Home Left

ବଢୁଛି ସ୍ମାର୍ଟଫୋନ୍‌ ବ୍ୟବହାର: ବର୍ଷକୁ ୭୫ ଦିନ ନଷ୍ଟ କରୁଛନ୍ତି ଭାରତୀୟ

ନୂଆଦିଲ୍ଲୀ: ଦିନକୁ ଘଣ୍ଟା ଘଣ୍ଟା କାଳ ମୋବାଇଲ୍‌ ଫୋନ୍‌ ବ୍ୟବହାର ଶରୀରକୁ କ୍ଷତି ପହଞ୍ଚାଉଛି। ଯଦି ଏପରି ଅଭ୍ୟାସ ଜାରି ରୁହେ ତା’ହେଲେ ଆଗାମୀ ଦିନରେ ଏହା ମଣିଷର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଉପରେ ବିଶେଷ କ୍ଷତି ପହଞ୍ଚାଇବ। ନିକଟରେ…

ଖାରଜ ହେଲା ଇନ୍ଦ୍ରାଣୀଙ୍କ ଜାମିନ ଆବେଦନ

ମୁମ୍ବାଇ,୨୧।୧୨: ସିନା ବୋରା ହତ୍ୟା ମାମଲାରେ ଇନ୍ଦ୍ରାଣୀ ମୁଖାର୍ଜୀଙ୍କ ଜାମିନ ଆବେଦନକୁ ମୁମ୍ବାଇର ସ୍ପେଶାଲ ସିବିଆଇ କୋର୍ଟ ଶୁକ୍ରବାର ଖାରଜ କରି ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଇନ୍ଦ୍ରାଣୀ ଜାମିନ ଆବେଦନ କରିଥିଲେ। ହେଲେ ଏହା ପୂର୍ବରୁ ମଧ୍ୟ ସେ ଅସୁସ୍ଥତା…

ମହାପ୍ରଭୁଙ୍କ ସ୍ଥାବର, ଅସ୍ଥାବର ସମ୍ପତ୍ତି: ସୁପ୍ରିମକୋର୍ଟଙ୍କୁ ଦିଆଯିବ ସ୍ବତ୍ୱଲିପି ତଥ୍ୟ

ପୁରୀ ଅଫିସ, ୨୧ା୧୨: ମହାପ୍ରଭୁଙ୍କ ରତ୍ନଅଳଙ୍କାର ସୁରକ୍ଷିତ ଅଛି କି ନାହିଁ ତାକୁ ନେଇ ବିଭିନ୍ନ ସମୟରେ ଚର୍ଚ୍ଚା ହେଉଛିି। ଭିତର ରତ୍ନଭଣ୍ଡାର ଖୋଲିବାକୁ ଦାବି ହେଉଥିବାବେଳେ ଗତ ନଭେମ୍ବର ୨୬ ତାରିଖରେ ଆଇନମନ୍ତ୍ରୀ ପ୍ରତାପ ଜେନା ଏବେ ରତ୍ନଭଣ୍ଡାର ଖୋଲିବା…

ଗଛ ଲଗାଇଥିଲେ ଏବେ କାଟିଦେଲେ: ୫୭ ନଂ. ଜାତୀୟ ରାଜପଥ କଡ଼ ବୃକ୍ଷଶୂନ୍ୟ

ଖୋର୍ଦ୍ଧା ଅଫିସ/ବୋଲଗଡ, ୨୧ା୧୨ (ଡି.ଏନ.ଏ.): ରାସ୍ତା ପ୍ରଶସ୍ତୀକରଣର ଆଳ ଦେଖାଇ ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥ(ଏନଏଚ୍‌) କଡରୁ କଟା ଚାଲିଛି ଗଛ। ତେବେ ରାସ୍ତା ପ୍ରଶସ୍ତୀକରଣକୁ ପରିବେଶବିତ ବିରୋଧ କରୁନାହାନ୍ତି। ବିରୋଧ କରୁଛନ୍ତି ବୃକ୍ଷରୋପଣ କରାଯାଉଥିଲା କାହିଁକି। ପୁଣି ମାତ୍ର…

ଧିମଉଛି ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ

ପୁରୁଣା ଭୁବନେଶ୍ୱର ,୨୧ା୧୨(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରକ୍ରିୟା ଧିମୋଉଛି। ଶୁକ୍ରବାର ଲିଙ୍ଗରାଜ ଥାନା ଭାଙ୍ଗିବାର ଥିଲା। ମାତ୍ର ମାଲଖାନାରେ ଥିବା ଆସବାବପତ୍ର ଓ ଗୁରୁତ୍ୱପୂର୍ଣ୍ଣ ନଥିପତ୍ର ସବୁ ସ୍ଥାନାନ୍ତର ହୋଇ ନ ଥିବାରୁ ବାଧ୍ୟ ହୋଇ ନିକଟସ୍ଥ ଶୌଚାଳୟ…

ମହାବୀର ମୃତ୍ୟୁର କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଆନ୍ତଃ ରାଜ୍ୟ ବ୍ୟାଘ୍ର ସ୍ଥାନାନ୍ତରଣ ପ୍ରକଳ୍ପ ବନ୍ଦ ହେଲା। ଏବେ ‘ସୁନ୍ଦରୀ’ ନିଜ ଘରକୁ ଫେରିଯିବ। କିନ୍ତୁ ଏହା ଭିତରେ ଅନେକ ପ୍ରଶ୍ନ ଅସମାହିତ ରହିଗଲା। କାହା ଯୋଗୁ ୨ଟି ବାଘ ମହାବୀର ଓ ସୁନ୍ଦରୀ ଏତେ କଷ୍ଟ…

୭ମ ରାଜ୍ୟ ଟେଲି ପୁରସ୍କାର ଉତ୍ସବ: ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର ‘ପେନ୍‌ସନ’ ଓ ‘ପାଇକ ବିଦ୍ରୋହ’

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶୁକ୍ରବାର ଉତ୍କଳ ମଣ୍ଡପରେ ୭ମ ରାଜ୍ୟ ଟେଲି ପୁରସ୍କାର ଉତ୍ସବ-୨୦୧୮ ଅନୁଷ୍ଠିତ ହୋଇଯାଇଛି। ‘ପେନ୍‌ସନ’ ଓ ‘ପାଇକ ବିଦ୍ରୋହ’କୁ ‘ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର’ଭାବେ ପୁରସ୍କୃତ କରାଯାଇଛି। ‘ପେନ୍‌ସନ’ ପାଇଁ…

ସର୍ବ ସମ୍ମୁଖରେ ପୋଲିସ ଜୋତାକୁ ଚୁମ୍ବନ ଦେଲେ ଏମ୍‌ପି

ହାଇଦ୍ରାବାଦ,୨୧।୧୨: ଆନ୍ଧ୍ର ପ୍ରଦେଶର ଓ୍ବାଇଏସ୍‌ଆର୍‌ କଂଗ୍ରେସ ଦଳର ଏମ୍‌ପି ଗୋରନ୍ତଲା ମାଧବ ଏବେ ଚର୍ଚ୍ଚାରେ। ସେ ତେଲ୍‌ଗୁ ଦେଶମ ପାର୍ଟି(ଟିଡିପି) ନେତା ଜେ. ସି. ଦିବାକର ରେଡ୍ଡୀଙ୍କ ଟିପ୍ପଣୀକୁ ବିରୋଧ କରି ଅନନ୍ତପୁରମରେ ଜଣେ ପୋଲିସଙ୍କ ଜୋତା ସଫା କରିବା ସହ…

କରିଶ୍ମାଙ୍କୁ ୩୬: ଉପେନଙ୍କ ସହିତ ବହୁ ଦିନ ଲିଭ୍‌ଇନ୍‌ରେ ଥିଲେ

ମୁମ୍ବାଇ: ଛୋଟପରଦାରୁ ବଲିଉଡ୍‌ରେ ପାଦ ଥାପିଥିବା ସୁନ୍ଦରୀ ଅଭିନେତ୍ରୀ କରିଶ୍ମା ତନ୍ନା ଶନିବାର ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୩ ଡିସେମ୍ବର ୨୧ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଛୋଟ ପରଦାରେ କିୟୁଁକି ଶାଶ୍‌ ଭି କଭି ବୋହୂ ଥିରେ ତାଙ୍କ…

ଅନିଶ୍ଚିତତାରେ ୧୫୦୦ ଚାଷୀ

ଗତ ୨୮ତାରିଖରୁ ଯାଜପୁର ଜିଲାରେ ଖରିଫ ଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ହେଲେ ଜିଲାର ବିଭିନ୍ନ ସ୍ଥାନରେ ଅମଳ ପୂର୍ଣ୍ଣମାତ୍ରାରେ ହୋଇ ନ ଥିବାରୁ ଧାନକିଣା ସେତେଟା ଅଗ୍ରଗତି ହୋଇନାହିଁ। ଚଳିତବର୍ଷ ଧାନ ବିକ୍ରିରେ ଚାଷୀ ଯେପରି କୌଣସି…

ବଢ଼ିଛି ଧାନ ସଂଗ୍ରହ

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଚଳିତ ବର୍ଷ ଖରିଫ ଧାନ ସଂଗ୍ରହ ବୃଦ୍ଧି ପାଇଛି। ୨୦୧୯ ଡିସେମ୍ବର ୨୦ ତାରିଖ ସୁଦ୍ଧା ରାଜ୍ୟରୁ ମୋଟ ୧୧୪ ଲକ୍ଷ ୫୫ ହଜାର ୪୪୮ କୁଇଣ୍ଟାଲ ଧାନ ସଂଗ୍ରହ ହୋଇଛି। ଗତ ବର୍ଷ ତୁଳନାରେ ୫୬ ପ୍ରତିଶତ…

ପ୍ରକାଶ ପାଇଲା ଭାଜପାର ଜିଲା ସଭାପତି ତାଲିକା

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ରାଜ୍ୟ ଭାଜପା ପକ୍ଷରୁ ଶୁକ୍ରବାର ଦଳର ୩୬ ସାଙ୍ଗଠନିକ ଜିଲା ମଧ୍ୟରୁ ୩୪ଟି ପାଇଁ ସଭାପତିଙ୍କ ନାମ ପ୍ରକାଶ କରାଯାଇଛି। ଗତ ୧୫ ଏବଂ ୧୬ ତାରିଖରେ ଜିଲା ସଭାପତି ଚୟନ ପାଇଁ ଦଳୀୟ ନିର୍ବାଚନ କରାଯାଇଥିଲା। ଏହାର ଫଳାଫଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri