Home Left

ନିଖୋଜ ନାବାଳିକାଙ୍କ ମୃତଦେହ ଉଦ୍ଧାର

ରାୟଗଡା ଅଫିସ, ୨୪।୧୨: ରାୟଗଡା ଜିଲା ଚନ୍ଦ୍ରପୁର ଗ୍ରାମରେ ଗତ ଶନିବାରଠାରୁ ନିଖୋଜ ଥିବା ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଚନ୍ଦ୍ରପୁର ଗ୍ରାମ ନିକଟସ୍ଥ ଚିଚିପଙ୍ଗା ଗ୍ରାମ ନିକଟସ୍ଥ ଜଙ୍ଗଲରୁ ମଙ୍ଗଳବାର ସକାଳୁ ନାବାଳିକାର ଅର୍ଦ୍ଧନଗ୍ନ ଅବସ୍ଥାରେ ମୃତଦେହ ପୋଲିସ…

ହରିୟାଣାରେ ପବନରେ ହେବ ଆଳୁ ଚାଷ

କରନାଲ,୨୪।୧୨: ସାଧାରଣତଃ ମାଟିରେ ଆଳୁ ଚାଷ ହୋଇଥାଏ। ତେବେ ଏବେ ହରିୟାଣାରେ ପବନରେ ଆଳୁ ଚାଷ କରାଯିବ। ସାଧାରଣ ଆଳୁ ତୁଳନାରେ ଏହି ପ୍ରକାର ଚାଷରେ ଉତ୍ପାଦନ ୧୦ରୁ ୧୨ ଗୁଣା ଅଧିକ ହେବ ବୋଲି କରନାଲସ୍ଥିତ ଆଳୁ ଗବେଷଣା କେନ୍ଦ୍ର…

ମେସେଜିଂ ଆପ୍‌ ଟୋଟୋକ୍‌କୁ ହଟାଇଲେ ଗୁଗୁଲ ଏବଂ ଆପଲ୍‌

ଓ୍ବାଶିଂଟନ,୨୪।୧୨: ଗୁଗୁଲ ଏବଂ ଆପଲ୍‌ ନିଜ ନିଜର ଆପ୍‌ ଷ୍ଟୋର୍‌ରୁ ମେସେଜିଂ ଆପ୍‌ ଟୋଟୋକ୍‌କୁ ହଟାଇଛନ୍ତି। ୟୁଏଇ ପାଇଁ ଏହି ଆପ୍‌ ଗୁପ୍ତଚରୀ କରୁଥିବା ଅଭିଯୋଗ ଆସିବା ପରେ ଗୁଗୁଲ ଏବଂ ଆପଲ୍‌ ପକ୍ଷରୁ ଏପରି କରାଯାଇଥିବା କୁହାଯାଉଛି। ନ୍ୟୁୟର୍କ ଟାଇମ୍ସ୍‌…

ମୃତ ବିକ୍ଷୋଭକାରୀଙ୍କ ପରିବାରଙ୍କୁ ଭେଟିବେ ପ୍ରିୟଙ୍କା-ରାହୁଲ

ନୂଆଦିଲ୍ଲୀ,୨୪।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ ଚାଲିଥିବା ବେଳେ ଏଥିରେ ଉତ୍ତର ପ୍ରଦେଶରେ ସର୍ବାଧିକ ପ୍ରାୟ ୧୮ଜଣ ବିକ୍ଷୋଭକାରୀଙ୍କ ମୃତ୍ୟୁ ହୋଇଥିଲା। ମଙ୍ଗଳବାର କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ଯାଦବପୁର ବିଶ୍ୱବିଦ୍ୟାଳୟରେ ପୁଣି ରାଜ୍ୟପାଳଙ୍କୁ ବିରୋଧ

କୋଲକାତା,୨୪।୧୨: ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖରଙ୍କୁ ପୁଣି ଛାତ୍ରଙ୍କ ଆକ୍ରୋଶର ଶିକାର ହେବାକୁ ପଡ଼ିଛି। ମଙ୍ଗଳବାର ଯାଦବପୁର ବିଶ୍ୱବିଦ୍ୟାଳୟରେ ଆୟୋଜିତ ହୋଇଥିବା ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ଯୋଗଦେବାକୁ ଯାଇଥିଲେ। କିନ୍ତୁ ସେଠାରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ପ୍ରଦର୍ଶନ କରୁଥିବା…

ବାସୁଦେବପୁର ବ୍ଲକ ପରିସରରେ କଂଗ୍ରେସର ଗଣଧାରଣା

ବାସୁଦେବପୁର,୨୪।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବିଭିନ୍ନ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ରାଶନ କାର୍ଡରେ ଅନିୟମିତତା, ଦୁର୍ନୀତି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ବ୍ଲକ ପରିସରରେ ମଙ୍ଗଳବାର ଗଣଧାରଣା ଦିଆଯାଇଛି। ବ୍ଲକ କଂଗ୍ରେସ ସଭାପତି ରମେଶ ଚନ୍ଦ୍ର ବଳ, ଯୁବନେତା…

ଗଳା ପୋଲ ନିର୍ମାଣ ଦାବିରେ ରାଣୀତାଲ ବଜାର ବନ୍ଦ

ଭଦ୍ରକ ଅଫିସ,୨୪।୧୨: ଭଦ୍ରକ ଜିଲା ରାଣୀତାଲ ବଜାର ମଙ୍ଗଳବାର ସକାଳୁ ବନ୍ଦ ରହିଛି। ଗଳା ପୋଲ ନିର୍ମାଣ ଦାବିରେ ରାଣୀତାଲ ବିକାଶ ମଞ୍ଚର ସଦସ୍ୟ ଓ ସ୍ଥାନୀୟ ବାସିନ୍ଦାଙ୍କ ପକ୍ଷରୁ ଏହି ବନ୍ଦଡାକରା ଦିଆଯାଇଛି। ଏ ନେଇ ୧୬ ନଂ. ଜାତୀୟ…

ଆଫଗାନିସ୍ତାନରେ ଶହେ ଆତଙ୍କବାଦୀ ମୃତ

କାବୁଲ,୨୪।୧୨: ଆଫଗାନ ସେନାଙ୍କ ଦ୍ୱାରା ଗତ ୨୪ ଘଣ୍ଟା ଧରି ଚାଲିଥିବା ଅପରେଶନରେ ପ୍ରାୟ ୧୦୦ ଆତଙ୍କବାଦୀଙ୍କ ମୃତ୍ୟୁ ହେବାସହ ୪୫ ଆହତ ହୋଇଥିବା ସୂଚନା ମିଳିଛି। ଏଥିରେ ଅନ୍ୟ ୫ ଆତଙ୍କବାଦୀଙ୍କୁ ଗିରଫ ମଧ୍ୟ କରାଯାଇଛି। ୧୫ଟି ସ୍ଥାନରେ ପାଖାପାଖି…

ବେଆଇନ ପିଚୁ ପ୍ଲାଣ୍ଟକୁ ଜିଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ

ଜେନାପୁର,୨୪।୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ୫୩ ନଂ. ଜାତୀୟ ରାଜପଥ ବାଲିସାହି ଛକ ନିକଟସ୍ଥ ମାଣ୍ଡିଆଗଡ଼ାଠାରେ ବହୁ ଦିନ ଧରି ଚାଲିଥିବା ବେଆଇନ ପିଚୁ ପ୍ଲାଣ୍ଟକୁ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଉଚ୍ଛେଦ କରାଯାଇଛି। ଉଚ୍ଛେଦ ଚାଲୁଥିବା ବେଳେ…

ଏଏପି ବିଧାୟକଙ୍କ ନାଁରେ ଏତଲା

ଲକ୍ଷ୍ନୌ,୨୪।୧୨: ଆମ ଆଦ୍‌ମି ପାର୍ଟି (ଏଏପି) ବିଧାୟଙ୍କ ଅମାନତୁଲ୍ଲା ଖାଁ ପୁଣି ଥରେ ବିବାଦ ଘେରକୁ ଚାଲିଆସିଛନ୍ତି। ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ଲୋକଙ୍କୁ ଉସୁକାଇବା ନେଇ ତାଙ୍କ ଉପରେ ଅଭିଯୋଗ ହେବା ସହ ଏତଲା ରୁଜୁ କରାଯାଇଛି। ସୋମବାର ଉତ୍ତରପ୍ରଦେଶ…

ସୋନିଆଙ୍କୁ ଶାଲ୍‌ ଘୋଡାଇ ଦେଲେ ରାହୁଲ

ନୂଆଦିଲ୍ଲୀ, ୨୪।୧୨: କଂଗ୍ରେସ ପକ୍ଷରୁ ମଙ୍ଗଳବାର ନାଗରିକତ୍ୱ ସଂଶୋଧନ ଆଇନ ବିରୋଧରେ ରାଜଘାଟରେ ଥିବା ମହାତ୍ମା ଗାନ୍ଧୀ ସ୍ମାରକୀ ନିକଟରେ ବିକ୍ଷୋଭ କରାଯାଇଛି। ଏଥିରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ପ୍ରମୁଖ…

ଖତିଜା ପରଓ୍ବିନ୍‌ ଏବଂ ଅମରନାଥଙ୍କୁ ମିଳିଲା ଭାରତର ନାଗରିକତ୍ୱ

ନୂଆଦିଲ୍ଲୀ,୨୪।୧୨: ଦେଶରେ ସିଏଏକୁ ନେଇ ବିରୋଧ ଏବଂ ହିିଂସା ଜାରି ରହିଛି। ଇତିମଧ୍ୟରେ ଜମ୍ମୁ-କଶ୍ମୀରର ଖତିଜା ପରଓ୍ବିନ୍‌ ଏବଂ ଉତ୍ତରପ୍ରଦେଶରେ ବାସ କରୁଥିବା ଶରଣାର୍ଥୀ ଅମରନାଥଙ୍କୁ ଭାରତର ନାଗରିକତ୍ୱ ପ୍ରଦାନ କରାଯାଇଛି। ଖତିଜା ପାକିସ୍ତାନର ବାସିନ୍ଦା। ତେବେ ୧୯୮୦ରେ ତାଙ୍କର ବିବାହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri