୨୦୨୦ର ଫିଲ୍ମ କ୍ୟାଲେଣ୍ଡର: ରିଲିଜ୍ ଅପେକ୍ଷାରେ ରହିଛି ବିଗ୍ ବଜେଟ୍ର ୨୨ରୁ ଅଧିକ ଫିଲ୍ମ
ବମ୍ବେ: ଆଉ ଦିନ କେଇଟାରେ ଶେଷ ହେବ ବର୍ଷ ୨୦୧୯। ଆଗାମୀ ବର୍ଷକୁ ସ୍ବାଗତ କରିବା ଲାଗି ଏବେଠୁ ସଜବାଜ ହେବାକୁ ଲାଗିଲେଣି ଅନେକେ। ଏସବୁରେ ପଛରେ ରହିବ କେମିତି ବଲିଉଡ୍! ଚଳିତବର୍ଷ ଅନେକ ସୁପରହିଟ୍ ଫିଲ୍ମ ଭେଟି ଦେଇ କୋଟି…
୬୨ ବର୍ଷୀୟ ଅନିଲଙ୍କ ୨୧ତମ ଜନ୍ମଦିନ ପାଳିଲେ ଝିଅ-ଜ୍ୱାଇଁ
ବମ୍ବେ: ବଲିଉଡ୍ର ଏଭରୟଙ୍ଗ୍ ଅଭିନେତା ଅନିଲ କପୁର ମଙ୍ଗଳବାର ୬୩ତମ ଜନ୍ମଦିନ ପାଳିଛନ୍ତି। ସ୍ତ୍ରୀ ସୁନିତାଙ୍କଠାରୁ ଆରମ୍ଭ କରି ଦୁଇ ଝିଅ, ଜ୍ୱାଇଁ ଏବଂ ପୁଅ ତାଙ୍କୁ ଜନ୍ମଦିନରେ ନିଆରା ଶୁଭେଚ୍ଛା ଜଣାଇଛନ୍ତି। ସୁଦୂର ଲଣ୍ଡନରେ ଏହି ଦିନଟିକୁ ପାଳନ କରାଯାଉଥିବା…
ଗୋପାଳପୁର ବେଳାଭୂମି ମହୋତ୍ସବ ଉଦ୍ଘାଟିତ: ଯୋଗଦେଲେ ମୁଖ୍ୟମନ୍ତ୍ରୀ
ବ୍ରହ୍ମପୁର ଅଫିସ, ୨୪।୧୨- ଗୋପାଳପୁର ବେଳାଭୂମି ପରିସରରେ ଆୟୋଜିତ ଗୋପାଳପୁର ବେଳାଭୂମି ମହୋତ୍ସବ ମଙ୍ଗଳବାର ଉଦ୍ଘାଟିତ ହୋଇଯାଇଛି। ୫ ଦିନଧରି ଚାଲିବାକୁ ଥିବା ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଜାଗା…
ପରିଣତ ବୟସରେ ଆବାସ ଯୋଜନାରୁ ବଞ୍ଚିତ କଳାକାର, ଘର ଖଣ୍ଡିଏ ପାଇଁ ଗୁହାରି ସତ୍ତ୍ୱେ ପ୍ରଶାସନର ନିଦ ଭାଙ୍ଗୁନି
କେନ୍ଦୁଝର,୨୪।୧୨(ସ୍ବ.ପ୍ର.): ସରକାର ଗରିବମାନଙ୍କୁ ପକ୍କା ଘର ଯୋଗାଇ ଦେବା ଲାଗି ଆବାସ ଯୋଜନା କରିଛନ୍ତି। ହେଲେ ଆଜି ବି ରାଜ୍ୟର ଅନେକ ଯୋଗ୍ୟ ହିତାଧିକାରୀ ଏଥିରୁ ବଞ୍ଚିତ ରହୁଛନ୍ତି। ଫଳରେ ବିପଦପୂର୍ଣ୍ଣ ଅବସ୍ଥାରେ ସେମାନଙ୍କୁ ଝାଟିମାଟି ଚାଳଛପର ଘରେ ଜୀବନ ବିତାଇବାକୁ…
କ୍ରିସ୍ମାସ୍ରେ ମାତ୍ର ଶହେ ଟଙ୍କାରେ ଦିଅନ୍ତୁ ଏହି ଉପହାର
ଖ୍ରୀଷ୍ଟଧର୍ମାଲମ୍ବିଙ୍କ ବଡ଼ ପର୍ବ ହେଉଛି କ୍ରିସ୍ମାସ୍। ଡିସେମ୍ବର ୨୫ରେ ପ୍ରଭୁ ଯୀଶୁଙ୍କ ଜନ୍ମଦିନକୁ ବଡ଼ଦିନ ଭାବେ ପାଳନ କରାଯାଇଥାଏ। ଏହି ପର୍ବକୁ ଦେଶ ଓ ବିଦେଶରେ ବହୁ ଉତ୍ସାହର ସହ ପାଳନ କରାଯାଇଥାଏ। ଆଉ ମାତ୍ର କିଛି ଘଣ୍ଟା ପରେ ଏହି…
ଲକ୍ଷ୍ନୌରେ ବଢ଼ିଲା ଇଣ୍ଟରନେଟ ସେବା ବନ୍ଦ ଅବଧି
ଲକ୍ଷ୍ନୌ,୨୪।୧୨: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଇଣ୍ଟରନେଟ ସେବା ବନ୍ଦ ମଙ୍ଗଳବାର ୫ମ ଦିନରେ ପହଞ୍ଚିଛି। ଇଣ୍ଟରନେଟ ସେବା ବନ୍ଦର ଅବଧିକୁ ବୃଦ୍ଧି କରାଯାଇ ବୁଧବାର ମଧ୍ୟରାତ୍ରି ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଲକ୍ଷ୍ନୌ ଗସ୍ତ କରିବାର…
ସୋନିଆ, ପ୍ରିୟଙ୍କା, ଓଓ୍ବେସୀଙ୍କ ବିରୋଧରେ ଅଭିଯୋଗ
ନୂଆଦିଲ୍ଲୀ,୨୪।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ସତ୍ୟାଗ୍ରହ କରି ଏବେ ଅଡ଼ୁଆରେ ପଡ଼ିଯାଇଛନ୍ତି ବିରୋଧୀ ଦଳ। ଏନେଇ କଂଗ୍ରେସ ଅସ୍ଥାୟୀ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ଏଆଇଏମ୍ଆଇଏମ୍ ମୁଖ୍ୟ ଅସବୁଦ୍ଦିନ ଓଓ୍ବେସୀଙ୍କ ବିରୋଧରେ ଅଭିଯୋଗ ଆସିଛି।…
ମାଙ୍କଡର ଓଜନ ୧ କିଲୋ
କେନିଆର ବୈଜ୍ଞାନିକମାନେ ଏପରି ଏକ ମାଙ୍କଡର ଜୀବାଶ୍ମ ପାଇଛନ୍ତି। ଯାହାକୁ ଦୁନିଆର ସବୁଠାରୁ ଛୋଟ ମାଙ୍କଡ ବୋଲି କୁହାଯାଉଛି। ବୈଜ୍ଞାନିକମାନଙ୍କ ଅନୁସାରେ, ଏହି ମାଙ୍କଡର ଜୀବାଶ୍ମ ୪୨ ବର୍ଷର ପୁରୁଣା। ଏହାକୁ ନ୍ୟାନୋପୀରୋକସ୍ ବ୍ରାଉନୀର ନାମ ଦିଆଯାଇଛି। ଏହି ଅନ୍ବେଷଣ କେନିଆର…
ଜାହ୍ନବୀଙ୍କ ସହ ଫିଲ୍ମ ଶୁଟିଂବେଳେ ଭାବପ୍ରବଣ ହେଲେ ଏହି ଅଭିନେତା
ବଳିଉଡ୍ ଅଭିନେତ୍ରୀ ଜାହ୍ନବୀ କପୁର ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। କେବେ ନିଜ ଫିଲ୍ମ ପାଇଁ ତ ଆଉ କେବେ ମା’ ଶ୍ରୀଦେବୀଙ୍କ ପାଇଁ। ଫିଲ୍ମ ‘ଧଡ଼କ’ ଜରିଆରେ ବଲିଉଡ୍ରେ ଡେବ୍ୟୁ କରିବା ପରେ ଏବେ ଜାହ୍ନବୀଙ୍କ ହାତରେ ‘ତଖ୍ତ’ ଏବଂ ‘ଗୁଞ୍ଜନ…
ପ୍ରଥମଥର ଆପ୍ ମାଧ୍ୟମରେ ଏନ୍ପିଆର୍ ପାଇଁ ହେବ ଜନଗଣନା
ନୂଆଦିଲ୍ଲୀ,୨୪।୧୨: ମୋଦି କ୍ୟାବିନେଟର ମଙ୍ଗଳବାର ହୋଇଥିବା ବୈଠକରେ National Population Register (NPR)ବା ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର(ଏନ୍ପିଆର୍)କୁ ମଞ୍ଜୁରୀ ମିଳିଛି। ସରକାର ୧ ଏପ୍ରିଲରୁ ୩୦ ସେପ୍ଟେମ୍ବର ୨୦୨୦ ପର୍ଯ୍ୟନ୍ତ ଜନସଂଖ୍ୟାର ନୂଆ ଡାଟାବେସ ପ୍ରସ୍ତୁତ କରିବେ। ଏଥିରେ କୌଣସି କାଗଜ,…
କ୍ରିସ୍ମାସ ପାଇଁ ପ୍ରସ୍ତୁତ ବେଥଲହମ
ବେଥଲହମ,୨୪।୧୨: ପ୍ରଭୁ ଯୀଶୁଙ୍କ ଜନ୍ମସ୍ଥାନ କୁହାଯାଉଥିବା ବେଥଲହମ କ୍ରିସ୍ମାସ ପାଇଁ ବିଶ୍ୱବାସୀଙ୍କୁ ସ୍ବାଗତ କରିବାକୁ ପ୍ରସ୍ତୁତ ହୋଇ ସାରିଲାଣି। ଇସ୍ରାଏଲ କବଜାରେ ଥିବା ଓ୍ବେଷ୍ଟ ବ୍ୟାଙ୍କର ଏହି ଛୋଟ ସହର ଚର୍ଚ୍ଚ ଅଫ୍ ନେଟିଭିଟି ଓ ଏହାର ଆଖପାଖରେ ଉତ୍ସବର ପରିବେଶ…
ଖଣ୍ଡଗିରି ବାହାଦଲପୁର ଅନିଲ ଜେନା ହତ୍ୟା ଘଟଣା: ଦୁଇ ମୁଖ୍ୟ ଅଭିଯୁକ୍ତ ଗିରଫ ନେଇ ସୂଚନା ଦେଲେ କମିଶନର
ଭୁବନେଶ୍ୱର,୨୪।୧୨: ଖଣ୍ଡଗିରି ଥାନା ଅଧୀନ ବାହାଦଲପୁର ଅନିଲ ଜେନା ହତ୍ୟା ଘଟଣାରେ କମିଶନରେଟ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ହତ୍ୟାକାଣ୍ଡର ଦୁଇ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଭରତ ସାହୁ ଓରଫ ବାପି ଓ ଦୁର୍ଗା ପ୍ରସାଦ ସାହୁ ଓରଫ ହାପିଙ୍କୁ…
Archives


