ଭାଜପାକୁ ଶାସନରୁ ହଟାଇବାକୁ ଚାହୁଁଛନ୍ତି ଜନତା: ପାଓ୍ବାର
ନୂଆଦିଲ୍ଲୀ,୨୩।୧୨: ଝାଡଖଣ୍ଡ ବିଧାନସଭାର ଫଳାଫଳକୁ ଦେଖି ଏନ୍ସିପି ନେତା ଶରଦ ପାଓ୍ବାର ତାଙ୍କର ମତ ରଖିଛନ୍ତି। ପାଓ୍ବାର କହିଛନ୍ତି, ଝାଡଖଣ୍ଡ ବିଧାନସଭା ନିର୍ବାଚନର ଫଳାଫଳ ସ୍ପଷ୍ଟ କରୁଛି, ଏବେ ଜନତା ଭାଜପାକୁ ଶାସନରୁ ହଟାଇବାକୁ ଚାହୁଁଛନ୍ତି। ରାଜସ୍ଥାନ, ମହାରାଷ୍ଟ୍ର, ଛତିଶଗଡ଼ ପରେ…
ଏହି ଗାଁରେ ଜନ୍ମ ନିଅନ୍ତି କେବଳ ଯାଆଁଳା ସନ୍ତାନ
ଯାଆଁଳା ପିଲାଙ୍କ କଥା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ହେଲେ କେରଳର ମଲ୍ଲମପୁର ଜିଲା କୋଡିନ୍ନି ଗାଁ ସବୁଠାରୁ ନିଆରା। ଏଠାରେ ଅଧିକାଂଶ ମା’ଙ୍କର ଜମଜ ସନ୍ତାନ ଜନ୍ମ ନେଇଥାଆନ୍ତି। ଏବେ ଏଠାରେ ପ୍ରାୟ ୪୦୦ ଯାଆଁଳା ସନ୍ତାନ ରହିଛନ୍ତି। ଏମାନଙ୍କ…
ରାଜଘାଟରେ କଂଗ୍ରେସର ସତ୍ୟାଗ୍ରହ
ନୂଆଦିଲ୍ଲୀ,୨୩।୧୨: ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ସୋମବାର ଅପରାହ୍ନରେ ଦିଲ୍ଲୀର ରାଜଘାଟରେ କଂଗ୍ରେସ ଏହାର ବିରୋଧରେ ସତ୍ୟାଗ୍ରହ କରିଛି। ଯେଉଁଥିରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ,…
ପଶ୍ଚିମବଙ୍ଗବାସୀଙ୍କୁ ‘ଦେଶଭକ୍ତ’ କହିଲେ ନଡ୍ଡା
କୋଲକାତା,୨୩।୧୨: ଭାରତୀୟ ଜନତା ପାଟି(ଭାଜପା)ର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି ନଡ୍ଡା ସୋମବାର ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି। ଏହି ସମୟରେ ସେ ଏକ ସଭାକୁ ଉଦ୍ବୋଧନ ଦେବା ସମୟରେ ପଶ୍ଚିମବଙ୍ଗବାସୀଙ୍କର ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଏବେ ଏମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…
ଶେଷରେ ଜିତିଲେ କୋହଲି
ନୂଆଦିଲ୍ଲୀ,୨୩।୧୨- ଚଳିତବର୍ଷ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଉପଅଧିନାୟକ ରୋହିତ ଶର୍ମାଙ୍କ ମଧ୍ୟରେ ଚାଲିଥିବା ଦୌଡ଼ ଶେଷ ହୋଇଛି। ରୋହିତଙ୍କୁ ପଛରେ ପକାଇ କୋହଲି ୨୦୧୯ରେ ଅନ୍ତର୍ଜାତୀୟ ସ୍ତରରେ ସର୍ବାଧିକ ରନ୍ କରିଥିବା ବ୍ୟାଟ୍ସମ୍ୟାନ ହେବାର ରେକର୍ଡ କରିଛନ୍ତି। ଚଳିତବର୍ଷ…
ସୋନିଆ ଆସିବା ପରେ ବଦଳିଛି କଂଗ୍ରେସର ଭାଗ୍ୟ!
ନୂଆଦିଲ୍ଲୀ,୨୩।୧୨: ଝାଡ଼ଖଣ୍ଡ ନିର୍ବାଚନର ଫଳାଫଳ ଆସି ନ ଥିଲେ ବି କଂଗ୍ରେସ-ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା-ରାଷ୍ଟ୍ରୀୟ ଜନତା ଦଳ ମେଣ୍ଟ ଯେଉଁ ସ୍ଥିତିରେ ରହିଛି ସେଥିରୁ ଅନୁମାନ କରାଯାଉଛି କି ଏଥର ମଧ୍ୟ ଭାରତୀୟ ଜନତା ପାର୍ଟି(ଭାଜପା) ଆଉ ଏକ ରାଜ୍ୟ ହରାଇବ।…
୭ ବର୍ଷର ବାଳକ ସାଣ୍ଟାକ୍ଲଜକୁ ଉପହାରରେ ମାଗିଲେ ଦିଅନ୍ତୁ ‘ଭଲ ପିତା’
ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୁମ୍ଧାମରେ ପାଳନ କରନ୍ତି। ପ୍ରତିବର୍ଷ ଡିସେମ୍ବର ୨୫ ତାରିଖରେ କ୍ରିସ୍ମାସ ପାଳନ କରାଯାଏ। ଯାହା ବିଶ୍ୱାସ ରହିଛି ସନ୍ଥ ନିକୋଲନ ବା ସାଣ୍ଟାକ୍ଲଜ୍ ଏହି ଦିନ ପିଲାମାନଙ୍କ ମନବାଞ୍ଝା ପୂରଣ କରିବା…
ହ୍ରିତିକ୍ଙ୍କ ସହ ନଜର ଆସିବେ ଅନୁଷ୍କା
ଫିଲ୍ମ ‘ୱାର୍’ର ସଫଳତା ପରେ ଅଭିନେତା ହ୍ରିତିକ ରୋଶନ ନିଜ ଆଗାମୀ ଫିଲ୍ମ ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ନିର୍ଦ୍ଦେଶକ ଫରହା ଖାନଙ୍କ ଆଗାମୀ ଫିଲ୍ମରେ ହ୍ରିତିକ କାମ କରିବେ ବୋଲି ଜଣାପଡିଛି। ଏଥିରେ ତାଙ୍କ ସହିତ ସ୍କ୍ରିନ ଶେୟାର୍ କରିବେ…
୩୫ ଦିନ ମଧ୍ୟରେ ଦାବି ପୂରଣ ନ ହେଲେ ଆତ୍ମାହୁତି: ସୁର ରାଉତରାୟ
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଖୋର୍ଦ୍ଧା ଜିଲା ଜଟଣୀ ନିର୍ବାଚନମଣ୍ଡଳୀ ଅଧୀନରେ ଥିବା ୨୭ଟି ଗାଁର ସ୍ଥିତିବାନ ସମ୍ପତ୍ତିକୁ ପୂର୍ବ ସ୍ଥିତିକୁ ଫେରାଇବା ସହ ଦାରେୁଠଙ୍ଗ ଡମ୍ପିଂୟାର୍ଡକୁ ସ୍ଥାନାନ୍ତର କରିବା ଦାବି ଜୋର ଧରିଛି। ଆସନ୍ତା ୩୫ ଦିନ ମଧ୍ୟରେ ଏହି ଦାବି ପୂରଣ ନ…
କଳାହାଣ୍ଡିରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ୍ ପ୍ରତିଷ୍ଠା ଦାବି: ମଧୁବାବୁଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଧାରଣା
ଭବାନୀପାଟଣା,୨୩।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଓକିଲ ସଂଘ ପକ୍ଷରୁ ପ୍ରତିମାସର ଶେଷ ସୋମବାର ସମସ୍ତ କୋର୍ଟ ବର୍ଜନ କରାଯିବା ସହ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟାଳୟକୁ ବନ୍ଦ କରାଯାଇଥାଏ। ମାତ୍ର ଚଳିତ ମାସ ଶେଷ ସୋମବାର ଓକିଲ ସଂଘ ପକ୍ଷରୁ…
‘ଗୁଡ୍ ନ୍ୟୁଜ’କୁ ନେଇ ଟ୍ରୋଲ୍ ହେଲେ ଅକ୍ଷୟ
ମୁମ୍ବାଇ: ବଳିଉଡ୍ ଖିଲାଡି ବୟ ଅକ୍ଷୟ କୁମାର ଏବେ ତାଙ୍କ ଅପକମିଂ ଫିଲ୍ମ ‘ଗୁଡ୍ ନ୍ୟୁଜ’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମରେ ଅକ୍ଷୟଙ୍କ ସହ ନଜର ଆସିବେ କରିନା କପୁର ଖାଁ, କିୟାରା ଆଡଭାନୀ, ଦିଲଜିତ ଦୋସାଂଝ। ଏବେ ଏହାର…
ହଣ୍ଡୁରାସ ଜେଲରେ ୧୮କଏଦୀଙ୍କ ମୃତ୍ୟୁ
ତେଗୁସିଗଲପା,୨୩।୧୨: ହଣ୍ଡୁରାସର ଏକ ଜେଲ୍ରେ ରବିବାର ଝଗଡ଼ା ହୋଇ ୧୮ ଜଣ କଏଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାର ୨ ଦିନ ପୂର୍ବରୁ ମଧ୍ୟ ଅନ୍ୟ ଏକ ଜେଲ୍ରେ ଏଭଳି ଘଟଣା ଘଟିଥିବା ଦେଖାଯାଇଥିଲା। ସେଠାରେ ମଧ୍ୟ କଏଦୀଙ୍କ ମଧ୍ୟରେ…
Archives


