୟର ସ୍ୱାଦ ବଢାଇବା ପାଇଁ ନୁହେଁ, ଶରୀର ପାଇଁ ମଧ୍ୟ ଉପକାରୀ ଧନିଆ ପତ୍ର। ଏଥିରେ ଆଣ୍ଟି-ଅକ୍ସିଡାଣ୍ଟ, ବିଟା କ୍ୟାରୋଟିନ, ଭିଟାମିନ ସି…

ରଣ୍‌ଜୀ ଟ୍ରଫିରେ ଖେଳିଲେ ନାହିଁ ବୁମ୍‌ରା

ମୁମ୍ବାଇ,୨୫।୧୨: କେରଳ-ଗୁଜରାଟ ରଣଜୀ ମ୍ୟାଚ୍‌ରେ ଭାରତୀୟ ଦଳର ଯୁବ ପେସର ଯଶପ୍ରୀତ ବୁମରା ଅଂଶଗ୍ରହଣ କରି ନାହାନ୍ତି। ସୁରଟର ଲାଲଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ରଣ୍‌ଜୀ ସିଜନର ତୃତୀୟ ପର୍ଯ୍ୟାୟ ମ୍ୟାଚ୍‌ରେ ନିଜ ଫିଟ୍‌ନେସର ପ୍ରମାଣ ଦେବେ ବୋଲି ସୂଚନା ଦିଆଯାଇଥିଲା। ଗତ…

ରଣ୍‌ଜୀ ଟ୍ରଫି: ଧାଓ୍ବନଙ୍କ ଶତକ

ନୂଆଦିଲ୍ଲୀ, ୨୫।୧୨: ରଣ୍‌ଜୀ ଟ୍ରଫି କ୍ରିକେଟ୍‌ ପ୍ରତିଯୋଗିତାର ୩ୟ ପର୍ଯ୍ୟାୟ ବୁଧବାରଠାରୁ ଦେଶର ବିଭିନ୍ନ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଆହତଜନିତ ସମସ୍ୟା ପରେ କ୍ରିକେଟ୍‌କୁ ପ୍ରତ୍ୟାବର୍ତ୍ତନ କରିଥିବା ଦିଲ୍ଲୀର ଭେଟେରାନ ଓପନର୍‌ ଶିଖର ଧାଓ୍ବନଙ୍କ ଶତକ, କେରଳ ଓ ଗୁଜରାଟ ମଧ୍ୟରେ…

୫.୭୦ଲକ୍ଷ ଲୁଟ୍‌ ଘଟଣା, ୫ଗିରଫ

ପାଟଣାଗଡ, ୨୫ା୧୨ (ଡି.ଏନ.ଏ.): ବଲାଙ୍ଗୀର ଜିଲା ବେଲପଡା ଥାନା ଅନ୍ତର୍ଗତ ନୁନହାଡ ଗ୍ରାମ ନିକଟରେ ଗତ ୧୫ ତାରିଖ ସନ୍ଧ୍ୟାରେ ଜଣେ ବ୍ୟବସାୟୀଙ୍କଠାରୁ ୫ ଲକ୍ଷ ୭୦ ହଜାର ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାପାଶ ହୋଇଛି। ଏହି ଘଟଣାରେ ପୋଲିସ ୫ଜଣଙ୍କୁ…

ଟାର୍ଗେଟ୍‌ କୁକୁଡ଼ାଗାଲି, ଚଢ଼ାଉ ଜୋରଦାର କରୁଛି ପୋଲିସ

ବୋରିଗୁମ୍ମା,୨୫ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚାଲିଥିବା କୁକୁଡ଼ା ଗାଲି ଓ ସେଠାକାର ଜୁଆଖେଳ ଉପରେ ଲଗାତାର ଚଢ଼ାଉ ଜାରି ରଖିଛି ପୋଲିସ। ଗତ ୩/୪ ଦିନ ଭିତରେ ୩୦ରୁ ଅଧିକ ଲୋକଙ୍କୁ ଧରିଲାଣି ପୋଲିସ। ବୁଧବାର ବୋରିଗୁମ୍ମା ପୋଲିସ ଲଦୀଯୋଡ଼ି…

୨୮ରୁ ଜାତୀୟ ଯୋଗ ପ୍ରତିଯୋଗିତା

କଟକ ଅଫିସ, ୨୫।୧୨: ବାରବାଟୀ ଯୋଗ ଆସୋସିଏଶନ ଆନୁକୂଲ୍ୟରେ ଚଳିତ ମାସ ୨୮ ତାରିଖରୁ ସ୍ଥାନୀୟ ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଦୁଇଦିନ ଧରି ଜାତୀୟ ଯୋଗ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ଦେଶର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୫୦୦ରୁ ଊର୍ଦ୍ଧ୍ୱ…

ଚିତ୍ରକୋଣ୍ଡାରେ ମାଟ୍ରିକ ବୋର୍ଡ ପରୀକ୍ଷା କେନ୍ଦ୍ର କରିବାକୁ ଦାବି

ଚିତ୍ରକୋଣ୍ଡା,୨୫ା୧୨/(ଡି.ଏନ.ଏ.): ଫେବୃଆରୀ ୧୯ରୁ ମାର୍ଚ୍ଚ-୨ ଯାଏ ମାଟ୍ରିକ ପରୀକ୍ଷା ହେବାକୁ ଘୋଷଣା ମଙ୍ଗଳବାର ଘୋଷଣା କରାଯାଇଛି। ଏହାପରଠାରୁ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଏବଂ ଦୁର୍ଗମ ଅଞ୍ଚଳ ବିଦ୍ୟାଳୟର ପରୀକ୍ଷାକେନ୍ଦ୍ର କେଉଁଠି ହେବ ସେନେଇ ଛାତ୍ରୀଛାତ୍ରଙ୍କ ଉତ୍ସୁକତା ପ୍ରକାଶ ପାଇଛି। ପ୍ରତିବର୍ଷ ଏହି…

ବୃଦ୍ଧାଙ୍କ ଘର କାନ୍ଥ ଭାଙ୍ଗି ୩୦ ହଜାର ଚୋରି

ଏମ୍‌ଭି ୭୯,୨୫ା୧୨(ଡି.ଏନ. ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଭୁବନପଲ୍ଲୀ ପଞ୍ଚାୟତର ଗୌଡ଼ଗୁଡା ଗ୍ରାମରେ ଜଣେ ବୃଦ୍ଧା ମାଡକାମୀ ଗାଙ୍ଗୀ (୬୬)ଙ୍କ ଘର କାନ୍ଥ ଭାଙ୍ଗି କେହି ଦୁର୍ବୃତ୍ତ ୩୦ହଜାର ଟଙ୍କା ଚୋରି କରି ନେଇଥିବା ଜଣାପଡ଼ିଛି । ଗାଙ୍ଗୀଙ୍କ…

୧୯ ବର୍ଷରୁ କମ୍‌ କ୍ରିକେଟ ଦଳରେ ମାଲକାନଗିରିର ବିଟୁ ସାମିଲ

ମାଲକାନଗିରି,୨୫ା୧୨ (ସ.ପ୍ର.): ମାଲକାନଗିରି ଜିଲାର ବିଟୁ ଶାହା ଓଡିଶା କ୍ରିକେଟ ଦଳରେ ସାମିଲ ହୋଇଛନ୍ତି। ୧୯ ବର୍ଷରୁ କମ୍‌ ଓଡିଶା କ୍ରିକେଟ ଦଳରେ ସେ ସ୍ଥାନ ପାଇଛନ୍ତି। ତେବେ ମାଲକାନଗିରି ଜିଲାରୁ ପ୍ରଥମ କରି ଜଣେ ଯୁବକ ରାଜ୍ୟସ୍ତରୀୟ କ୍ରିକେଟରେ ସ୍ଥାନ…

ବିଭିନ୍ନ ଧାନମଣ୍ଡି ପରିଦର୍ଶନ କଲେ ଉପଜିଲାପାଳ

ଆଠମଲ୍ଲିକ,୨୫।୧୨(ଡି.ଏନ.ଏ.): ଆଠମଲ୍ଲିକ ଉପଜିଲାପାଳ ଡ.ରଜନୀକାନ୍ତ ବିଶ୍ୱାଳ ବୁଧବାର ଆଠମଲ୍ଲିକ ଓ କିଶୋରନଗର ଅଞ୍ଚଳର ବିଭିନ୍ନ ଧାନମଣ୍ଡି ପରିଦର୍ଶନ କରିଛନ୍ତି। ଏହି ଅବସରରେ ମଣ୍ଡିକୁ ଧାନ ଆଣିଥିବା ପଞ୍ଜିକୃତ ଚାଷୀମାନଙ୍କ ସହ ସେ କଥା ହୋଇ ତାଙ୍କର ସୁବିଧା ଅସୁବିଧା ସମ୍ପର୍କରେ ପଚାରି…

ଭୀମକୁଣ୍ଡରେ ବୁଡି ଯାଇ ପର୍ଯ୍ୟଟକ ନିଖୋଜ

ପାଟଣା/ଠାକୁରମୁଣ୍ଡା, ୨୫।୧୨(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲା ପାଟଣା ବ୍ଲକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡର ବୁଧବାର ଅପରାହ୍ନରେ ଜଣେ ପର୍ଯ୍ୟଟକ ପ୍ରଥମ କୁଣ୍ଡରେ ଗାଧୋଉଥିବା ବେଳେ ଭାସି ଯାଇ ନିଖୋଜ ହୋଇଥିବା ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା ମିଳିଛି। ତେବେ ନିଖୋଜ ବ୍ୟକ୍ତି ଜଣଙ୍କ ସମ୍ପର୍କରେ…

ଚାକିରି ନାଁରେ ଠକେଇ: ଜେଲ ଗଲେ ଯୁବକ

ଭଦ୍ରକ ଅଫିସ,୨୫।୧୨: ଭଦ୍ରକ ସହର ଚରମ୍ପାଠାରେ ଏକ ନକଲି ଏଜେନ୍ସି ଖୋଲି ନିଯୁକ୍ତି ଦେବା ନାଁରେ ଆଶାୟୀଙ୍କଠାରୁ ଅର୍ଥ ଆଦାୟ କରି ଠକେଇ ଅଭିଯୋଗରେ ଟାଉନ ଥାନା ପୋଲିସ ଉତ୍ତରପ୍ରଦେଶ ଅଞ୍ଚଳର ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri