ରେଳ ଧାରଣାରୁ ମଦ ଦୋକାନ କର୍ମଚାରୀଙ୍କ ମୃତଦେହ ଉଦ୍ଧାର ଘଟଣା: ଯୋଜନାବଦ୍ଧ ହତ୍ୟା ନେଇ ଏସ୍ପିଙ୍କୁ ଅଭିଯୋଗ
ଜଗତ୍ସିଂହପୁର ଅଫିସ,୨୩ା୧୨: ତିର୍ତ୍ତୋଲ ଗୋପିଆକୁଦସ୍ଥିତ ସରକାରୀ ଦେଶୀ ମଦ ଦୋକାନରେ କାମ କରୁଥିବା ଅମୀନ ସେଠୀ(୩୫) ନାମକ ଯୁବକଙ୍କ ମୃତଦେହ ଶନିବାର ରେଳଧାରଣାରୁ ଉଦ୍ଧାର କରାଯାଇଥିଲା। ୨୦ ତାରିଖ ଅପରାହ୍ନରେ ତାଙ୍କଠାରୁ ୫,୫୬,୦୦୦ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗର ୧୨ ଘଣ୍ଟା…
ବାଲିତୁଠ ପ୍ରାଥମିକ ବିଦ୍ୟାଳୟ: ୩ୟ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରି ଶିକ୍ଷୟିତ୍ରୀ ଗିରଫ
ଜଗତ୍ସିଂହପୁର ଅଫିସ,୨୩ା୧୨: ଜଗତ୍ସିଂହପୁର ଜିଲା କୁଜଙ୍ଗ ଥାନା ଅଧୀନ ବାଲିତୁଠ ପ୍ରାଥମିକ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଲିନା ନନ୍ଦ ଜଣେ ୩ୟ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ସେ ଶନିବାର ଛାତ୍ରୀ ବାଲିତୁଠର ଜନ୍ ସ୍ବାଇଁଙ୍କ ଝିଅ…
ପ୍ରାଥମିକ ବିଦ୍ୟାଳୟ ଲାଇବ୍ରେରି ବହି କିଣାରେ ଚଞ୍ଚକତା
ଜଗତ୍ସିଂହପୁର ଅଫିସ,୨୩ା୧୨: ଜଗତ୍ସିଂହପୁର ଜିଲାରେ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକର ଲାଇବ୍ରେରି ବହି କିଣାରେ ଚଞ୍ଚକତା କରାଯାଉଛି। ନିର୍ଦ୍ଦିଷ୍ଟ ପ୍ରକାଶକଙ୍କ ସହ ଗୁପ୍ତ ବୁଝାମଣା କରାଯାଇ କମିଶନ ଆକାରରେ ମୋଟା ଅଙ୍କର ଅର୍ଥ ରୋଜଗାର ଚାଲିଛି। ବିଦ୍ୟାଳୟଗୁଡିକ ସେମାନଙ୍କ ପସନ୍ଦର ବହି କିଣିବା…
ଭାରତର ବାରବାଟୀ ବିଜୟ
କଟକ, ୨୨।୧୨ (ତପନ ସ୍ବାଇଁ)- ଐତିହାସିକ ବାରବାଟୀ ଷ୍ଟାଡିୟମ ଟିମ୍ ଇଣ୍ଡିଆ ପାଇଁ ପୁଣି ଶୁଭ ସାବ୍ୟସ୍ତ ହୋଇଛି। ଦର୍ଶକଭରା ଷ୍ଟାଡିୟମରେ ଉଡ଼ିଛି ଭାରତର ବିଜୟ ଧ୍ୱଜା। ରବିବାର ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଦିନିକିଆ ସହ ଭାରତ ସିରିଜ ବିଜୟୀ ହୋଇଛି।…
ଏମିତି ଏକ ବଲ୍ବ, ଯାହାର ପାଳନ କରାଯାଇଥିଲା ଜନ୍ମଦିନ
ସାଧାରଣତଃ କୌଣସି ବଲ୍ବ ଗୋଟେ ବର୍ଷରୁ ଅଧିକ ଜଳେ ନାହିଁ। ତେବେ ଅନେକ କମ୍ପାନୀ ଲଙ୍ଗ୍ ଲାଷ୍ଟିଙ୍ଗ୍ର ଗ୍ୟାରେଣ୍ଟି ମଧ୍ୟ ଦେଉଛନ୍ତି। କିନ୍ତୁ ଦୁନିଆରେ ଏପରି ଏକ ବଲ୍ବ ଅଛି, ଯାହା ୧୧୮ ବର୍ଷ ହେଲାଣି ଲଗାତର ଜଳୁଛି। ସେଣ୍ଟିନିୟର୍ ଲାଇଟ୍…
ପିଠି ଯନ୍ତ୍ରଣାରୁ ମୁକ୍ତିଦିଏ ଶଲ୍ଭାସନ ଆସନ
ଶଲ୍ଭାସନ ଆସନ କରିବା ଦ୍ୱାରା ସାଇଟିକା ଏବଂ ପିଠି ଯନ୍ତ୍ରଣାରୁ ମୁକ୍ତି ମିଳିଥାଏ। ଏହା ନିୟମିତ କରିବା ଦ୍ୱାରା ଜଙ୍ଘର ଚର୍ବି କମେ ଓ ଓଜନ ମଧ୍ୟ କମ୍ ହୁଏ। ପେଟ ପାଇଁ ଏହି ଆସନ ଲାଭକାରୀ ଓ ପାଚନକ୍ରିୟାରେ ସହାୟକ…
ଗ୍ରାହକମାନଙ୍କର ଡିମାଣ୍ଡ ଅନୁସାରେ ମିଳୁଛି ବିଚିତ୍ର ଆକୃତିର ଫଳ
ଚାଇନାର ଏକ କମ୍ପାନୀ ‘ଫ୍ରୁଟ୍ ଗୋଲ୍ଡ’ ବିଚିତ୍ର ଆକାରର ଫଳ ଓ ପରିବା ତିଆରି କରିବା ପାଇଁ ପ୍ରସିଦ୍ଧ। ଚତୁର୍ଭୁଜାକାର ସେଓଠାରୁ ଆରମ୍ଭ କରି ଦିଲ୍ ଡିଜାଇନ୍ର ତରଭୁଜ ପର୍ଯ୍ୟନ୍ତ ଏବଂ ଲାଫିଙ୍ଗ୍ ବୁଦ୍ଧଙ୍କ ଆକୃତିର ନାସ୍ପାତି, ଷ୍ଟାର ଆକାରର କାକୁଡ଼ି…
ଦ୍ୱିତୀୟ ଟେଷ୍ଟ: ବିଜୟ ଦ୍ୱାରରେ ପାକିସ୍ତାନ
କରାଚୀ, ୨୨।୧୨-ସ୍ଥାନୀୟ ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ଘରୋଇ ପାକିସ୍ତାନ ବିଜୟର ଦ୍ୱାର ଦେଶରେ ପହଞ୍ଚିଛି। ପ୍ରଥମ ଇନିଂସରେ ୮୦ ରନ ପଛରେ ପଡିଥିଲେ ମଧ୍ୟ ପକିସ୍ତାନ ଦ୍ୱିତୀୟ ଇନିଂସରେ ଦମ୍ଦାର ବ୍ୟାଟିଂ କରି ପ୍ରତ୍ୟାବର୍ତ୍ତନ…
ମୀରାବାଙ୍କୁ ଦ୍ୱିତୀୟ ଟାଇଟଲ
ଢାକା, ୨୨ା୧୨ (ପି.ଟି.)- ଭାରତର ମୀରାବା ଲୁଓ୍ବାଙ୍ଗ ବିଡବ୍ଲ୍ୟୁଏଫ୍ ବାଂଲାଦେଶ ଜୁନିୟର ଇଣ୍ଟରନ୍ୟାଶନାଲ ବ୍ୟାଡ୍ମିଣ୍ଟନ ସିରିଜ ୨୦୧୯ ଜିତିଛନ୍ତି। ମଣିପୁରର ତଥା ଟପ୍ ସିଡ୍ ମୀରାବା ଫାଇନାଲରେ କେନ୍ ୟଙ୍ଗ ଅଙ୍ଗ୍ଙ୍କୁ ୨୧-୧୪, ୨୧-୧୮ରେ ହରାଇ ଦେଇଛନ୍ତି। ସେମିଫାଇନାଲରେ ସେ ଆହୁରି…
ରାହୁଲଙ୍କୁ ଚ୍ୟାଲେଞ୍ଜ୍ ଦେଲେ ନଡ୍ଡା: ସିଏଏର ନିୟମ ଉପରେ ୧୦ ଲାଇନ୍ କହି ଦେଖାନ୍ତୁ
ଇନ୍ଦୋର,୨୨।୧୨: ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଚାଲିଥିବାବେଳେ ବିରୋଧୀ କଂଗ୍ରେସ ମଧ୍ୟ ଏହାକୁ ନେଇ କେନ୍ଦ୍ର ସରକାରଙ୍କୁ ଘେରିଛି। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ସିଏଏକୁ ନେଇ ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି,…
ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ କଂଗ୍ରେସ ଖପ୍ପା
ନୂଆଦିଲ୍ଲୀ,୨୨।୧୨: ନୂଆଦିଲ୍ଲୀର ରାମଲୀଳା ମଇଦାନରେ ଶନିବାର ଆୟୋଜିତ ହୋଇଥିବା ଭାଜପାର ଧନ୍ୟବାଦ ରାଲିକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ବିରୋଧ କରି ସମଗ୍ର ଦେଶରେ ହେଉଥିବା ହିଂସା ପାଇଁ ବିରୋଧୀ ଦଳ ଦାୟୀ…
୨୨ ବର୍ଷର ରେକର୍ଡ ଭାଙ୍ଗିଲେ ରୋହିତ
କଟକ,୨୨।୧୨(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ଓପନର ତଥା ଉପ ଅଧିନାୟକ ରୋହିତ ଶର୍ମା କଟକରେ ୬୩ ରନର ଅର୍ଦ୍ଧଶତକୀୟ ଇନିଂସ ଖେଳିବା ଅବସରରେ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ଗୋଟିଏ ବର୍ଷରେ କ୍ରିକେଟର ସମସ୍ତ ଫର୍ମାଟରେ ସର୍ବାଧିକ ରନ ସଂଗ୍ରହକାରୀ ଓପନର ହେବାର…
Archives


