Home Left

ଘରୋଇ ଉପାୟରେ ଦୂର ହେବ ଗ୍ୟାସ ସମସ୍ୟା

ବର୍ତ୍ତମାନର ଅତ୍ୟାଧୁନିକ ଜୀବନଶୈଳୀ ଓ ଖାଦ୍ୟପେୟ ଲାଗି ପ୍ରାୟ ସମସ୍ତଙ୍କଠାରେ ଗ୍ୟାସ୍‌ ସମସ୍ୟା ଦେଖାଯାଉଛି। ଏହି ସମସ୍ୟାରୁ ଛୋଟ ପିଲା ମଧ୍ୟ ବାଦ୍‌ ପଡ଼ୁ ନାହାନ୍ତି। ଅନେକେ ଏହି ଗ୍ୟାସ୍‌ ସମସ୍ୟାର ମୁକ୍ତି ପାଇବା ଲାଗି ବିଭିନ୍ନ ଔଷଧ ବ୍ୟବହାର କରିଥାନ୍ତି।…

ମହିଳାଙ୍କ ଆତ୍ମହତ୍ୟା: ସ୍ବାମୀ, ଦିଅର ଅଟକ

ପୁରୁଷୋତ୍ତମପୁର,୧୮।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ କନକାଠାରେ ୮ମାସ ତଳେ ବିବାହ କରିଥିବା ଜଣେ ମହିଳା ବୁଧବାର ଘରେ ଫ୍ୟାନ୍‌ରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତା ମହିଳା ଜଣକ ହେଲେ ଅର୍ଚ୍ଚନା ପ୍ରଧାନ (୨୫)। ଏହାର ଖବର ପାଇ…

କୋହଲିଙ୍କଠୁ ଆଗରେ ରୋହିତ

ବିଶାଖାପାଟଣା,୧୮।୧୨- ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଚାଲିଥିବା ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଓପନର ରୋହିତ ଶର୍ମା ଚଳିତ ବର୍ଷ ସର୍ବାଧିକ ଦିନିକିଆ ରନ୍‌ କରିବାରେ ଅଧିନାୟକ ବିରାଟ କୋହଲିଙ୍କୁ ପଛରେ ପକାଇ ଦେଇଛନ୍ତି। ରୋହିତ ୧୫୯ ରନ୍‌ର ଶତକୀୟ ଇନିଂସ ଖେଳିବା…

‘ସବ୍‌କା ସାଥ୍‌-ସବ୍‌କା ବିକାଶ’ ଏବେ ପାଲଟିଛି ‘ସବ୍‌କା ସର୍ବନାଶ’: ମମତା

କୋଲକାତା,୧୮।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ବୁଧବାର ନାଗରିକତ୍ୱ ସଂଶୋଧନ ଆଇନ ବିରୋଧରେ ହାଓଡାରେ ଏକ ରାଲିର ଆୟୋଜନ କରାଯାଇଥିଲା। ରାଲିକୁ ମମତା ସମ୍ବୋଧିତ କରି କହିଛନ୍ତି, ଭାଜପା ଦେଶରେ ଦଙ୍ଗା…

ରାହୁଲଙ୍କ ୩ୟ ଶତକ

ବିଶାଖାପାଟଣା,୧୮।୧୨-  ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଚାଲିଥିବା ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳର ବ୍ୟାକଅପ୍‌ ଓପନର ଲୋକେଶ ରାହୁଲ କ୍ୟାରିୟରର ୩ୟ ଶତକ କରିଛନ୍ତି। ସେ ୧୦୪ ବଲର ସମ୍ମୁଖୀନ ହୋଇ ୮ ଚୌକା ଓ ୩ ଛକା ସହାୟତାରେ ୧୦୨ ରନ୍‌ ପ୍ୟାଭେଲିଅନ…

ରୋହିତଙ୍କ ଶତକ

ବିଶାଖାପାଟଣା,୧୮।୧୨- ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଚାଲିଥିବା ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଓପନର ରୋହିତ ଶର୍ମା (୧୧୪*) ଶତକ ହାସଲ କରିଛନ୍ତି। ତାଙ୍କ ଇନିଂସରେ ୧୨ ଚୌକା ଓ ୩ ଛକା ସାମିଲ ରହିଛି। ଏହା ତାଙ୍କ କ୍ୟାରିୟରର ୨୮ତମ ଶତକ।…

ସ୍ବାଭିମାନ ଅଞ୍ଚଳରେ ପାଓ୍ବାର ଚାଳିତ ଆମ୍ବୁଲାନ୍ସ ଲଞ୍ଚ ଉଦ୍‌ଘାଟନ କଲେ ଗଣଶିକ୍ଷା ମନ୍ତ୍ରୀ

ମାଲକାନଗିରି,୧୮।୧୨(ଡି.ଏନ୍‌.ଏ.): ସ୍ବାଭିମାନ ଅଞ୍ଚଳ ପାଇଁ ପାୱାର ଚାଳିତ ଆମ୍ବୁଲାନ୍ସ ଲଞ୍ଚ ଉଦ୍‌ଘାଟନ ହୋଇଛି। ସେହିପରି ଶିକ୍ଷକ କ୍ଲଷ୍ଟରର ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ପ୍ରଶାସକ ସୁରେଶ ମହାପାତ୍ର ଏବଂ ମାଲକାନଗିରି ଜିଲାପାଳ ମନୀଷ…

୧୦ ଦଫା ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ବିକ୍ଷୋଭ

ରାୟଗଡ଼ା ଅଫିସ,୧୮।୧୨: ରାୟଗଡ଼ା ଜିଲା ନିର୍ମାଣ ଶ୍ରମିକ ମହାସଂଘ ପକ୍ଷରୁ ୧୦ ଦଫା ଦାବିରେ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଡିଏଲ୍‌ସି ନିଜେ ଡିଏଲ୍‌ଓଙ୍କ ଦାୟିତ୍ୱରେ ଥିବା ବେଳେ ନୂତନ ଡିଏଲ୍‌ଓ ନିଯୁକ୍ତି, ଶ୍ରମିକଙ୍କ ନୂତନ ପଞ୍ଜୀକରଣ, ଶିକ୍ଷାଗତ…

ଦୁଇ କଏଦୀ ଦଳଙ୍କ ମଧ୍ୟରେ ଗୁଳିମାଡ଼: ୧୨ ନିହତ

ପାନାମା ସିଟି, ୧୮।୧୨: ପାନାମାରେ ଏକ ଜେଲ୍‌ରେ ଦୁଇ କଏଦୀ ଦଳଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଛି।  କଏଦୀମାନେ ପରସ୍ପର ଉପରକୁ ଗୁଳିମାଡ଼ କରିଥିବା ଜେଲ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ରୁ ଅଧିକ ଆହତ…

ପୂର୍ବତନ କଂଗ୍ରେସ ଜିଲା ସଭାପତିଙ୍କ ପରଲୋକ

ଭବାନୀପାଟଣା,୧୮।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରର କଂଗ୍ରେସର ପୂର୍ବତନ ଜିଲା ସଭାପତି ହାଇଦର ଅଲ୍ଲୀ (୭୨)ଙ୍କ ମଙ୍ଗଳବାର ହୃଦ୍‌ଘାତରେ ପରଲୋକ ଘଟିଛି। ମଧ୍ୟାହ୍ନରେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଅପରାହ୍ନରେ ତାଙ୍କର…

ରୋହିତ-ରାହୁଲଙ୍କ ୪ର୍ଥ ଶତକୀୟ ଭାଗୀଦାରି

ବିଶାଖାପାଟଣା,୧୮।୧୨- ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଚାଲିଥିବା ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଓପନର ଲୋକେଶ ରାହୁଲ ଓ ରୋହିତ ଶର୍ମାଙ୍କ ଓପନିଂ ଯୋଡ଼ି ୧୪୫ ରନ୍‌ର ଅପରାଜିତ ଭାଗୀଦାରି କରିଛନ୍ତି। ଦିନିକିଆ କ୍ରିକେଟରେ ରାହୁଲ-ରୋହିତଙ୍କ ଓପନିଂ ଯୋଡ଼ି ୪ର୍ଥ ଥର ପାଇଁ…

ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର୍‌: ୪ ଅଭିଯୁକ୍ତଙ୍କ ମଧ୍ୟରୁ ୨ ଜଣଙ୍କ ବିରୋଧରେ ବଳାତ୍କାର ପରେ ୯ ମହିଳାଙ୍କୁ ଜଳାଇ ହତ୍ୟା ଅଭିଯୋଗ; ପୋଲିସ ପକ୍ଷରୁ ସୂଚନା

ହାଇଦ୍ରାବାଦ୍‌,୧୮।୧୨: ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର ମାମଲାରେ ସ୍ଥାନୀୟ ପୋଲିସ ପକ୍ଷରୁ ବିସ୍ଫୋରକ ବୟାନ ଦିଆଯାଇଛି। ଏନ୍‌କାଉଣ୍ଟର ହୋଇଥିବା ୪ ଅଭିଯୁକ୍ତଙ୍କ ମଧ୍ୟରୁ ୨ ଜଣଙ୍କ ବିରୋଧରେ ବଳାତ୍କାର ପରେ ୯ ମହିଳାଙ୍କୁ ଜଳାଇ ହତ୍ୟା କରିଥିବା ଅଭିଯୋଗ ରହିଥିବା ପୋଲିସ କହିଛି। ଅଭିଯୁକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri