Home Left

ରିତେଶ୍‌ ଜେନେଲିୟାଙ୍କୁ ୨ଥର କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ ଅଭିନେତା ତଥା କମେଡି କିଙ୍ଗ୍‌ ରିତେଶ୍‌ ଦେଶମୁଖଙ୍କର ୪୧ ତମ ଜନ୍ମଦିନ ମଙ୍ଗଳବାର ପାଳିତ ହେଉଛି। ୧୯୭୮ ଡିସେମ୍ବର ୧୭ରେ ସେ ଜନ୍ମଗ୍ରହଣ କରିଥିଲେ। ସେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଳାସ ରାଓ ଦେଶମୁଖଙ୍କ ପୁଅ। ଅଭିନେତ୍ରୀ ଜେନେଲିଆ…

ହାଓ୍ବଡାକୁ ସ୍ବାଭାବିକ ହେଉଛି ଟ୍ରେନ୍‌ ସେବା

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ଦେଶରେ ଆନ୍ଦୋଳନ ଓ ହିଂସା ଜାରି ରହିଥିବାରୁ ଟ୍ରେନ୍‌ ସେବା ଗୁରୁତର ପ୍ରଭାବିତ ହୋଇଛି। ତେବେ ଆସାମ ସ୍ଥିତିରେ ସେପରି ସୁଧାର ଆସି ନ ଥିବାବେଳେ ପଶ୍ଚିମବଙ୍ଗରେ କ୍ରମଶଃ ସ୍ବାଭାବିକ ହେଉଛି ଟ୍ରେନ୍‌…

ଜନ୍‌-ବିପାଶାଙ୍କ ସମ୍ପର୍କରେ ଫାଟ ସୃଷ୍ଟି କରିଥିଲା ଗୋଟିଏ ଭୁଲ୍‌ ଟୁଇଟ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ହ୍ୟାଣ୍ଡସମ୍‌ ହଙ୍କ୍‌ ଜନ ଆବ୍ରାହମ୍‌ ମଙ୍ଗଳବାର ୪୭ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୨ ଡିସେମ୍ବର ୧୭ରେ ସେ ଜନ୍ମଗ୍ରହଣ କରିଥିଲେ। ଫିଲ୍ମରେ ଅଭିନୟ କରିବା ପୂର୍ବରୁ ସେ ଜଣେ ସୁପର ମଡେଲ ଭାବେ କାମ କରୁଥିଲେ। ୨୦୦୩ରେ…

ପ୍ରେମ ବିବାହ ପରେ ବି ସଚିନ୍‌ଙ୍କୁ ଭଲ ପାଉ ନ ଥିଲେ ଜୁହି ପରମାର

ମୁମ୍ବାଇ: ଛୋଟପରଦାର ଲୋକପ୍ରିୟ ଅଭିନେତା ସଚିନ୍‌ ଶ୍ରଫ୍‌ଙ୍କ ୪୦ ତମ ଜନ୍ମଦିନ ମଙ୍ଗଳବାର ପାଳିତ ହେଉଛି। ୧୯୭୯ ଡିସେମ୍ବର ୧୭ରେ ସେ ଜନ୍ମଗ୍ରହଣ କରିଥିଲେ। ଲଭ୍‌ ମ୍ୟାରେଜ୍‌ ପରେ ବି ତାଙ୍କ ସ୍ତ୍ରୀ ଛୋଟ ପରଦାର ସୁନ୍ଦରୀ ନାୟିକା ଜୁହି ପରମାର…

ବିବାହ ସମୟରେ ବରଙ୍କୁ ଉପହାରରେ ଦିଆଯାଏ କନ୍ୟାଙ୍କ କେଶ

ଲମ୍ବା କେଶ ପାଇଁ ପ୍ରସିଦ୍ଧ ଚାଇନାର ଗୁଆଗଶି ଅଞ୍ଚର ହୁଆଙ୍ଗଲୁଓ ଗାଁ। ଏହାକୁ ଲଙ୍ଗ ହେୟାର ଭିଲେଜ ବୋଲି ମଧ୍ୟ କୁହାଯାଏ। କାରଣ ଏଠାକାର ସମସ୍ତ ମହିଳାଙ୍କ କେଶର ଲମ୍ବ ଅତିକମ୍‌ରେ ୩ରୁ ୭ ଫୁଟ ପର୍ଯ୍ୟନ୍ତ ହୋଇଥାଏ। ମହିଳାମାନେ ଲମ୍ବା…

ପୁଣି ବଢ଼ିଲା ପିଆଜ ଦର

ଭୁବନେଶ୍ୱର, ୧୬ା୧୨(ବ୍ୟୁରୋ): ରାଜ୍ୟରେ ପୁଣି ପିଆଜ ଦର ବଢ଼ିଲା। ପାଖାପାଖି ଦୁଇମାସ ଧରି ପିଆଜ ଦର ଆକାଶଛୁଆଁ ରହିଥିବାବେଳେ କିଛିଦିନ ହେବ ଦର ହ୍ରାସ ପାଇଥିଲା। ଅଳ୍ପ ଦିନର ସାମାନ୍ୟ ଆଶ୍ୱସ୍ତି ପରେ ଏବେ ପୁଣିଥରେ ଦର ବୃଦ୍ଧି ଖାଉଟିଙ୍କ ଚିନ୍ତା…

