ପୁରୀଘାଟ ଥାନା ଅଧିକାରୀଙ୍କ ଅନୁଭୂତି: ହୋଟେଲ ମାଲିକଙ୍କ ସୂଚନାରୁ ଫିଟିଥିଲା ହତ୍ୟା ରହସ୍ୟ
କେବଳ ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ନୁହେଁ, ଅପରାଧ ରୋକିବା ଏବଂ ଠିକ ଢଙ୍ଗରେ ତଦନ୍ତ ଚଳାଇ ଅପରାଧୀଙ୍କୁ ଧରିବା ପୋଲିସର ପ୍ରମୁଖ ଦାୟିତ୍ୱ। ଏହି ଗୁରୁଦାୟିତ୍ୱ ସମ୍ପାଦନ ବେଳର ଅନୁଭୂତି ଅନେକ ପୋଲିସ ଅଧିକାରୀଙ୍କ ପାଇଁ ଅପାସୋରା ହୋଇ ରହିଥାଏ। ଏଭଳି…
ସିଏଏକୁ ୧୧୦୦ ଶିକ୍ଷାବିତ୍ଙ୍କ ସମର୍ଥନ
ନୂଆଦିଲ୍ଲୀ,୨୨ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ)କୁ ସମର୍ଥନ କରି ସାରା ଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟ ତଥା ଦେଶ ବାହାରୁ ୧୧୦୦ ଶିକ୍ଷାବିତ୍ ଓ ଗବେଷକ ଏକ ବିବୃତି ଜାରି କରିଛନ୍ତି। ମିଥ୍ୟା ପ୍ରଚାର, ସାମ୍ପ୍ରଦାୟିକତାବାଦ ଓ ବଂଶବାଦର ଫାଶରେ ନ ପଡିବା…
ବର୍ଷର ଶେଷ ମ୍ୟାଚ ପାଇଁ ପ୍ରସ୍ତୁତି
କଟକ ଅଫିସ,୨୨ା୧୨- ଭାରତୀୟ ଦଳ ବାରବାଟୀ ଷ୍ଟାଡିୟମରେ ରବିବାର ‘୨୦୧୯’ର ଶେଷ ମ୍ୟାଚ୍ ଖେଳିବ। ଚଳିତବର୍ଷ ଭାରତୀୟ କ୍ରିକେଟ ନିମନ୍ତେ ଏହା ‘ସୁପର-ସଣ୍ଡେ’ ବୋଲି କୁହାଯାଉଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଏହି ଏକଦିବସୀୟ ଅନ୍ତର୍ଜାତୀୟ ମ୍ୟାଚ୍ ନିମନ୍ତେ ଶନିବାର ଉଭୟ ଦଳ ଅଭ୍ୟାସକୁ…
ବିରାଟଙ୍କ ରେକର୍ଡ ଭଲ ନାହିଁ
କଟକ, ୨୨।୧୨(କ୍ରୀଡ଼ା ପ୍ରତିନିଧି)- ଅନ୍ତର୍ଜାତୀୟ କ୍ରିକେଟରେ ଏବେ ବିରାଟ କୋହଲି ଜଣେ ଅପ୍ରତିଦ୍ୱନ୍ଦ୍ୱୀ ଖେଳାଳିଭାବେ ଉଭା ହୋଇଛନ୍ତି। ଖେଳାଳିଭାବେ ହୁଅନ୍ତୁ କି ଅଧିନାୟକ ବିରାଟ ଏବେ ଅନେକ ରେକର୍ଡର ଅଧିକାରୀ। ଦିନିକିଆ କ୍ରିକେଟରେ ଦ୍ରୁତ ୧୦୦୦୦ ରନ ରେକର୍ଡର ଅଧିକାରୀ କୋହଲିଙ୍କର…
ଯୁବକଙ୍କ ମୃତ୍ୟୁକୁ ନେଇ ଥାନାରେ ହତ୍ୟା ଅଭିଯୋଗ: ଅକଳରେ ବନ ବିଭାଗ
ପାଲଲହଡା,୨୨।୧୨(ଡି.ଏନ.ଏ.) – ଜଙ୍ଗଲକୁ ଜାଳେଣି ସଂଗ୍ରହ ପାଇଁ ଯାଇଥିବା ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ବନ କର୍ମଚାରୀଙ୍କ ବିରୋଧରେ ପାଲଲହଡ଼ା ଥାନାରେ ଏତଲା ଦିଆଯାଇଛି। ସ୍ବାମୀଙ୍କୁ କର୍ମଚାରୀମାନେ ପିଟି ପିଟି ମାରିଦେଇଥିବା ମୃତ ଯୁବକଙ୍କ ସ୍ତ୍ରୀ ଅଭିଯୋଗ କରିବା ପରେ ଅକଳରେ…
ଗାନ୍ଧିଜୀଙ୍କ ପ୍ରଚାର ପାଇଁ ଆମେରିକା କଂଗ୍ରେସରେ ବିଲ୍
ଓ୍ବାଶିଂଟନ,୨୨ା୧୨ ମହତ୍ମା ଗାନ୍ଧୀ ଓ ମାର୍ଟିନ ଲୁଥର କିଙ୍ଗ୍ ଜୁନିୟରଙ୍କ ଲିଗାସୀର ପ୍ରଚାର ପ୍ରସାର ପାଇଁ ସିଭିଲ ରାଇଟ୍ସ ନେତା ତଥା କଂଗ୍ରେସ ସଦସ୍ୟ ଜନ୍ ଲଓ୍ବେିସ୍ ଆମେରିକା ପ୍ରତିନିଧି ସଭାରେ ଏକ ବିଲ୍ ଆଣିଛନ୍ତି। ଆଗାମୀ ୫ ବର୍ଷ ପାଇଁ…
ନାବାଳିକାଙ୍କୁ ଶିକ୍ଷକଙ୍କ ବଳାତ୍କାର ମାମଲା: ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡାଦେଶ
ଅନୁଗୋଳ ଅଫିସ, ୨୨।୧୨- ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ବିଚାର କରି ଶନିବାର ଅତିରିକ୍ତ ଜିଲା ଓ ଦୌରାଜଜ ତଥା ସ୍ବତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ପ୍ରଭାକର ଗଣ୍ଠିଆ ଅଭିଯୁକ୍ତ ଶିକ୍ଷକ ରଘୁନାଥ ନାୟକକୁ…
ପ୍ରତିଶ୍ରୁତି ପରେ ଅଟକଙ୍କୁ ଛାଡ଼ିଲେ ଚାଷୀ
ଛେଣ୍ଡିପଦା,୨୨ା୧୨(ସ୍ବ.ପ୍ର.) – କାଂଶବାଂଶ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ତଦାରଖ ପାଇଁ ଆସିଥିବା ଅଧିକାରୀମାନଙ୍କୁ ଶୁକ୍ରବାର ଛେଣ୍ଡିପଦା ବ୍ଲକ ବାଲିପଟା ପଞ୍ଚାୟତ ଅଞ୍ଚଳର ଚାଷୀ ଅଟକ ରଖିବା ସହ ପ୍ରକଳ୍ପର କାର୍ଯ୍ୟକାରିତାକୁ ନେଇ ପ୍ରଶ୍ନ ଉଠାଇଥିଲେ। ତେବେ ଅଭିଯୋଗର ତଦନ୍ତ କରାଯିବ ବୋଲି…
ଫେରିଲେ ୬୫ ଏନ୍ସିସି କ୍ୟାଡେଟ: କହିଲେ ଗୁଆହାଟୀରେ ଫସିବା ଗୁଜବ
ବ୍ରହ୍ମପୁର ଅଫିସ,୨୨ା୧୨-ମେଘାଳୟର ଶିଲଂରେ ଅନୁଷ୍ଠିତ ହୋଇଥିବା ସର୍ବଭାରତୀୟ ଟ୍ରାକିଂ କ୍ୟାମ୍ପରେ ଯୋଗଦେବାକୁ ବ୍ରହ୍ମପୁର ଏନ୍ସିସି ଗ୍ରୁପର ୬୫ ଜଣିଆ କ୍ୟାଡେଟ ଦଳ ଶନିବାର ବ୍ରହ୍ମପୁର ପ୍ରତ୍ୟାବର୍ତ୍ତନ କରିଛନ୍ତି ା ବ୍ରହ୍ମପୁର ରେଳଷ୍ଟେଶନରେ ପହଞ୍ଚିବା ପରେ ନିକଟରେ ଗଣମାଧ୍ୟମରେ ଗୁଆହାଟୀରେ ଫସିବା ନେଇ…
ଏଚ୍ଏଣ୍ଡୟୁଡି ବିଭାଗ ନିର୍ଦ୍ଦେଶନାମାକୁ ବିଏମ୍ସିର ବେଖାତିର
ବ୍ରହ୍ମପୁର ଅଫିସ,୨୨ା୧୨-ବ୍ରହ୍ମପୁର ମହାନଗର ନିଗମ ୩୮ ନଂ. ୱାର୍ଡ ଆଙ୍କୋଲି ଖଳାସାହି ବସ୍ତି ଅଞ୍ଚଳର ୭ ଉଚ୍ଛେଦ ପରିବାରକୁ ଆରଏୱାଇ(ରାଜୀବ ଆବାସ ଯୋଜନା) ଗୃହରୁ ବଞ୍ଚିତ କରାଯାଇଛି।ଏନେଇ ବସ୍ତିବାସିନ୍ଦା ହାଇକୋର୍ଟଙ୍କ ଦ୍ୱାରସ୍ଥ ପରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ(ଏଚଏଣ୍ଡୟୁଡି)…
କିଲୋ ୬ ଟଙ୍କାରେ ଶିକ୍ଷୟିତ୍ରୀ ବିକିଲେ ସ୍କୁଲ ବହି
ପାଟପୁର,୨୨ା୧୨-ଗଞ୍ଜାମ ଜିଲା ପାଟପୁର ଗ୍ରାମ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ବହିକୁ ଜଣେ ଶିକ୍ଷୟିତ୍ରୀ ୬ଟଙ୍କା କିଲୋରେ ବିକ୍ରି କରିଥିବା ଶନିବାର ଅଭିଯୋଗ ହୋଇଛି। ଖବର ପାଇ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ପହଞ୍ଚତ୍ ଜିଲା ଶିକ୍ଷାଧିକାରୀ ସନାତନ…
ନକଲି ସାର୍ଟିଫିକେଟରେ ଷ୍ଟାଇପେଣ୍ଡ ଲୁଟ୍ ଘଟଣା: ୩ କର୍ମଚାରୀଙ୍କୁ ବହିଷ୍କାର
ଭଦ୍ରକ ଅଫିସ, ୨୨।୧୨- ଭଦ୍ରକ ଜିଲାରେ ନକଲି ସାର୍ଟିଫିକେଟ ଦେଇ କୋଟି କୋଟି ଟଙ୍କା ଷ୍ଟାଇପେଣ୍ଡ ଲୁଟ୍ ଘଟଣାରେ ଜିଲା ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟର ୩ କର୍ମଚାରୀଙ୍କୁ ଶୁକ୍ରବାର ବହିଷ୍କାର କରାଯାଇଥିବା ସୂଚନା ମିଳିଛି। ଏହି ୩ କର୍ମଚାରୀ ଆଉଟ୍ସୋର୍ସିଂ ଏଜେନ୍ସି…
Archives


