Home Left

ପିଠି ଯନ୍ତ୍ରଣାରୁ ମୁକ୍ତିଦିଏ ଶଲ୍‌ଭାସନ ଆସନ

ଶଲ୍‌ଭାସନ ଆସନ କରିବା ଦ୍ୱାରା ସାଇଟିକା ଏବଂ ପିଠି ଯନ୍ତ୍ରଣାରୁ ମୁକ୍ତି ମିଳିଥାଏ। ଏହା ନିୟମିତ କରିବା ଦ୍ୱାରା ଜଙ୍ଘର ଚର୍ବି କମେ ଓ ଓଜନ ମଧ୍ୟ କମ୍‌ ହୁଏ। ପେଟ ପାଇଁ ଏହି ଆସନ ଲାଭକାରୀ ଓ ପାଚନକ୍ରିୟାରେ ସହାୟକ…

ଗ୍ରାହକମାନଙ୍କର ଡିମାଣ୍ଡ ଅନୁସାରେ ମିଳୁଛି ବିଚିତ୍ର ଆକୃତିର ଫଳ

ଚାଇନାର ଏକ କମ୍ପାନୀ ‘ଫ୍ରୁଟ୍‌ ଗୋଲ୍‌ଡ’ ବିଚିତ୍ର ଆକାରର ଫଳ ଓ ପରିବା ତିଆରି କରିବା ପାଇଁ ପ୍ରସିଦ୍ଧ। ଚତୁର୍ଭୁଜାକାର ସେଓଠାରୁ ଆରମ୍ଭ କରି ଦିଲ୍‌ ଡିଜାଇନ୍‌ର ତରଭୁଜ ପର୍ଯ୍ୟନ୍ତ ଏବଂ ଲାଫିଙ୍ଗ୍‌ ବୁଦ୍ଧଙ୍କ ଆକୃତିର ନାସ୍‌ପାତି, ଷ୍ଟାର ଆକାରର କାକୁଡ଼ି…

ଦ୍ୱିତୀୟ ଟେଷ୍ଟ: ବିଜୟ ଦ୍ୱାରରେ ପାକିସ୍ତାନ

କରାଚୀ, ୨୨।୧୨-ସ୍ଥାନୀୟ ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ପାକିସ୍ତାନ ବିଜୟର ଦ୍ୱାର ଦେଶରେ ପହଞ୍ଚିଛି। ପ୍ରଥମ ଇନିଂସରେ ୮୦ ରନ ପଛରେ ପଡିଥିଲେ ମଧ୍ୟ ପକିସ୍ତାନ ଦ୍ୱିତୀୟ ଇନିଂସରେ ଦମ୍‌ଦାର ବ୍ୟାଟିଂ କରି ପ୍ରତ୍ୟାବର୍ତ୍ତନ…

ମୀରାବାଙ୍କୁ ଦ୍ୱିତୀୟ ଟାଇଟଲ

ଢାକା, ୨୨ା୧୨ (ପି.ଟି.)- ଭାରତର ମୀରାବା ଲୁଓ୍ବାଙ୍ଗ ବିଡବ୍ଲ୍ୟୁଏଫ୍‌ ବାଂଲାଦେଶ ଜୁନିୟର ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ସିରିଜ ୨୦୧୯ ଜିତିଛନ୍ତି। ମଣିପୁରର ତଥା ଟପ୍‌ ସିଡ୍‌ ମୀରାବା ଫାଇନାଲରେ କେନ୍‌ ୟଙ୍ଗ ଅଙ୍ଗ୍‌ଙ୍କୁ ୨୧-୧୪, ୨୧-୧୮ରେ ହରାଇ ଦେଇଛନ୍ତି। ସେମିଫାଇନାଲରେ ସେ ଆହୁରି…

ରାହୁଲଙ୍କୁ ଚ୍ୟାଲେଞ୍ଜ୍‌ ଦେଲେ ନଡ୍ଡା: ସିଏଏର ନିୟମ ଉପରେ ୧୦ ଲାଇନ୍‌ କହି ଦେଖାନ୍ତୁ

ଇନ୍ଦୋର,୨୨।୧୨: ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଚାଲିଥିବାବେଳେ ବିରୋଧୀ କଂଗ୍ରେସ ମଧ୍ୟ ଏହାକୁ ନେଇ କେନ୍ଦ୍ର ସରକାରଙ୍କୁ ଘେରିଛି। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ସିଏଏକୁ ନେଇ ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି,…

ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ କଂଗ୍ରେସ ଖପ୍ପା

ନୂଆଦିଲ୍ଲୀ,୨୨।୧୨: ନୂଆଦିଲ୍ଲୀର ରାମଲୀଳା ମଇଦାନରେ ଶନିବାର ଆୟୋଜିତ ହୋଇଥିବା ଭାଜପାର ଧନ୍ୟବାଦ ରାଲିକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ବିରୋଧ କରି ସମଗ୍ର ଦେଶରେ ହେଉଥିବା ହିଂସା ପାଇଁ ବିରୋଧୀ ଦଳ ଦାୟୀ…

୨୨ ବର୍ଷର ରେକର୍ଡ ଭାଙ୍ଗିଲେ ରୋହିତ

କଟକ,୨୨।୧୨(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ଓପନର ତଥା ଉପ ଅଧିନାୟକ ରୋହିତ ଶର୍ମା କଟକରେ ୬୩ ରନର ଅର୍ଦ୍ଧଶତକୀୟ ଇନିଂସ ଖେଳିବା ଅବସରରେ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ଗୋଟିଏ ବର୍ଷରେ କ୍ରିକେଟର ସମସ୍ତ ଫର୍ମାଟରେ ସର୍ବାଧିକ ରନ ସଂଗ୍ରହକାରୀ ଓପନର ହେବାର…

ଲୁଣ କମ୍‌ ଖାଉଛନ୍ତି କି… ଦେଖାଯାଇପାରେ ଏସବୁ ସମସ୍ୟା

ଅଧିକ ଲୁଣ ଖାଇବା ସ୍ବାସ୍ଥ୍ୟ ପକ୍ଷେ କ୍ଷତିକାରକ ବୋଲି ଆପଣ ଜାଣିଥିବେ। ଏ ନେଇ ଅଧିକାଂଶ ଲୋକ କମ୍‌ ଲୁଣ ଖାଉଥିବା ବେଳେ କେହି କେହି ଲୁଣ ଖାଇ ନ ଥାନ୍ତି। ମାତ୍ର ଜାଣି ଆଶ୍ଚର୍ଯ୍ୟ ହେବେ କମ୍‌ ଲୁଣ ଖାଇଲେ…

ପାହାଡ଼ ଉପରେ ଝୁଲି ରହିଛି ୫୦୦ ବର୍ଷ ତଳର ଗାଁ

ଜନବସତି ସାଧାରଣତଃ ସ୍ଥଳଭାଗରେ ଗଢ଼ି ଉଠିଥାଏ। ମାତ୍ର ପାହାଡ଼ ଉପରେ ଝୁଲି ରହିଥିବା ଗାଁ କଥା ଶୁଣିଲେ ଟିକେ ଆଶ୍ଚର୍ଯ୍ୟ ଲାଗେ। ତଥାପି ଏକ ପାହାଡ଼କୁ ଦେଖିଲେ ଏହାକୁ ସତ ବୋଲି ମାନିବାକୁ ହେବ। ଏହିପରି ଏକ ଗାଁ ଝୁଲି ରହିଛି…

ସିରିଜ୍‌ ଜିତିବା ପାଇଁ ଭାରତକୁ ଦରକାର ୩୧୬ ରନ୍‌

ଭୁବନେଶ୍ୱର,୨୨।୧୨- କଟକସ୍ଥ ଐତିହାସିକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳ ଆଗରେ ଓ୍ବେଷ୍ଟଇଣ୍ଡିଜ ୩୧୬ ରନ୍‌ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି। ପୂର୍ବରୁ ସିରିଜ୍‌ ୧-୧ରେ ବରାବର ଥିବାରୁ ଏହି ମ୍ୟାଚ୍‌ ଜିତି ଭାରତୀୟ ଦଳ ସିରିଜ୍‌କୁ କବ୍‌ଜା…

ଏକ୍ସ-ବୟଫ୍ରେଣ୍ଡ୍‌ଙ୍କୁ ମନେପକାଇ ଗୀତ ଗାଇଲେ ନେହା କକ୍କର

ବଲିଉଡ୍‌ର ଲୋକପ୍ରିୟ କଣ୍ଠଶିଳ୍ପୀ ନେହା କକ୍କର ଏବେ ଟେଲିଭିଜନ ଶୋ’ ‘ଇଣ୍ଡିଆନ ଆଇଡଲ ୧୧’ର ଜଜ୍‌ କରୁଛନ୍ତି। ଏହି ଶୋ’ର ଏକ ସ୍ବତନ୍ତ୍ର ଏପିସୋଡ ‘ଶାଦି ସ୍ପେଶାଲ’ରେ ନେହା ଏକ୍ସ ବୟଫ୍ରେଣ୍ଡ ହିମାଂଶ କୋହଲିଙ୍କ ପାଇଁ ଏ ଦିଲ୍‌ ହୈ ମୁସ୍କିଲ…

ବାବର, ଭିଭିଆନଙ୍କୁ ପଛରେ ପକାଇଲେ ଶାଇ ହୋପ

ଭୁବନେଶ୍ୱର,୨୨।୧୨- ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ ଶାଇ ହୋପ ପାକିସ୍ତାନର ବାବର ଆଜାମ ଓ ଓ୍ବେଷ୍ଟଇଣ୍ଡିଜ କିମ୍ବଦନ୍ତୀ ଭିଭିଆନ ରିଚାଡର୍‌ସଙ୍କୁ ପଛରେ ପକାଇ ଦେଇଛନ୍ତି। ରବିବାର କଟକସ୍ଥ ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ବିପକ୍ଷ ମ୍ୟାଚ୍‌ରେ ୪୨ ରନ୍‌ର ଇନିଂସ ଖେଳି ଅନ୍ତର୍ଜାତୀୟ ଦିନିକିଆ କ୍ୟାରିୟରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri