ଦିଲ୍ଲୀର ଆଇନ ବ୍ୟବସ୍ଥାକୁ ନେଇ କଥା ହେବାକୁ ଶାହାଙ୍କୁ ସମୟ ମାଗିଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ରାଜଧାନୀ ଦିଲ୍ଲୀର ଆଇନ ବ୍ୟବସ୍ଥାକୁ ନେଇ ଚିନ୍ତାରେ ପଡି ଯାଇଛନ୍ତି। ଏ ସମ୍ପର୍କରେ ସେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସହ କଥା ହେବାକୁ ସମୟ ମାଗିଛନ୍ତି। ସୋମବାର ଟୁଇଟ୍ କରି କେଜରିଓ୍ବାଲ ଏ ସମ୍ପର୍କରେ…
ଅଯୋଧ୍ୟାରେ ୪ ମାସ ମଧ୍ୟରେ ନିର୍ମାଣ କରାଯିବ ରାମମନ୍ଦିର: ଶାହ
ରାଞ୍ଚି,୧୬।୧୨: ଅଯୋଧ୍ୟାରେ ୪ ମାସ ମଧ୍ୟରେ ରାମମନ୍ଦିର ନିର୍ମାଣ କରାଯିବ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଝାଡ଼ଖଣ୍ଡର ପାକୁଡ଼ଠାରେ ଏକ ନିର୍ବାଚନ ସଭାରେ କହିଛନ୍ତି। ନେଇ ସୁପ୍ରିମ୍କୋର୍ଟ ରାୟ ଦେଇ ସାରିଛନ୍ତି। ବହୁ ବର୍ଷ ଧରି ରାମମନ୍ଦିର ନିର୍ମାଣ ପାଇଁ…
ନିଷିଦ୍ଧାଞ୍ଚଳରେ ଫଟୋ ଉଠାଇ ଚର୍ଚ୍ଚାରେ ଅଭିନେତ୍ରୀ
ସମ୍ବଲପୁର,୧୬।୧୨(ବ୍ୟୁରୋ): ହୀରାକୁଦ ଡ୍ୟାମ୍ର ନିଷିଦ୍ଧାଞ୍ଚଳରେ ଫଟୋ ଏବଂ ଭିଡିଓ କରି ଫସିଯାଇଛନ୍ତି ଓଲିଉଡ୍ର ୩ ଅଭିନେତ୍ରୀ। ଏହି ଫଟୋ ଏବଂ ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ଭାଇରାଲ ଭିଡିଓରେ ଥିବା ଏହି ଅଭିନେତ୍ରୀ ହେଲେ ପ୍ରକୃତି…
ଖେଳିବାବେଳେ କ୍ରିକେଟରମାନେ ମୁହଁରେ କାହିଁକି ଲଗାନ୍ତି ଧଳା ରଙ୍ଗ
କ୍ରିକେଟରଙ୍କ ଏମିତି ବହୁ ଅଭ୍ୟାସ ଅଛି, ଯାହାକି କ୍ରିକେଟ ପସନ୍ଦ କରୁ ନ ଥିବା ଫ୍ୟାନଙ୍କୁ ଅଜବ ଲାଗୁଥିବ। ବଲକୁ ପ୍ୟାଣ୍ଟରେ ବାରମ୍ବାର ଘଷିବା, ପିଚ୍ରେ ବ୍ୟାଟକୁ ବାଡ଼େଇବା ଓ ବୋଲିଂ ପୂର୍ବରୁ ବଲକୁ ଚୁମ୍ବନ ଦେବା ଭଳି ଅଭ୍ୟାସ ଖେଳାଳିଙ୍କ…
ଦହି ସହିତ ଏସବୁ ଖାଉଛନ୍ତି କି, ହୋଇଯାଆନ୍ତୁ ସାବଧାନ…
ଦହି ବିଭିନ୍ନ ପୋଷକ ତତ୍ତ୍ୱରେ ଭରପୁର। ତେବେ ଏହା ସହିତ କେତେକ ଖାଦ୍ୟ ଏକାଠି ନ ଖାଇବାକୁ ଚିକିତ୍ସକ ବାରଣ କରିଥାନ୍ତି। ଦହି ସହିତ ଖଟା ଫଳ ନ ଖାଇବାକୁ କୁହାଯାଇଥାଏ। ଦହିରେ ଥିବା ଲାକ୍ଟିକ୍ ଏସିଡ୍ ସହିତ ଖଟା ଫଳର…
କୋଲେଷ୍ଟରଲସ୍ତରକୁ ନିୟନ୍ତ୍ରଣ କରିବା ପାଇଁ ଶୀତଦିନେ ଖାଆନ୍ତୁ ଏହି ଫଳ…
ସପୁରୀରେ ବିଭିନ୍ନ ପ୍ରକାର ପୋଷକ ତତ୍ତ୍ୱ ରହିଛି। ଶୀତଦିନେ ସପ୍ତାହରେ ଥରେ ସପୁରୀ ଜୁସ୍ ଅଧଗ୍ଲାସେ ପିଇଲେ ବହୁ ଉପକାର ମିଳିଥାଏ। ଏଥିରେ ବ୍ରୋମାଲାଇନ୍ ନାମକ ଏଞ୍ଜାଇମ୍ ରହିଥାଏ। ଏହା ଶରୀରରେ ମ୍ୟୁକସସ୍ତରକୁ ସ୍ବାଭାବିକ କରିବାରେ ସହାୟକ ହୋଇଥାଏ। ସେହିପରି ଏଥିରେ…
ହିଂସାକୁ ନେଇ ମୁହଁ ଖୋଲିଲେ ଜାମିଆ କୁଳପତି: ବିନା ଅନୁମତିରେ ବିଶ୍ୱବିଦ୍ୟାଳୟରେ ପଶିଥିଲା ପୋଲିସ, ଦିଆଯିବ ଏଫ୍ଆଇଆର୍
ନୂଆଦିଲ୍ଲୀ,୧୬।୧୨: ନାଗରିକତା ସଂଶୋଧନ ଆଇନ ବିରୋଧରେ ଜାମିଆ ମିଲିଆ ଇସ୍ଲାମିଆରେ ରବିବାର ହୋଇଥିବା ହିଂସା ଓ କ୍ୟାମ୍ପସ୍ରେ ପୋଲିସ ପ୍ରବେଶ ନେଇ ବିଶ୍ୱବିଦ୍ୟାଳୟର କୁଳପତି ସୋମବାର ଏକ ଖବରଦାତା ସମ୍ମିଳନୀ କରିଛନ୍ତି। କୁଳପତି ନଜମା ଅଖତର କହିଛନ୍ତି, ବିନା ଅନୁମତିରେ ପୋଲିସ…
ସୌଦି ଆରବରେ ଏବେ ଆଉ ନଷ୍ଟ ହେବନାହିଁ ଖାଦ୍ୟ
ରିୟାଦ,୧୬।୧୨: ସୌଦି ଆରବରେ ବହୁପରିମାଣରେ ଖାଦ୍ୟ ନଷ୍ଟ ହେଉଥିବା ଦେଖାଯାଏ। ଏହାର କାରଣ ହେଉଛି ଏମାନେ ଖାଇବା ସମୟରେ ବଡ ବଡ ଥାଳି ବ୍ୟବହାର କରିବା ସହ ଆଭିଜାତ୍ୟର ପ୍ରତୀକ ସ୍ବରୂପ ଏଥିରେ ବହୁ ପରିମାଣରେ ଖାଦ୍ୟ ପରସନ୍ତି। ଯାହା ଜଣେ…
ମାରପିଟ ଅଭିଯୋଗକୁ ପ୍ରତ୍ୟାଖ୍ୟାନ କଲେ ପ୍ରବୀଣ
ନୂଆଦିଲ୍ଲୀ,୧୬।୧୨(ପି.ଟି.)- ପୂର୍ବତନ ଭାରତୀୟ କ୍ରିକେଟର ପ୍ରବୀଣ କୁମାଙ୍କ ବିରୋଧରେ ଫ୍ୟାକ୍ଟ୍ରି ମାଲିକଙ୍କୁ ମାରପିଟ୍ କରିଥିବା ପୋଲିସରେ ଅଭିଯୋଗ ହୋଇଛି। କିନ୍ତୁ ସୋମବାର ଏହାକୁ ଅସ୍ବୀକାର କରିଛନ୍ତି ପ୍ରବୀଣ। ତାଙ୍କ ସମ୍ମାନରେ ଆଞ୍ଚ ଆଣିବା ପାଇଁ ସ୍ଥାନୀୟ ରାଜନେତାଙ୍କର ଏହା ଏକ ପ୍ରୟାସ।…
୨୦ରୁ ଭଦ୍ରକରେ ଧାନକ୍ରୟ ଆରମ୍ଭ: ପ୍ରଚାର ଗାଡ଼ି ଉଦ୍ଘାଟନ କଲେ ବିଧାୟକ
ଭଦ୍ରକ ଅଫିସ,୧୬।୧୨: ଆସନ୍ତା ୨୦ ତାରିଖରୁ ଜିଲାରେ ଧାନକ୍ରୟ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ଜିଲାରେ ସଚେତନତା ପାଇଁ ୭ଟି ପ୍ରଚାର ଗାଡ଼ିକୁ ସୋମବାର ବିଧାୟକ ପ୍ରଫୁଲ୍ଲ ସାମଲ ଉଦ୍ଘାଟନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଜ୍ଞାନରଞ୍ଜନ ଦାସ, ପିଡି ମଧୁସୂଦନ…
ତହସିଲ ସମ୍ମୁଖରେ ଗ୍ରାମବାସୀଙ୍କ ଆମରଣ ଅନଶନ
ବାସୁଦେବପୁର,୧୬।୧୨(ଡି.ଏନ୍.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଲୁଙ୍ଗା ପଞ୍ଚାୟତର କୁରୁଦା ଗ୍ରାମରେ ଏକ ପାଣିନାଳ ସଂଲଗ୍ନ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ନିର୍ମାଣ ହେବା ପରେ ଜଳ ନିଷ୍କାସନରେ ପ୍ରତିବନ୍ଧକ ସାଜିଛି। ଏହାର ପ୍ରତିବାଦରେ ଗ୍ରାମବାସୀ ଆମରଣ ଅନଶନ କରିଛନ୍ତି।…
ପଛୁଆ ଚାଲି ବିରୋଧ ପ୍ରଦର୍ଶନ କଲେ ଚନ୍ଦ୍ରାବାବୁ
ଅମରାବତୀ,୧୬।୧୨: ତେଲ୍ଗୁ ଦେଶମ ପାର୍ଟି(ଟିଡିପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍. ଚନ୍ଦ୍ରାବାବୁ ନାଇଡୁ ସୋମବାର ଅମରାବତୀରେ ନିଆରା ଢଙ୍ଗରେ ବିରୋଧ ପ୍ରଦର୍ଶନ କରିଛନ୍ତି। ରାଜ୍ୟ ସରକାରଙ୍କ ବିରୋଧରେ ଚନ୍ଦ୍ରାବାବୁ ଦଳୀୟ କର୍ମୀଙ୍କ ସହ ମିଶି ଓଲଟା…
Archives


