Home Left

ଭେଟେରାନ ଖେଳାଳିଙ୍କୁ କିଣିବା ପରମ୍ପରା ବଜାୟ ରଖିଲା ସିଏସ୍‌କେ

ଚେନ୍ନାଇ,୨୦।୧୨- ଆଇପିଏଲ୍‌ ଇତିହାସର ଅନ୍ୟତମ ସଫଳ ଫ୍ରାଞ୍ଚାଇଜ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ତା’ର ଭେଟେରାନ ଖେଳାଳିଙ୍କ ଉପରେ ପୁଞ୍ଜିଲଗାଣ ପରମ୍ପରା ବଜାୟ ରଖିଛି। ଦୁଇ ବର୍ଷ ବାସନ୍ଦାଦେଶରୁ ଫେରିବା ପରେ ସିଏସ୍‌କେ ୨୦୧୮ଠାରୁ ୩୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଖେଳାଳିଙ୍କ…

ଉନ୍ନାଓ ପୀଡ଼ିତାଙ୍କୁ ମିଳିଲା ନ୍ୟାୟ: କୁଲଦୀପଙ୍କୁ ଆଜୀବନ ଜେଲ, ୨୫ ଲକ୍ଷ ଟଙ୍କା ଜରିମାନା

ନୂଆଦିଲ୍ଲୀ,୨୦।୧୨: ଶେଷରେ ଉନ୍ନାଓ ପୀଡ଼ିତାଙ୍କୁ ମିଳିଛି ନ୍ୟାୟ। ଶୁକ୍ରବାର ଦିଲ୍ଲୀର ତିସ୍‌ ହଜାରି କୋର୍ଟ ଭାରତୀୟ ଜନତା ପାର୍ଟି(ଭାଜପା)ର ବହିଷ୍କୃତ ବିଧାୟକ କୁଲଦୀପ ସେନ୍‌ଗାରଙ୍କୁ ଆଜୀବନ ଜେଲଦଣ୍ଡ ସହ ୨୫ ଲକ୍ଷ ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଏହାସହ କୋର୍ଟ ସିବିଆଇକୁ…

୮ ବର୍ଷ ବାଳକର ଆୟ ୧୮୪ କୋଟି

ନ୍ୟୁୟର୍କ: ଜଣେ ୮ ବର୍ଷ ବୟସ୍କ ବାଳକଙ୍କ ଚଳିତ ବର୍ଷର ଆୟ ୧୮୪ କୋଟି ଟଙ୍କା(୨୬ ନିୟୁତ ଡଲାର) ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ୍ୟ। ରେୟାନ କାଜି ନାମକ ଜଣେ ବାଳକ ଏପରି କରି ଦେଖାଇଛନ୍ତି।…

ଦେଶ ପାଇଁ ବେଳେ ବେଳେ ଜନତାଙ୍କ ଆକ୍ରୋଶର ଶିକାର ହେବାକୁ ପଡ଼ିଥାଏ: ମୋଦି

ନୂଆଦିଲ୍ଲୀ,୨୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ‘୧୦୦ ବର୍ଷରେ ଆସୋଚାମ (ଆସୋସିଏଟେଡ୍‌ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଅଫ୍‌ ଇଣ୍ଡିଆ)’ରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୋଦି କହିଛନ୍ତି ଆସୋଚାମ ୧୦୦ ବର୍ଷରେ ପଦାର୍ପଣ କରିବା ଏକ ବଡ ଅନୁଭୂତି।…

ମୟୂରଙ୍କୁ ନୂଆ ଜୀବନ ଦେଉଛନ୍ତି ହଂସରାଜ

ଭିଓ୍ବାନି: ହରିୟାଣାରେ ଚାଷୀମାନେ କ୍ଷେତରେ କୀଟନାଶକ ପ୍ରୟୋଗ କରିବା ଦ୍ୱାରା ମୟୂର ଉପରେ ବିପଦ ଘନେଇ ଆସିଛି। କିନ୍ତୁ ଏମାନଙ୍କୁ ବିପଦରୁ ରକ୍ଷା କରିବା ଲାଗି ଆଗେଇ ଆସିଛନ୍ତି ‘ରିୟଲ ସୋସାଇଟି ପ୍ରୋବେଶନ ଅଫ୍‌ କ୍ରୁଏଲିଟି ଟୁ ଆନିମଲ୍‌’ର ଅଧ୍ୟକ୍ଷ ହଂସରାଜ…

‘ଷ୍ଟ୍ରିଟ୍‌ ଡ୍ୟାନ୍‌ସର ୩ଡି’ରେ ଭାରତ-ପାକ୍‌ ଲଢ଼େଇ

ମୁମ୍ବାଇ: ବରୁଣ ଧାଓ୍ବନ ଏବଂ ଶ୍ରଦ୍ଧା କପୁର ଅଭିନୀତ ଫିଲ୍ମ ‘ଏବିସିଡି-୨’ରେ ଦର୍ଶକଙ୍କ ମନ ଜିଣିବା ପରେ ଏବେ ନିର୍ଦ୍ଦେଶକ ରେମୋ ଡି’ସୁଜା ଦର୍ଶକଙ୍କୁ ଭେଟି ଦେଉଛନ୍ତି ‘ଷ୍ଟ୍ରିଟ୍‌ ଡ୍ୟାନ୍‌ସର୍‌ ୩ଡି’। ଏହି ଫିଲ୍ମରେ ମଧ୍ୟ ଶ୍ରଦ୍ଧା-ବରୁଣଙ୍କ ଯୋଡ଼ି ଦେଖିବାକୁ ମିିଳିବ।…

ଶୋଭା ବଢ଼ାଇବେ ମୃତ ପ୍ରଜାପତି

ବକ୍ସର: ପ୍ରକୃତିର ଅନ୍ୟତମ ବିସ୍ମୟ ସୃଷ୍ଟି ପ୍ରଜାପତି। ଏହି ସୁନ୍ଦରତମ କୀଟକୁ ପରିକଳ୍ପନା କରି ଲେଖାଯାଇଛି ଅନେକ କାବ୍ୟ କବିତା। ସ୍ବଳ୍ପ ସମୟ ଜୀବନ ଅବଧି ଭିତରେ ପ୍ରଜାପତି ସବୁବର୍ଗର ଲୋକଙ୍କର କରିଥାଏ ଚିତ୍ତରଞ୍ଜନ। କିନ୍ତୁ ଦେହରୁ ଡେଣା ବାହାରିଗଲା ପରେ…

ଥମୁନି ସିଏଏ ନିଆଁ: ରାଜଧାନୀରେ ଜାରି ରହିଛି ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୨୦।୧୨: ରାଜଧାନୀ ଦିଲ୍ଲୀରେ ଶୁକ୍ରବାର ମଧ୍ୟ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ ଜାରି ରହିଛି। ଜାମା ମସ୍‌ଜିଦ ବାହାରେ ହଜାର ହଜାର ସଂଖ୍ୟାରେ ଲୋକ ଜମାହୋଇ ବିରୋଧ ପ୍ରଦର୍ଶନ କରୁଥିବା ଦେଖାଯାଇଛି। ପୋଲିସ ଏଠାରେ ପୂର୍ବରୁ ବିରୋଧ ପ୍ରଦର୍ଶନ…

୪ ଥର ଦଶମରେ ଫେଲ ପେସର ଖେଳିବେ ଆଇପିଏଲ

କୋଲକାତା,୨୦।୧୨- ଆଇପିଏଲ ନିଲାମ ପ୍ରକ୍ରିୟାରେ ଆକାଶ ସିଂଙ୍କୁ କିଣିଛି ରାଜସ୍ଥାନ ରୟାଲ୍ସ ଦଳ। ରାଜସ୍ଥାନ ଫ୍ରାଞ୍ଚାଇଜ ଆକାଶଙ୍କୁ ୨୦ ଲକ୍ଷ ଟଙ୍କାର ବେସ ପ୍ରାଇସରେ ଦଳରେ ସାମିଲ କରିଛି। ରାଜସ୍ଥାନରେ ରହୁଥିବା ଆକାଶ ଜଣେ ବାମହାତୀ ପେସର। ସେ ୧୯ ବର୍ଷରୁ…

ଦିନେ ବିକୁଥିଲେ ଗୁପ୍‌ଚୁପ୍‌, ଆଇପିଏଲରେ ୨.୪୦କୋଟି ଟଙ୍କାରେ ବିକ୍ରି ହେଲେ ଏହି ଖେଳାଳି

ମୁମ୍ବାଇ,୨୦।୧୨: ମୁମ୍ବାଇର ୧୭ ବର୍ଷୀୟ ଯୁବ ବ୍ୟାଟ୍ସମ୍ୟାନ୍‌ ଯଶସ୍ବୀ ଜଇସ୍ବାଲ୍‌ ଆଇପିଏଲରେ ୨.୪୦ କୋଟି ଟଙ୍କାରେ ବିକ୍ରି ହୋଇଛନ୍ତି। ତାଙ୍କୁ ରାଜସ୍ଥାନ ରୟାଲ୍ସ ପକ୍ଷରୁ ନିଆଯାଇଛି। ଜଇସ୍ବାଲ୍‌ ବାମହାତୀ ବ୍ୟାଟ୍ସମ୍ୟାନ୍‌ ଏବଂ ଡାହାଣହାତୀ ସ୍ପିନ୍‌ ବୋଲର୍‌ ଭାବେ ନିଜ ପ୍ରତିଭା ଦେଖାଇସାରିଛନ୍ତି।…

କନ୍ତୋଲରେ ବୋମାମାଡ଼, ଜଣେ ଗୁରୁତର

ଆଠଗଡ଼,୨୦।୧୨(ଡି.ଏନ୍‌.ଏ.): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କନ୍ତୋଲ ବଉଳ ମଣ୍ଡପ ସାହିର ପ୍ରକାଶ କୁମାର ନାୟକଙ୍କ ଘର ଉପରେ ବୋମାମାଡ଼ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ପ୍ରକାଶଙ୍କ ଘର ଉପରକୁ ଲଗାତର ୩ଟି ବୋମା ଫିଙ୍ଗିଥିଲେ। ଫଳରେ ପ୍ରକାଶଙ୍କ…

ପେଟ୍ରୋଲ ପମ୍ପରୁ ଲୁଟ୍‌: କର୍ମଚାରୀଙ୍କୁ ମାଡ଼ ମାରି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ମାର୍ଶାଘାଇ,୨୦।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫ନଂ. ଜାତୀୟ ରାଜପଥ ମାର୍ଶାଘାଇ କ୍ରସିଂ ଛକ ଓ ହଜାରୀ ଛକ ମଧ୍ୟରେ ଥିବା ପେଟ୍ରୋଲ ପମ୍ପରୁ ଲୁଟ୍‌ ହୋଇଥିବା ନେଇ ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri