ସରକାରୀ କଲେଜ ଅଧ୍ୟାପକ ନିଯୁକ୍ତି:କୋହଳ ହେଲା ଆବେଦନ ବୟସ ସୀମା
ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ସରକାରୀ କଲେଜ ଅଧ୍ୟାପକ ପଦବୀ ପୂରଣ ପାଇଁ ବୟସସୀମା ବୃଦ୍ଧି କରାଯାଇଛି। ଏଣିକି ୩୩ ବର୍ଷ ପରିବର୍ତ୍ତେ ୪୮ ବର୍ଷ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ଚାକିରି ପାଇଁ ଆବେଦନ କରିପାରିବେ। ୧୯୯୦ ଓଡ଼ିଶା ଶିକ୍ଷା ସେବା(କଲେଜ ଶାଖା) ଚୟନ ନିୟମ ଓ ଏହା…
କୋଣାର୍କ ମରାମତି ମାମଲା: ଏଏସ୍ଆଇକୁ ହାଇକୋର୍ଟଙ୍କ ପ୍ରଶ୍ନ,୧ ବର୍ଷରେ ପାରିଲନି, ୭ ଦିନରେ କେମିତି କରିବ
କଟକ ଅଫିସ,୧୮।୧୨:୨୦୧୮ ଡିସେମ୍ବରରୁ ୨୦୧୯ ଡିସେମ୍ବର ହେଲା। ଇତିମଧ୍ୟରେ ୧ବର୍ଷ ବିତିବାକୁ ବସିଛି। କିନ୍ତୁ ମରାମତି ଆରମ୍ଭ ହୋଇପାରିଲାନି। ଏବେ ୭ଦିନରେ କିଭଳି ଟେଣ୍ଡର ଡାକି ସବୁ କାମ ଆରମ୍ଭ କରିବ ବୋଲି ପ୍ରତିଶ୍ରୁତି ଦେଉଛ। କୋଣାର୍କ ସୂର୍ଯ୍ୟମନ୍ଦିର ମରାମତି ସମ୍ପର୍କିତ…
ନିରଞ୍ଜନ ସେଠୀଙ୍କୁ ଶ୍ରେଷ୍ଠ ପ୍ରଶାସକ ସମ୍ମାନ
ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ଓଡ଼ିଶା ପ୍ରତିଭା ପୂଜା ସଂସଦ ପକ୍ଷରୁ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀଙ୍କୁ ଶ୍ରେଷ୍ଠ ପ୍ରଶାସକଭାବେ ସମ୍ମାନିତ କରାଯାଇଛି। ସୂଚନା ଓ ଲୋକସମ୍ପର୍କ ବିଭାଗ ନିଦ୍ଦେର୍ଶକଙ୍କ କାର୍ଯ୍ୟାଳୟରେ ନିର୍ଦ୍ଦେଶକ…
ମେସର୍ସ ରିଲାଏନ୍ସକୁ ୨.୧୫ କୋଟି ଷ୍ଟାମ୍ପ ଡ୍ୟୁଟି ଛାଡ଼ିଲେ ସରକାର
ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ରାଜ୍ୟ ସରକାର ମେସର୍ସ ରିଲାଏନ୍ସ (ଓଡିଶା ପଲି ଫାଇବର୍ସ ଲିମିଟେଡ) ଇଣ୍ଡଷ୍ଟ୍ରିଜ କମ୍ପାନୀକୁ ୨ କୋଟି ୧୫ ଲକ୍ଷ୬୪ ହଜାର ୬୪୮ ଟଙ୍କାର ଷ୍ଟାମ୍ପ ଡ୍ୟୁଟି ଛାଡ କରିଛନ୍ତି। ଶିଳ୍ପ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ମଙ୍ଗଳବାର ରାଜ୍ୟ କ୍ୟାବିନେଟ…
ନୟାଗଡ଼ ଉପକାରାଗାରରୁ ମୁକୁଳିଲେ ବନିତା: ନାବାଳିକା ସମୟରେ ଶୁଣାଣି ହୋଇ ଭୋଗୁଥିଲେ ଆଜୀବନ କାରାଦଣ୍ଡ
ନୟାଗଡ଼ ଅଫିସ,୧୮।୧୨-ନୟାଗଡ଼ ଖୁଣ୍ଟୁବନ୍ଧସ୍ଥିତ ଉପକାରାଗାରରୁ ମଙ୍ଗଳବାର ମୁକୁଳିଛନ୍ତି ବନିତା ସେଠୀ। ବନିତା ନାବାଳିକା ଥିବା ସମୟରେ ଶୁଣାଣି କରାଯାଇ ଆଜୀବନ କାରାଦଣ୍ଡ ଭୋଗ କରିଥିଲେ। ସେହିଭଳି ତାଙ୍କ ସହିତ ତାଙ୍କର ପୁଅ ମଧ୍ୟ ଜେଲରେ ରହି ଆସୁଥିଲେ। ଘଟଣାରୁ ପ୍ରକାଶ ଯେ,…
ରାସ୍ତା ନିର୍ମାଣକୁ ନେଇ ପୁଣି ବିବାଦ ଘନେଇଲା: ପ୍ରଶାସନ ଉପସ୍ଥିତିରେ ମାଟି ଉଠାଯିବାରୁ ଉତ୍ତେଜନା
ଖଣ୍ଡପଡ଼ା,୧୮।୧୨(ସ୍ବ.ପ୍ର.)-ଖଣ୍ଡପଡ଼ା ବ୍ଳକ ଅନ୍ତର୍ଗତ ମର୍ଦ୍ଦରାଜପୁର ପଞ୍ଚାୟତ ନୂଆସହି ରାସ୍ତା ନିର୍ମାଣକୁ ନେଇ ସୋମବାର ବରକୋଳି ଗ୍ରାମର ବହୁ ବ୍ୟକ୍ତି ଖଣ୍ଡପଡ଼ା ତହସିଲ କାର୍ଯ୍ୟାଳୟ ଆଗରେ ଧାରଣା ଦେଇ ତହସିଲଦାରଙ୍କ ପ୍ରତିଶ୍ରୁତି କ୍ରମେ ଧାରଣାରୁ ଓହରିଥିଲେ ା ମାତ୍ର ପୁନର୍ବାର ମଙ୍ଗଳବାର ଏହି…
ଗୋଚର ଜମିରେ ତିଆରି ହେଉଛି ଘର: ଶାଗମାଛ ଦରରେ ଜାଗା ବିକ୍ରି
ନୟାଗଡ଼ ଅଫିସ,୧୮।୧୨-ନୟାଗଡ଼ ସହରରେ ମାତିଛନ୍ତି ଜମି ମାଫିଆ। ସହରର ପାହାଡ଼ କଡ଼ରେ ଥିବା ଉଭୟ ଜଙ୍ଗଲ ଓ ଗୋଚର ଜମିକୁ ଶାଗମାଛ ଦରରେ ଏମାନେ ଲୋକମାନଙ୍କୁ ବିକ୍ରି କରୁଛନ୍ତି। ଏହି ମାଫିଆମାନେ ପାହାଡ଼କୁ ଫଟାଇ କାଟି ସଫା କରି ପ୍ଲଟିଂରେ ବିକ୍ରି…
ଆଜି ମୁଖ୍ୟମନ୍ତ୍ରୀଙ୍କ ନୂଆଦିଲ୍ଲୀ ଗସ୍ତ
ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅପରାହ୍ନରେ ବିମାନଯୋଗେ ନୂଆଦିଲ୍ଲୀ ଗସ୍ତ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ୫ ଦିନିଆ ବୋଲି ଜଣାପଡିଛି। ବୁଧବାର ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରେ ପହଞ୍ଚି ନିଜସ୍ବ ବାସଭବନକୁ ଯିବେ। ସେହିଦିନ ତାଙ୍କର କୌଣସି ସରକାରୀ କାର୍ଯ୍ୟକ୍ରମ ନାହିଁଁ ବୋଲି ଜଣାପଡିଛି।…
ଫେବୃୟାରୀ ୩ ରୁ ଆଇଏସ୍ସି ଦ୍ୱାଦଶ, ୨୭ରୁ ଆଇସିଏସ୍ଇ ଦଶମ ପରୀକ୍ଷା
ଭୁବନେଶ୍ୱର,୧୮।୧୨(ବ୍ୟୁରୋ):କାଉନ୍ସିଲ୍ ଫର୍ ଦି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ-୨୦୨୦ (ସିଆଇଏସ୍ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍ଇ ଦଶମ ଓ ଆଇଏସ୍ସି ଦ୍ୱାଦଶ ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି। ଦଶମ ପରୀକ୍ଷା ଫେବୃୟାରୀ ୨୭ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୦ରେ ଶେଷ ହେବ।…
ଫେବୃୟାରୀ ୧୫ରୁ ସିବିଏସ୍ଇ ଦଶମ, ଦ୍ୱାଦଶ ପରୀକ୍ଷା
ଭୁବନେଶ୍ୱର, ୧୮।୧୨(ବ୍ୟୁରୋ):କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ବା ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି। ୨୦୨୦ ଫେବୃୟାରୀ ୧୫ରୁ ଉଭୟ ଦଶମ ଓ ଦ୍ୱାଦଶ ପରୀକ୍ଷା…
ପ୍ରଖ୍ୟାତ ଅଭିନେତା ଶ୍ରୀରାମ ଲାଗୁଙ୍କ ପରଲୋକ
ନୂଆଦିଲ୍ଲୀ,୧୮।୧୨:ବଲିଉଡର ପ୍ରଖ୍ୟାତ ଅଭିନେତା ଶ୍ରୀରାମ ଲାଗୁଙ୍କ ମଙ୍ଗଳବାର ସନ୍ଧ୍ୟାରେ ପରଲୋକ ଘଟିଛି। ତାଙ୍କୁ ୯୨ ବର୍ଷ ହୋଇଥିଲା। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ପୁନେସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ୧୦୦ରୁ ଊର୍ଦ୍ଧ୍ୱ ହିନ୍ଦୀ ଫିଲ୍ମ…
ଫେବୃୟାରୀ ତୃତୀୟ ସପ୍ତାହରେ ମାଟ୍ରିକ ପରୀକ୍ଷା
ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ଫେବୃୟାରୀ ତୃତୀୟ ସପ୍ତାହରେ ମାଟ୍ରିକ ପରୀକ୍ଷା ହେବ। ତେବେ ପରୀକ୍ଷା ନେଇ ବୋର୍ଡ କର୍ତ୍ତୃପକ୍ଷ ବିଧିବଦ୍ଧ ସୂଚନା ଦେବେ ବୋଲି ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି। ସେ କହିଛନ୍ତି ଯେ, ସାଧାରଣତଃ ଫେବୃୟାରୀ ତୃତୀୟ…
Archives


