ସ୍ତ୍ରୀ ଅଧିକାର ନ ମିଳିବାରୁ ହତ୍ୟା
ବାଲେଶ୍ୱର ଅଫିସ,୧୯।୧୨: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ମଡେଲ ଥାନା ଅଧୀନ ଗୁଡ଼ିପଦା ଅଞ୍ଚଳରେ ବୁଧବାର ଭୋର୍ ସମୟରେ ଏକ ହତ୍ୟାକାଣ୍ଡ ଘଟିଛି। ଭାରତୀୟ ଖାଦ୍ୟ ନିଗମ ବାଲେଶ୍ୱର ଶାଖା ଅଫିସ୍ରେ ଜଗୁଆଳି ଭାବେ କାର୍ଯ୍ୟ କରୁଥିବା ବଢ଼ା ମାରାଣ୍ଡି (୪୮)ଙ୍କ ମୃତଦେହ…
ଏନ୍ଆର୍ସିକୁ ନବୀନଙ୍କ ନା
ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜ୍ୟ ସରକାର ଜାତୀୟ ନାଗରିକ ପଞ୍ଜିକା(ଏନ୍ଆରସି)କୁ ସମର୍ଥନ କରନ୍ତି ନାହିଁ। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଏହା ସ୍ପଷ୍ଟ କରିଛନ୍ତି। ୫ ଦିନିଆ ଦିଲ୍ଲୀ ଗସ୍ତର କେଇ ଘଣ୍ଟା ପୂର୍ବରୁ ଏନ୍ଆରସି ସମ୍ପର୍କରେ ନବୀନ ନିବାସରେ…
ଦେଶର ସ୍ଥିତିକୁ ନେଇ ଚିନ୍ତିତ: ପଦ୍ମଶ୍ରୀ ଫେରାଇବେ ଉର୍ଦ୍ଦୁ ଲେଖକ ମୁଜ୍ତବା ହୁସେନ
ହାଇଦ୍ରାବାଦ,୧୯।୧୨: ପ୍ରଖ୍ୟାତ ଉର୍ଦ୍ଦୁ ଲେଖକ, ବ୍ୟଙ୍ଗକାର ତଥା ସିତାର ବାଦକ ମୁଜ୍ତବା ହୁସେନ ତାଙ୍କୁ ମିଳିଥିବା ପଦ୍ମଶ୍ରୀ ପୁରସ୍କାର ସରକାରଙ୍କୁ ଫେରାଇଦେବେ। ନୂଆ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ସେ ଏହି ନିଷ୍ପତ୍ତି ନେଇଥିବା ହାଇଦ୍ରାବାଦରେ ଆୟୋଜିତ ଏକ…
ହୋଲ୍ଡିଂ ଟ୍ୟାକ୍ସ ଆଦାୟ କରିବେ କିନ୍ନର
ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ସାଧାରଣ ଲୋକଙ୍କ ଭଳି ଏଣିକି କିନ୍ନରମାନେ ମଧ୍ୟ ଉଚ୍ଛେଦରେ ସାମିଲ ହେବା ସହ ହୋଲ୍ଡିଂ ଟ୍ୟାକ୍ସ ଓ ଟ୍ରେଡ଼ ଲାଇସେନ୍ସ ଆଦାୟ କରିବେ। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ସହ ବୁଧବାର ଟିଜି ସ୍ବୀକୃତି ଏସ୍ଏଚ୍ଜିର ଏକ…
ପୋଲିସ ଉପରକୁ ଗୁଳି ଚାଳନା ମାମଲା: ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ୍, ଜରିମାନା
କଟକ ଅଫିସ,୧୯।୧୨: ୨୦୧୦ ଜୁନ୍ ୨୪ ତାରିଖରେ କଟକ ଓଡ଼ିଆ ବଜାର ନିକଟରେ ଏକ ଗଣ୍ଡଗୋଳ ଘଟିଥିଲା। ଖବରପାଇ ଏଏସ୍ଆଇ ପ୍ରିୟବ୍ରତ୍ତ ଦାସଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ପିସିଆର ଭ୍ୟାନ୍ରେ ସେଠାକୁ ଯାଇଥିଲେ। ମାତ୍ର ଗଣ୍ଡଗୋଳ କରୁଥିବା ସୟଦ୍ ଖାନ୍ ନାମକ…
ଲଟେରି ଉପରେ ୨୮% ଜିଏସ୍ଟି
ନୂଆଦିଲ୍ଲୀ,୧୯-୧୨: ପରୋକ୍ଷ ଟିକସ ବ୍ୟବସ୍ଥା ଜିଏସ୍ଟି ଲାଗି ନୀତି ନିର୍ଦ୍ଧାରଣ କରୁଥିବା ଜିଏସ୍ଟି ପରିଷଦ ବୈଠକରେ ବୁଧବାର ପ୍ରଥମଥର ଲାଗି ଭୋଟିଂ ହୋଇଥିବା ସାମ୍ନା ଆସିଛି। ଲଟେରି ଉପରେ ଟିକସ ଲାଗୁ ନେଇ ରାଜ୍ୟଗୁଡିକ ମଧ୍ୟରେ ଭିନ୍ନମତ ପ୍ରକାଶ ପାଇବାରୁ ଏଭଳି…
ବିଡିଏ ସେକ୍ସନ ଅଫିସରଙ୍କ ଘରେ ଭିଜିଲାନ୍ସ ଯାଞ୍ଚ: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଠାବ
କଟକ ଅଫିସ, ୧୯।୧୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ସେକ୍ସନ ଅଫିସର (ଏଷ୍ଟାବ୍ଲିସମେଣ୍ଟ) ବିଭୂତି ଭୂଷଣ ରାୟଙ୍କ ଘରେ ବୁଧବାର ଭିଜିଲାନ୍ସ ଟିମ୍ ଯାଞ୍ଚ କରିଛି। ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ପକ୍ଷରୁ ଜାରି…
ବାରବାଟୀ-କଟକ ନିର୍ବାଚନୀ ମାମଲା: ପିଟିଶନ ଖାରଜ କରିବାକୁ ଯୁକ୍ତି
କଟକ ଅଫିସ,୧୯।୧୨ : ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ ନିର୍ବାଚନୀ ସତ୍ୟପାଠରେ ତଥ୍ୟ ଲୁଚାଇଛନ୍ତି। ତେଣୁ ତାଙ୍କ ସଭ୍ୟପଦକୁ ରଦ୍ଦ କରିବା ପାଇଁ ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ହାଇକୋର୍ଟରେ ଏକ ମାମଲା ରୁଜୁ କରିଥିଲେ। ବୁଧବାର ଉକ୍ତ ମାମଲାର ଶୁଣାଣି…
ବାରବାଟୀ ମ୍ୟାଚର ଗୁରୁତ୍ୱ ବଢ଼ିଲା
ଭୁବନେଶ୍ୱର, ୧୯।୧୨(କ୍ରୀଡ଼ା ପ୍ରତିନିଧି)- ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ସିରିଜର ତୃତୀୟ ତଥା ଅନ୍ତିମ ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଚେନ୍ନାଇଠାରେ ଅନୁଷ୍ଠିତ ପ୍ରଥମ ଦିନିକିଆରେ ଓ୍ବେଷ୍ଟଇଣ୍ଡିଜ ୮ ଉଇକେଟରେ ବିଜୟୀ ହୋଇଛି।…
ପୌରପାଳିକା ଜାଗାରୁ ଚୋରା ଚାଲାଣ ହେଉଛି ମାଟି: ରାତିରେ ତାଡ଼ି ନିଆଯାଇଛି ଶହ ଶହ ଟ୍ରିପ୍
ଅନୁଗୋଳ ଅଫିସ, ୧୯।୧୨- ଅନୁଗୋଳ ପୌରପାଳିକାକୁ ଡମ୍ପିଂୟାର୍ଡ୍ ପାଇଁ ମିଳିଥିବା ୫ ଏକର ଜାଗାରୁ ରାତିରେ ହେଉଛି ମାଟି ଚୋରା ଚାଲାଣ। ଜେସିବି ଓ ଟିପ୍ପର ଲଗାଇ ମାଫିଆମାନେ ଶହ ଶହ ଟ୍ରିପ୍ ମାଟି ତାଡ଼ି ନେଇ ଆଣ୍ଠୁଏ ଖାଲ କରିଦେଇଥିଲେ…
‘ଲାକ୍ମେ ଫ୍ୟାଶନ ୱିକ୍’: ସେଟ୍ ଡିଜାଇନ୍ କରିବେ ଓଡ଼ିଆ ଛାତ୍ରୀ
ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଦେଶର ପ୍ରମୁଖ ଫ୍ୟାଶନ ଓ ଲାଇଫ୍ଷ୍ଟାଇଲ ଶୋ ‘ଲାକ୍ମେ ଫ୍ୟାଶନ ୱିକ୍’ରେ ଡିଜାଇନ୍ ପ୍ରଦର୍ଶନ କରିବେ ଜଣେ ଓଡ଼ିଆ ଛାତ୍ରୀ। ଇଣ୍ଟେରିୟର ଡିଜାଇନ୍ ବର୍ଗରେ ‘ଲାକ୍ମେ ଫ୍ୟାଶନ ୱିକ୍’ର ମୁଖ୍ୟ ଶୋ ଏରିଆରେ ଜଣେ ଖ୍ୟାତନାମା ଡିଜାଇନରଙ୍କ ଶୋ’ର ସେଟ୍…
ଶକ୍ତି, ଶିଳ୍ପ ଓ ଗୃହ ମନ୍ତ୍ରୀଙ୍କ ସମୀକ୍ଷା: ୯ ସୁଦ୍ଧା ଏନ୍ଟିପିସି କାର୍ଯ୍ୟର ପ୍ରଗତି ଜଣାଇବାକୁ ନିର୍ଦ୍ଦେଶ
ଢେଙ୍କାନାଳ ଅଫିସ, ୧୯ା୧୨ – ଢେଙ୍କାନାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ବୁଧବାର ସନ୍ଧ୍ୟା ୬ଟାରେ ରାଜ୍ୟ ଶକ୍ତି, ଶିଳ୍ପ, ଅଣୁ କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ତଥା ଜିଲା ଯୋଜନା କମିିଟି ଅଧ୍ୟକ୍ଷ କ୍ୟାପଟେନ…
Archives


