୨୬ରେ ସୂର୍ଯ୍ୟୋପରାଗ ଖାଲିଆଖିରେ ନ ଦେଖିବାକୁ ପରାମର୍ଶ:ପଠାଣି ସାମନ୍ତ ପ୍ଲାନେଟାରିୟମରେ ସ୍ବତନ୍ତ୍ର ବ୍ୟବସ୍ଥା
ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ଆସନ୍ତା ୨୬ତାରିଖ ସକାଳେ ଏକ ବିରଳ ସୂର୍ଯ୍ୟୋପରାଗ ସଂଘଠିତ ହେବ। ଏହା ଦକ୍ଷିଣ-ଭାରତର କେତେକ ଅଞ୍ଚଳରେ ପୂର୍ଣ୍ଣ ଭାବେ ଦେଖାଯିବାକୁ ଥିବାବେଳେ ଓଡ଼ିଶାରେ ଆଂଶିକ ଭାବେ ଦେଖାଯିବ। ଓଡ଼ିଶାରେ ଏହା ସକାଳ ୮ଟା ୨୦ମିନିଟ୍ରୁ ଆରମ୍ଭ ହୋଇ ପୂର୍ବାହ୍ନ…
ନିଜ ମନ୍ତ୍ରୀଙ୍କଠାରୁ ହାରିଲେ ମୁଖ୍ୟମନ୍ତ୍ରୀ
ରାଞ୍ଚି,୨୪ା୧୨: ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଝାଡ଼ଖଣ୍ଡବାସୀ ଭାଜପାକୁ ପ୍ରତ୍ୟାଖ୍ୟାନ କରିଥିବାବେଳେ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ମଧ୍ୟ ନିଜ ଆସନରେ ପରାଜୟର ସ୍ବାଦ ଚାଖିବାକୁ ପଡ଼ିଛି। ଜାମସେଦପୁର ଇଷ୍ଟ୍ ନିର୍ବାଚନମଣ୍ଡଳୀରେ ୧୯୯୫ରୁ ଲଗାତର ଜିତିଆସୁଥିବା ରଘୁବର ଏଠି ପ୍ରଥମଥର ପାଇଁ ହାରିଯାଇଛନ୍ତି।…
ଥୋରାସିସ୍ ଏନ୍ୟୁରିଜମ୍ର ବିରଳ ଅସ୍ତ୍ରୋପଚାର ଅତ୍ୟଧିକ ଧୂମ୍ରପାନ, ଉଚ୍ଚ ରକ୍ତଚାପ ରୋଗର କାରଣ: ବିଶେଷଜ୍ଞ
ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ବିରଳ ଅସ୍ତ୍ରୋପଚାର ମାଧ୍ୟମରେ ଥୋରାସିସ୍ ଆଓର୍ଟା ଏନ୍ୟୁରିଜମ୍ ଓ କୋରୋନାରୀ ବ୍ଲକ୍ ସମସ୍ୟାର ଚିକିତ୍ସା କରାଯାଇଛି। ବିରଳ ଅସ୍ତ୍ରୋପଚାର କରାଯାଇ ଥୋରାସିସ୍ ଏନ୍ୟୁରିଜମ୍କୁ ବାହାର କରାଯାଇଥିବାବେଳେ ଉକ୍ତ ସ୍ଥାନରେ ସିନ୍ଥେଟିକ୍ ଗ୍ରାଫ୍ଟର ପ୍ରତିରୋପଣ କରାଯାଇଛି। ପିଠି ଯନ୍ତ୍ରଣାରେ ପୀଡ଼ିତ ୬୨…
କାଜୁବାଦାମ ଉତ୍ପାଦନରେ ତୃତୀୟ ସ୍ଥାନରେ ଓଡ଼ିଶା
ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ କେନ୍ଦ୍ର କାଜୁ ଓ କୋକା ନିର୍ଦ୍ଦେଶାଳୟର ମିଳିତ ଆନୁକୂଲ୍ୟରେ ଜାତୀୟ ସ୍ତରୀୟ ପ୍ରଶିକ୍ଷଣ ଶିବିର ସୋମବାର ଇମେଜ ପରିସରରେ ଉଦ୍ଘାଟିତ ହୋଇଯାଇଛି। ଏହି କର୍ମଶାଳାକୁ କୃଷି ଓ କୃଷକ ସଶକ୍ତୀକରଣ…
ଶିକ୍ଷକମାନେ ସାଧନା କରନ୍ତୁ: ଉଚ୍ଚଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ବକ୍ସି ଜଗବନ୍ଧୁ ଇଂଲିଶ୍ ମିଡିୟମ ସ୍କୁଲର ବାର୍ଷିକ ଉତ୍ସବ ଡ୍ରିମ୍ସ୍କେପ୍-୨୦୧୯ ସୋମବାର ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗଦେଇ ଉତ୍ସବକୁ ଉଦ୍ଘାଟନ କରି କହିଥିଲେ, ମଣିଷର ମୂଲ୍ୟ ବଢ଼ି ବଢ଼ି ଯାଉଛି,…
ହାଇକୋର୍ଟରେ ଏଏସ୍ଆଇ ଡିଜିଙ୍କ ବ୍ୟକ୍ତିଗତ ହାଜିରା: ୪ମାସ ମଧ୍ୟରେ ଶ୍ରୀମନ୍ଦିର, ସୂର୍ଯ୍ୟମନ୍ଦିର ମରାମତି ଶେଷ ହେବ
କଟକ ଅଫିସ,୨୪ା୧୨- ପୁରୀ ଶ୍ରୀମନ୍ଦିର ଓ କୋଣାର୍କ ସୂର୍ଯ୍ୟମନ୍ଦିର ମରାମତି ମାମଲାରେ ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା(ଏଏସ୍ଆଇ)ର ଡିଜି ଉଷା ଶର୍ମା ସୋମବାର ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହୋଇଛନ୍ତି। ଶର୍ମାଙ୍କ ସହିତ ସଂସ୍ଥାର ଯୁଗ୍ମ ନିର୍ଦ୍ଦେଶକ(ସଂରକ୍ଷଣ) ଓ ଓଡ଼ିଶା ଅଧୀକ୍ଷକ…
ଚିଟ୍ଫଣ୍ଡ ଠକେଇ ମାମଲା ଶାଖା ପରିଚାଳକଙ୍କୁ ଜେଲ୍, ଜରିମାନା
କଟକ ଅଫିସ,୨୪ା୧୨- ଜଗତ୍ସିଂହପୁର ଜିଲା ରଘୁନାଥପୁରଠାରେ ଥିବା ମାଇକ୍ରୋ ଫାଇନାନ୍ସ କ୍ରେଡିଟ କୋଅପରେଟିଭ ଲିମିଟେଡ୍ର ଶାଖା ପରିଚାଳକ ଅମୂଲ୍ୟ ମହାନ୍ତିଙ୍କୁ ଜେଲ୍ ଓ ଜରିମାନା ଦଣ୍ଡାଦେଶ ହୋଇଛି। କଟକ ସ୍ବତନ୍ତ୍ର ଚିଟ୍ଫଣ୍ଡ ଅଦାଲତ ମହାନ୍ତିଙ୍କୁ ଦୋଷୀ ସାବ୍ୟସ୍ତ କରି ୫ ବର୍ଷ…
୪୬ତମ ରାଜ୍ୟସ୍ତରୀୟ ବିଜ୍ଞାନମେଳା ଉଦ୍ଯାପିତ: ପ୍ରତି ଜିଲାରୁ ୩ ବିଦ୍ୟାଳୟକୁ ମିଳିବ ସ୍କୁଲ ଅଫ୍ ଏକ୍ସିଲେନ୍ସି
ଅନୁଗୋଳ ଅଫିସ, ୨୪।୧୨ – ଅନୁଗୋଳ ଉଚ୍ଚ ବିଦ୍ୟାଳୟରେ ଚାଲିଥିବା ୪୬ତମ ରାଜ୍ୟସ୍ତରୀୟ ବିଜ୍ଞାନମେଳା ସୋମବାର ଉଦ୍ଯାପିତ ହୋଇଯାଇଛି। ଏହି ଉଦ୍ଯାପନୀ ଉତ୍ସବରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଯୋଗଦେଇ କହିଥିଲେ ଯେ, ଗୁଣାତ୍ମକ ଶିକ୍ଷା…
ଅମରେଶଙ୍କୁ ପରିବେଶ ସୁରକ୍ଷା ଚିନ୍ତା: ସାଇକେଲରେ ବୁଲି କରୁଛନ୍ତି ସଚେତନ
ଢେଙ୍କାନାଳ ଅଫିସ, ୨୪।୧୨ – ବଢ଼ିଚାଲିଛି କଂକ୍ରିଟ ଜଙ୍ଗଲ। ଶିଳ୍ପାୟନ ନାମରେ କଟାଚାଲିଛି ଅସଂଖ୍ୟ ଗଛ। ପ୍ରାକୃତିକ ବିପର୍ଯ୍ୟୟ ବି ପରିବେଶ ପାଇଁ ଏବେ ପାଲଟିଛି ବଡ଼ ଚ୍ୟାଲେଞ୍ଜ। ଆଖି ଆଗରେ ଉଜୁଡ଼ି ଯାଉଥିବା ସବୁଜବନାନୀ ପାଇଁ ଚିନ୍ତାବ୍ୟକ୍ତ କରିଛନ୍ତି ପାରାଦୀପ…
ପାର୍ଶ୍ୱ ରାସ୍ତା ପାଇଁ ଜଙ୍ଗଲରୁ ଗଛ କଟା ଅଭିଯୋଗ: ବନ ବିଭାଗ ଉପରକୁ ଦୋଷ ଠେଲିଲା ଠିକାସଂସ୍ଥା
ବନ୍ତଳା,୨୪ା୧୨(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ପୁରୁଣାକୋଟ ଥାନା ଟିକରପଡା ରେଞ୍ଜ ଅଧୀନରେ ଥିବା କୁସଖଳିଠାରୁ ଟିକରପଡା ପର୍ଯ୍ୟନ୍ତ ପୂର୍ତ୍ତ ବିଭାଗ ରାସ୍ତା ପ୍ରଶସ୍ତୀକରଣ କାର୍ଯ୍ୟ ବେଳେ ପାର୍ଶ୍ୱ ରାସ୍ତା ନିର୍ମାଣ ପାଇଁ ଅଭୟାରଣ୍ୟ ଆଇନ ଉଲ୍ଲଂଘନ କରାଯାଇ ଜଙ୍ଗଲରୁ…
ଧାନକିଣାକୁ ନେଇ ଅସନ୍ତୋଷ: ତାଲା ପକାଇ ଧାରଣାରେ ବସିଲେ ଚାଷୀ
ସଜନାଗଡ଼, ୨୪।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଲ୍ୟାମ୍ପ ଅଧୀନ ଅଯୋଧ୍ୟା ସୋସାଇଟିରେ ଧାନକିଣାକୁ ନେଇ ସୋମବାର ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଫଳରେ ଚାଷୀମାନେ ସୋସାଇଟି ଅଫିସରେ ତାଲା ପକାଇ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ସରକାରଙ୍କର ନିୟମ ଅନୁସାରେ ମଣ୍ଡିରେ ଧାନ…
ସେସୁ ବିଦ୍ୟୁତ ବିତରଣର ଅଧିଗ୍ରହଣ କରିବ ଟାଟା ପାଓ୍ବାର
ଭୁବନେଶ୍ୱର,୨୪-୧୨: ସେଣ୍ଟ୍ରାଲ ଇଲେକଟ୍ରିସିଟି ସପ୍ଲାଇ ୟୁଟିଲିଟି ଅଫ୍ ଓଡ଼ିଶା (ସେସୁ)ର ବିଦ୍ୟୁତ୍ ଶକ୍ତି ବିତରଣକୁ ଟାଟା ପାଓ୍ବାର ଲିମିଟେଡ ଅଧିଗ୍ରହଣ କରିବ। ଏଥିଲାଗି ଓଡ଼ିଶା ଇଲେକଟ୍ରିସିଟି ରେଗୁଲେଟେରି କମିଶନ( ଓଇଆର୍ସି) ପକ୍ଷରୁ ଟାଟା ପାଓ୍ବାରକୁ ଲେଟର ଅଫ ଇଣ୍ଟେଣ୍ଟ ପ୍ରଦାନ କରାଯାଇଛି।…
Archives


