ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା
କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ ଘଟଣା ଘଟିଛି ପଶ୍ଚିମବଙ୍ଗର ଜଣେ ମହିଳାଙ୍କ କ୍ଷେତ୍ରରେ, ଯିଏ କି ବୁଧବାର ନେପାଳରେ…
ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ
ଓ୍ବାଶିଂଟନ୍,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ନେପାଳକୁ ଯେକୌଣସି ପ୍ରକାରର ସାହାଯ୍ୟ ଆବଶ୍ୟକ ହେଲେ…
‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ
ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍ ଜଗତରେ ଚର୍ଚ୍ଚା ଜୋର ଧରିଛି । ବିଶ୍ୱକପ୍ ପରେ ମଧ୍ୟ ସୂର୍ଯ୍ୟ ଭାରତୀୟ ଦଳର ନେତୃତ୍ୱ ନେବେ…
ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…
ନୂଆଦିଲ୍ଲୀ,୨୮ା୮: ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର ଅନୁସାରେ ୨୦୨୯ ଲୋକ ସଭା ନିର୍ବାଚନ, ବିଭିନ୍ନ ରାଜ୍ୟର ଆଗାମୀ ବିଧାନସଭା ନିର୍ବାଚନ,…
ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା
ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର ଗୋପାଳପୁର ନିର୍ବାଚନମଣ୍ଡଳୀ ଗୋଳାବନ୍ଧରେ ବିସ୍ଥାପିତଙ୍କୁ ପୁନଃସ୍ଥାପନ ଏବଂ ପୁନର୍ବାସ ସହାୟତା ବଣ୍ଟନ କାର୍ଯ୍ୟକ୍ରମରେ…
ବେଲଗାମ୍ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍ ସହରବାସୀ: ସ୍ପିଡ୍ ବାଇକର୍ଙ୍କ ଯୋଗୁ ଦୁର୍ଘଟଣା ଭୟ
ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ ରାସ୍ତାଠାରୁ ଆରମ୍ଭ କରି ଭଟଲି ଛକ, ବାନ୍ଦୁଟିକ୍ରା(ଭିଏସ୍ଏସ୍ ନଗର) ଛକ, ଗାନ୍ଧୀଛକ, ଘରୋଇ…
ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ
ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ କିମ୍ବା ବିଭାଗୀୟ ଅଧିକାରୀ ଦୃଷ୍ଟି ନ ଦେବା ସାଧାରଣରେ ଚର୍ଚ୍ଚାରେ ବିଷୟ ହୋଇଛି।…
ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ ବେଳକୁ ଘୂର୍ଣ୍ଣିବଳୟଟି ସମାନ ଅଞ୍ଚଳରେ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର…
ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା
ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍ପୋକ୍ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ନିଖୋଜ ଥିବ ଜଣାପଡିଛି। ମାକୁଇ ଅଶାଙ୍ଗ ଏବଂ ଥାନାମ୍ବା ନାଗା ଗ୍ରାମରେ ଏହି…
କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍ ଇଣ୍ଡିଆରେ ବଡ଼ ଦାୟିତ୍ୱ
ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍ ପାଇଁ ଦଳ ଘୋଷଣା କରିଛି। ଆସନ୍ତା ସେପ୍ଟେମ୍ବର ମାସରେ ଖେଳାଯିବାକୁ ଥିବା ଏହି…
ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା
କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ ତୃତୀୟ ବ୍ୟାଟର ଭାବେ ଫଲୋ-ଅନ୍ ବରଣ କରିଥିବା ଦଳ ପାଇଁ ଉଭୟ ଇନିଂସରେ…
ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍…
ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ ‘ଲାଭ ଯୋଗ’ ସୃଷ୍ଟି କରିବେ। ୱେଷ୍ଟର୍ଣ୍ଣ ଆଷ୍ଟ୍ରୋଲୋଜିରେ ଏହାକୁ ସେକ୍ସଟାଇଲ ଆସ୍ପେକ୍ଟ (Sextile…

