Home Left

ନିର୍ଭୟା ମାମଲାକୁ ନେଇ ଆନ୍ନାଙ୍କ ମୌନବ୍ରତ

ପୁଣେ, ୨୧ା୧୨ (ପି.ଟି.): ନିର୍ଭାୟା ଗଣବଳାତ୍କାର, ହତ୍ୟା ମାମଲାର ତ୍ୱରିତ ଶୁଣାଣି ସହ ପୀଡ଼ିତାଙ୍କ ପରିବାରକୁ ଶୀଘ୍ର ନ୍ୟାୟ ପ୍ରଦାନ ଦାବିରେ ସାମାଜିକ କର୍ମୀ ଆନ୍ନା ହଜାରେ ଶୁକ୍ରବାରଠାରୁ ନିଜ ଗ୍ରାମ ମହାରାଷ୍ଟ୍ରର ରାଲେଗାଁଓ ସିଦ୍ଧିରେ ମୌନବ୍ରତ ଆରମ୍ଭ କରିଛନ୍ତି। ଏନେଇ…

ସିଏଏ ନିଅଁ।ରେ ଜଳୁଛି ଦେଶ: କେନ୍ଦ୍ର ଜାରି କଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୧ା୧୨(ଆଇଏଏନ୍‌ଏସ୍‌): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ)କୁ ବିରୋଧ କରି ଦେଶବ୍ୟାପୀ ଆନ୍ଦୋଳନ ଜାରି ରହିଥିବାବେଳେ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଭାରତୀୟ ନାଗରିକତ୍ୱ ପାଇଁ ୫ଟି ସର୍ତ୍ତ ଜାରି କରିଛି। ନାଗରିକତ୍ୱ ଆଇନ,୧୯୫୫ ପ୍ରଥମ ପରିଚ୍ଛେଦ ଅନୁଯାୟୀ ଯେଉଁମାନେ ୧୯୫୦ ଜାନୁୟାରୀ ୨୬ରେ…

ଜୈଶ୍‌ ଟାର୍ଗେଟ୍‌ରେ ମୋଦି

ନୂଆଦିଲ୍ଲୀ,୨୧ା୧୨(ଆଇଏଏନ୍‌ଏସ୍‌): ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିବା ଲାଗି ଯୋଜନା କରିଛନ୍ତି। ଆସନ୍ତା ୨୨ରେ ମୋଦି ରାମଲୀଳା ମଇଦାନରେ ଭାଜପାର ଏକ ବିଶାଳ ରାଲିକୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି। ସେଠାରେ ଜୈଶ-ଇ-ମହମ୍ମଦ (ଜେଇଏମ୍‌)ର ଆତଙ୍କବାଦୀ ମୋଦିଙ୍କୁ…

ସମର୍ଥନରେ ଶୋଭାଯାତ୍ରା

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଦେଶ ସାରା ଆନ୍ଦୋଳନର ନିଅଁ। ଜଳୁଥିବାବେଳେ ଏହାକୁ କେତେକ ସଙ୍ଗଠନ ସମର୍ଥନ ଜଣାଇଛନ୍ତି। ଏହି ଆଇନକୁ ସମର୍ଥନ କରି ଶୁକ୍ରବାର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ପକ୍ଷରୁ ବିଶାଳ…

ସିଏଏକୁ ଛାତ୍ର କଂଗ୍ରେସର ବିରୋଧ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଶୁକ୍ରବାର ଭୁବନେଶ୍ୱରରେ ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସ ଭବନରୁ ଏହି ମଶାଲ ଶୋଭାଯାତ୍ରା ବାହାରି ମାଷ୍ଟର କ୍ୟାଣ୍ଟିନ ଛକ ନିକଟରେ ପହଞ୍ଚିଥିଲା।…

ମହାପ୍ରଭୁ ୧୪ ଘଣ୍ଟା ଉପାସରେ ରହିବା ଘଟଣା: ୩ଜଣଙ୍କୁ ନୋଟିସ, ଜାନୁୟାରୀ ୪ରୁ ଶୁଣାଣି

ପୁରୀ ଅଫିସ, ୨୧ା୧୨: ଗତବର୍ଷ ଡିସେମ୍ବର ୨୮ ତାରିଖରେ ଶ୍ରୀମନ୍ଦିରରେ ଘଟିଥିଲା ଚରମ ବିଭ୍ରାଟ। ମହାପ୍ରଭୁ ୧୪ ଘଣ୍ଟା ଭୋକ ଉପାସରେ ରହିଥିଲେ। ତେବେ ଏଥିପାଇଁ ଯେଉଁମାନେ ଦାୟୀ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

୬ ସହର ପାରଦ ୧୦ ଡିଗ୍ରୀ ତଳକୁ ଖସିଲା

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ରାଜ୍ୟରେ ଶୀତ ବୃଦ୍ଧି ପାଇଛି । ଗତ ଦୁଇଦିନ ହେବ ସହରଠାରୁ ଆରମ୍ଭ କରି ଗଁ। ଗଣ୍ଡାରେ ଶୀତ ବିରାଜମାନ କରିଛି। ପାରଦ ୪ରୁ ୫ ଡିଗ୍ରୀ ସେଲସିୟସ ତଳକୁ ଖସି ଯାଇଛି। ଶୁକ୍ରବାର ରାଜ୍ୟର ୫ଟି ସହରରେ…

ସଙ୍କଟାପନ୍ନ ଅବସ୍ଥାରେ ୪୮ କିଡ୍‌ନୀ ରୋଗୀ

କଟକ ଅଫିସ,୨୧ା୧୨: କଟକ ଏସ୍‌ସିବି ମେଡିକାଲରେ ୪୮ ଜଣ କିଡ୍‌ନୀ ରୋଗୀଙ୍କ ଡାୟାଲିସିସ କରାଯାଉଛି। ମାତ୍ର ଡାୟାଲିସିସ୍‌ ପାଇଁ ଆବଶ୍ୟକ ଫ୍ଲୁଇଡ୍‌ ଏବେ ଏସ୍‌ସିବି ମେଡିକାଲରେ ମାଗଣାରେ ମିଳୁନି। ଅନ୍ୟପକ୍ଷରେ ସରକାରଙ୍କ ସହିତ ସହବନ୍ଧିତ ହୋଇଥିବା ଔଷଧ ଦୋକାନ ଡାୟାଲିସିସ୍‌ ଫ୍ଲୁଇଡ୍‌…

ଲୁଣର ଉପକାରୀ ଗୁଣ

ଲୁଣ ରୋଷେଇ ଘରର ସବୁଠାରୁ ବଡ଼ ମସଲା ବୋଲି କେହି କେହି କହିଥାଆନ୍ତି। କାରଣ ଲୁଣ ବିନା କୌଣସି ରନ୍ଧା ଖାଦ୍ୟ ସ୍ବାଦିଷ୍ଟ ହୋଇ ନ ଥାଏ। ହେଲେ କେବଳ ଖାଦ୍ୟ ରାନ୍ଧିବା ପାଇଁ ନୁହେଁ ଲୁଣର ଆହୁରି କିଛି ବ୍ୟବହାର…

ଅଧିକ ରାଜସ୍ବ, ତଥାପି ସରୁନି ସରକାରୀ ଅବହେଳା: ପଙ୍ଗୁ ଅବସ୍ଥାରେ ବାଣିଜ୍ୟକର ଅଧିକାରୀଙ୍କ କାର୍ଯ୍ୟାଳୟ

ତାଳଚେର,୨୧ା୧୨(ନି.ପ୍ର.) – ତାଳଚେରସ୍ଥିତ ବାଣିଜ୍ୟକର ଅଧିକାରୀଙ୍କ କାର୍ଯ୍ୟାଳୟରେ ଦୀର୍ଘଦିନ ହେଲା ଅଚଳାବସ୍ଥା ଲାଗି ରହିଛି। ୧୮ ମାସ ହେଲା ଏଠାରେ କୌଣସି ଅଧିକାରୀ ନାହାନ୍ତି କି ଅଫିସ କାର୍ଯ୍ୟ ମଧ୍ୟ ହେଉନାହିଁ। ଅଫିସର ସମସ୍ତ କାଗଜପତ୍ର ବନ୍ଧା ହୋଇ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ…

ଗୁରୁତର ଭାବେ ହ୍ରାସପାଉଛି ଭୂତଳ ଜଳସ୍ତର: ସଙ୍କଟ ଟାଳିବ ବର୍ଷାଜଳ ସଂରକ୍ଷଣ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ରାଜ୍ୟରେ ଭୂତଳ ଜଳ ସ୍ତର ଗୁରୁତର ଭାବେ ହ୍ରାସ ପାଇବାରେ ଲାଗିଛି। ୨୦୫୦ ବେଳକୁ ରାଜ୍ୟରେ ଜଳ ସଙ୍କଟ ସଙ୍ଗିନ ହେବ ବୋଲି ଆକଳନ କରାଯାଇଛି। ଜଳସମ୍ପଦ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟର ୫ଟି ବ୍ଲକରେ ଭୂତଳ ଜଳସ୍ତର…

ଆଜିଠାରୁ ୪୬ତମ ରାଜ୍ୟସ୍ତରୀୟ ବିଜ୍ଞାନମେଳା: ଯୋଗଦେବେ ୧୮୦ କୁନି ବୈଜ୍ଞାନିକ

ଅନୁଗୋଳ ଅଫିସ, ୨୧।୧୨- ଅନୁଗୋଳ ହାଇସ୍କୁଲରେ ଶନିବାର ଠାରୁ ଆରମ୍ଭ ହେବ ରାଜ୍ୟସ୍ତରୀୟ ୪୬ ତମ ବିଜ୍ଞାନମେଳା। ୩ ଦିନ ଧରି ହେବାକୁ ଥିବା ଏହି ବିଜ୍ଞାନମେଳାରେ ୧୮୦ ଜଣ କୁନି ବୈଜ୍ଞାନିକ ଯୋଗଦେବେ। ସେମାନଙ୍କୁ ଆଣିବାକୁ ବସ୍‌ ସୁବିଧା ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri