Home Left

ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ କଂଗ୍ରେସ ଖପ୍ପା

ନୂଆଦିଲ୍ଲୀ,୨୨।୧୨: ନୂଆଦିଲ୍ଲୀର ରାମଲୀଳା ମଇଦାନରେ ଶନିବାର ଆୟୋଜିତ ହୋଇଥିବା ଭାଜପାର ଧନ୍ୟବାଦ ରାଲିକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ବିରୋଧ କରି ସମଗ୍ର ଦେଶରେ ହେଉଥିବା ହିଂସା ପାଇଁ ବିରୋଧୀ ଦଳ ଦାୟୀ…

୨୨ ବର୍ଷର ରେକର୍ଡ ଭାଙ୍ଗିଲେ ରୋହିତ

କଟକ,୨୨।୧୨(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ଓପନର ତଥା ଉପ ଅଧିନାୟକ ରୋହିତ ଶର୍ମା କଟକରେ ୬୩ ରନର ଅର୍ଦ୍ଧଶତକୀୟ ଇନିଂସ ଖେଳିବା ଅବସରରେ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ଗୋଟିଏ ବର୍ଷରେ କ୍ରିକେଟର ସମସ୍ତ ଫର୍ମାଟରେ ସର୍ବାଧିକ ରନ ସଂଗ୍ରହକାରୀ ଓପନର ହେବାର…

ଲୁଣ କମ୍‌ ଖାଉଛନ୍ତି କି… ଦେଖାଯାଇପାରେ ଏସବୁ ସମସ୍ୟା

ଅଧିକ ଲୁଣ ଖାଇବା ସ୍ବାସ୍ଥ୍ୟ ପକ୍ଷେ କ୍ଷତିକାରକ ବୋଲି ଆପଣ ଜାଣିଥିବେ। ଏ ନେଇ ଅଧିକାଂଶ ଲୋକ କମ୍‌ ଲୁଣ ଖାଉଥିବା ବେଳେ କେହି କେହି ଲୁଣ ଖାଇ ନ ଥାନ୍ତି। ମାତ୍ର ଜାଣି ଆଶ୍ଚର୍ଯ୍ୟ ହେବେ କମ୍‌ ଲୁଣ ଖାଇଲେ…

ପାହାଡ଼ ଉପରେ ଝୁଲି ରହିଛି ୫୦୦ ବର୍ଷ ତଳର ଗାଁ

ଜନବସତି ସାଧାରଣତଃ ସ୍ଥଳଭାଗରେ ଗଢ଼ି ଉଠିଥାଏ। ମାତ୍ର ପାହାଡ଼ ଉପରେ ଝୁଲି ରହିଥିବା ଗାଁ କଥା ଶୁଣିଲେ ଟିକେ ଆଶ୍ଚର୍ଯ୍ୟ ଲାଗେ। ତଥାପି ଏକ ପାହାଡ଼କୁ ଦେଖିଲେ ଏହାକୁ ସତ ବୋଲି ମାନିବାକୁ ହେବ। ଏହିପରି ଏକ ଗାଁ ଝୁଲି ରହିଛି…

ସିରିଜ୍‌ ଜିତିବା ପାଇଁ ଭାରତକୁ ଦରକାର ୩୧୬ ରନ୍‌

ଭୁବନେଶ୍ୱର,୨୨।୧୨- କଟକସ୍ଥ ଐତିହାସିକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳ ଆଗରେ ଓ୍ବେଷ୍ଟଇଣ୍ଡିଜ ୩୧୬ ରନ୍‌ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି। ପୂର୍ବରୁ ସିରିଜ୍‌ ୧-୧ରେ ବରାବର ଥିବାରୁ ଏହି ମ୍ୟାଚ୍‌ ଜିତି ଭାରତୀୟ ଦଳ ସିରିଜ୍‌କୁ କବ୍‌ଜା…

ଏକ୍ସ-ବୟଫ୍ରେଣ୍ଡ୍‌ଙ୍କୁ ମନେପକାଇ ଗୀତ ଗାଇଲେ ନେହା କକ୍କର

ବଲିଉଡ୍‌ର ଲୋକପ୍ରିୟ କଣ୍ଠଶିଳ୍ପୀ ନେହା କକ୍କର ଏବେ ଟେଲିଭିଜନ ଶୋ’ ‘ଇଣ୍ଡିଆନ ଆଇଡଲ ୧୧’ର ଜଜ୍‌ କରୁଛନ୍ତି। ଏହି ଶୋ’ର ଏକ ସ୍ବତନ୍ତ୍ର ଏପିସୋଡ ‘ଶାଦି ସ୍ପେଶାଲ’ରେ ନେହା ଏକ୍ସ ବୟଫ୍ରେଣ୍ଡ ହିମାଂଶ କୋହଲିଙ୍କ ପାଇଁ ଏ ଦିଲ୍‌ ହୈ ମୁସ୍କିଲ…

ବାବର, ଭିଭିଆନଙ୍କୁ ପଛରେ ପକାଇଲେ ଶାଇ ହୋପ

ଭୁବନେଶ୍ୱର,୨୨।୧୨- ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ ଶାଇ ହୋପ ପାକିସ୍ତାନର ବାବର ଆଜାମ ଓ ଓ୍ବେଷ୍ଟଇଣ୍ଡିଜ କିମ୍ବଦନ୍ତୀ ଭିଭିଆନ ରିଚାଡର୍‌ସଙ୍କୁ ପଛରେ ପକାଇ ଦେଇଛନ୍ତି। ରବିବାର କଟକସ୍ଥ ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ବିପକ୍ଷ ମ୍ୟାଚ୍‌ରେ ୪୨ ରନ୍‌ର ଇନିଂସ ଖେଳି ଅନ୍ତର୍ଜାତୀୟ ଦିନିକିଆ କ୍ୟାରିୟରରେ…

କାମ ବ୍ୟସ୍ତତାରେ କେବେ ଗାଧୋଇଥିଲେ ଭୁଲିଯାଇଛନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ

ସାଧାରଣତଃ ଫିଲ୍ମ ଅଭିନେତା ଏବଂ ଅଭିନେତ୍ରୀମାନେ ବ୍ୟସ୍ତତା ମଧ୍ୟରେ ନିଜ ବ୍ୟକ୍ତିଗତ ଜୀବନକୁ ଧ୍ୟାନ ଦେଇ ନ ଥାନ୍ତି। ଏମିତି ଜଣେ ସୁପରଷ୍ଟାର ଗାୟିକା ତଥା ଅଭିନେତ୍ରୀ ଲେଡି ଗାଗା ଶୁଟିଂ ବ୍ୟସ୍ତତା ମଧ୍ୟରେ ସେ କେବେ ଗାଧୋଇଥିଲେ ତାହା ଭୁଲିଯାଇଛନ୍ତି।…

କ୍ରିସ୍‌ମାସ ପାଳିବା ପାଇଁ ଏସବୁ ରଙ୍ଗର ପୋଷାକ ବାଛିଛନ୍ତି ବଲିଉଡ୍‌ ଅଭିନେତ୍ରୀ

ଆଉ କିଛିଦିନ ପରେ ପାଳନ କରାଯିବ କ୍ରିସ୍‌ମାସ। ଏହାକୁ ସ୍ବତନ୍ତ୍ର ଭାବେ ପାଳନ କରିବାକୁ ସଜେଇ ହେଲେଣି ବଲିଉଡ୍‌ର ଅଭିନେତ୍ରୀମାନେ। କିଏ କେମିତି କେଉଁ ରଙ୍ଗର ପୋଷାକ ପିନ୍ଧି ପାର୍ଟିରେ ସୁନ୍ଦର ଦିଶିବେ ସେ ନେଇ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଜାଣନ୍ତୁ…

ମୃତ ବିକ୍ଷୋଭକାରୀଙ୍କ ପରିବାରକୁ ସହଯୋଗର ହାତ ବଢାଇଲା ଜେଡି(ଏସ୍‌)

ମାଙ୍ଗାଲୁରୁ,୨୨।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ହିଂସା ପରିସ୍ଥିତି ଉପୁଜିଥିବା ବେଳେ ଏଥିରେ ଡିସେମ୍ବର ୧୯ରେ କର୍ନାଟକ ମାଙ୍ଗାଲୁରର ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା। ଏହାକୁ ନେଇ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡି(ଏସ୍‌) ନେତା ଏଚ୍‌ଡି…

ଲିଭରପୁଲ ଜିତିଲା କ୍ଲବ ବିଶ୍ୱକପ୍‌

ଦୋହା, ୨୨।୧୨- ଅତିରିକ୍ତ ମିନିଟ୍‌ରେ ରବର୍ଟୋ ଫିର୍ମିନୋଙ୍କ ଗୋଲ ଯୋଗୁ ଲିଭରପୁଲ ୧-୦ ଗୋଲରେ ବ୍ରାଜିଲର ଫ୍ଲାମେଙ୍ଗୋଙ୍କୁ ହରାଇ କ୍ଲବ ବିଶ୍ୱକପ୍‌ ଜିତିଛି। ସ୍ଥାନୀୟ ଖଲିଫା ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ୧୩ ହଜାର ଦର୍ଶକଙ୍କ ସାମ୍ନାରେ ଲିଭରପୁଲ ତା’ର ପ୍ରଥମ କ୍ଲବ ବିଶ୍ୱକପ୍‌…

ରାଜସ୍ଥାନରେ ଲାଗୁ ହେବନାହିଁ ସିଏଏ-ଏନ୍‌ଆର୍‌ସି: ମୁଖ୍ୟମନ୍ତ୍ରୀ

ଜୟପୁର,୨୨।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି)କୁ ବିରୋଧ କରି ସାରା ଦେଶରେ ହିଂସାର ବାତାବରଣ ଉପୁଜିଥିବା ବେଳେ ଏବେ ଏହାକୁ ନେଇ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ନିଜ ନିଜର ମତ ରଖିଲେଣି। ରବିବାର ରାଜସ୍ଥାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri