ଭବାନୀପାଟଣା ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣା: ଆଉ ଜଣଙ୍କୁ ଗିରଫ କଲା କ୍ରାଇମ୍ବ୍ରାଞ୍ଚ
ଭୁବନେଶ୍ୱର,୧୯।୧୨ (ବ୍ୟୁରୋ): ଭବାନୀପାଟଣାରୁ ଗତମାସ ୭ତାରିଖରେ ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣାରେ କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ ବୁଧବାର ଆଉ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ନାଁ ହେଉଛି ପରମାନନ୍ଦ ଧାରୁଆ ଓରଫ ଶାଖା(୨୯)। ତାଙ୍କ ଘର ବରଗଡ଼ ଜିଲା ଭଟଲି ଥାନା…
ତରୁଣକାନ୍ତି ମିଶ୍ର ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର’
ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ୨୦୧୯ ମସିହା ଲାଗି ଓଡ଼ିଶାରୁ ସମ୍ମାନଜନକ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର’ ପାଇବେ ଖ୍ୟାତନାମା ଲେଖକ ତରୁଣକାନ୍ତି ମିଶ୍ର। ସେ ତାଙ୍କ ରଚିତ କ୍ଷୁଦ୍ରଗଳ୍ପ ସଙ୍କଳନ ‘ଭାସ୍ବତୀ’ ପାଇଁ ଏକାଡେମୀ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। କେନ୍ଦ୍ର ସାହିତ୍ୟ ଏକାଡେମୀ…
ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା: ଦିନରେ ଲୋକକଳା, ରାତିରେ ନୃତ୍ୟ, ସଙ୍ଗୀତ
ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଜନତା ମଇଦାନଠାରେ ଚାଲିଥିବା ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାରେ ଆକର୍ଷଣ ସାଜୁଛି ମନଛୁଆଁ ସାଂସ୍କୃତିକ କାର୍ଯ୍ୟକ୍ରମ। କେବଳ ସନ୍ଧ୍ୟାରେ ନୁହେଁ, ଦିନତମାମ ମେଳା ପରିସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉପଭୋଗ…
ଶ୍ରୀକ୍ଷେତ୍ରକୁ ଜଗିଛି ଅଚଳ ସିସିଟିଭି କ୍ୟାମେରା
ପୁରୀ ଅଫିସ, ୧୯।୧୨ : ଅନ୍ତର୍ଜାତୀୟ ପର୍ଯ୍ୟଟନ ସହର ଶ୍ରୀକ୍ଷେତ୍ର। ଦୈନିକ ଏଠାକୁ ଦେଶ ବିଦେଶର ଲକ୍ଷାଧିକ ଭକ୍ତ ଆସିଥାନ୍ତି। ସେମାନେ ମହାପ୍ରଭୁଙ୍କ ଦର୍ଶନ କରିବା ସହିତ ବେଳାଭୂମିର ମଜା ନେଇଥାନ୍ତି। ଶ୍ରୀମନ୍ଦିର ସୁରକ୍ଷା ଏବଂ ଅପରାଧିକ ଗତିବିଧି ଉପରେ ନଜର…
ଫୁଲବାଣୀରେ ଆରମ୍ଭ ହେଲା କଳିଙ୍ଗ ହର୍ବାଲ ମେଳା
ଫୁଲବାଣୀ ଅଫିସ,୧୯ା୧୨-କନ୍ଧମାଳ ଜିଲା ଫୁଲବାଣୀସ୍ଥିତ କରୋନେସନ ପଡିଆରେ ମଙ୍ଗଳବାର ସନ୍ଧ୍ୟାରେ ଆଞ୍ଚଳିକ କଳିଙ୍ଗ ହର୍ବାଲ ମେଳା ଉଦ୍ଘାଟିତ ହୋଇଯାଇଛି। ରାଜ୍ୟ ମେଡିଶିନାଲ ପ୍ଲାଣ୍ଟ ବୋର୍ଡ ପକ୍ଷରୁ ଏବଂ ଫୁଲବାଣୀ ବନଖଣ୍ଡ ଆନୁକୁଲ୍ୟରେ ଅନୁଷ୍ଠିତ ଏହି ମେଳାକୁ ଅତିରିକ୍ତ ପିସିସିଏଫ ତଥା ରାଜ୍ୟ…
ଶ୍ୱେତଗଙ୍ଗା କୂଳରେ ଶ୍ୱେତ ରାଜା
ପରମ ପାବନ ନୀଳାଚଳ କ୍ଷେତ୍ରରେ ରହିଥିବା ପଞ୍ଚତୀର୍ଥ ପ୍ରତି ସମସ୍ତଙ୍କ ଆସ୍ଥା ଓ ବିଶ୍ୱାସ ରହିଛି। ପଞ୍ଚତୀର୍ଥରେ ବୁଡ଼ ପକାଇଲେ ପୁରୀକୁ କରିଥିବା ତୀର୍ଥଯାତ୍ରା ସଫଳ ହୁଏ ବୋଲି ଲୋକେ ବିଶ୍ୱାସ ରଖନ୍ତି। ତେବେ ଏହି ପଞ୍ଚତୀର୍ଥ ମଧ୍ୟରୁ ଅନ୍ୟତମ ତୀର୍ଥ…
ଜୁଡ଼ାବାଲି ପଞ୍ଚାୟତରେ ମାଓବାଦୀ ପୋଷ୍ଟର: ଜେଏମ୍ଆଇ ଛାତ୍ରୀଛାତ୍ରଙ୍କୁ ଆକ୍ରମଣର ନିନ୍ଦା
ବାଲିଗୁଡା/କୋଟଗଡ,୧୯ା୧୨(ଡି.ଏନ୍.ଏ.)- ୮ ମାସର ନୀରବତା ପରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ କୋଟଗଡରେ ମାଓବାଦୀମାନେ ପୁଣି ନିଜର ସ୍ଥିତି ଜାହିର କରିଛନ୍ତି। ବୁଧବାର କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଥିଲା। ଏହା ପୂର୍ବରୁ…
ଛତିଶା ନିଯୋଗ ବୈଠକ: ଅଙ୍ଗାରକୁ ନେଇ ତୁମ୍ବିତୋଫାନ
ପୁରୀ ଅଫିସ,୧୯।୧୨: ଶ୍ରୀମନ୍ଦିର ଭିତରକୁ ଆସୁଛି ବାହାର ଅଙ୍ଗାର। ତାହା ପୁଣି ରୋଷଘରେ ବ୍ୟବହାର ହେଉଛି। ପ୍ରସ୍ତୁତ କରାଯାଉଛି ଆନନ୍ଦ ବଜାରରେ ବିକ୍ରି କରାଯାଉଥିବା ଭୋଗ (କୋଠଭୋଗ ନୁହେଁ)। ଅଳ୍ପ କେତେଜଣ ସୁଆର ସେବକ ଏଭଳି ଲାଭଖୋର ମନୋବୃତ୍ତି ରଖି ହିତାହିତ…
ଶ୍ରୀମନ୍ଦିର ସୁରକ୍ଷା ଜୋନ୍: ଭକ୍ତ ଦେଖିପାରିବେ ସବୁଜ ବଳୟ
ପୁରୀ ଅଫିସ, ୧୯।୧୨ : ଶ୍ରୀମନ୍ଦିର ସୁରକ୍ଷା ଜୋନ୍ର ଚିତ୍ର ବଦଳିବ। ଏହାର ସୌନ୍ଦର୍ଯ୍ୟକରଣ କରାଯିବ। ଏଥିପାଇଁ ଉଚ୍ଛେଦ ଅଭିଯାନ ଜାରି ରହିଥିବାବେଳେ କେତେକ କାମ ମଧ୍ୟ ଚାଲିଛି। ନୂତନ ବ୍ୟାରିକେଡ ନିର୍ମାଣ ସହ ଭକ୍ତଙ୍କ ପାଇଁ ସ୍ଥାୟୀ ଜୋତା ଓ…
ସଂଶୋଧିତ ଭୋଟର ତାଲିକା ପାଇଁ ପ୍ରକ୍ରିୟା ଆରମ୍ଭ
ପୁରୀ ଅଫିସ,୧୯।୧୨ : ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧିତ ଭୋଟର ତାଲିକା ପ୍ରକାଶନ ନିମନ୍ତେ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ଜାନୁୟାରୀ ପହିଲା ସୁଦ୍ଧା ୧୮ବର୍ଷ ପୂରଣ ହେଉଥିବା ନାଗରିକମାନେ ଏହି…
ଶ୍ରୀମନ୍ଦିର ସୁରକ୍ଷା ଜୋନ୍: ଭଙ୍ଗା ହେଲା ୨ ଲଜ୍, ଘରୋଇ କୋଠା
ପୁରୀ ଅଫିସ,୧୯।୧୨: ଶ୍ରୀମନ୍ଦିର ଚୌହଦିରେ ଉଚ୍ଛେଦ ଜାରି ରହିଛି। ପ୍ରଥମେ ମଠ ଏହାପରେ ଘରୋଇ କୋଠା ଉଚ୍ଛେଦ ପରେ ବୁଧବାର ୨ଟି ଲଜ୍ ଏବଂ ଗୋଟିଏ ଘରୋଇ କୋଠା ଭଙ୍ଗାଯାଇଛି। ଗଡ଼ନ୍ତି ଛକଠାରେ ଥିବା କାଳୀଚରଣ ଲଜ୍ ଓ ରାୟବାହାଦୁର ଲଜ୍…
ଋଣ ପରିଶୋଧକୁ ନେଇ ଉନ୍ମତକାଣ୍ଡ : ଖେଳଣା ବନ୍ଧୁକ ସହ ଅଧ୍ୟାପକ ଗିରଫ
ବ୍ରହ୍ମପୁର ଅଫିସ,୧୯ା୧୨-ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଧର୍ମନଗରସ୍ଥିତ ବଜାଜ ଫାଇନାନ୍ସ କମ୍ପାନୀ ସମ୍ମୁଖରେ ବୁଧବାର ସନ୍ଧ୍ୟାରେ ଜଣେ ଅଧ୍ୟାପକଙ୍କ ଉନ୍ମତକାଣ୍ଡ ଦେଖିବାକୁ ମିଳିଛି। ହାତରେ ଖେଳଣା ବନ୍ଧୁକ ଧରି ସେଠାରେ ସମସ୍ତଙ୍କୁ ଭୟଭୀତ କରୁଥିଲେ। ଟାଉନ ଥାନା ଅଧିକାରୀ ସୁରେଶ କୁମାର…
Archives


