Home Left

ସିଏଏ ବିରୋଧୀ ହିଂସା:୧୦୦ କୋଟି କ୍ଷତି ସହିଲାଣି ରେଲଓ୍ବେ

ନୂଆଦିଲ୍ଲୀ,  ୨୦।୧୨:ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ ଜାରି ରହିଥିବାବେଳେ ରେଲଓ୍ବେର ବହୁ କ୍ଷତି ଘଟିଛି। ବିକ୍ଷୋଭକାରୀମାନେ ରେଳଷ୍ଟେଶନରେ ଭଙ୍ଗାରୁଜା କରିବା, ଟ୍ରେନରେ ନିଆଁ ଲଗାଇବା ଫଳରେ ବିଭାଗର ପ୍ରାୟ ୧୦୦ କୋଟି ଟଙ୍କା…

ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ଗୃହୀତ

ଓ୍ବାଶିଂଟନ, ୨୦।୧୨(ପି.ଟି.):ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ବୁଧବାର ପ୍ରତିନିଧି ସଭାରେ ଗୃହୀତ ହୋଇଛି। ଫଳରେ ତାଙ୍କୁ ସିନେଟରେ ବିଚାରର ସମ୍ମୁଖୀନ ହେବାକୁ ପଡିବ। ସେ କ୍ଷମତାରେ ରହିବେ କି ବହିଷ୍କୃତ ହେବେ ସେ ନିଷ୍ପତ୍ତି ସିନେଟ ନେବ। ମହାଭିଯୋଗ…

କେନ୍ଦ୍ର, ଦିଲ୍ଲୀ ସରକାରଙ୍କୁ ହାଇକୋର୍ଟ ନୋଟିସ

ନୂଆଦିଲ୍ଲୀ, ୨୦।୧୨(ପି.ଟି.):ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନ ବେଳେ ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟରେ ଘଟିଥିବା ହିଂସାକାଣ୍ଡର ତଦନ୍ତ ପାଇଁ ବିଚାର ବିଭାଗୀୟ କମିଶନ ଗଠନ ନିମନ୍ତେ ଦାବି ହୋଇଛି। ଏଭଳି ଏକାଧିକ ଜନସ୍ବାର୍ଥ ମାମଲାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ…

‘ସିଏଏକୁ ସମର୍ଥନ କରିଥିଲେ ମନମୋହନ’

ନୂଆଦିଲ୍ଲୀ, ୨୦।୧୨(ପି.ଟି.):ସିଏଏକୁ ନେଇ କେନ୍ଦ୍ର ସରକାର ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଜୋର୍‌ଦାର ବିରୋଧର ସମ୍ମୁଖୀନ ହେବା ପରେ ଭାଜପା ଗୁରୁବାର ବରିଷ୍ଠ କଂଗ୍ରେସ ନେତା ମନମୋହନ ସିଂଙ୍କ ୨୦୦୩ ବକ୍ତବ୍ୟର ଏକ ଭିଡିଓ ପୋଷ୍ଟ କରିଛି। ବାଂଲାଦେଶ ଭଳି ପଡୋଶୀ ଦେଶରୁ ଆସି…

ବିହାର ବନ୍ଦ ବେଳେ ହିଂସା

ପାଟନା, ୨୦।୧୨(ପି.ଟି.):ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଏବଂ ଦେଶବ୍ୟାପୀ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଲାଗୁ କରିବା ପ୍ରସ୍ତାବର ବିରୋଧ କରି ବାମଦଳଗୁଡ଼ିକ ପକ୍ଷରୁ ଗୁରୁବାର ବିହାର ବନ୍ଦ ଡାକରା ଦିଆଯାଇଥିବାବେଳେ ବିଭିନ୍ନ ସ୍ଥାନରେ ଏହା ହିଂସାତ୍ମକ ରୂପ ନେଇଥିଲା। ୧୨ ଘଣ୍ଟିଆ…

ସିଏଏ, ଏନ୍‌ଆର୍‌ସି ଲାଗୁ ହେବ: ନଡ୍ଡା

ନୂଆଦିଲ୍ଲୀ, ୨୦।୧୨(ପି.ଟି.):ନାଗରିକତ୍ୱ ଆଇନକୁ ବିରୋଧ କରି ସାରା ଦେଶରେ ନିଆଁ ଜଳୁଥିବାବେଳେ ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି. ନଡ୍ଡା ସେଥିରେ ଘିଅ ଢାଳିଛନ୍ତି। ନୂଆ ନାଗରିକତ୍ୱ ଆଇନ (ସିଏଏ) ଲାଗୁ ହେବା ସହ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ସାରା ଦେଶରେ କାର୍ଯ୍ୟକାରୀ…

ଗଣଭୋଟ ପାଇଁ ମମତାଙ୍କ ଆହ୍ବାନ

କୋଲକାତା, ୨୦।୧୨:ନୂଆ ନାଗରିକତ୍ୱ ଆଇନକୁ ବିରୋଧ କରି ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବାବେଳେ ଜାତିସଂଘ ତତ୍ତ୍ୱାବଧାନରେ ଏହା ଉପରେ ଗଣଭୋଟ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶାସକ ଦଳ ଭାଜପାକୁ ଆହ୍ବାନ ଦେଇଛନ୍ତି। କୋଲକାତାରେ ଏକ ବିଶାଳ ରାଲିକୁ ସମ୍ବୋଧିତ କରି ତୃଣମୂଳ…

ବିରୋଧୀଙ୍କ ଅଭିଯୋଗ: ନିଆଁରେ ଘିଅ ଢାଳୁଛି କେନ୍ଦ୍ର, ଅଘୋଷିତ ଜରୁରୀ ପରିସ୍ଥିିତି

ନୂଆଦିଲ୍ଲୀ, ୨୦।୧୨(ପି.ଟି./ଆଇଏଏନ୍‌ଏସ୍‌):ନୂଆ ନାଗରିକତ୍ୱ ଆଇନ ବିରୋଧୀ ବିକ୍ଷୋଭ ଦେଶବ୍ୟାପୀ ଆନ୍ଦୋଳନର ରୂପ ନେଇସାରିଛି। ଉତ୍ତର-ପୂର୍ବାଞ୍ଚଳରେ ଉଠିଥିବା ନିଆଁ ପଶ୍ଚିମବଙ୍ଗ ପରେ ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଓ ଦକ୍ଷିଣ ଭାରତରେ ଭୟାବହ ସ୍ଥିତି ସୃଷ୍ଟି କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌…

‘ନିରପେକ୍ଷତାକୁ ବାଚସ୍ପତି ଗୁରୁତ୍ୱ ଦେବା ଆବଶ୍ୟକ’

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ପାର୍ଲାମେଣ୍ଟ ଓ ବିଧାନସଭାର ବାଚସ୍ପତିମାନେ ଦଳବଦଳ ନିରୋଧ ଆଇନକୁ କାର୍ଯ୍ୟକାରୀ କରିବା ଏବଂ ସଦସ୍ୟମାନଙ୍କୁ ଅଯୋଗ୍ୟ ଘୋଷଣା କରିବାବେଳେ ବାଚସ୍ପତିମାନେ ନିରପେକ୍ଷ ରହିବା ନିହାତି ଆବଶ୍ୟକ। ଏ ସମ୍ପର୍କରେ ସମୟୋଚିତ ନିଷ୍ପତ୍ତି ନେବା ବାଞ୍ଛନୀୟ, ଯାହା ନିର୍ବିବାଦୀୟ ହେବା ଉଚିତ। ଯାହାଫଳରେ…

ମଧ୍ୟପ୍ରଦେଶ ଫେରିଯିବ ‘ସୁନ୍ଦରୀ’

ଭୁବନେଶ୍ୱର,  ୨୦।୧୨(ବ୍ୟୁରୋ):ସାତକୋଶିଆରୁ ମଧ୍ୟପ୍ରଦେଶ ଫେରିଯିବ ବାଘୁଣୀ ‘ସୁନ୍ଦରୀ’। ଯଥାଶୀଘ୍ର ଫେରାଇ ଦେବାକୁ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ(ଏନ୍‌ଟିସିଏ) ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି। ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପରେ ମହାବୀର ବାଘର ମୃତ୍ୟୁ ଏବଂ ସୁନ୍ଦରୀ ବାଘୁଣୀକୁ ପରିଚାଳନାରେ ବିଫଳତା ପାଇଁ ଓଡ଼ିଶା…

ଓଟିଡିସି କରିବ ଡେଷ୍ଟିନେଶନ ଓ୍ବେଡିଂ

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ଗୋଆ, ମସୌରୀ, ଉଦୟପୁର ଭଳି ଓଡ଼ିଶାରେ ବି ହେବ ଡେଷ୍ଟିନେଶନ ଓ୍ବେଡିଂ। ମେହେନ୍ଦି, ସଙ୍ଗୀତ ସେରିମନିରୁ ଆରମ୍ଭ କରି ବିବାହ ପର୍ଯ୍ୟନ୍ତ ସବୁକିଛି ମହାଆଡ଼ମ୍ବରରେ ହେବ। ଏପରି କି ଚାହିଁଲେ ଓଲିଉଡ୍‌ ଓ ବଲିଉଡ୍‌ କଳାକାରଙ୍କୁ ମଧ୍ୟ ନିମନ୍ତ୍ରଣ କରାଯିବ। ଆଗାମୀ…

ନାଗରିକତ୍ୱ ସଂଶୋଧନ ଆଇନ ପ୍ରତ୍ୟାହାର ଦାବି:ଓଡ଼ିଶାରେ ତେଜିଲା ବିରୋଧର ସ୍ବର

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ (ଏନ୍‌ଆରସି) ବିରୋଧୀ ଆନ୍ଦୋଳନ ଦେଶର ବିଭିନ୍ନ ରାଜ୍ୟକୁ ବ୍ୟାପିବାରେ ଲାଗିଛି। ଆସାମ, ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ, ଦିଲ୍ଲୀ ସମେତ ଦେଶର ବିଭିନ୍ନ ପ୍ରାନ୍ତରରେ ହିଂସା ଲାଗି ରହିଥିବାବେଳେ ଓଡ଼ିଶାରେ ପ୍ରତିବାଦର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri