କୁନ୍ଦୁଲି ଗଣବଳାତ୍କାର ଘଟଣା: ହାଇକୋର୍ଟରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କଲା ଏସ୍ଆଇଟି
କଟକ ଅଫିସ,୨୩।୧୨: କୁନ୍ଦୁଲି ଗଣବଳାତ୍କାର ଓ ମୃତ୍ୟୁ ମାମଲାରେ ସୋମବାର ହାଇକୋର୍ଟରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିଛି ଏସ୍ଆଇଟି। ରିପୋର୍ଟ ଦାଖଲ ପରେ ହାଇକୋର୍ଟ ଉକ୍ତ ମାମଲାର ଅନ୍ତ ଘଟାଇବା ସହିତ ଟ୍ରାଏଲ କୋର୍ଟରେ ମଧ୍ୟ ଉକ୍ତ ରିପୋର୍ଟକୁ ଦାଖଲ କରିବାକୁ…
ବାରବାଟୀ ମ୍ୟାଚ୍ରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ କରିଥିବା ଶାର୍ଦ୍ଦୁଳଙ୍କ କ୍ୟାରିୟରର କିଛି ରୋଚକ କଥା
ବାରବାଟୀ ଦିନିକିଆ ମ୍ୟାଚ୍ରେ ଭାରତୀୟ ଦଳକୁ ଜିତାଇବାରେ ଅନ୍ୟତମ ଭୂମିକା ଗ୍ରହଣ କରିଥିଲେ ଶାର୍ଦ୍ଦୁଳ ଠାକୁର। ତାଙ୍କ ବିଷୟରେ ଏକ ରୋଚକ କଥା ସାମ୍ନାକୁ ଆସିଛି। ସେ ଏକଦା ୬ ବଲ୍ରେ ୬ ଛକା ଲଗାଇଥିଲେ। ୨୦୦୬ରେ ଶାର୍ଦ୍ଦୁଳ ଆନ୍ତଃ ସ୍କୁଲ…
ସାମୂହିକ ନିକାହରେ ୪ ହିନ୍ଦୁ ଯୋଡ଼ିଙ୍କ ବିବାହ
ସମ୍ବଲପୁର,୨୩।୧୨(ବ୍ୟୁରୋ): ସମ୍ବଲପୁରରେ ଆଲା ହଜରତ ୱେଲ୍ଫେୟାର କମିଟି ପକ୍ଷରୁ ପ୍ରତିବର୍ଷ ସାମୂହିକ ନିକାହ (ଗଣ ବିବାହ) ଆୟୋଜିତ ହୋଇ ଆସୁଛି। ଏଥିରେ ମୁସଲମାନ ସମ୍ପ୍ରଦାୟର ଗରିବ ପୁଅ ଝିଅଙ୍କ ବିବାହ ଲାଗି କମିଟି ସମ୍ପୂର୍ଣ୍ଣ ସାହାଯ୍ୟ ସହଯୋଗ କରିଥାଏ। ଚଳିତ ବର୍ଷର…
ବୈତରଣୀ ନଦୀର ସାଆଁଳା ବାଲିଘାଟ: ଏନ୍ଜିଟି ନିର୍ଦ୍ଦେଶକୁ ବେଖାତିର
ଯାଜପୁର ଅଫିସ,୨୩।୧୨: ନଦୀପଠାରୁ ବାଲି ଉତ୍ତୋଳନରେ ମେଶିନ ବ୍ୟବହାର ହୋଇପାରିବ ନାହିଁ। କୌଣସି ମେଶିନ ବ୍ୟବହାର ହେଉଥିଲେ ତାହାକୁ ଜବତ କରିବା ସହିତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ ୨୦୧୭ ଏପ୍ରିଲ ୨୮ରେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି)ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଥିଲା।…
ଓଏଚ୍ପିସି ଜେନେରାଲ ମ୍ୟାନେଜରଙ୍କ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବି
ଧର୍ମଗଡ଼,୨୩।୧୩(ଡି.ଏନ.ଏ.):କଳାହାଣ୍ଡି ଜିଲା ମୁଖିଗୁଡା ଇନ୍ଦ୍ରାବତୀ ଓଏଚ୍ପିସିରେ କାର୍ଯ୍ୟରତ ଜେନେରାଲ ମ୍ୟାନେଜର ନାରାୟଣ ପ୍ରସାଦ ମେହେର ଗତ ୧୭ ତାରିଖରୁ ନିଖୋଜ ଥିବାବେଳେ ତାଙ୍କ ମୃତଦେହ ମୁଖିଗୁଡା ଏୟାରଟେଲ ଟାୱାର ନିକଟ ବୁଦା ଆଡୁଆଳରୁ ଠାବ ହୋଇଛି। ବୁଦା ମୂଳରୁ ଦୁର୍ଗନ୍ଧ ହେବାରୁ…
ମା’ ଉଗ୍ରତାରା ପିକ୍ନିକ୍ ସ୍ଥଳରେ ପର୍ଯ୍ୟଟକଙ୍କୁ ମିଳୁନି ସୁବିଧା: ଖୁସିରେ ଆସି ନିରାଶରେ ଫେରୁ୍ଛନ୍ତି
ନିରାକାରପୁର,୨୩।୧୨(ଡି.ଏନ୍.ଏ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ସାନ ରାଉତପଡା ପଞ୍ଚାୟତ ହାତୀଆଶୁଣି ପାଦଦେଶର ମୂଳିଝରଠାରେ ଅବସ୍ଥିତ ମା’ ଉଗ୍ରତାରାଙ୍କ ପୀଠ ହେଉଛି ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ ସ୍ଥଳ। ପୀଠ ନିକଟରେ ଥିବା ପିକ୍ନିକ୍ ସ୍ଥଳରେ ଭୋଜିଭାତ କରିବାକୁ ପର୍ଯ୍ୟଟକମାନେ ପସନ୍ଦ…
ପ୍ଲାଷ୍ଟିକ୍ ବୋତଲରୁ ତିଆରି ୨୮.୫ ମିଟର ଉଚ୍ଚର କ୍ରିସ୍ମାସ ଟ୍ରି’
ଲେବାନନ୍: ପ୍ଲାଷ୍ଟିକ୍ ବ୍ୟବହାର ଯୋଗୁ କେବଳ ଭାରତ ନୁହେଁ, ସମଗ୍ର ବିଶ୍ୱ ପ୍ରତି ଏହା ବିପଦ ସୃଷ୍ଟି କରିଚାଲିଛି। ପ୍ରତ୍ୟେକ ଦେଶର ସରକାର ଏହାକୁ ସମ୍ପୂର୍ଣ୍ଣ ରୋକିବା ପାଇଁ ଜୋର୍ଦାର ପ୍ରୟାସ ବି ଚଳାଇଛନ୍ତି। ଏହି ଅଭିଯାନରେ ସାମିଲ ହୋଇଛି ଉତ୍ତର…
ଭିକ୍କି କୌଶଲ- ଆୟୁଷ୍ମାନ ଖୁରାନା ଶ୍ରେଷ୍ଠ ଅଭିନେତା
ନୂଆଦିଲ୍ଲୀ,୨୩।୧୨: ଆୟୋଜିତ ହୋଇଯାଇଛି ୨୦୧୯ର ୬୬ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ। ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏହି ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଦିବ୍ୟା ଦତ୍ତ ଏହାର ହୋଷ୍ଟ ଭାବେ ନଜର ଆସିଥିଲେ। ଅମିତାଭ…
ବିମାନରେ ପ୍ରଜ୍ଞା ସିଂ ଠାକୁରଙ୍କ ଉପରେ ରାଗିଲେ ଯାତ୍ରୀ: ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୨୩।୧୨: ନିଜ ବିବାଦୀୟ ବୟାନ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍ପି ପ୍ରଜ୍ଞା ସିଂ ଠାକୁର ଏବେ ପୁଣି ଚର୍ଚ୍ଚାରେ। ଏଥର ମଧ୍ୟ ସେ ପୁଣିଥରେ ଜନତାଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ନିକଟରେ ସ୍ପାଇସ ଜେଟ୍ରେ ଯାତ୍ରା…
ଶ୍ରୀମନ୍ଦିର ଫଟୋ ଭାଇରାଲ ଘଟଣା: ପୋଲିସର ତତ୍ପରତା
ପୁରୀ ଅଫିସ୍, ୨୩।୧୨: ଶ୍ରୀମନ୍ଦିର ଓ ଗୁଣ୍ଡିଚା ମନ୍ଦିର ଫଟୋ ଭାଇରାଲ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଫଟୋ ଭାଇରଲ ହୋଇଥିବା ଫେସବୁକ ଆକାଉଣ୍ଟଧାରୀଙ୍କୁ ତଦନ୍ତ ପାଇଁ ଡକାଯାଇଛି। କେଉଁ ପରିସ୍ଥିତିରେ କିଭଳି…
ଦୁଇ ବର୍ଷ ଧରି ଯୁବତୀଙ୍କ ଦେହରେ ଥିବା ଗୁଳିକୁ ବାହାର କଲେ ଡାକ୍ତର
ହାଇଦ୍ରାବାଦ,୨୩।୧୨: ତେଲେଙ୍ଗାନା ଜାହାନୁମା ଫାଲକନୁମା ଅଞ୍ଚଳର ଆସମା ବେଗମ(୧୯)ଙ୍କ ଶରୀରରେ ଥିବା ଗୁଳିକୁ ପ୍ରାୟ ୨ ବର୍ଷ ପରେ ବାହାର କରାଯାଇଥିବା ଜଣାପଡିଛି। ନିଜାମ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍(ନିମ୍ସ)ର ଡାକ୍ତର ଏହି ଗୁଳି ବାହାର କରିଥିବା ଜଣାପଡିଛି। ଦୀର୍ଘ ପ୍ରାୟ…
ଅନ୍ତର୍ଜାତୀୟ କ୍ରିକେଟରେ ଧୋନୀଙ୍କୁ ପୂରିଲା ୧୫
ନୂଆଦିଲ୍ଲୀ,୨୩।୧୨: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସୋମବାର ଅନ୍ତର୍ଜାତୀୟ କ୍ରିକେଟରେ ୧୫ ବର୍ଷ ପୂରଣ କରିଛନ୍ତି। ଆଜିକୁ ଠିକ୍ ୧୫ ବର୍ଷ ତଳେ ୨୦୦୪, ଡିସେମ୍ବର ୨୩ ତାରିଖରେ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିଥିଲେ। ବାଂଲାଦେଶ ବିପକ୍ଷ…
Archives


