ପାକିସ୍ତାନକୁ ଜୋରଦାର ଝଟକା! ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନଙ୍କୁ ଧରିଥିବା ପାକ ଅଧିକାରୀ ନିହତ
ଇସଲାମାବାଦ/ନୂଆଦିଲ୍ଲୀ,୨୫।୬: ୨୦୧୯ ରେ ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଦ୍ଧମାନଙ୍କୁ ହେପାଜତକୁ ନେଇଥିବା ଦାବି କରିଥିବା ପାକିସ୍ତାନ ସେନାର ମେଜର ମୋଇଜ ଆବାସ ଶାହଙ୍କ ମୃତ୍ୟୁ ହୋଇଛି। ପାକିସ୍ତାନର ଦକ୍ଷିଣ ୱାଜିରିସ୍ତାନ ଅଞ୍ଚଳରେ ତେହରିକ-ଏ-ତାଲିବାନ (TTP) ସହିତ ଏକ ଏନକାଉଣ୍ଟରରେ ଗୁଳି ବିନିମୟ…
ଇରାନ ବିରୋଧରେ ଐତିହାସିକ ବିଜୟ ଘୋଷଣା କଲେ ନେତାନ୍ୟାହୁ: କହିଲେ, ଆମର ଗର୍ଜନ…
ଜେରୁଜେଲମ,୨୫।୬: ଇରାନ ବିରୋଧରେ ଐତିହାସିକ ବିଜୟ ଘୋଷଣା କରିଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ। ଦେଶବାସୀଙ୍କୁ ସମ୍ବୋଧିତ କରି ସେ କହିଛନ୍ତି, ୧୨ ଦିନ ଧରି ଚାଲିଥିବା ଅପରେଶନ ଆମ ସେନା ଇତିହାସ ସୃଷ୍ଟି କରିଛି। ଏହି ଅଭିଯାନରେ ଇସ୍ରାଏଲ ଇରାନର…
ଭାରତକୁ ଧୋକା ଦେବା ତୁର୍କୀକୁ ପଡ଼ିଲା ମହଙ୍ଗା: ଲାଗିଲା ଜୋରଦାର୍ ଝଟ୍କା
ନୂଆଦିଲ୍ଲୀ,୨୫।୬: ଭାରତକୁ ଧୋକା ଦେବା ପାଇଁ ତୁର୍କୀକୁ ମହଙ୍ଗା ପଡିଛି। ଭାରତୀୟ ପର୍ଯ୍ୟଟକଙ୍କ କ୍ରୋଧ ଏବଂ ସୋସିଆଲ ମିଡିଆରେ ବୟକଟ ଅଭିଯାନ ଯୋଗୁ ତୁର୍କୀର ପର୍ଯ୍ୟଟନ ଶିଳ୍ପକୁ ଏକ ବଡ଼ ଝଟକା ଲାଗିଛି। ରିପୋର୍ଟ ଅନୁଯାୟୀ, ମେ ୨୦୨୫ରେ ତୁର୍କୀ ଗସ୍ତରେ…
ପ୍ରେମିକାଙ୍କ ମୃତ୍ୟୁପରେ ପ୍ରଥମ ଥର ମୁହଁ ଖୋଲିଲେ ଲବ: କହୁକହୁ କହିଦେଲେ …
ଭୁବନେଶ୍ୱର,୨୫।୬: ଚର୍ଚ୍ଚିତ ୟୁଟ୍ୟୁବର ଲବ ହାଁସଦା ବାନ୍ଧବୀଙ୍କ ଆତ୍ମହତ୍ୟାକୁ ନେଇ ବିବାଦ ଘେରକୁ ଆସିଥିଲେ। ବିପାଦ ପରେ ପ୍ରଥମ ଥର ସେ ମୁହଁ ଖୋଲିଛନ୍ତି। । ସୋସିଆଲ ମିଡିଆରେ ଭିଡିଓ ଜାରିକରି ସେ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଧୀରେଧୀରେ…
ଏଣିକି କାର୍ଯ୍ୟରେ ଅବହେଳା କଲେ ନିଆଯିବ କାର୍ଯ୍ୟନୁଷ୍ଠାନ: ଖସିପାରିବେନି ଅଭିଯୁକ୍ତ
ଭଞ୍ଜନଗର,୨୪।୬(ବାବୁଲା ପ୍ରଧାନ)-ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆର୍ସିସିଏଫ) ବିଶ୍ୱନାଥ ନିଲାନମ୍ବର୍ମ ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଏବଂ ଘୁମୁସର ଦକ୍ଷିଣ ବନଖଣ୍ଡ ଗସ୍ତରେ ଆସି ଦୁଇ ବନଖଣ୍ଡରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଉପରେ ସମୀକ୍ଷା କରିଥିଲେ।…
୪୦୦ କେ.ଜି. ୟୁରାନିୟମ ଗଲା କୁଆଡେ, ଏବେ ହେବ କ’ଣ: ଚିନ୍ତାରେ ଆମେରିକା
ଓ୍ବାଶିଂଟନ,୨୫ା୬:ଇରାନର ୩ ନ୍ୟୁକ୍ଲିୟର ଫାସିଲିଟି ଉପରେ ଆମେରିକା ୬ଟି ବଙ୍କର ବଷ୍ଟର ବୋମା ପକାଇବା ପରେ ଏହାର ୪୦୦ କିଲୋଗ୍ରାମ ୟୁରାନିୟମର ହିସାବ ମିଳୁନାହିଁ। ଏହି ୟୁରାନିୟମ ୧୦ଟି ଅଣୁଅସ୍ତ୍ର ନିର୍ମାଣ ପାଇଁ ପର୍ଯ୍ୟାପ୍ତ। ଏହା ଗାଏବ ହୋଇଥିବାରୁ ଆଶଙ୍କା ସୃଷ୍ଟି…
ଶୌଚ ପାଇଁ ଯାଇଥିଲେ ଚାଷୀ, ବୁଦାମୂଳେ ଛକିଥିଲା କୁମ୍ଭୀର: ଆଉ ତା’ପରେ ଘଟିଲା…
ମହାକାଳପଡ଼ା, ୨୫ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ):ନଦୀକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଜଣେ ଚାଷୀ କୁମ୍ଭୀର ଆକ୍ରମଣର ଶିକାର ହୋଇଛନ୍ତି। ଜୀବନ ବଞ୍ଚାଇବାକୁ ଯାଇ କୁମ୍ଭୀର ସହିତ ପାଣିରେ ୧୦ ମିନିଟ୍ ସଂଘର୍ଷ କରି ମଙ୍ଗଳବାର ମୃତ୍ୟୁମୁଖରୁ ବଞ୍ଚତ୍ଛନ୍ତି। ସେ ହେଲେ…
ମୌଳିକ ସୁବିଧାରୁ ବଞ୍ଚିତ ମହୁଲପଡ଼ାବାସୀ
ନୂଆପଡ଼ା,୨୫।୬ (ମକାରୁ ବେମାଲ) : ନୂଆପଡ଼ା ଜିଲା କୋମନା ବ୍ଲକ ସିଲ୍ଭା ପଞ୍ଚାୟତ ପଟପରପାଲି ଗାଁର ମହୁଲପଡ଼ାବାସୀ ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ମୌଳିକ ସୁବିଧାରୁ ବଞ୍ଚତ୍ତ ହୋଇ ଅଭିଶପ୍ତ ଜୀବନ ବିତାଉଛନ୍ତି। ସୂଚନା ଅନୁଯାୟୀ ମହୁଲପଡ଼ାରେ ୧୦ରୁ ଊର୍ଦ୍ଧ୍ୱ ପରିବାର…
ଚୋରାଚାଲାଣ ହେଉଥିଲା କାଠ: ମାଡ଼ିବସିଲା ବନବିଭାଗ
ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନବିଭାଗ କର୍ମଚାରୀ ବୃନ୍ଦ ଜକର ପଞ୍ଚାୟତ ତେଣ୍ଟୁଆପଡା ଚୈତନ୍ୟ ପ୍ରସାଦ ଗ୍ରାମ ରାସ୍ତାରେ ଏକ କାଠ ବୋଝେଇ ଟାଟା ଏସିଇ ଡାଲା ଅଟୋକୁ ଜବତ କରିଛନ୍ତି । ବ୍ରହ୍ମପୁର ବନଖଣ୍ଡ ଦିଗପହଣ୍ଡି ବନାଞ୍ଚଳ…
ଦାଦନ ଖଟିବାକୁ ଯାଇ ପଙ୍ଗୁ ହୋଇ ଫେରିଲେ: ସହାୟତା ପାଇଁ ଜିଲା ଶ୍ରମ ଅଧିକାରୀଙ୍କ ଦ୍ୱାରସ୍ଥ
ଲାଞ୍ଜିଗଡ଼, ୨୫ା୬ (ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଚମ୍ପାଦେଈପୁର ପଞ୍ଚାୟତ ହରିହରପୁର ଗାଁର ଦୁଷ୍ମନ୍ତ ଜାଲ (୩୦) ପରିବାର ପ୍ରତିପୋଷଣ ପାଇଁ କେରଳ ଦାଦନ ଖଟିବାକୁ ଯାଇ ପଙ୍ଗୁ ହୋଇ ଘରକୁ ଫେରିଥିବା ବେଳେ ସହାୟତା ପାଇଁ ଜିଲା…
ନିଲାମ ହେଉନି, ବେଧଡ଼କ ଚାଲିଛି ଖଣି ଚୋରି
ଭବାନୀପାଟଣା, ୨ି୫ା୬(ଉତ୍ତମ କୁମାର ଦାଶ):ପ୍ରାକୃତିକ ସମ୍ପଦରେ ଭରପୂର କଳାହାଣ୍ଡି। ଜିଲାରେ ପରିପୂର୍ଣ୍ଣ ରହିଛି ବିଭିନ୍ନ ରତ୍ନପଥର ଓ ଖଣିଜ ସମ୍ପଦ। ଜିଲାରେ ମୋଟ ୧୪୨ଟି ବୃହତ୍ ଖଣି ଉତ୍ସ ଓ ୧୨ଟି ରତ୍ନପଥର ଉତ୍ସ ଠାବ ହୋଇଥିବା ବେଳେ ସରକାରୀ ଭାବେ…
ଚାଷୀଙ୍କୁ ବିଜେଡି ବିଭ୍ରାନ୍ତ କରୁଛି- ଭାଜପା
ବରଗଡ଼,୨୫ା୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ଉଠାଣରେ ଶିଥିଳତାକୁ ନେଇ ଗୋଟିଏ ପଟେ ଚାଷୀ ଅସନ୍ତୋଷ ତେଜି ଉଠିଥିବାବେଳେ ଏହାକୁ ନେଇ ଶାସକ ଭାଜପା ଏବଂ ବିରୋଧୀ ବିଜେଡି ମୁହାଁମୁହିଁ ହୋଇଛନ୍ତି। ଚାଷୀଙ୍କ ଧାନ ଉଠାଣରେ ବିଫଳତା ଭାଜପା ସରକାରଙ୍କ ଅପାରଗତାକୁ ପଦାରେ…
Archives


