Home Left

ଅଭିନେତ୍ରୀଙ୍କ ପ୍ରେମ ଠକେଇ, ମୁମ୍ବାଇରୁ ଭୁବନେଶ୍ୱର

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ମାଟ୍ରିମୋନି ସାଇଟ୍‌ରେ ଉଭୟଙ୍କର ହୋଇଥିଲା ପରିଚୟ। ତା’ପରେ ପ୍ରେମ ଆଉ ପ୍ରତାରଣା। ପ୍ରେମ ଓ ବିବାହ ବାହାନାରେ ପ୍ରେମିକଙ୍କଠାରୁ ଟଙ୍କା ଓ ସାମଗ୍ରୀ ହାତେଇନେବା ପରେ ପ୍ରତାରଣା କରିଛନ୍ତି ଜଣେ ଓଡ଼ିଆ ଅଭିନେତ୍ରୀ। ମୁମ୍ବାଇରୁ ଭୁବନେଶ୍ୱର ଯାଏ ଲମ୍ବିଥିବା ଏହି ହାଇପ୍ରୋଫାଇଲ୍‌…

ବଢୁଛି ପୋଲିସର ଅତ୍ୟାଚାର:ଓଏଚ୍‌ଆର୍‌ସିଙ୍କ ଦ୍ୱାରସ୍ଥ ହେଲେ ଆଦିବାସୀ ପରିବାର

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଗଞ୍ଜାମ ଜିଲା ସଲପତଇଲା ଗ୍ରାମରେ ରହୁଥିବା କେତେକ ଆଦିବାସୀ ପରିବାର ଉପରେ ପୋଲିସର ନିର୍ଯାତନା ବଢିବାରେ ଲାଗିଛି। ତାରସିଂ ଥାନା ପୋଲିସ ମିଥ୍ୟା ମାମଲାରେ ଲୋକଙ୍କୁ ମନଇଚ୍ଛା ଉଠାଇ ନେଇ ନିର୍ଯାତନା ଦେଉଛି। ମଦ ବିକ୍ରି କରିବା ଅଭିଯୋଗରେ ଆଦିବାସୀଙ୍କ ଘରେ…

ହୋଟେଲରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଘଟଣାରେ ଭିନ୍ନମୋଡ଼:ଅଭିଯୋଗ ଆଣିଥିବା ବାଂଲାଦେଶୀ ଯୁବତୀ ଗିରଫ

କଟକ ରୋଡ,୨୫ା୧୨(ଡି.ଏନ୍‌.ଏ.):ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ କଟକ ରୋଡର ଏକ ହୋଟେଲରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଏବଂ ମାଡ଼ ଘଟଣାରେ ଭିନ୍ନ ମୋଡ଼ ନେଇଛି। ଥାନାରେ ଅଭିଯୋଗ ଆଣିଥିବା ବାଂଲାଦେଶୀ ଯୁବତୀଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଯୁବତୀଙ୍କ ଘର…

ବାଲୁକା କଳାରେ ପ୍ଲାଷ୍ଟିକ ବର୍ଜନର ବାର୍ତ୍ତା

ପୁରୀ ଅଫିସ, ୨୫ା୧୨: ପ୍ଲାଷ୍ଟିକ ପ୍ରଦୂଷଣକୁ ନେଇ ସାରା ବିଶ୍ୱବାସୀ ଚିନ୍ତିତ। ପ୍ଲାଷ୍ଟିକ କେବଳ ପରିବେଶକୁ ପ୍ରଦୂଷଣ କରୁଛି ତା’ ନୁହେଁ ମଣିଷ, ପଶୁପକ୍ଷୀ ସମସ୍ତଙ୍କ ପାଇଁ ଏହା ମାରାତ୍ମକ ସାଜିଲାଣିି। ପୁଣି ବିଭିନ୍ନ ପ୍ରକାର ରୋଗର କାରଣ ବିି। ତେଣୁ…

ନାବାଳକ କାର ଚାଳକଙ୍କୁ ୨୫ ହଜାର ଜରିମାନା

ରାୟଗଡ଼ା ଅଫିସ,୨୫ା୧୨: ମଙ୍ଗଳବାର ରାୟଗଡ଼ା ସହରର ରିଂ ରୋଡ଼ରେ ଜଣେ ନାବାଳକ କାର ଚଲାଇ ୨୫ ହଜାର ଟଙ୍କା ଜରିମାନା ଦେଇଛନ୍ତି ା ରାୟଗଡ଼ା ପୋଲିସ ଏବଂ ଆରଟିଓ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଉକ୍ତ କାରକୁ ଜବତ କରାଯିବା ସହ…

ବଦଳିବ ଝାରସୁଗୁଡ଼ାର ରୂପ

ଭୁବନେଶ୍ୱର, ୨୫ା୧୨(ବ୍ୟୁରୋ) :ଝାରସୁଗୁଡ଼ା ସହରକୁ ଏକ ନୂତନ ଆଧୁନିକ ସହର ରୂପେ ବିକଶିତ କରିବା ପାଇଁ ସରକାରୀସ୍ତରରେ ପ୍ରଚେଷ୍ଟା ଆରମ୍ଭ ହୋଇଛି। ଏଥିପାଇଁ ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ…

ଓଡ଼ିଶା ସରକାରୀ ମୁଦ୍ରଣାଳୟର ଇ-ବାଣିଜ୍ୟ ପୋର୍ଟାଲ୍‌ ଲୋକାର୍ପିତ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଓଡ଼ିଶା ସରକାରୀ ମୁଦ୍ରଣାଳୟର ଇ-ବାଣିଜ୍ୟ ପୋର୍ଟାଲ ମଙ୍ଗଳବାର ଅପରାହ୍ନରେ ଲୋକାର୍ପିତ ହୋଇଛି ା କୃଷି ଉତ୍ପାଦନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହି ପୋର୍ଟାଲ୍‌କୁ ଲୋକାର୍ପଣ କରିଛନ୍ତି ା ବାଣିଜ୍ୟ…

ଓଡ଼ିଶାରେ ଝାଡ଼ଖଣ୍ଡ ଫଳାଫଳ ପ୍ରଭାବ ପଡ଼ିବା ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଝାଡ଼ଖଣ୍ଡରେ ଜେଏମ୍‌ଏମ୍‌-କଂଗ୍ରେସ ମେଣ୍ଟକୁ ବଡ଼ ସଫଳତା ମିଳିଛି। ସୋମବାର ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ ଭାଜପାକୁ ଶକ୍ତ ଧକ୍କା ଦେଇଛି। ଭାଜପାକୁ ପଛରେ ପକାଇ ଜେଏମ୍‌ଏମ୍‌-କଂଗ୍ରେସ ମେଣ୍ଟ ୮୧ ଆସନ ବିଶିଷ୍ଟ ବିଧାନସଭାରେ ୪୭ ଆସନରେ ସଫଳତା ପାଇଛି। ଏହି ଫଳାଫଳକୁ…

ମେ ମାସରେ ବଡ଼ ଆନ୍ଦୋଳନ କରିବ ନବ ନିର୍ମାଣ କୃଷକ ସଙ୍ଗଠନ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଚାଷୀଙ୍କ ପ୍ରତି ବିଶ୍ୱାସଘାତକତା କରାଯାଇଛି। ଏହାର ପ୍ରତିବାଦରେ ନବ ନିର୍ମାଣ କୃଷକ ସଙ୍ଗଠନ ରାଷ୍ଟ୍ରୀୟ ସଂଯୋଜକ ଆସନ୍ତା ୨୬ରୁ ଅନଶନରେ ବସିବେ। ମଙ୍ଗଳବାର ନବ ନିର୍ମାଣ କୃଷକ ସଙ୍ଗଠନର ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦ…

୧୨ ଡିଗ୍ରୀ ଉପରେ ସବୁ ସହର: ପୁଣି ବଢ଼ିପାରେ ଶୀତ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଚଳିତ ବର୍ଷ ଉତ୍ତର ଦିଗରୁ ଥଣ୍ଡା ବାୟୁ ପ୍ରବାହ ଆରମ୍ଭ ହୋଇ ନାହିଁ। ଗତ ସପ୍ତାହରେ ୫/୬ଟି ସହରରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ ତଳକୁ ଖସିଥିଲେ ମଧ୍ୟ ମଙ୍ଗଳବାର ରାଜ୍ୟର ସମସ୍ତ ସହରାଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୧୨…

ବଡ଼ଦିନ ପାଇଁ ସବୁଠି କଡ଼ା ସୁରକ୍ଷା

ଫୁଲବାଣୀ ଅଫିସ,୨୫ା୧୨ : କନ୍ଧମାଳ ଜିଲାରେ ବୁଧବାର ବଡ଼ଦିନ ପାଳନ ବେଳେ ଯେପରି କିଛି ଅପ୍ରୀତିକର ପରିସ୍ଥିତି ନ ଉପୁଯିବ, ସେନେଇ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସବୁଠି କଡ଼ା ନଜର ରଖାଯାଇଥିବା ଏସ୍‌ପି ପ୍ରତୀକ ଗୀତା ସିଂ…

ଗଞ୍ଜାମ ଲୋକକଳା ଓ ସଂସ୍କୃତିର ଭୂମି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ, ୨୫ା୧୨:ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମିରେ ଆୟୋଜିତ ଗୋପାଳପୁର ବେଳାଭୂମି ମହୋତ୍ସବ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ୫ ଦିନଧରି ଚାଲିବାକୁ ଥିବା ଏହି ମହୋତ୍ସବକୁ ଉଦ୍‌ଘାଟନ କରିଥିଲେ। ସେ କହିଥିଲେ, ଗଞ୍ଜାମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri