Home Left

ରାଜ୍ୟର ୧୩ ସ୍ବାସ୍ଥ୍ୟ ଅନୁଷ୍ଠାନକୁ ଅଙ୍ଗ ପ୍ରତ୍ୟାରୋପଣ ଅନୁମତି

କଟକ ଅଫିସ,୧୯ା୧୨- ଏସ୍‌ସିବି ମେଡିକାଲ ସମେତ ରାଜ୍ୟର ୧୩ଟି ସ୍ବାସ୍ଥ୍ୟ ଅନୁଷ୍ଠାନକୁ ଅଙ୍ଗ ପ୍ରତ୍ୟାରୋପଣ ନିମନ୍ତେ ମେଡିକାଲ ଶିକ୍ଷା ଓ ତାଲିମ ନିର୍ଦ୍ଦେଶକ(ଡିଏମ୍‌ଇଟି)ଙ୍କ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି। ଏହି କେନ୍ଦ୍ରଗୁଡ଼ିକୁ ଅର୍ଗାନ ହାର୍ଭେଷ୍ଟିଂ ସେଣ୍ଟର ଭାବେ ମାନ୍ୟତା ଦିଆଯାଇଛି। ଏହି…

ପୁରୀ ଗଣବଳାତ୍କାର ଘଟଣା: ହାଇକୋର୍ଟରେ ମିସ୍‌ କେସ୍‌ ଦାଏର

କଟକ ଅଫିସ,୧୯ା୧୨- ରାଜ୍ୟର ବହୁଚର୍ଚ୍ଚିତ ପୁରୀ ଗଣବଳାତ୍କାର ଘଟଣାରେ ଗୁରୁବାର ହାଇକୋର୍ଟରେ ଏକ ମିସ୍‌ କେସ୍‌ ଦାଏର କରାଯାଇଛି। ଉକ୍ତ ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ ରାଜେଶ କୁମାର ସେଠୀଙ୍କ ପକ୍ଷରୁ ଏହି କେସ୍‌ ଦାଏର କରାଯାଇଛି। ପିଟିଶନରେ ଆବେଦନକାରୀ ଦର୍ଶାଇଛନ୍ତି,…

ମହିଳାଙ୍କୁ ବଳାତ୍କାର ପରେ ହତ୍ୟା ମାମଲା: ଦୋଷୀଙ୍କୁ ୧୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୧୯।୧୨-ଜଣେ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର ଜିଲା ଦ୍ୱିତୀୟ ଅତିରିକ୍ତ ଜିଲା ଦୌରାଜଜ୍‌ ସୁବାଷ କୁମାର ବେହାରି ଅଭିଯୁକ୍ତଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୭ହଜାର ଟଙ୍କା ଜରିମାନା ଆଦେଶ…

ସାପ ଧରି ଯୁବକଙ୍କ ଉନ୍ମତ୍ତ କାଣ୍ଡ

ଔପଦା,୧୯।୧୨(ଡି.ଏନ.ଏ.)-ଔପଦା ବ୍ଲକ ସଦର ବଜାରରେ ଥିବା ସିଦ୍ଧେଶ୍ୱର ମହାଦେବ ମନ୍ଦିର ମଧ୍ୟକୁ ଜଣେ ଯୁବକ ହାତରେ ସାପ ଧରି ପଶି ଉନ୍ମତ୍ତ କାଣ୍ଡ ଭିଆଇଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ବିଷୟ ହୋଇଛି। ଉକ୍ତ ଯୁବକ ହେଲେ ପୃଥ୍ବୀରାଜ କର (୨୬)। ଗୁରୁବାର…

ବେଆଇନ ଇଟାଭାଟି ଉଚ୍ଛେଦକୁ ବିରୋଧ: ବିଫଳ ହୋଇ ଫେରିଲେ ଅଧିକାରୀ

ବାଲେଶ୍ୱର ଅଫିସ,୧୯।୧୨-ବାଲେଶ୍ୱର ଜିଲା ସଦର ତହସିଲ ଅନ୍ତର୍ଭୁକ୍ତ ଫୁଲାଡ଼ି ଅଞ୍ଚଳରେ ଥିବା ୪ଟି ବେଆଇନ ଇଟାଭାଟି ଉଚ୍ଛେଦ ଲାଗି ପ୍ରଶାସନ ପ୍ରସ୍ତୁତ ହୋଇ ଗୁରୁବାର ପୂର୍ବାହ୍ନରେ ପହଞ୍ଚତ୍ଥିଲା। ଗ୍ରାମବାସୀ ଏକାଠି ହୋଇ ତହସିଲଦାର ପଞ୍ଚାନନ ପାତ୍ରଙ୍କ ଗାଡ଼ିକୁ ଘେରିଯିବା ସହ ରାସ୍ତା…

ଫିଫା ର଼୍ୟାଙ୍କିଙ୍ଗ୍‌: ଭାରତ ସ୍ଥିର

ନୂଆଦିଲ୍ଲୀ,୧୯।୧୨(ପି.ଟି.)-ସଦ୍ୟ ପ୍ରକାଶିତ ଫିଫା ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ପୁରୁଷ ଫୁଟବଲ ଦଳ ବର୍ଷ ଶେଷରେ ୧୦୮ତମ ସ୍ଥାନରେ ପୂର୍ବପରି ସ୍ଥିର ରହିଛି। ତେବେ ଗତ ଗୋଟିଏ ବର୍ଷରେ ଭାରତ ୧୧ଟି ସ୍ଥାନ ତଳକୁ ଖସିଛି। ଗତ ବର୍ଷ ଡିସେମ୍ବର ମାସରେ ଭାରତ ୯୭ତମ…

ଭିଜିଲାନ୍ସ ଜାଲରେ ଏଆରଆଇ

ନବରଙ୍ଗପୁର,୧୯।୧୨(ବି.ପ୍ର.)-ନବରଙ୍ଗପୁର ଜିଲା କୋଡିଙ୍ଗା ତହସିଲ ଅଧୀନ ବଡଆମ୍ବଡା ରାଜସ୍ବ ନିରିକ୍ଷକ କାର୍ଯ୍ୟାଳୟର ଅତିରିକ୍ତ ରାଜସ୍ବ ନିରିକ୍ଷକ(ଏଆରଆଇ) ହରିବନ୍ଧୁ ରନ୍ଧାରୀ ୧୫ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତିି । କୋଷାଗୁମୁଡା ବ୍ଲକ ଅଞ୍ଚଳା ଗାଁର ଘାସିରାମ ହରିଜନଙ୍କ…

ଭଣ୍ଡାରିପୋଖରୀରେ କେନ୍ଦ୍ରୀୟ ଟିମ୍‌

ଭଣ୍ଡାରିପୋଖରୀ, ୧୯।୧୨ (ଡି.ଏନ.ଏ.)- କେନ୍ଦ୍ର ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରାଳୟ ପକ୍ଷରୁ ଗୁରୁବାର ଏଡବ୍ଲ୍ୟୁଏଡିଏଚ୍‌ ରିସର୍ଚ ଫାଉଣ୍ଡେଶନ ଦ୍ୱାରା କେନ୍ଦ୍ରୀୟ ଏଡବ୍ଲ୍ୟୁଏଡିଏଚ୍‌ ସଂସ୍ଥାର ଏକ ଟିମ୍‌ ଭଣ୍ଡାରିପୋଖରୀ ଅଞ୍ଚଳ ବୁଲି ନିରୀକ୍ଷଣ କରି ଫେରିଛନ୍ତି। ଏଡବ୍ଲ୍ୟୁଏଡିଏଚ୍‌ ପ୍ରୋଜେକ୍ଟ ଅଧିକାରୀ ଅମ୍ବିକା ପ୍ରସାଦ…

ରୋଜଗାର ତାଲିକାରେ ପ୍ରଥମ ସ୍ଥାନରେ କୋହଲି; ଦ୍ୱିତୀୟରେ ଅକ୍ଷୟ

ଓ୍ବାଶିଂଟନ,୧୯।୧୨: ଫୋବର୍ସ ପତ୍ରିକା ପକ୍ଷରୁ ଭାରତର ଶ୍ରେଷ୍ଠ ଶହେ ସେଲିବ୍ରିଟିଙ୍କ ରୋଜଗାର ତାଲିକା ଜାରି କରାଯାଇଛି। ତାଲିକାରରେ କ୍ରିକେଟର ବିରାଟ କୋହଲି ପ୍ରଥମ ସ୍ଥାନରେ ରହିଛନ୍ତି। ଗତବର୍ଷ ଏହି ତାଲିକାରେ ସଲମାନ୍‌ ଖାଁ ପ୍ରଥମ ସ୍ଥାନରେ ଥିଲେ। ତେବେ ଚଳିତ ବର୍ଷ…

ସିଏଏ ନେଇ ଯୋଗୀ ସରକାରଙ୍କ କଡ଼ା ଆଇନ: ସର୍ବସାଧାରଣ ସମ୍ପତ୍ତି ନଷ୍ଟ କଲେ ଜବତ ହେବ ନିଜ ସମ୍ପତ୍ତି

ଲକ୍ଷ୍ନୌ,୧୯।୧୨: ସିଏଏକୁ ବିରୋଧ କରୁଥିବା ପ୍ରଦର୍ଶନକାରୀଙ୍କ ପାଇଁ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର କଡ଼ା ଆଇନ କରିଛନ୍ତି। ଏଣିକି ସର୍ବସାଧାରଣ ସମ୍ପତ୍ତି ନଷ୍ଟ କରୁଥିବା ପ୍ରଦର୍ଶନକାରୀଙ୍କ ସମ୍ପତ୍ତିକୁ ଜବତ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ବୈଠକରେ ଏଭଳି ନିଷ୍ପତ୍ତି…

୨ ମେଧାବୀ ଛାତ୍ରଙ୍କୁ ପଢ଼ାଇବ ବିଡେକା

ଭଞ୍ଜନଗର,୧୯।୧୨(ଡି.ଏନ.ଏ)-ଭଞ୍ଜନଗର ଜଳସମ୍ପଦ ବିଭାଜନ କର୍ମଚାରୀ ସାଂସ୍କୃତିକ ପରିଷଦ (ବିଡେକା) ଚଳିତବର୍ଷ ୨ ମେଧାବୀ ଛାତ୍ରଙ୍କ ପାଠପଢ଼ା ଖର୍ଚ୍ଚ ବହନ କରିବାକୁ ନିଷ୍ପତ୍ତି ନେଇଛି। ଦୁଇ ଛାତ୍ର ଷଷ୍ଠ ଶ୍ରେଣୀର ଓମ୍‌ ବେହେରା ଓ ୭ମ ଶ୍ରେଣୀର ଓମ୍‌ ପ୍ରଭୁଜିତ୍‌ଙ୍କ ପାଠପଢ଼ା ବାବଦ…

୨୯ରେ ରାଜ୍ୟସ୍ତରୀୟ ଓପନ୍‌ ଚେସ୍‌ ଟୁର୍ନାମେଣ୍ଟ

ସୋରଡ଼ା,୧୯ା୧୨(ଡି.ଏନ.ଏ.)-ଓଡ଼ିଶା ଚେସ୍‌ ସଂଘ ଓ ସୋରଡ଼ା ଚେସ ସଂଘ ମିଳିତ ଆନୁକୁଲ୍ୟରେ ରାଜ୍ୟସ୍ତରୀୟ ଓପନ ଚେସ୍‌ ଟୁର୍ନାମେଣ୍ଟ ଆସନ୍ତା ୨୯ ତାରିଖରେ ସ୍ଥାନୀୟ ବୈଷୟିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବ । ଏଥିନିମନ୍ତେ ସୋରଡ଼ା ଚେସ୍‌ ସଂଘର ମୁଖ୍ୟ ବିଚାରକ ରମେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri