Home Left

ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର

ଧାମନଗର, ୧୭।୧୨(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଅଞ୍ଚଳରେ ଜଣେ ତୃତୀୟ ଶ୍ରେଣୀର ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ସୋମବାର ଅପରାହ୍ନରେ ଏକ ବିଦ୍ୟାଳୟ ପଛପଟରେ ଜଣେ ଯୁବକ ବଳାତ୍କାର କରିଥିବା ଜଣାପଡିଛି। ଖବର ପାଇ ପୋଲିସ ବିଳମ୍ବିତ ରାତିରେ ଅଭିଯୁକ୍ତଙ୍କୁ…

ମିଶନରେଟ ପୋଲିସକୁ ମହିଳାଙ୍କ ସୁରକ୍ଷା ଚିନ୍ତା: ଛାତ୍ରୀ, ମହିଳା ହେବେ ସ୍ପେଶାଲ ପୋଲିସ ଅଫିସର

ଭୁବନେଶ୍ୱର,,୧୭ା୧୨(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ ଏବେ ମହିଳାମାନେ ଅସୁରକ୍ଷିତ ହୋଇପଡୁଛନ୍ତି। ବଳାତ୍କାର ଓ ନିର୍ଯାତନା ସୀମା ଟପିଛି। ବିଶେଷକରି ହାଇଦ୍ରାବାଦ ମହିଳା ଡାକ୍ତର ଏବଂ ଉନ୍ନାଓ ଗଣବଳାତ୍କାର ଓ ହତ୍ୟା ଘଟଣା ପରେ ଭୁବନେଶ୍ୱର-କଟକ କମିଶନରେଟ ପୋଲିସର ଚିନ୍ତା ବଢ଼ିଛି। ପାଠପଢ଼ାଠାରୁ…

ସେଲଫି ହେଲା କାଳ: ନଦୀରେ ଭାସିଯାଇଥିବା ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଯାଜପୁର ଅଫିସ,୧୭।୧୨: ତନ୍ତୀଘାଇ ନଦୀରେ ସେଲଫି ଉଠାଉଥିବାବେଳେ ଭାସିଯାଇଥିବା ଯାଜପୁର ଜିଲା ଏରବାଙ୍କ ଗ୍ରାମର ଛାତ୍ରୀ ସାଇତା ବେଗମ(୧୭)ଙ୍କ ମୃତଦେହକୁ ମଙ୍ଗଳବାର ସକାଳ ୮ଟାରେ ଉଦ୍ଧାର କରାଯାଇଛି। ବରୀ ବ୍ଲକ ବିଞ୍ଝାରପୁର ଥାନା ଅନ୍ତର୍ଗତ ଏରଡା ଗ୍ରାମର ଏକ ପୋଲ ତଳେ…

ହାଇକୋର୍ଟର ନୂଆ ୱେବ୍‌ସାଇଟ୍‌ ଉଦ୍‌ଘାଟିତ

କଟକ ଅଫିସ,,୧୭ା୧୨: ଓଡ଼ିଶା ହାଇକୋର୍ଟର ନୂତନ ୱେବ୍‌ସାଇଟ୍‌ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ କେ.ଏସ୍‌. ଝାବେରୀ ଅନ୍ୟ ବିଚାରପତିଙ୍କ ଉପସ୍ଥିତିରେ ଏହି ୱେବ୍‌ସାଇଟ୍‌କୁ ଉଦ୍‌ଘାଟନ କରିଥିଲେ। ଏହାର ନାମ ଜଷ୍ଟିସ୍‌ କ୍ଲକ୍‌ ରଖାଯାଇଛି। ୱେବ୍‌ସାଇଟ୍‌ରୁ ହାଇକୋର୍ଟରେ କାର୍ଯ୍ୟରତ…

ଚାଇନା କୋଇଲା ଖଣି ବିସ୍ଫୋରଣ: ୧୪ ମୃତ

ବେଜିଂ,୧୭।୧୨: ଚାଇନାରେ ଏକ କୋଇଲା ଖଣିରେ ବିସ୍ଫୋରଣ ହେବା ଫଳରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଖଣିରେ ପାଖାପାଖି ୩୪୬ ଶ୍ରମିକ କାମ କରୁଥିବା ବେଳେ ଏହି ବିସ୍ଫୋରଣ ହୋଇଥିବା କହିଛି ଚାଇନାର ଗଣମାଧ୍ୟମ ସିନୁଆ ନ୍ୟୁଜ। ଏମାନଙ୍କ ସହ…

ପ୍ଲାଷ୍ଟିକ ଦେଇ ‘ଆହାର’ ଖାଇଲେ

ଭୁବନେଶ୍ୱର, ,୧୭ା୧୨ (ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଦେଶର ସ୍ବଚ୍ଛ ସର୍ବେକ୍ଷଣ ତାଲିକାର ଶୀର୍ଷରେ ପହଞ୍ଚାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଉଦ୍ୟମ ଜାରି ରଖିଛି। ଇତିମଧ୍ୟରେ ଅନେକ ବୃହତ୍‌ ଯୋଜନା ହାତକୁ ନିଆଯାଇଥିବାବେଳେ ଏବେ ଆଉଏକ ଅଭିନବ ପ୍ରୟାସ କରିଛି…

ଏସ୍‌ସିବି ମେଡିକାଲରେ ନାହିଁ କୁକୁର କାମୁଡ଼ା ଇଞ୍ଜେକ୍‌ଶନ

କଟକ ଅଫିସ, ୧୭।୧୨: ଏସ୍‌ସିବି ମେଡିକାଲ ସମେତ ରାଜ୍ୟର ବିଭିନ୍ନ ସରକାରୀ ହସ୍ପିଟାଲରେ କୁକୁର କାମୁଡା ଇଞ୍ଜେକଶନ(ଆଣ୍ଟି ରାବିଜ୍‌ ଭ୍ୟାକସିନ)ର ଘୋର ଅଭାବ। ଗତ ୩ ଦିନ ହେବ ଏସ୍‌ସିବି ମେଡିକାଲରୁ ଏହି ଇଞ୍ଜେକଶନ ନ ପାଇ ଶତାଧିକ ରୋଗୀ ଫେରିଥିବା…

ଋଷଭ ପନ୍ତଙ୍କ ସଫଳ ବ୍ୟାଟିଂ ଦେଖି ଗର୍ଲଫ୍ରେଣ୍ଡ୍‌ କହିଲେ ଏମିତି…

ଚେନ୍ନାଇ, ୧୭।୧୨: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟ ଚାଲିଥିବା ଏକଦିବସୀୟ ସିରିଜର ପ୍ରଥମ ମ୍ୟାଚରେ ଯଦିଓ ଭାରତ ଭ୍ରମଣକାରୀ ଦଳଠାରୁ ପରାସ୍ତ ହୋଇଥିଲା, କିନ୍ତୁ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତଙ୍କ ବ୍ୟାଟିଂ ଚର୍ଚ୍ଚାରେ ଥିଲା। ଗତ କିଛି ମ୍ୟାଚ୍‌ରେ ଖରାପ ଫର୍ମ…

ଆମ୍‌ଲା ମୁରବା

ଆବଶ୍ୟକ ସାମଗ୍ରୀ: ଅଁଳା ୧ କିଗ୍ରା,ଫିଟିକିରି- ୫ଗ୍ରାମ୍‌, ଚିନି ୧ କିଗ୍ରା, ପାଣି। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଅଁଳାକୁ ଭଲ ଭାବେ ଧୋଇ ଦିଅନ୍ତୁ। ଏକ ଫର୍କ ବା କଣ୍ଟା ଚାମଚ ସାହାଯ୍ୟରେ ଅଁଳାଗୁଡିକ ଉପରୁ କଣା କରିଦିଅନ୍ତୁ। ଏକ ବଡ…

ଷ୍ଟ୍ରେଚ୍‌ମାର୍କରୁ ମୁକ୍ତି

ଶିଶୁ ଜନ୍ମ ପରେ ଅଧିକାଂଶ ମା’ଙ୍କ ପେଟ ଏବଂ ଶରୀରର ବିଭିନ୍ନ ସ୍ଥାନରେ ଷ୍ଟ୍ରେଚ୍‌ମାର୍କ ହୋଇଯାଏ, ଯାହା ସୌନ୍ଦର୍ଯ୍ୟ ନଷ୍ଟ କରିଦିଏ ବୋଲି ଅନେକେ ବ୍ୟସ୍ତ ହୋଇଥାନ୍ତି। ହେଲେ ଏଥିପାଇଁ ବ୍ୟସ୍ତ ନ ହୋଇ କେତୋଟି ସହଜ ଉପାୟ ଆପଣାଇଲେ ଧୀରେ…

ଶୀତଦିନେ ଶିଶୁର ଯତ୍ନ

ଯେଉଁ ଶିଶୁ ଜନ୍ମବେଳେ ଠିକ୍‌ ଓଜନର ହେବା ସହ ଭଲ ଭାବେ କାନ୍ଦିଥାଏ ଆମେ ତାକୁ ସୁସ୍ଥ ଶିଶୁ ବୋଲି କହିଥାଉ। ତଥାପି ଜନ୍ମପରେ ପରେ ଶିଶୁର ଚିକିତ୍ସା ଆବଶ୍ୟକ। ଏହା ମଧ୍ୟ ବାହାର ଉତ୍ତାପ ଉପରେ ନିର୍ଭର କରିଥାଏ। ଗ୍ରୀଷ୍ମ…

ଓଡ଼ିଶା ଫେରିବ ଡାକୋଟା ବିମାନ

ପୁରୀ ଅଫିସ,୧୭।୧୨: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସ୍ମୃତି ସହ ଜଡ଼ିତ ଡାକୋଟା ବିମାନ ଓଡ଼ିଶା ଫେରିବା ସମ୍ଭାବନା ସୃଷ୍ଟି ହୋଇଛି। ଏହି ବିମାନକୁ ଓଡ଼ିଶାକୁ ଫେରାଇବା ଲାଗି ଶ୍ରୀଜଗନ୍ନାଥ ସେନା ଗତ ଅକ୍ଟୋବର ୧୦ରେ ନୂଆଦିଲ୍ଲୀରେ ବେସାମରିକ ବିମାନ ଚଳାଚଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri