Home Left

ଫନୀ ମହାବାତ୍ୟାକୁ ପୂରିଲା ସାଢେ ୭ ମାସ : କାରିଗରଙ୍କୁ ମିଳିଲାନି ସହାୟତା ରାଶି

ଯାଜପୁର ଅଫିସ,୧୭ା୧୨- ଫନୀ ବାତ୍ୟା ପାଇଁ ଜଳ ସମ୍ପଦ ବିଭାଗର କ୍ଷୟକ୍ଷତି ଆକଳନ କରାଯାଇ ୩୭୦କୋଟି ୪୦ ଲକ୍ଷ ୫୦ ହଜାର ଟଙ୍କାର ବିବରଣୀ ପ୍ରଦାନ କରାଯାଇଥିଲା। ଏଥିରେ ବୃହତ୍‌ ଓ ମଧ୍ୟମ ଧରଣର ଜଳସସେଚନ ପ୍ରକଳ୍ପରେ ୩୧୧ କୋଟି ୬୫…

ଓଡ଼ିଶା ଦାବିକୁ ଅଣଦେଖା – ସର୍ଭେରେ ଅଟକିଛି ବିରଜାକ୍ଷେତ୍ରକୁ ରେଳପଥ ସଂଯୋଗ

ଯାଜପୁର ଅଫିସ,୧୭ା୧୨- ସବୁ ପ୍ରକାର ଭିତ୍ତିଭୂମି ଥାଇ ଯାଜପୁର ଜିଲାର ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେଶନକୁ ଡିଭିଜନ ମାନ୍ୟତା ମିଳିପାରୁ ନାହିଁ। ଏହାସହ ଦୀର୍ଘଦିନର ଦାବି ବିରଜାକ୍ଷେତ୍ରକୁ ରେଳପଥ ସଂଯୋଗ ସର୍ଭେରେ ଅଟକିଛି। ଏନେଇ ରାଜନୈତିକ ନେତୃବର୍ଗ ଓ ବିଭିନ୍ନ ସାମାଜିକ ଅନୁଷ୍ଠାନ ଦାବି,…

ନକଲି ଅଟା କାରଖାନା ଉପରେ ଚଢ଼ାଉ: ମେଶିନ ଜବତ, ଅଭିଯୁକ୍ତ ଅଟକ

ଯାଜପୁର ଅଫିସ,୧୭ା୧୨- ଯାଜପୁର ଟାଉନ ପୋଲିସ ପକ୍ଷରୁ ସୋମବାର ଏକ ନକଲି ଅଟା କାରଖାନା ଉପରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ବିଭିନ୍ନ ବ୍ରାଣ୍ଡର ନକଲି ଅଟା ଜବତ କରାଯାଇଛି। ଏ ନେଇ ନକଲି ଅଟା କାରଖାନା ମାଲିକ କେଶବଚନ୍ଦ୍ର ପାଣିଙ୍କୁ…

ସୁପର ସ୍ପେଶିଆଲିଟି ହସ୍‌ପିଟାଲ ଦାବି ଜୋର ଧରିଲା: ସାମିଲ ହେଲେ ୭୦ ପଞ୍ଚାୟତ ଜନପ୍ରତିନିଧି

ରାହାମା,୧୭ା୧୨(ଡି.ଏନ.ଏ.): କୁଜଙ୍ଗ ବ୍ଲକ ଅଧୀନ ରାହାମାଠାରେ ଏକ ସୁପର ସ୍ପେଶିଆଲିଟି କିମ୍ବା ସବ୍‌ଡିଭିଜନାଲ ହସ୍ପିଟାଲ ପ୍ରତିଷ୍ଠା ନେଇ ଦାବି ଜୋର ଧରିଛି। ଏନେଇ ରାହାମାସ୍ଥିତ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରତାପ ଚନ୍ଦ୍ର ସ୍ମାରକୀ ସ୍ବାସ୍ଥ୍ୟସେବା କମିଟି ପକ୍ଷରୁ ଏକ ବୈଠକ କରାଯାଇ…

ନବ ନିର୍ମାଣ କୃଷକ ସଙ୍ଗଠନର ଶୋଭାଯାତ୍ରା

ଜଗତ୍‌ସିଂହପୁର ଅଫିସ, ୧୭ା୧୨: ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ସୋମବାର ପୂର୍ବାହ୍ନରେ ସ୍ଥାନୀୟ ବସ୍‌ଷ୍ଟାଣ୍ଡ ନିକଟରୁ ଟାଉନ ହଲ ପର୍ଯ୍ୟନ୍ତ ଏକ ବିକ୍ଷୋଭ ଶୋଭାଯାତ୍ରା କରାଯାଇଥିଲା। ଏଥିରେ କାଳିଆ ଯୋଜନା ନାଁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଟ ହାତେଇ ପରବର୍ତ୍ତୀ…

ଧନୁହରବେଲାରୀର ମମତାରାଣୀ ହତ୍ୟା ମାମଲା: ସ୍ବାମୀଙ୍କୁ ଆଜୀବନ ଜେଲ ଦଣ୍ଡ

ଜଗତ୍‌ସିଂହପୁର ଅଫିସ,୧୭ା୧୨: ତତ୍କାଳୀନ ବାଲିକୁଦା ଥାନା ତଥା ବର୍ତ୍ତମାନର ବନ୍ଦର ମେରାଇନ ଥାନା ଅନ୍ତର୍ଗତ ଧନୁହରବେଲାରୀ ଗ୍ରାମର ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ଝିଅ ମମତାରାଣୀ ଓରଫ ରିଙ୍କିଙ୍କ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ମାମଲାର ବିଚାର କରି ଜଗତ୍‌ସିଂହପୁର ଜିଲା…

ଏମ୍‌ଏସ୍‌ଏମ୍‌ଇ ଓ ପାରାଦୀପ ବନ୍ଦରର ପ୍ରଥମ ସମନ୍ବୟ ବୈଠକ କ୍ଷୁଦ୍ର ଶିଳ୍ପୋଦ୍ୟୋଗୀଙ୍କ ପାଇଁ ବାଟ ଫିଟିବ

ପାରାଦୀପ,୧୭ା୧୨(ସ୍ବ.ପ୍ର.): ଦେଶର ଦ୍ୱିତୀୟ ବୃହତ ବନ୍ଦର ପାରାଦୀପରେ ଏବେ କେବଳ ଖଣିଜ ପଦାର୍ଥ, ଲୁହା, ଷ୍ଟିଲ ଓ କଣ୍ଟେନର ଆମଦାନୀ-ରପ୍ତାନି ହେଉଛି। କିନ୍ତୁ ଓଡ଼ିଶାର ଶିଳ୍ପୋଦ୍ୟୋଗୀଙ୍କ ପାଇଁ କୌଣସି ବ୍ୟବସ୍ଥା ନାହିଁ। ପାରାଦୀପ ମାଛଧରା ବନ୍ଦର ସମେତ ଅନ୍ୟ ମାଛଧରା ବନ୍ଦରର…

ମାଷ୍ଟର୍ସ ସେଫ୍‌ରେ ଅନୁଗୋଳର ଲଳନା ସ୍ମୃତିଶ୍ରୀ:ବିଚାରକଙ୍କ ମନ ଜିଣିଲା ‘କୁଟ୍ଟୁ-ଏ-ପାସ୍ତା’

ଅନୁଗୋଳ ଅଫିସ, ୧୭।୧୨ ଷ୍ଟାର ପ୍ଲସର ରିଏଲିଟି ଶୋ’ ମାଷ୍ଟର୍ସ ସେଫ୍‌ର ଶ୍ରେଷ୍ଠ ୧୫ ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ଅନୁଗୋଳର ଲଳନା ସ୍ମୃତିଶ୍ରୀ ସିଂହ (୨୬)। ଭୁବନେଶ୍ୱରରେ ଅନୁଷ୍ଠିତ ‘ମାଷ୍ଟର୍ସ ସେଫ୍‌ ସିଜନ୍‌-୬’ର ଅଡିସନରେ ସ୍ମୃତିଶ୍ରୀ ୫୦ ପ୍ରତିଯୋଗୀ ବିଶିଷ୍ଟ…

ସାତକୋଶିଆରେ ୧୮୪୫ ପିଆଇପି, ୨୪୬ ଟ୍ରାଞ୍ଜାକ୍ଟ ଲାଇନ:ବାଘ ସର୍ବେକ୍ଷଣ ଆରମ୍ଭ

ବନ୍ତଳା,୧୭ା୧୨(ଡି.ଏନ.ଏ.) ଅନୁଗୋଳ ଜିଲା ଆଞ୍ଚଳିକ ବନ ସଂରକ୍ଷଣ ଅଧୀନରେ ଥିବା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପରେ ସୋମବାରଠାରୁ ତୃଣଭୋଜି ଓ ମାଂସାସୀ ପ୍ରାଣୀଙ୍କ ସର୍ବେକ୍ଷଣ ଆରମ୍ଭ ହୋଇଛି। ଏହା ୨୧ ତାରିଖ ପର୍ଯ୍ୟନ୍ତ ୬ ଦିନ ଧରି ଚାଲିବ। ୧୮ ତାରିଖ ଯାଏ…

ମାନିଲେନି ସେଣ୍ଟ୍ରାଲ ଜୁ ଅଥରିଟି ନିର୍ଦ୍ଦେଶ:ମାନ୍ୟତା ହରାଇବ କପିଳାସ ଚିଡ଼ିଆଖାନା

ଢେଙ୍କାନାଳ ଅଫିସ,୧୭ା୧୨ବନ ବିଭାଗର ଚରମ ଅବହେଳା, ଆନୁଷଙ୍ଗିକ ବ୍ୟବସ୍ଥା ନ ଥିବାରୁ ମାନ୍ୟତା ହରାଇବାକୁ ଯାଉଛି ଢେଙ୍କାନାଳ ଜିଲାର କପିଳାସ ଚିଡ଼ିଆଖାନା। ଏ ନେଇ ନୂଆଦିଲ୍ଲୀସ୍ଥିତ ସେଣ୍ଟ୍ରାଲ ଜୁ ଅଥରିଟି ଅଫ୍‌ ଇଣ୍ଡିଆ ଗତ ନଭେମ୍ବରରେ ବନ ବିଭାଗକୁ ପତ୍ର ମାଧ୍ୟମରେ…

ଜାମିଆ ହିଂସାକୁ ନେଇ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ

ଦିଲ୍ଲୀର ଜାମିଆ ନଗରଠାରେ ରବିବାର ନାଗରିକତା ସଂଶୋଧନ ଆଇନ ବିରୋଧୀ ପ୍ରତିବାଦ ଉଗ୍ର ହେବାରୁ ଦିଲ୍ଲୀ ପୋଲିସ ଓ ଛାତ୍ରମାନଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା । ଜାମିଆ ଅଞ୍ଚଳରେ ଏବେ ବି ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ସେପଟେ ହିଂସା ସମୟରେ…

୧୫ ବଛର ହେଲା ଖୁଲା ଆକାଶ ତଲେ ଉର୍ମିଳା

  ତଳଗଁ।, ୧୭।୧୨ (ଡି.ଏନ୍‌.ଏ.)- ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଅନେକ ସରକାରୀ ଯୋଜନା ବାଟ୍‌ବନା ହେଉଥିବାର ଦେଖ୍‌ବାକେ ମିଲିଛେ। ଅଧ୍‌କାରୀ, କରମ୍‌ଚାରୀକଁର ଅଁାତରିକତା ଅଭାବୁ ଅନେକ ଗରିବ୍‌ ଦୁଖି, ହକ୍‌ଦାର ହିତାଧିକାରୀ ସରକାରୀ ଯୋଜନାରୁ ବଁଚିତ୍‌ ହେଇ ବଡ଼ା ଗୁଲ୍‌ଗୁଲାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri