ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ନୋଟିସ୍: ଏଥିକ୍ସ ଅଫିସରଙ୍କ ଆଗରେ ହାଜର ହେବେ, କପିଳ ଦେବ, ଗାଏକ୍ୱାଡ୍
ଏଥିକ୍ସ ଅଫିସରଙ୍କ ଆଗରେ ହାଜର ହେବେ, କପିଳ ଦେବ, ଗାଏକ୍ୱାଡ୍ ନୂଆଦିଲ୍ଲୀ, ୧୭ା୧୨ (ପି.ଟି.)- ଚଳିତ ମାସର ପରବର୍ତ୍ତୀ ଭାଗରେ ଭାରତୀୟ କ୍ରିକେଟ କଣ୍ଟ୍ରେଲ ବୋର୍ଡ(ବିସିସିଆଇ) ଏଥିକ୍ସ ଅଫିସର ଡି.କେ. ଜୈନଙ୍କ ନିକଟରେ କପିଳ ଦେବ ଏବଂ ଅଂଶୁମାନ ଗାଏକ୍ୱାଡଙ୍କୁ ହାଜର…
ପୁନିଆ ‘ଜୁନିୟର ଫ୍ରିଷ୍ଟାଇଲ ରେସ୍ଲର ଅଫ୍ ଦି ଇୟର’
ନୂଆଦିଲ୍ଲୀ, ୧୭ା୧୨(ପି.ଟି.)- ଉଭୟ ଜୁନିୟର ଏବଂ ସିନିୟର ବିଭାଗରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ବିଶ୍ୱ ଚାମ୍ପିୟନଶିପ୍ ରୌପ୍ୟ ବିଜେତା ଦୀପକ ପୁନିଆ ୟୁନାଇଟେଡ ଓ୍ବାଲର୍ଡ ରେସ୍ଲିଂ (ୟୁଡବ୍ଲ୍ୟୁଡବ୍ଲ୍ୟୁ)ଦ୍ୱାରା ‘ଜୁନିୟର ଫ୍ରିଷ୍ଟାଇଲ ରେସ୍ଲର ଅଫ୍ ଦି ଇୟର’ ବିବେଚିତ ହୋଇଛନ୍ତି। ୧୮ ବର୍ଷ…
୨୦୧୯ର ଚର୍ଚ୍ଚିତ ଷ୍ଟାରକିଡ୍: ତାଲିକାରେ ତୈମୁର, ଇନାୟା, ସୁହାନା, ଅନନ୍ୟା….
ବମ୍ବେ: ବଲିଉଡ୍ର ଷ୍ଟାରକିଡ୍ମାନେ ନିଜ ନିଜ ମା’ବାପାଙ୍କଠାରୁ ଚର୍ଚ୍ଚିତ ହେବାରେ କମ୍ ନୁହନ୍ତି। ସେଥିପାଇଁ ତ ସେ ସୈଫ୍-କରିନାଙ୍କ ତୈମୁର ହୁଅନ୍ତୁ ଅଥବା ଶାହିଦ-ମୀରାଙ୍କ ମିଶା, ସମସ୍ତଙ୍କର ରହିଛି ବଡ଼ ଫ୍ୟାନ୍ ଫଲୋଇଙ୍ଗ। ସୋସିଆଲ ମିଡିଆରେ ସେମାନଙ୍କର ଫଟୋ ସେଲିବ୍ରିଟିଙ୍କ ଭଳି…
ମାଡାମ ତୁଷାଦ୍ରେ ହେବ କାଜଲଙ୍କ ମହମ ପ୍ରତିମୂର୍ତ୍ତି, ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଭାବେ ପ୍ରଥମ
ବମ୍ବେ: ସେଲିବ୍ରିଟିମାନଙ୍କ ପାଇଁ ମାଡାମ ତୁଷାଦ୍ ମ୍ୟୁଜିୟମରେ ସ୍ଥାନ ପାଇବା ସମ୍ମାନର କଥା ହୋଇଥାଏ। ପୂର୍ବରୁ ବଲିଉଡର ଅନେକ କଳାକାରଙ୍କ ମହମ ପ୍ରତିମୂର୍ତ୍ତି ଏଠାରେ ସ୍ଥାନ ପାଇସାରିଛି। ହେଲେ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଭାବେ କାଜଲ ଅଗ୍ରଓ୍ବାଲ ପ୍ରଥମେ ଏହି ସମ୍ମାନ…
ବଜେଟ ପାଇଁ ସାଧାରଣ ଜନତାଙ୍କଠାରୁ ମତାମତ ମାଗିଲେ ରାଜ୍ୟ ସରକାର
ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକବର୍ଷ ବଜେଟ ପ୍ରସ୍ତୁତି ପାଇଁ ଜନସାଧାରଣଙ୍କଠାରୁ ମତାମତ ସଂଗ୍ରହ କରିବାକୁ ଚାହୁଁଛି ରାଜ୍ୟ ଅର୍ଥ ବିଭାଗ। ଏଥିଲାଗି ଏକ ନିର୍ଦ୍ଦିଷ୍ଟ ଢାଞ୍ଚାରେ ପରାମର୍ଶ ଆହ୍ବାନ କରାଯାଇଛି। ଏ ସଂକ୍ରାନ୍ତ ସମସ୍ତ ତଥ୍ୟ ଓ୍ବେବ୍ସାଇଟ୍ରେ ଉପଲବ୍ଧ ରହିଛି। ତେବେ ସାଧାରଣ…
କ୍ରିସ୍ମାସରେ ଦିଅନ୍ତୁ ଏସବୁ ଉପହାର
ଆସୁଛି କ୍ରିସ୍ମାସ। ଏବେଠାରୁ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି। ଡିସେମ୍ବର ୨୫କୁ ବଡଦିନ, କ୍ରିସ୍ମାସ ବା ପ୍ରଭୁ ଯିଶୁଙ୍କ ଜନ୍ମ ଦିବସ ଭାବେ ପାଳନ କରାଯାଇଥାଏ। ବିଶେଷ କରି ଖ୍ରୀଷ୍ଟିଆନ୍ ସମ୍ପ୍ରଦାୟର ଲୋକେ ଏହି ପର୍ବକୁ ବେଶ୍ ଧୁମ୍ଧାମ୍ରେ ପାଳନ କରିଥାଆନ୍ତି। ହେଲେ…
ଶାନ୍ତ ରହିବାକୁ ଦିଲ୍ଲୀବାସୀଙ୍କୁ ନିବେଦନ କଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୧୭।୧୨: ସାରାଦେଶରେ ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରାଯାଉଥିବା ବେଳେ ବିଭିନ୍ନ ସ୍ଥାନରେ ହିଂସାତ୍ମକ ପରିସ୍ଥିତି ଦେଖାଦେଇଛି। ବିଶେଷତଃ ଦିଲ୍ଲୀରେ ଏହାର ବହୁଳ ଭାବେ ବିରୋଧ ପ୍ରଦର୍ଶନ କରାଯାଉଛି। ଜାମିଆ ମିଲିଆ ଇସ୍ଲାମିଆ ବିଶ୍ୱବିଦ୍ୟାଳୟରେ ହୋଇଥିବା ହିଂସା ପରେ ମଙ୍ଗଳବାର ଦିଲ୍ଲୀ…
ପୋଲିସରେ ଭର୍ତ୍ତି ହେଲେ କୃଷକଙ୍କ ୨ଝିଅ, ଜଣେ ପୁଅ
ଲକ୍ଷ୍ନୌ,୧୭।୧୨: ପରିବାରରେ ଯେତେବେଳେ ଜଣେ ପୁଅ ପୋଲିସ ପୋଷାକ ପିନ୍ଧେ ସେତେବେଳେ ସମସ୍ତେ ଗର୍ବ ଅନୁଭବ କରିଥାନ୍ତି। ହେଲେ ଉତ୍ତରପ୍ରଦେଶ ମୁରଦାବାଦରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଯେଉଁଠାରେ ଝିଅଙ୍କ ସଫଳତା ଲୋକଙ୍କୁ ଗର୍ବ କରିବାକୁ ଶିଖାଇଦେଇଛି। ସୋମବାର ଗୋଟିଏ…
ଭଉଣୀଙ୍କ ସହ ଏଥର ଜନ୍ମଦିନ ପାଳିବେ ଭାଇଜାନ
ବଲିଉଡ୍ ଭାଇଜାନ ସଲମାନ ଖାନ୍ ଡିସେମ୍ବର ୨୭ରେ ନିଜର ୫୪ତମ ଜନ୍ମଦିନ ପାଳନ କରିବାକୁ ଯାଉଛନ୍ତି। ଏଥିପାଇଁ ସଲ୍ଲୁଙ୍କ ଘରେ ଖାସ୍ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥର ଘରେ ଛୋଟ ପାର୍ଟିର ଆୟୋଜନ କରାଯାଉଛି। ବ୍ୟସ୍ତ କାର୍ଯ୍ୟସୂଚୀ ଭିତରେ ଭଉଣୀ ଅର୍ପିତାଙ୍କୁ…
ରାଜ୍ୟରେ ବଢ଼ିଚାଲିଛି ମହିଳା ବିରୋଧୀ ହିଂସା, କେବେ ପ୍ରତିଷ୍ଠା ହେବ ଫାଷ୍ଟଟ୍ରାକ୍ କୋର୍ଟ: ଭାଜପା
ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ମହିଳା ବିରୋଧୀ ହିଂସା ବଢ଼ିବାରେ ଲାଗିଛି। ଅପରାଧୀଙ୍କର ପୋଲିସ ପ୍ରତି ଆଉ ଭୟ ନାହିଁ। ଏସବୁ ହିଂସାର ବିଚାର ପାଇଁ ଆନ୍ଧ୍ରପ୍ରଦେଶର ୭୨ଟି, ତାମିଲନାଡ଼ୁରେ ୬୯ଟି, ପଶ୍ଚିମବଙ୍ଗରେ ୮୮ଟି ଓ ମହାରାଷ୍ଟ୍ରରେ ୧୦୦ଟି ଫାଷ୍ଟଟ୍ରାକ୍ କୋର୍ଟ…
ବିହାରରେ ଲଜ୍ଜା: ବଳାତ୍କାର ଉଦ୍ୟମ ସଫଳ ନ ହେବାରୁ ନାବାଳିକାଙ୍କୁ ଗୁଳି କଲେ ଯୁବକ
ରୋହତାସ,୧୭।୧୨: ବିହାରରେ ପୁଣି ଲଜ୍ଜା। ବିହାର ରୋହତାସ ଜିଲାର ରାଜପୁରରେ ୧୦ମରେ ପଢ଼ୁଥିବା ଜଣେ ଛାତ୍ରୀଙ୍କୁ ଗଣବଳାତ୍କାର ଉଦ୍ୟମ କରାଯାଇଛି। ଉଦ୍ୟମରେ ସଫଳ ନ ହେବାରୁ ପୀଡିତାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମଙ୍ଗଳବାର ପୀଡିତା ଜେଜେମାଙ୍କ ସହ…
ଅଭିନେତ୍ରୀ ପାୟଲଙ୍କୁ ମିଳିଲା ଜାମିନ
ଜୟପୁର,୧୭।୧୨: ବଲିଉଡ୍ ଅଭିନେତ୍ରୀ ପାୟଲ ରୋହତଗିଙ୍କୁ ମଙ୍ଗଳବାର ଜାମିନ ମିଳିଯାଇଛି। ଦୁଇଟି ମାମଲା ପାଇଁ ୨୫- ୨୫ ହଜାର ଟଙ୍କା ଦାଖଲ କରିବା ପରେ ତାଙ୍କୁ ଜାମିନ ମିଳିଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କୁ ନେଇ…
Archives


