ଗୋଚର ଜମିରେ ତିଆରି ହେଉଛି ଘର: ଶାଗମାଛ ଦରରେ ଜାଗା ବିକ୍ରି
ନୟାଗଡ଼ ଅଫିସ,୧୮।୧୨-ନୟାଗଡ଼ ସହରରେ ମାତିଛନ୍ତି ଜମି ମାଫିଆ। ସହରର ପାହାଡ଼ କଡ଼ରେ ଥିବା ଉଭୟ ଜଙ୍ଗଲ ଓ ଗୋଚର ଜମିକୁ ଶାଗମାଛ ଦରରେ ଏମାନେ ଲୋକମାନଙ୍କୁ ବିକ୍ରି କରୁଛନ୍ତି। ଏହି ମାଫିଆମାନେ ପାହାଡ଼କୁ ଫଟାଇ କାଟି ସଫା କରି ପ୍ଲଟିଂରେ ବିକ୍ରି…
ଆଜି ମୁଖ୍ୟମନ୍ତ୍ରୀଙ୍କ ନୂଆଦିଲ୍ଲୀ ଗସ୍ତ
ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅପରାହ୍ନରେ ବିମାନଯୋଗେ ନୂଆଦିଲ୍ଲୀ ଗସ୍ତ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ୫ ଦିନିଆ ବୋଲି ଜଣାପଡିଛି। ବୁଧବାର ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରେ ପହଞ୍ଚି ନିଜସ୍ବ ବାସଭବନକୁ ଯିବେ। ସେହିଦିନ ତାଙ୍କର କୌଣସି ସରକାରୀ କାର୍ଯ୍ୟକ୍ରମ ନାହିଁଁ ବୋଲି ଜଣାପଡିଛି।…
ଫେବୃୟାରୀ ୩ ରୁ ଆଇଏସ୍ସି ଦ୍ୱାଦଶ, ୨୭ରୁ ଆଇସିଏସ୍ଇ ଦଶମ ପରୀକ୍ଷା
ଭୁବନେଶ୍ୱର,୧୮।୧୨(ବ୍ୟୁରୋ):କାଉନ୍ସିଲ୍ ଫର୍ ଦି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ-୨୦୨୦ (ସିଆଇଏସ୍ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍ଇ ଦଶମ ଓ ଆଇଏସ୍ସି ଦ୍ୱାଦଶ ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି। ଦଶମ ପରୀକ୍ଷା ଫେବୃୟାରୀ ୨୭ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୦ରେ ଶେଷ ହେବ।…
ଫେବୃୟାରୀ ୧୫ରୁ ସିବିଏସ୍ଇ ଦଶମ, ଦ୍ୱାଦଶ ପରୀକ୍ଷା
ଭୁବନେଶ୍ୱର, ୧୮।୧୨(ବ୍ୟୁରୋ):କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ବା ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି। ୨୦୨୦ ଫେବୃୟାରୀ ୧୫ରୁ ଉଭୟ ଦଶମ ଓ ଦ୍ୱାଦଶ ପରୀକ୍ଷା…
ପ୍ରଖ୍ୟାତ ଅଭିନେତା ଶ୍ରୀରାମ ଲାଗୁଙ୍କ ପରଲୋକ
ନୂଆଦିଲ୍ଲୀ,୧୮।୧୨:ବଲିଉଡର ପ୍ରଖ୍ୟାତ ଅଭିନେତା ଶ୍ରୀରାମ ଲାଗୁଙ୍କ ମଙ୍ଗଳବାର ସନ୍ଧ୍ୟାରେ ପରଲୋକ ଘଟିଛି। ତାଙ୍କୁ ୯୨ ବର୍ଷ ହୋଇଥିଲା। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ପୁନେସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ୧୦୦ରୁ ଊର୍ଦ୍ଧ୍ୱ ହିନ୍ଦୀ ଫିଲ୍ମ…
ଫେବୃୟାରୀ ତୃତୀୟ ସପ୍ତାହରେ ମାଟ୍ରିକ ପରୀକ୍ଷା
ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ଫେବୃୟାରୀ ତୃତୀୟ ସପ୍ତାହରେ ମାଟ୍ରିକ ପରୀକ୍ଷା ହେବ। ତେବେ ପରୀକ୍ଷା ନେଇ ବୋର୍ଡ କର୍ତ୍ତୃପକ୍ଷ ବିଧିବଦ୍ଧ ସୂଚନା ଦେବେ ବୋଲି ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି। ସେ କହିଛନ୍ତି ଯେ, ସାଧାରଣତଃ ଫେବୃୟାରୀ ତୃତୀୟ…
୨୦୨୦-୨୧ ଆର୍ଥିକ ବର୍ଷ:ବଜେଟ ପାଇଁ ମତାମତ ଆହ୍ବାନ କଲା ଅର୍ଥ ବିଭାଗ
ଭୁବନେଶ୍ୱର,୧୮।୧୨(ବ୍ୟୁରୋ):୨୦୨୦-୨୧ ଆର୍ଥିକ ବର୍ଷର ବଜେଟ ପ୍ରସ୍ତୁତି ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ବଜେଟ ସହ ଜଡ଼ିତ ସମସ୍ତ ଅଂଶୀଦାରଙ୍କ ସହଭାଗିତାକୁ ଏଥିରେ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ସେହିକ୍ରମରେ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏବଂ ବିଭାଗୀୟ ପ୍ରମୁଖ ସଚିବ…
ସିଏଏ ପ୍ରତ୍ୟାହାର କର:ରାଷ୍ଟ୍ରପତିଙ୍କୁ ଭେଟିଲେ ୧୨ ବିରୋଧୀ ଦଳ ନେତା
ନୂଆଦିଲ୍ଲୀ,୧୮।୧୨(ପି.ଟି.):ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ଆନ୍ଦୋଳନ ତେଜିବାରେ ଲାଗିଛି। ଏହାକୁ ନେଇ ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କ ବିରୋଧରେ ପୋଲିସର ଦମନଲୀଳା ନିଆଁରେ ଘିଅ ଢାଳିବା ଭଳି କାର୍ଯ୍ୟ କରୁଛି। ଏଭଳି ସ୍ଥିତିରେ ବିରୋଧୀ ମଙ୍ଗଳବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ…
କୃଷକଙ୍କ ପାଇଁ ‘ସମୃଦ୍ଧି’
ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ରାଜ୍ୟରେ କୃଷି ଓ କୃଷକର ଉନ୍ନତି ପାଇଁ ରାଜ୍ୟ ସରକାର ନୂଆ କୃଷି ନୀତି-୨୦୧୯ ‘ସମୃଦ୍ଧି’ ପ୍ରଣୟନ କରିଛନ୍ତି। ମଙ୍ଗଳବାର ରାଜ୍ୟ କ୍ୟାବିନେଟ୍ ଏହି କୃଷି ନୀତିକୁ ଅନୁମୋଦନ କରିଛି। ରାଜ୍ୟରେ ୧୯୯୬ରେ ଓଡ଼ିଶା କୃଷି ନୀତି ପ୍ରଣୟନ ହୋଇଥିଲା। ଏଥିରେ…
ଶୀତଦିନେ ଖାଆନ୍ତୁ ବରକୋଳି
ବରକୋଳି ସାଧାରଣତଃ ଶୀତଦିନେ ମିଳିଥାଏ। ଏହାକୁ ଖାଇଲେ ଥଣ୍ଡା ଓ ଗାଲୁଆ ହୋଇଥାଏ ବୋଲି କୁହାଯାଏ। ହେଲେ ଏଥିରେ ଥିବା କିଛି ଭିଟାମିନ୍ସ ଆମ ଶରୀର ପାଇଁ ବେଶ୍ ଲାଭକାରୀ। ବରକୋଳି ଦୁଇ ପ୍ରକାରର ମିଳିଥାଏ ଗୋଟିଏ ଖଟା ଲାଗେ ଅନ୍ୟଟି…
ମିଶ୍ରି ଖାଇଲେ ମିଳିବ ଏହି ୫ଟି ଫାଇଦା
ମିଶ୍ରି ପାଟିକୁ ଯେତିକି ମିଠା, ଶରୀର ପାଇଁ ମଧ୍ୟ ସେତିକି ଉପକାରୀ। ମିଶ୍ରି ସେବନ ଦ୍ୱାରା ଅନେକ ରୋଗ ଭଲ ହୋଇଥାଏ। ମିଶ୍ରିର ୫ ଉପକାରୀ ଗୁଣ ବିଷୟରେ ଜାଣନ୍ତୁ। ଥଣ୍ଡା, କାଶରୁ ମୁକ୍ତି ଦିଏ ମିଶ୍ରି ଶୀତଦିନେ ଅନେକ ଥଣ୍ଡା,…
ଶ୍ରୀମନ୍ଦିର ସୁରକ୍ଷା ଜୋନ: ଭଙ୍ଗା ହେଲା ତିନିମହଲା କୋଠା,ବୁଧବାର ଗଡ଼ନ୍ତି ଛକରେ ହେବ ଉଚ୍ଛେଦ
ପୁରୀ ଅଫିସ, ୧୭ା୧୨: ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର ଚୌହଦୀରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ୭୫ ମିଟରେ ଭିତରେ ଥିବା ମଠ ଏବଂ ବ୍ୟକ୍ତିଗତ ଘର ଭଙ୍ଗା ଯାଉଛି। କିଛିଦିନ ଧରି ମଙ୍ଗୁମଠ ଏବଂ ସାନଛତା ମଠ ଉଚ୍ଛେଦ କରିବା ପରେ…
Archives


