ଦନ୍ତାହାତୀ ଆକ୍ରମଣରେ ଚାଷୀଙ୍କ ଜୀବନଗଲା
ପରଜଙ୍ଗ,୨୦।୧୨(ଡି.ଏନ୍.ଏ.): ଢେଙ୍କାନାଳ ବନଖଣ୍ଡ ମହାବୀରୋଡ୍ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ରୋଡ଼ ପଞ୍ଚାୟତ କୁନ୍ଦନଦେଇପୁର ଗ୍ରାମ ଗୁଡ଼ିଆନାଳି ବେରଣା ନିକଟରେ ଦନ୍ତାହାତୀ ଆକ୍ରମଣରେ ଶୁକ୍ରବାର ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ପରଜଙ୍ଗ ଥାନା ରୋଡ୍ ଗାଁର…
୭.୭୫ କୋଟି ମିଳିବା ପରେ ନାଚିଲେ ହେଟମେର
କୋଲକାତା,୨୦।୧୨- ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ ସିମରନ ହେଟମେରଙ୍କୁ ଆଇପିଏଲ ନିଲାମ ପ୍ରକ୍ରିୟାରେ ଦିଲ୍ଲୀ କ୍ୟାପିଟାଲ୍ସ ୭.୭୫ କୋଟି ଟଙ୍କାରେ କିଣିଛି। ଏ ସମ୍ପର୍କରେ ସୂଚନା ପାଇବା ପରେ ହେଟମେର ଖୁସିରେ ନାଚି ଉଠିଛନ୍ତି। ଏ ନେଇ ଡିସି ଫ୍ରାଞ୍ଚାଇଜ ପକ୍ଷରୁ ଏକ ଭିଡିଓ…
ରିଲିଜ୍ ହେଲା ସଲମାନଙ୍କ ବହୁପ୍ରତୀକ୍ଷିତ ଫିଲ୍ମ ‘ଦବଙ୍ଗ-୩’: ଦର୍ଶକ କହିଲେ ‘ବ୍ଲକବଷ୍ଟର’
ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ବହୁପ୍ରତୀକ୍ଷିତ ଫିଲ୍ମ ‘ଦବଙ୍ଗ-୩’ ରିଲିଜ ହୋଇଯାଇଛି। ‘ଚୁଲବୁଲ ପାଣ୍ଡେ’ ଚରିତ୍ରରେ ସଲ୍ଲୁ ପୁଣିଥରେ ଏହି ଖ୍ରୀଷ୍ଟମାସରେ ଦର୍ଶକଙ୍କ ମନୋରଞ୍ଜନ କରିଛନ୍ତି। ଦମଦାର କମେଡି ସାଙ୍ଗକୁ ସଲମାନ ଖାନଙ୍କ ଆକ୍ସନ ଦର୍ଶକଙ୍କୁ ଖୁବ ପସନ୍ଦ ଆସିଛି। ଫିଲ୍ମ…
କରତକଳ ଉପରେ ବନବିଭାଗର ଚଢ଼ାଉ
ଜଳେଶ୍ୱର,୨୦।୧୨(ଡି.ଏନ୍.ଏ.) : ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ବର୍ତ୍ତନା ଗ୍ରାମରେ ଥିବା ବେଆଇନ କରତକଳ ଉପରେ ଶୁକ୍ରବାର ବନବିଭାଗର ଏସିଏଫ୍ ସମୀର କୁମାର ସାହୁ, ବାରିପଦା ଭିଜିଲାନ୍ସ ଡିଏସ୍ପି, ବାଲେଶ୍ବର ବନବିଭାଗ ମାଜିଷ୍ଟ୍ରେଟ, ରେଞ୍ଜର ଦେବେନ୍ଦ୍ର ପାତ୍ର ଏବଂ ଜଳେଶ୍ବର…
ଥମୁନି ସିଏଏ ନିଆଁ: ଉତ୍ତରପ୍ରଦେଶର ୧୪ ଜିଲାରେ ଇଣ୍ଟରନେଟ୍ ସେବା ବନ୍ଦ
ନୂଆଦିଲ୍ଲୀ,୨୦।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ବ୍ୟାପିଥିବା ଆନ୍ଦୋଳନ ଥମିବାର ନାଁ ନେଉନାହିଁ। ଦେଶର ଉତ୍ତର ପୂର୍ବ ଭାରତରେ ଏବଂ ପରେ ରାଜଧାନୀ ନୂଆଦିଲ୍ଲୀରେ ବ୍ୟାପକ ହୋଇଥିବା ଏହି ଆନ୍ଦୋଳନ ବର୍ତ୍ତମାନ ଦକ୍ଷିଣ ଭାରତ ମୁହାଁ ହୋଇଛି। ଦିଲ୍ଲୀରେ ଏହି ଆନ୍ଦୋଳନ…
ଧୂମଧାମରେ ଜନ୍ମଦିନ ପାଳିଲେ ତୈମୁର
ବଲିଉଡ ଅଭିନେତା ସୈଫ ଅଲୀ ଖାନ ଏବଂ ଅଭିନେତ୍ରୀ କରୀନା କପୁରଙ୍କ ପୁଅ ତୈମୁର ୩ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପଟ୍ଟୌଦୀ ପ୍ୟାଲେସରେ ଖ୍ରୀଷ୍ଟମାସ ଟ୍ରି ସାଙ୍ଗକୁ ଆଲୋକମାଳାରେ ସଜାଯାଇଛି। ତୈମୁରଙ୍କ ପସନ୍ଦର କେକ୍ ସାଙ୍ଗକୁ ଉପହାର ଦେଇଥିଲେ…
କୁକୁଡ଼ା ବୋଝେଇ ପିକ୍ଅପ୍ ଦୁର୍ଘଟଣାଗ୍ରସ୍ତ: କୁକୁଡ଼ା ବୋହିନେଲେ ଲୋକେ
ପାଟଣା,୨୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରେଙ୍ଗାଳବେଡ଼ା ୪୯ ନଂ ଜାତୀୟ ରାଜପଥ ନିକଟ ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ବ୍ରଏଲର କୁକୁଡ଼ା ବୋଝେଇ ପିକ୍ଅପ ଭ୍ୟାନକୁ ଶୁକ୍ରବାର ସକାଳୁ ପଛପଟୁ ଏକ ଟ୍ରକ ଧକ୍କା ଦେଇଛି। ଫଳରେ କୁକୁଡ଼ା ବୋଝେଇ…
ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଚୂଡାନ୍ତ ପର୍ଯ୍ୟାୟ ମତଦାନ ଆରମ୍ଭ
ରାଞ୍ଚି,୨୦।୧୨:ଝାଡ଼ଖଣ୍ଡ ବିଧାନସଭାର ଚୂଡ଼ାନ୍ତ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୭ରୁ ଭୋଟିଂ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଏହା ଅପରାହ୍ନ ୩ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ଏହି ପର୍ଯ୍ୟାୟରେ ୧୬ଟି ଆସନ ଲାଗି ୨୩୭ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ମହାମେଣ୍ଟର…
ମହିଳା ଖେଳାଳିଙ୍କୁ ପୋଲିସ ବିଭାଗରେ ଅବହେଳା ଅଭିଯୋଗ
ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ଓ୍ବେଟ୍ ଲିଫ୍ଟିଂ ବା ଶକ୍ତି ଉତ୍ତୋଳନରେ ଦକ୍ଷିଣ ଆଫ୍ରିକାରେ ୨୦୧୦-୧୧ରେ ସ୍ବର୍ଣ୍ଣ ବିଜୟିନୀ ଶୁଭସ୍ମିତା ମହାନ୍ତି ରାଜ୍ୟ ପୋଲିସ ବିଭାଗରେ କନ୍ଷ୍ଟେବଳ ଭାବେ କାର୍ଯ୍ୟରତ ଅଛନ୍ତି। ଭଲ ଖେଳ ପ୍ରଦର୍ଶନ ପାଇଁ ୨୦୧୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ…
ଚିଲିକାରେ ହେବ ଫ୍ଲୋଟିଂ ରେସ୍ତୋରାଁ, ହାଉସ୍ବୋଟ୍
ଭୁବନେଶ୍ୱର, ୨୦।୧୨(ବ୍ୟୁରୋ): ଖୁବ୍ଶୀଘ୍ର ଏସିଆ ମହାଦେଶର ସର୍ବବୃହତ୍ ଲୁଣାହ୍ରଦ ଚିଲିକାରେ ଆରମ୍ଭ ହେବ ‘ଫ୍ଲୋଟିଂ ରେସ୍ତୋରାଁ’ ବା ‘ଭାସମାନ ଭୋଜନାଳୟ’। ଚିଲିକାର ରମ୍ଭା ଏବଂ ବଡ଼କୂଳରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଏହି ବ୍ୟବସ୍ଥାର ଶୁଭାରମ୍ଭ ହେବ। ଏଥିପାଇଁ ବିଭାଗ ପକ୍ଷରୁ ୬…
ଆସିଲା ଦୁଇ ପ୍ରଜାତିର ୨୬ ପକ୍ଷୀ
ବାରଙ୍ଗ, ୨୦।୧୨(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଥିବା ପଶୁପକ୍ଷୀଙ୍କ ପ୍ରଜାତି ସଂଖ୍ୟା ବୃଦ୍ଧି ପାଇଛି। ଗୁରୁବାର ଏଠାକୁ ୨ଟି ପ୍ରଜାତିର ୨୬ଟି ପକ୍ଷୀ କଟକର ଏକ ଘରୋଇ ସଂସ୍ଥାରୁ ଅଣାଯାଇଛି। ଏହି ୨ଟି ପ୍ରଜାତି ହେଲା ୟେଲୋ ସାଇଟେଡ କନ୍ୟୁର ହଳ ଓ…
ଗ୍ରାହକ ସେବା ସର୍ବୋଚ୍ଚ ଲକ୍ଷ୍ୟ: ଶିଭମ୍ ହୋଣ୍ଡା
ପୁରୀ ଅଫିସ, ୨୦।୧୨:ପୁରୀ ଭିଆଇପି ରୋଡରେ ଥିବା ଶିଭମ୍ ହୋଣ୍ଡା ୪ର୍ଥ ବର୍ଷରେ ପଦାର୍ପଣ କରିଛି। ଗ୍ରାହକ ସେବାକୁ ସର୍ବୋଚ୍ଚ ଲକ୍ଷ୍ୟ ଭାବେ ଗ୍ରହଣ କରିଥିବା ହୋଣ୍ଡାର ଏହି ୨ଚକିଆ ଶୋ’ରୁମ ଅନେକ ସନ୍ତୁଷ୍ଟ ଗ୍ରାହକ ସୃଷ୍ଟି କରିପାରିଛି ବୋଲି ଏହାର ଏମ୍ଡି…
Archives