ଲୋକଙ୍କ ବିଶ୍ୱାସ ଜିତିଛି ଛାପା ଗଣମାଧ୍ୟମ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ଗଣମାଧ୍ୟମ ଗଣତନ୍ତ୍ରର ୪ର୍ଥ ସ୍ତମ୍ଭ ନୁହେଁ। ଆମ ଦେଶର ଗଣତନ୍ତ୍ର ୩ଟି ସ୍ତମ୍ଭ ଉପରେ ଛିଡ଼ାହୋଇଛି। ହେଲେ ଦେଶର ଏବେକାର ପରିସ୍ଥିତିରେ ଗଣମାଧ୍ୟମର ଭୂମିକା ବଢ଼ିଯାଇଛି। ଯେଉଁଠି ଖୋଦ୍‌ ସରକାର ଇଣ୍ଟରନେଟ୍‌ ସେବା ବନ୍ଦ କରି କଶ୍ମୀର ଓ ଆସାମ…

‘ସ୍ବତଃ ମିଳିବନି ଭାରତୀୟ ନାଗରିକତ୍ୱ’

ନୂଆଦିଲ୍ଲୀ,୧୭ା୧୨(ପି.ଟି.): ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରେ ଧର୍ମୀୟ ବିଦ୍ୱେଷର ଶିକାର ହୋଇ ଭାରତରେ ଶରଣ ନେଇଥିବା ହିନ୍ଦୁ, ବୌଦ୍ଧ, ଶିଖ୍‌, ପାର୍ସୀ, ଜୈନ ଓ ଖ୍ରୀଷ୍ଟିଆନମାନଙ୍କୁ ଆପଣାଛାଏଁ ଭାରତୀୟ ନାଗରିକତ୍ୱ ମିଳିଯିବ ନାହିଁ। ସିଏଏରେ ଏଥିପାଇଁ ସେମାନଙ୍କୁ କେତେଗୁଡ଼ିଏ ଜରୁରୀ ଆବଶ୍ୟକତା…

ଝାଡ଼ଖଣ୍ଡ: ୪ର୍ଥ ପର୍ଯ୍ୟାୟରେ ୬୨% ମତଦାନ

ରାଞ୍ଚତ୍,୧୭ା୧୨(ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡରେ ସୋମବାର ଅନୁଷ୍ଠିତ ଚତୁର୍ଥ ପର୍ଯ୍ୟାୟ ଭୋଟରେ ୬୨.୪୬ ପ୍ରତିଶତ ମତଦାନ ହୋଇଛି। ଏହି ପର୍ଯ୍ୟାୟରେ ଦେଓଘର, ଗିରିଡିହ, ବୋକାରୋ ଏବଂ ଧାନବାଦ ଜିଲାର ୧୫ ଆସନ ଲାଗି ଭୋଟଗ୍ରହଣ ହୋଇଥିଲା। ପ୍ରବଳ ଥଣ୍ଡା ସାଙ୍ଗକୁ ମାଓବାଦୀମାନଙ୍କ ଭୋଟ ବର୍ଜନ…

ମନୋଜ ମୁକୁନ୍ଦ ହେବେ ସେନାମୁଖ୍ୟ

ନୂଆଦିଲ୍ଲୀ,୧୭ା୧୨-ଲ୍ୟୁଟ୍‌ନାଣ୍ଟ ଜେନେରାଲ ମନୋଜ ମୁକୁନ୍ଦ ନରଭନେ ଭାରତୀୟ ସେନାର ପରବର୍ତ୍ତୀ ମୁଖ୍ୟ ହେବାକୁ ଯାଉଛନ୍ତି। ସେ ଏବେ ସୈନ୍ୟବାହିନୀରେ ଉପମୁଖ୍ୟ ଅଛନ୍ତି। ବର୍ତ୍ତମାନର ସେନାଧ୍ୟକ୍ଷ ବିପିନ ରାଓ୍ବତ ଡିସେମ୍ବର ୩୧ରେ ଅବସର ଗ୍ରହଣ କରିବେ। ସେନା ଉପମୁଖ୍ୟ ଭାବେ ଗତ ସେପ୍ଟେମ୍ବରରେ…

ମାଲକାନଗିରି ଜିଲାରେ ପୁଷ୍ଟିହୀନତା ସମସ୍ୟା:ପ୍ରତି ଜିଲାରେ ନିଯୁକ୍ତ ହେବେ ସ୍ବତନ୍ତ୍ର ଅଧିକାରୀ

କଟକ ଅଫିସ,୧୭।୧୨: ଅପପୁଷ୍ଟିକୁ ରୋକିବା ପାଇଁ ସରକାର ବହୁବିଧ ଯୋଜନା କରିଛନ୍ତି। ମାତ୍ର ଏହାର ପ୍ରଭାବ ମାଲକାନଗିରି ଜିଲାରେ ପଡୁନାହିଁ। ଉକ୍ତ ଜିଲାରେ ବହୁ ସଂଖ୍ୟକ ଶିଶୁ ପୁଷ୍ଟିହୀନତାର ଶିକାର ହେଉଛନ୍ତି। ଏପରି କି ଏହି ରୋଗର ଶିକାର ହୋଇ ଅନେକ…

ଚର୍ଚ୍ଚାରେ ୨୦୦୦ ଟଙ୍କିଆ ନୋଟ୍‌

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ୮ ନଭେମ୍ବର ୨୦୧୬ରେ କେନ୍ଦ୍ର ସରକାର ବିମୁଦ୍ରୀକରଣ ଲାଗୁ କରିବା ପରେ ୧୦୦୦ ଓ ୫୦୦ ଟଙ୍କିଆ ବଡ଼ ନୋଟ୍‌ ରାତାରାତି ଅଚଳ ହୋଇଯାଇଥିଲା। ଦେଶବ୍ୟାପୀ ଏହାକୁ ନେଇ ଚହଳ ପଡ଼ିଯିବା ପରେ ଜନସାଧାରଣ ନିଜ ପାଖରେ ରଖିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri