ଭଗବାନ କୃଷ୍ଣଙ୍କୁ ଶୀତ ପୋଷାକ ଯୋଗାଇ ଦେଲେ ମନ୍ଦିର ପ୍ରଶାସନ
ମଥୁରା,୧୯।୧୨: ଉତ୍ତର ଭାରତରେ ହଠାତ୍ ଶୀତର ପ୍ରକୋପ ବଢିଯାଇଥିବାରୁ ସମସ୍ତେ ସଜାଗ ହୋଇଯାଇଛନ୍ତି। ଅବଶ୍ୟ ଏହାକୁ ନେଇ ସେମାନେ ନିଜ ଭଗବାନଙ୍କ ଯତ୍ନ ନେବାକୁ ମଧ୍ୟ ଭୁଲି ଯାଇନାହାନ୍ତି। ଉତ୍ତର ପ୍ରଦେଶର ମଥୁରାରେ ଥିବା ରାଧାବଲ୍ଲଭ ମନ୍ଦିର ଓ ଅନ୍ୟ କୃଷ୍ଣ…
ଦିଶାଙ୍କ ହ୍ୟାଟ୍ରିକ
ଦିଶା ପଟାନିଙ୍କ ତିନୋଟି ଫିଲ୍ମ ଆସନ୍ତା ବର୍ଷ ରିଲିଜ୍ ହେବାର ଯୋଜନା ରହିଛି। ଖାସ୍ କଥା ହେଲା ପ୍ରଥମ ଥର ପାଇଁ ସେ ସଲମାନଙ୍କ ଅପୋଜିଟ୍ରେ ଅଭିନୟ କରିବେ। ଫିଲ୍ମଟିର ଟାଇଟଲ ରହିଛି ‘ରାଧେ’, ଯାହାର ଶୁଟିଂ ଆସନ୍ତାବର୍ଷ ଜାନୁୟାରୀରୁ ଆରମ୍ଭ…
ଧନୀ କଳାକାର ତାଲିକାରେ ଅକ୍ଷୟ ଆଗରେ
ମୁମ୍ବାଇ: ଫୋର୍ବସ ଇଣ୍ଡିଆ ଦ୍ୱାରା୨୦୧୯ର ସେଲିବ୍ରିଟି ତାଲିକାରେ ଏଥର ସଲମାନଙ୍କୁ ପଛରେ ପକାଇଛନ୍ତି ବଲିଉଡ୍ ଖିଲାଡି ବୟ ଅକ୍ଷୟ କୁମାର। ଏଥରର ତାଲିକା ଅନ୍ୟ ବର୍ଷଠାରୁ ସାମାନ୍ୟ ଅଲଗା ବୋଲି କୁହାଯାଉଛି। ଅବଶ୍ୟ ଏଥର ଟପ୍ ୧୦ରେ ସ୍ଥାନ ପାଇଛନ୍ତି କ୍ରିକେଟର…
ଲମ୍ବା ରେସ୍ର ଘୋଡ଼ା
ସତରେ ୟାକୁ ହିଁ କହନ୍ତି ହାତୀ ମୁଣ୍ଡରେ ସୁନାକଳସ ଢାଳିବା। ଦେଖୁନାହାନ୍ତି, ଜଲିଉଡ୍ରେ ପାଦ ଦେଉ ଦେଉ ସେ କେମିତି ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛନ୍ତି। ପୁଣି ଆରମ୍ଭରୁ ତାଙ୍କୁ ମିଳିଛି ନେଗେଟିଭ ଭୂମିକା। କେବଳ ସେତିକି ନୁହେଁ, ନିଜର ଡେବ୍ୟୁ…
ଟ୍ରାଫିକରେ ଫଶିଲେ କ୍ରିୟୁ ମେମ୍ବର: ବିମାନ ସେବା ପ୍ରଭାବିତ
ନୂଆଦିଲ୍ଲୀ,୧୯।୧୨: ସାରା ଦେଶରେ ଗୁରୁବାର ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ରାଜଧାନୀ ଦିଲ୍ଲୀରେ ସ୍ଥିତି ଅସମ୍ଭାଳ ହୋଇପଡିଛି। ଏଠାରେ ଅଧିକାଂଶ ସ୍ଥାନରେ ଟ୍ରାଫିକ ଜାମ୍ ହେବା ଫଳରେ ସାଧାରଣ ଜୀବନଯାତ୍ରା ଉପରେ ଏହାର ପ୍ରଭାବ ପଡିଛି।…
ଇନ୍ଦ୍ରଜାଲ
ପ୍ରଯୋଜକ ରମେଶ ବାରିକ ଆଉ ଏକ ସିନେମାର ପ୍ରଯୋଜନା କରିବାକୁ ଯାଉଛନ୍ତି। ଉକ୍ତ ଓଡ଼ିଆ ସିନେମାର ଟାଇଟଲ ରହିଛି ‘ଇନ୍ଦ୍ରଜାଲ’। ଆର୍.ଆର୍, ଇଭେଣ୍ଟସ ବ୍ୟାନରରେ ଚିତ୍ରଟିର ମେଲ୍ ଲିଡ୍ରେ ଅଛନ୍ତି ସମ୍ବିତ ଆଚାର୍ଯ୍ୟ ଏବଂ ତାଙ୍କର ନାୟିକା ସାଜିଛନ୍ତି ଦେବଜାନୀ। ପିନୁ…
ଲାଲ୍ ପିଆଜ ବି ଥାଇରଏଡ୍ ସମସ୍ୟାରୁ ରଖେ ଦୂରେଇ…
ବ୍ୟସ୍ତବହୁଳ ଜୀବନ ଶୈଳୀରେ କେତେକଙ୍କଠାରେ ଥାଇରଏଡ୍ ସମସ୍ୟା ଦେଖାଦେଇଥାଏ। ଗଳାରେ ଥିବା ଏଣ୍ଡୋକ୍ରାଇନ୍ ଗ୍ଲାଣ୍ଡରୁ ଥାଇରଏଡ୍ ହରମୋନ୍ କ୍ଷରଣ ହୋଇଥାଏ । ଏହା ଶରୀରର ମେଟାବୋଲିଜିମ୍ ପ୍ରକ୍ରିୟାକୁ ନିୟନ୍ତ୍ରିତ କରେ। ହାଇପୋଥାଇରଏଡ୍ ସମସ୍ୟା ଯୋଗୁ ଶରୀରର ଓଜନ ଦ୍ରୁତଗତିରେ ବଢିଯାଏ। ସେହିପରି…
ଶୀତଦିନେ ଏସବୁ କରିବା ମନା…
ଶୀତଦିନେ କେତେକ କାମ ନ କରିବାକୁ ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ଏସବୁ କଲେ ଶରୀର ଉପରେ ଖରାପ ପ୍ରଭାବ ପଡ଼ିଥାଏ। ଶୀତଦିନେ ସକାଳୁ ଗରମ ପାଣିରେ ଗାଧୋଇବା ସ୍ବାସ୍ଥ୍ୟ ପାଇଁ ହାନୀକାରକ। ଏହା ଦ୍ୱାରା ତ୍ୱଚା ଶୁଷ୍କ ହୋଇଯାଏ ଏବଂ ଫାଟି…
୧୧ ବର୍ଷ ପରେ ଏକାଠି ନଜର ଆସିବେ ରାଣୀ-ଶୈଫ
ମୁମ୍ବାଇ: ବଲିଉଡ୍ରେ ଦୀର୍ଘ ୧୧ ବର୍ଷ ପରେ ପୁଣିଥରେ ନଜରକୁ ଆସିବେ ରାଣୀ ମୁଖାର୍ଜି ଓ ଶୈଫ ଅଲ୍ଲି ଖାଁ। କାରଣ ୨୦୦୫ର ଫିଲ୍ମ ‘ବଣ୍ଟି ଔର ବବ୍ଲି’ ପୁଣିଥରେ ଦର୍ଶକଙ୍କୁ ହସାଇବାକୁ ଆସୁଛି। ପୂର୍ବରୁ ଏହି ସୁପରହିଟ୍ ଫିଲ୍ମରେ ଅଭିଷେକ…
‘ପାଟଣାଗଡ଼’କୁ ଅନ୍ତର୍ଜାତୀୟ ପୁରସ୍କାର
ସତ୍ୟ ଘଟଣାକୁ ନେଇ ପ୍ରସ୍ତୁତ ଓଡ଼ିଆ ସିନେମା ‘ପାଟଣାଗଡ଼’ ନିକଟରେ ମୁମ୍ବାଇର ଲୋନାଭୋଲାଠାରେ ସମାପିତ ‘ଏଲଆଇଏଫଏଫଟି ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ-୨୦୧୯’ରେ ଇସ୍ମାଇଲ ମର୍ଚ୍ଚାଣ୍ଟ ପୁରସ୍କାର ହାସଲ କରିବାରେ ସକ୍ଷମ ହୋଇଛି। ଏହି ପ୍ରତିଯୋଗିତାରେ ୪୦ଟି ଦେଶର ୨୫୦ଟି ଚଳଚ୍ଚିତ୍ର ଅଂଶଗ୍ରହଣ କରିଥିଲା।…
ଓଡ଼ିଆ ସିନେମାର ଭବିଷ୍ୟତ
”ଓଡ଼ିଆ ଚଳଚ୍ଚିତ୍ର ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହେଲେ ତାହାର ବ୍ୟବସାୟିକ ସଫଳତା ପାଇଁ ପ୍ରତି ଜିଲାରେ ପ୍ରେକ୍ଷାଳୟର ଅଧିକ ଆବଶ୍ୟକତା ରହିଛି। ପ୍ରେକ୍ଷାଳୟ କମ୍ ସାଙ୍ଗକୁ ବ୍ୟୟବୃଦ୍ଧି ଚଳଚ୍ଚିତ୍ରକୁ ନେଇ ଓଡ଼ିଆ ଚଳଚ୍ଚିତ୍ର କେବେ ବି ସମୃଦ୍ଧି ହେବ ନାହିଁ। ସରକାରଙ୍କ…
ବୟସ ୮ ହେଲେ ରୋଜଗାର ୧୮୪ କୋଟି
ନ୍ୟୁୟର୍କ,୧୯।୧୨: ଜଣେ ୮ ବର୍ଷ ବୟସ୍କ ବାଳକଙ୍କ ଚଳିତ ବର୍ଷର ରୋଜଗାର ୧୮୪ କୋଟି ଟଙ୍କା(୨୬ ନିୟୁତ ଡଲାର) ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ୍ୟ। ରେୟାନ କାଜି ନାମକ ଜଣେ ବାଳକ ଏପରି କରି ଦେଖାଇଛନ୍ତି।…
Archives


