Home Left

ନିୟନ୍ତ୍ରଣ ରେଖାରେ ଯବାନ ପାଳିଲେ ବଡ଼ଦିନ: ସୋସିଆଲ୍‌ ମିଡ଼ିଆରେ ଭିଡ଼ିଓ ଭାଇରାଲ

ଶ୍ରୀନଗର,୨୫।୧୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଯବାନମାନେ ବଡ଼ଦିନ ପାଳନ କରୁଥିବାର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଯବାନମାନେ ଜିଙ୍ଗଲ୍‌ ବେଲ୍‌ ଗୀତ ବୋଲିବା ସହିତ ନାଚକୁଦ କରୁଥିବା ଏହି ଭିଡ଼ିଓରେ ଦେଖିବାକୁ ମିଳୁଛି। ଜଣେ…

ରାହୁଲ-ପ୍ରିୟଙ୍କାଙ୍କୁ ସାବଧାନ; ସେମାନେ ପେଟ୍ରୋଲ୍‌ ବମ୍‌: ଅନୀଲ୍‌ ବିଜ୍‌

ଚଣ୍ଡିଗଡ଼, ୨୫।୧୨: ହରିୟାଣା ସ୍ବରାଷ୍ଟ୍ରମନ୍ତ୍ରୀ ଅନୀଲ୍‌ ବିଜ୍‌ଙ୍କ ଏକ ବିବାଦୀୟ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ସେ ଟୁଇଟ୍‌ କରି କହିଛନ୍ତି ଯେ, ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ହେଉଛନ୍ତି ପେଟ୍ରୋଲ୍‌ ବମ୍‌ ସଦୃଶ। ତେଣୁ…

ଦୟାଳୁ ଲୋକେ ହୁଅନ୍ତି ଦୀର୍ଘଜୀବୀ…

କାଲିଫର୍ନିଆ: ଦୀର୍ଘଜୀବୀ ହେବା ପାଇଁ ଖାଦ୍ୟପେୟ ଏବଂ ଜୀବନଶୈଳୀରେ ସକାରାତ୍ମକ ପରିବର୍ତ୍ତନ ଆବଶ୍ୟକ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ତେବେ ନିକଟରେ କାଲିଫର୍ନିଆ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି ଯେ, ଦୟାଳୁ ଲୋକେ ଦୀର୍ଘଜୀବୀ ହୋଇଥାନ୍ତି। ଏଭଳି…

୧୨୬ କୋଟି ଯମୁନା ଏକ୍ସପ୍ରେସ୍‌ଓ୍ବେ ଦୁର୍ନୀତିର ଯାଞ୍ଚ୍‌ କରିବ ସିବିଆଇ

ଲକ୍ଷ୍ନୌ, ୨୫।୧୨: ଯମୁନା ଏକ୍ସପ୍ରେସ୍‌ଓ୍ବେ ଦୁର୍ନୀତିର ଯାଞ୍ଚ୍‌ ଏବେ ସିବିଆଇ କରିବ। ଏଥିରେ ୧୨୬ କୋଟି ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ନୋଏଡ଼ାକୁ ଆଗ୍ରା ମଧ୍ୟରେ ଯୋଗାଯୋଗ କରୁଥିବା ୧୬୫ କିମି ଏହି ଏକ୍ସପ୍ରେସ୍‌ଓ୍ବେର ନିର୍ମାଣ କାର୍ଯ୍ୟ ୨୦୦୯ରେ ଉତ୍ତରପ୍ରଦେଶର…

ଥାନା ଭିତରୁ କୁକୁର ଚୋରି କଲା ପିଲାଙ୍କ ଖେଳନା

ଆମେରିକାର ଫ୍ରାଙ୍କଲିନ୍‌ ସହରରେ ଏକ ଅଜବ ଘଟଣା ଘଟିଛି। ଏଠାରେ ଏକ କୁକର ଥାନା ଭିତରୁ ପିଲାଙ୍କ ଖେଳନା ଚୋରି କରିଛି। ଫ୍ରାଙ୍କଲିନ୍‌ ପୋଲିସ ବିଭାଗ ସୋସିଆଲ ମିଡିଆରେ ଏକ ଭିଡିଓ ପୋଷ୍ଟ କରିଛି। ଭିଡିଓରେ କୁକୁରଟି ଖେଳନା ଚୋରି କରି…

ଏମିତି ଏକ ମନ୍ଦିର, ଯେଉଁଠି କ୍ଷୀର ଚଢାଇଲେ ରଙ୍ଗ ବଦଳିଯାଏ

ସମାଜରେ ଚାଲିଥିବା ବିଶ୍ୱାସ, ଅନ୍ଧବିଶ୍ୱାସ ମଧ୍ୟରେ ବେଳେବେଳେ ଏପରି କିଛି ଚମତ୍କାର ସମ୍ନାକୁ ଆସିଥାଏ, ଯାହାକୁ ବିଜ୍ଞାନ ମଧ୍ୟ ବୁଝିପାରି ନ ଥାଏ। ସେହିଭଳି ଏକ ଚମତ୍କାର ଘଟଣା ସମ୍ନାକୁ ଆସିଛି, ଯାହା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବେ। କେରଳସ୍ଥିତ…

ଦନ୍ତା ଆକ୍ରମଣରେ ବୃଦ୍ଧାଙ୍କ ଜୀବନଗଲା

ବାରିପଦା ଅଫିସ,୨୫।୧୨: ମୟୂରଭଞ୍ଜ ଜିଲ୍ଲା ବାଙ୍ଗରିପୋଷି ବନାଞ୍ଚଳ ଅଧୀନ ଗୋଶାଣିପାଳ ଗାଁରେ ଦନ୍ତା ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସ୍ନେହଲତା ସେଠୀ (୬୫)। ସେ ସକାଳୁ ଗ୍ରାମ ନିକଟସ୍ଥ କାତରା ନଦୀକୁ ଶୌଚ ହେବାକୁ…

ରେଳ ଯାତ୍ରୀ ଭଡା ବଢିବା ସମ୍ଭାବନା

ନୂଆଦିଲ୍ଲୀ,୨୫-୧୨: ଭାରତୀୟ ରେଲଓ୍ବେ ପକ୍ଷରୁ ଚଳିତ ସପ୍ତାହରେ ଯାତ୍ରୀ ଭଡା ବଢାଇବା ନେଇ ସମ୍ଭାବନା ରହିଛି। କିଲୋମିଟର ପିଛା ଏହା ୫ରୁ ୪୦ ପଇସା ମୂଲ୍ୟ ବଢିପାରେ ବୋଲି ଏକ ଗଣମାଧ୍ୟମ ରିପୋର୍ଟରେ ପ୍ରକାଶ ପାଇଛି। ଯାତ୍ରୀ ଭଡା ବୃଦ୍ଧି ପ୍ରସ୍ତାବ…

ବର୍ଷକରେ ୭୧,୫୪୩ କୋଟି ଟଙ୍କାର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୨୫-୧୨: ୨୦୧୮-୧୯ ଆର୍ଥତ୍କ ବର୍ଷରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ଠକେଇ ୭୪% ବଢିଛି। ଏହି ଠକେଇରେ ୭୧,୫୪୩ କୋଟି ଟଙ୍କା ଜଡିତ ଥିବା ଜଣାପଡିଛି। ୨୦୧୭-୧୮ରେ ବ୍ୟାଙ୍କଗୁଡିକରେ ଠକେଇ ପରିମାଣ ୪୧,୧୬୭ କୋଟି ଟଙ୍କା ରହିଥିଲା ବୋଲି ରିଜର୍ଭ ବ୍ୟାଙ୍କ ତଥ୍ୟରୁ ସାମ୍ନାକୁ…

ବିବାହ କଥା ଉଠିବାରୁ ୩ ଦିନ ଧରି କବାଟ ବନ୍ଦ କରି ରହିଥିଲେ ଅଟଳ ବିହାରୀ ବାଜପେୟୀ

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସଫଳ ରାଜନୈତିକ କ୍ୟାରିୟର ରହିଥିଲା। ୧୯୨୪, ଡିସେମ୍ବର ୨୫ରେ ସେ ଗ୍ବାଲିୟରରେ ଜନ୍ମଗ୍ରହଣ କରିଥିଲେ। ଅଟଳ ଜୀ ସାରା ଜୀବନ ଅବିବାହିତ ରହିଥିଲେ। ଥରେ ବାଜପେୟୀଙ୍କୁ ପଚରା ଯାଇଥିଲା ଆପଣ ଅବିବାହିତ କାହିଁକି ଅଛନ୍ତି?…

ଡୋନାଙ୍କୁ ବିବାହ କରିବା ପରେ ବି ନଗ୍‌ମାଙ୍କ ପ୍ରତି ଆକର୍ଷିତ ହୋଇଥିଲେ ସୌରଭ ଗାଙ୍ଗୁଲୀ…

ମୁମ୍ବାଇ,୨୫।୧୨: ସାଉଥ୍‌ ଅଭିନେତ୍ରୀ ନଗ୍‌ମା ବୁଧବାର ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୪ ଡିସେମ୍ବର ୨୫ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ନନ୍ଦିତା ଅରବିନ୍ଦ ମୋରାରଜି ଥିଲା। ତେବେ ଫିଲ୍ମରେ ଅଭିନୟ ପରେ ତାଙ୍କର ନାମ ପରିବର୍ତ୍ତନ…

ସ୍ମୃତି ସ୍ଥଳରେ ଅଟଳଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୯୫ ତମ ଜୟନ୍ତୀ ଅବସରରେ ରାଷ୍ଟ୍ରୀୟ ସ୍ମୃତି ସ୍ଥଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri