ମୋ ସରକାର କକ୍ଷ ଉଦ୍ଘାଟିତ
ଜି.ଉଦୟଗିରି,୨୧ା୧୨(ଡି.ଏନ.ଏ.)-ଜି.ଉଦୟଗିରି ଏନ୍ଏସି କାର୍ଯ୍ୟାଳୟ ପରିସରରେ ବୁଧବାର ମୋ ସରକାର କକ୍ଷ ଉଦ୍ଘାଟିତ ହୋଇଯାଇଛି। ଏହାକୁ ଜି.ଉଦୟଗିରି ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ସଞ୍ଜୀବ କୁମାର ମହାପାତ୍ର ଉଦ୍ଘାଟନ କରିଥିଲେ। କାର୍ଯ୍ୟକ୍ରମରେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବ୍ୟବସାୟିକ ଅନୁମତି ପତ୍ର, ପାନୀୟ ଜଳ…
ଶିକ୍ଷକ ଅଭାବ, ପାଠ ପଢ଼ାଇଲେ ମଙ୍ଗଳ ଅଧିକାରୀ: ୧୫ ଦିନ ମଧ୍ୟରେ ଶିକ୍ଷକ ନିଯୁକ୍ତି ପ୍ରତିଶ୍ରୁତି
ଫିରିଙ୍ଗିଆ,୨୧ା୧୨-ସେବାଶ୍ରମରେ ଶିକ୍ଷକ ନିଯୁକ୍ତି ପାଇଁ ଅନେକ ଦିନରୁ ଦାବି ଜଣାଇ ଆସୁଛନ୍ତି ଗ୍ରାମବାସୀ। ତଥାପି ଶିକ୍ଷକ ନିଯୁକ୍ତି କରୁନାହିଁ ପ୍ରଶାସନ। ଫିରିଙ୍ଗିଆ ବ୍ଲକ କ୍ରାଣ୍ଡିବାଲି ପଞ୍ଚାୟତର କାଙ୍ଗାପଡା ସେବାଶ୍ରମରେ ଦେଖିବାକୁ ମିଳିଛି ଏପରି ଘଟଣା। ଅନେକ ଦିନ ଧରି ଶିକ୍ଷକ ଅଭାବ…
୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର ଘଟଣା : ଗୁହାରି ଶୁଣୁନାହାନ୍ତି ଡିଇଓ, ଧାରଣା ୩ ଦିନରେ
ବ୍ରହ୍ମପୁର ଅଫିସ,୨୧ା୧୨-ବ୍ରହ୍ମପୁର ଆସ୍କାରୋଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଛି। ନ୍ୟାୟ ଦାବିରେ ଉଭୟେ ଗିରିରୋଡସ୍ଥିତ ଜିଲା ଶିକ୍ଷାଧିକାରୀ (ଡିଇଓ)ଙ୍କ କାର୍ଯ୍ୟାଳୟ ଆଗରେ ବୁଧବାରଠାରୁ ଧାରଣାରେ ବସିଛନ୍ତି। ଶୁକ୍ରବାର ଧାରଣା ତୃତୀୟ ଦିନରେ ପହଞ୍ଚିଥିଲେ ମଧ୍ୟ…
ଆକର୍ଷଣ ଥାଇ ବି ଅବହେଳିତ
କେନ୍ଦୁଝର, ୨୧।୧୨(ସ୍ବ.ପ୍ର.)-ବଣପାହାଡ ଘେରା ପ୍ରାକୃତିକ ସାୈନ୍ଦର୍ଯ୍ୟ ପରିପୂର୍ଣ୍ଣ କେନ୍ଦୁଝର ଜିଲାରେ ଅନେକ ପର୍ଯ୍ୟଟନ ବିଭବ ଭରି ରହିଛି। ଗମନାଗମନ ଓ ଅନ୍ୟ ଆନୁସଙ୍ଗିକ ସୁବିଧା ଭଳି ଭିତ୍ତିଭୂମିର ବିକାଶ ହୋଇ ପାରୁ ନ ଥିବାରୁ ବହିରାଗତ ପର୍ଯ୍ୟଟକ ଆସି ହଇରାଣ ହୋଇ…
ଅଙ୍ଗଦାନ କରିବେ ୭୦ କିନ୍ନର
ଭଦ୍ରକ ଅଫିସ, ୨୧।୧୨- ମୃତ୍ୟୁ ପରେ ସେମାନଙ୍କ ଅଙ୍ଗ ସମାଜର ଯେକୌଣସି ବର୍ଗର ଲୋକଙ୍କ ପାଇଁ ଦାନ କରିବେ। ଭଦ୍ରକ ଚରମ୍ପାସ୍ଥିତ ହୋଟେଲ ମୁନ୍ଲାଇଟ ପରିସରରେ ଶୁକ୍ରବାର ଅନୁଷ୍ଠିତ ବାର୍ଷିକ ଉତ୍ସବରେ ଅର୍ଦ୍ଧନାରୀଶ୍ୱର କିନ୍ନର ମହାସଂଘର ୭୦ ଜଣ ସଦସ୍ୟ ଏ…
ବାରିପଦାରେ ଶୀତ ବଢ଼ୁଛି
ବାରିପଦା ଅଫିସ,୨୧ା୧୨- ମୟୂରଭଞ୍ଜ ଜିଲା ବାରିପଦାରେ ଗତ ୨ ଦିନ ହେବ ଶୀତ ପ୍ରକୋପ ବଢ଼ିଛି। ପାଣି ପାଗ ବିଭାଗ ସୂଚନା ଅନୁଯାୟୀ ବୁଧବାର ଏଠାରେ ତାପମାତ୍ରା ୧୪ ଡିଗ୍ରୀ ସେଲସିୟସ ଥିବା ବେଳେ ଗୁରୁବାର ଏହା ୧୧ ଡିଗ୍ରୀକୁ ଖସିଥିଲା।…
ଶୂନ୍ୟ ହେଉଛି କୁପାରୀ ପୁଣ୍ୟଭୂମି: ଏବେ ମାଙ୍କଡ଼ା ଖଣି ଉପରେ ଲୋଲୁପ ଦୃଷ୍ଟି
ଖଇରା, ୨୧।୧୨ – ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀ ସାଂସ୍କୃତିକ ପୀଠ ପୁଣ୍ୟଭୂମି ଭାବେ ସାରା ଓଡିଶାରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଶୂନ୍ୟ ମଣ୍ଡପ, ନୃସିଂହ ମଠ, ଅମ୍ବିକା ମନ୍ଦିର, ବୌଦ୍ଧ ଓ ଜୈନ କୀର୍ତ୍ତି…
୨୬ରେ ମହିପୁରକୁ ଗଡ଼ିବ ଟ୍ରେନ୍
ନୟାଗଡ଼ ଅଫିସ,୨୧ା୧୨: ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମହିପୁର ଷ୍ଟେଶନକୁ ଆସନ୍ତା ୨୬ ତାରିଖରେ ଟ୍ରେନ୍ ଚଳାଚଳ କରିବ। ଏ ନେଇ ରେଳ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁସାରେ ଖୋର୍ଦ୍ଧା ରୋଡ଼ଠାରୁ ନୟାଗଡ଼ ଟାଉନ ଷ୍ଟେଶନକୁ ଆସୁଥିବା…
ପଞ୍ଚରିଡା ବନାଞ୍ଚଳ: ପଥପାର୍ଶ୍ୱ ବନୀକରଣ ଦିଗହରା, ୨ ହଜାର ଗଛରୁ ବଞ୍ଚିଛି ମାତ୍ର ୨୦୦
ନୟାଗଡ଼ ଅଫିସ,୨୧ା୧୨: ନୟାଗଡ଼ ବନଖଣ୍ଡ ପଞ୍ଚରିଡ଼ା ବନାଞ୍ଚଳରେ ପଥପାର୍ଶ୍ୱ ବନୀକରଣ ଦିଗହରା ହୋଇପଡିଛି। ପ୍ରାୟ ୪ବର୍ଷ ତଳେ ଲଗାଯାଇଥିବା ଚାରା ବର୍ତ୍ତମାନ ସେଠାରେ ଦେଖିବାକୁ ମିଳୁନାହିଁ। ସବୁଜ ବନାନୀ ପାଇଁ ବନ ବିଭାଗ ପକ୍ଷରୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଉଛି। ହେଲେ…
ଆତ୍ମ ସନ୍ଦେହ ସ୍ଥିତିରେ ନ ରହୁ ଶିଳ୍ପଜଗତ: ସୀତାରାମନ
ନୂଆଦିଲ୍ଲୀ,୨୧-୧୨: ଦେଶର ଶିଳ୍ପ ଜଗତ ଆତ୍ମ ସନ୍ଦେହ ସ୍ଥିତିରେ ନ ରହି ଏହାଠାରୁ ବାହାରକୁ ଆସିବାର ଆବଶ୍ୟକତା ରହିଛି ବୋଲି ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ ଶୁକ୍ରବାର କହିଛନ୍ତି। ଶିଳ୍ପ ଜଗତ ନକାରାତ୍ମକ ମନୋଭାବଠାରୁ ବାହାରକୁ ଆସିବା ଉଚିତ। ସରକାର ଶିଳ୍ପର…
ଶିଳ୍ପ ଜଗତକୁ ମୋଦିଙ୍କ ଆଶ୍ୱାସନା;ମାନ୍ଦାବସ୍ଥାରୁ ବାହରିବା ଲାଗି ଭାରତ ସକ୍ଷମ
ନୂଆଦିଲ୍ଲୀ,୨୧-୧୨: ବର୍ତ୍ତମାନର ମାନ୍ଦାବସ୍ଥାରୁ ବାହାରିବା ଲାଗି ଭାରତ ନିକଟରରେ କ୍ଷମତା ରହିଛି। ଘରୋଇ ବଜାର ଦ୍ରୁତ ଅଭିବୃଦ୍ଧି ଧାରାକୁ ଫେରିବା ଲାଗି ସକ୍ଷମ ହେବ। କର୍ପୋରେଟ ସଂସ୍ଥାଗୁଡିକ ଦେଶର ବିକାଶ ଧାରାକୁ ଆଗେଇ ନେବାକୁ ନିବେଶ ଲାଗି ଦୃଢ ନିଷ୍ପତ୍ତି ନିଅନ୍ତୁ…
ଆବାସ ଯୋଜନାରୁ ବଁଚିତ୍ ପରିବାର: କ୍ଲବ ଘର ପାଲଟିଛେ ଆଶ୍ରେ ଥଲ୍
ଗଣ୍ଡତୁରୁମ, ୨୧।୧୨ (ଡି.ଏନ୍.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ପଁଚେତ୍ ଅଧୀନ ମେହେନା ଗଁାର ଗଣେଶ ଉସେରା(୭୦)। ସେ ଝନେ ନିହାତି ଗରିବ୍ ଲୋକ ହେଇଥିଲାବେଲେ ଆବାସ ଯୋଜନାରୁ ବଁଚିତ୍ ହେଇ ରହିଛନ୍। ଏନ୍ତାଥି ସେ କୁଟୁମବସିଆ ଇତାର…
Archives


