Home Left

ବିଦ୍ୟାଳୟ ପାଚେରୀ ଭାଙ୍ଗିଲେ ହାତୀ ପଲ

ଠାକୁରମୁଣ୍ଡା,୨୩ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ଉପଖଣ୍ଡରେ ୨୨ ଟିକିଆ ହାତୀପଲଙ୍କ ଆତଙ୍କ ଜାରି ରହିଛି। ଶୁକୃଳି ନିକଟରେ ଥିବା ବେଗୁନାବିନ୍ଧା ସରକାରୀ ପ୍ରାଥମିକ ବିଦ୍ୟାଳୟ ପାଚେରୀକୁ ସୋମବାର ଭୋର ସମୟରେ ହାତୀପଲ ଭାଙ୍ଗି ଦେଇଛନ୍ତି। ସେହି ଗ୍ରାମର ରମାକାନ୍ତ ଗିରି ଓ…

ଗଛ ଡାଳ କାଟିବାକୁ ନେଇ ବୃଦ୍ଧଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ

କପ୍ତିପଦା,୨୩ା୧୨(ଡି.ଏନ୍‌.ଏ.) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଶରତ ଥାନା ଅଧୀନ ସରଡିହା ଭଣ୍ଡାର କଲୋନୀସାହିରେ ଗଛ ଡାଳ କାଟିବାକୁ କେନ୍ଦ୍ର କରି ରବିବାର ସନ୍ଧ୍ୟାରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି। ମୃତ ବୃଦ୍ଧ ଜଣକ ହେଲେ ସେହି ଗ୍ରାମର ସାହୁ…

ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ କଳାପତାକା ଦେଖାଇଲେ ଛାତ୍ର

କୋଲକାତା,୨୩।୧୨: ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖର ସୋମବାର ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଯାଦବପୁର ବିଶ୍ୱବିଦ୍ୟାଳୟକୁ ଯାଇଥିବା ବେଳେ ତାଙ୍କୁ ଛାତ୍ରଙ୍କ ବିରୋଧର ସାମ୍ନା କରିବାକୁ ପଡ଼ିଛି। ସୂଚନାଯୋଗ୍ୟ, ଯାଦବପୁର ବିଶ୍ୱବିଦ୍ୟାଳୟରେ ଆୟୋଜିତ ହେଉଥିବା କୁଳପତିମାନଙ୍କର ଏକ ବୈଠକରେ ଯୋଗଦେବାକୁ…

ଝାଡ଼ଖଣ୍ଡରେ ବିଜୟ ହାସଲ ପରେ ଖୁସିରେ ସାଇକେଲ୍‌ ଚଲାଇଲେ ସୋରେନ୍‌

ରାଞ୍ଚି,୨୩।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ନିର୍ଣ୍ଣାୟକ ସ୍ଥିତିକୁ ଦେଖିବା ପରେ ଭାଜପାକୁ ଏକ ଶକ୍ତ ଧକ୍କା ଲାଗିଛି। ଝାଡ଼ଖଣ୍ଡରେ ଭାଜପା ହାତରୁ ଶାସନ ପଳାଇଥିବା ବେଳେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌)ର କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନ୍‌ଙ୍କ ମୁଖ୍ୟମନ୍ତ୍ରୀ ହେବା ରାସ୍ତା ପରିଷ୍କାର…

କାଜୁ ବିକ୍ରି କରି ଘର ଚଳାଉଥିବା ଏହି ଝିଅ ଏବେ ଯିବେ ନାସା

କଥାରେ ଅଛି ଇଚ୍ଛା ଥିଲେ ଉପାୟ ଆପେ ଆପେ ଆସେ ଏବଂ କଠିନ ପରିଶ୍ରମ ଦ୍ୱାରା ସାରା ଜଗତକୁ ମଧ୍ୟ ଜିଣିହୁଏ। ଏହି ଉକ୍ତିଟିର ସଫଳ ରୂପାୟନ ଦେଖିବାକୁ ମିଳିଛି ତାମିଲନାଡୁର ଅଦାନକୋଟ୍ଟଇ ସରକାରୀ ସ୍କୁଲରେ ଏକାଦଶ ଶ୍ରେଣୀରେ ପଢ଼ୁଥିବା ବିଜ୍ଞାନ…

ଭାଜପାକୁ ଶାସନରୁ ହଟାଇବାକୁ ଚାହୁଁଛନ୍ତି ଜନତା: ପାଓ୍ବାର

ନୂଆଦିଲ୍ଲୀ,୨୩।୧୨: ଝାଡଖଣ୍ଡ ବିଧାନସଭାର ଫଳାଫଳକୁ ଦେଖି ଏନ୍‌ସିପି ନେତା ଶରଦ ପାଓ୍ବାର ତାଙ୍କର ମତ ରଖିଛନ୍ତି। ପାଓ୍ବାର କହିଛନ୍ତି, ଝାଡଖଣ୍ଡ ବିଧାନସଭା ନିର୍ବାଚନର ଫଳାଫଳ ସ୍ପଷ୍ଟ କରୁଛି, ଏବେ ଜନତା ଭାଜପାକୁ ଶାସନରୁ ହଟାଇବାକୁ ଚାହୁଁଛନ୍ତି। ରାଜସ୍ଥାନ, ମହାରାଷ୍ଟ୍ର, ଛତିଶଗଡ଼ ପରେ…

ଏହି ଗାଁରେ ଜନ୍ମ ନିଅନ୍ତି କେବଳ ଯାଆଁଳା ସନ୍ତାନ

ଯାଆଁଳା ପିଲାଙ୍କ କଥା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ହେଲେ କେରଳର ମଲ୍ଲମପୁର ଜିଲା କୋଡିନ୍ନି ଗାଁ ସବୁଠାରୁ ନିଆରା। ଏଠାରେ ଅଧିକାଂଶ ମା’ଙ୍କର ଜମଜ ସନ୍ତାନ ଜନ୍ମ ନେଇଥାଆନ୍ତି। ଏବେ ଏଠାରେ ପ୍ରାୟ ୪୦୦ ଯାଆଁଳା ସନ୍ତାନ ରହିଛନ୍ତି। ଏମାନଙ୍କ…

ରାଜଘାଟରେ କଂଗ୍ରେସର ସତ୍ୟାଗ୍ରହ

ନୂଆଦିଲ୍ଲୀ,୨୩।୧୨: ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ସୋମବାର ଅପରାହ୍ନରେ ଦିଲ୍ଲୀର ରାଜଘାଟରେ କଂଗ୍ରେସ ଏହାର ବିରୋଧରେ ସତ୍ୟାଗ୍ରହ କରିଛି। ଯେଉଁଥିରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ,…

ପଶ୍ଚିମବଙ୍ଗବାସୀଙ୍କୁ ‘ଦେଶଭକ୍ତ’ କହିଲେ ନଡ୍ଡା

କୋଲକାତା,୨୩।୧୨: ଭାରତୀୟ ଜନତା ପାଟି(ଭାଜପା)ର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି ନଡ୍ଡା ସୋମବାର ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି। ଏହି ସମୟରେ ସେ ଏକ ସଭାକୁ ଉଦ୍‌ବୋଧନ ଦେବା ସମୟରେ ପଶ୍ଚିମବଙ୍ଗବାସୀଙ୍କର ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଏବେ ଏମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଶେଷରେ ଜିତିଲେ କୋହଲି

ନୂଆଦିଲ୍ଲୀ,୨୩।୧୨- ଚଳିତବର୍ଷ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଉପଅଧିନାୟକ ରୋହିତ ଶର୍ମାଙ୍କ ମଧ୍ୟରେ ଚାଲିଥିବା ଦୌଡ଼ ଶେଷ ହୋଇଛି। ରୋହିତଙ୍କୁ ପଛରେ ପକାଇ କୋହଲି ୨୦୧୯ରେ ଅନ୍ତର୍ଜାତୀୟ ସ୍ତରରେ ସର୍ବାଧିକ ରନ୍‌ କରିଥିବା ବ୍ୟାଟ୍ସମ୍ୟାନ ହେବାର ରେକର୍ଡ କରିଛନ୍ତି। ଚଳିତବର୍ଷ…

ସୋନିଆ ଆସିବା ପରେ ବଦଳିଛି କଂଗ୍ରେସର ଭାଗ୍ୟ!

ନୂଆଦିଲ୍ଲୀ,୨୩।୧୨: ଝାଡ଼ଖଣ୍ଡ ନିର୍ବାଚନର ଫଳାଫଳ ଆସି ନ ଥିଲେ ବି କଂଗ୍ରେସ-ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା-ରାଷ୍ଟ୍ରୀୟ ଜନତା ଦଳ ମେଣ୍ଟ ଯେଉଁ ସ୍ଥିତିରେ ରହିଛି ସେଥିରୁ ଅନୁମାନ କରାଯାଉଛି କି ଏଥର ମଧ୍ୟ ଭାରତୀୟ ଜନତା ପାର୍ଟି(ଭାଜପା) ଆଉ ଏକ ରାଜ୍ୟ ହରାଇବ।…

୭ ବର୍ଷର ବାଳକ ସାଣ୍ଟାକ୍ଲଜକୁ ଉପହାରରେ ମାଗିଲେ ଦିଅନ୍ତୁ ‘ଭଲ ପିତା’

ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୁମ୍‌ଧାମରେ ପାଳନ କରନ୍ତି। ପ୍ରତିବର୍ଷ ଡିସେମ୍ବର ୨୫ ତାରିଖରେ କ୍ରିସ୍‌ମାସ ପାଳନ କରାଯାଏ। ଯାହା ବିଶ୍ୱାସ ରହିଛି ସନ୍ଥ ନିକୋଲନ ବା ସାଣ୍ଟାକ୍ଲଜ୍‌ ଏହି ଦିନ ପିଲାମାନଙ୍କ ମନବାଞ୍ଝା ପୂରଣ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri