ମ୍ୟାଚ ଚାଲିଥିବାବେଳେ ପଡିଆରେ ପଶିଲା କୁକୁର, ଡରିଗଲେ ଖେଳାଳି
ଚେନ୍ନାଇ, ୧୫।୧୨: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍ ମଧ୍ୟରେ ଚେନ୍ନାଇରେ ପ୍ରଥମ ଏକଦିବସୀୟ ମ୍ୟାଚ୍ ଖେଲାଯାଉଛି। ଏହି ମ୍ୟାଚ୍ରେ ଓ୍ବେଷ୍ଟଇଣ୍ଡିଜ୍ ପ୍ରଥମେ ଟସ୍ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରୁଥିବା ବେଳେ ମ୍ୟାଚ୍ ମଝିରେ ପଡିଆକୁ…
ବାଲି ବୋଝେଇ ଭାରୀଯାନ ଚଳାଚଳକୁ ବିରୋଧ: ପୋଲିସ-ଜନତା ମୁହାଁମୁହିଁ
ଆନନ୍ଦପୁର,୧୫।୧୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ସିଂଡୋଭ ଗ୍ରାମବାସୀ ବଞ୍ଚୋ ବାଲିଘାଟରୁ ଗ୍ରାମରାସ୍ତାରେ ବେଆଇନ ଭାବେ ବାଲି ବୋଝେଇ ଭାରୀଯାନ ଚଳାଚଳକୁ ବିରୋଧ କରି ଚଳିତ ମାସ ୧୨ତାରିଖରୁ ରାସ୍ତାକଡ଼ରେ ଧାରଣାରେ ବସି ରହିଛନ୍ତି। ରବିବାର ଚତୁର୍ଥ ଦିନରେ…
ଘରେ ଅସରପା ହେଉଛନ୍ତି କି… ଆପଣାନ୍ତୁ ଏହି ଘରୋଇ ଉପଚାର
ଘର ଅପରିଷ୍କାର ରହିଲେ ଅସରପା ହେବାର ସମ୍ଭାବନା ଥାଏ। ବର୍ଷା ଏବଂ ଶୀତଦିନେ ଏମାନଙ୍କର ସଂଖ୍ୟା ବଢ଼ିଯାଏ। ଅସରପା ଖାଦ୍ୟ ପଦାର୍ଥରେ ବସିବାଠାରୁ ଆରମ୍ଭ କରି କପଡ଼ା କାଟି ନଷ୍ଟ କରିଦେଉଥିବାରୁ ଅନେକ ସମୟରେ ଚିନ୍ତାର କାରଣ ପାଲଟେ। ସେମାନଙ୍କୁ ମାରିବା…
ପୋଖରୀରୁ ମାଛ ଚୋରିକୁ ନେଇ ଗୁଳିମାଡ଼ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସର ତନାଘନା
ଗୋପାଳପୁର,୧୫।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଳନ୍ଥରା ଥାନା ଅନ୍ତର୍ଗତ ଟାମଣା କାଳୁଆଘାଟି ନିକଟରେ ଗତ ବୁଧବାର ରାତିରେ ଏକ ପୋଖରୀରୁ ମାଛ ଚୋରି ନେଇ ଦୁର୍ଦ୍ଦାନ୍ତ ଅପରାଧୀ କୁନା ବେହେରାଙ୍କ ଗୁଳିମାଡ଼ରେ ଦୁଇ ଭାଇ ଗୁରୁତର ହୋଇଥିଲେ। ଏହି ଘଟଣାରେ ପୋଲିସ…
ପନ୍ତ, ଆୟାରଙ୍କ ଅର୍ଦ୍ଧଶତକ; ଭାରତ ୧୮୯/୩
ଚେନ୍ନାଇ,୧୫।୧୨- ସ୍ଥାନୀୟ ଚିଦାମ୍ବରମ ଷ୍ଟାଡିୟମରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଦଳ ପ୍ର୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହେବା ସତ୍ତ୍ୱେ ଭଲ ସ୍କୋର ଆଡ଼େ ମୁହାଁଇଛି। ଘରୋଇ ଦଳ ୮୦ ରନ୍ରେ ଲୋକେଶ ରାହୁଲ (୬), ଅଧିନାୟକ ବିରାଟ କୋହଲି…
ନିର୍ବନ୍ଧ ଆଗରୁ ବିଷପିଇ ଆତ୍ମହତ୍ୟା କଲେ ଯୁବତୀ
ଗୋପାଳପୁର,୧୫।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ଆରୁଆପଲ୍ଲୀ ଗ୍ରାମର ଜଣେ ଯୁବତୀ ଶନିବାର ବିଷପିଇ ଅତ୍ମହତ୍ୟା କରିଛନ୍ତି। ସେ ହେଲେ ସନ୍ତୋଷିନୀ ପ୍ରଧାନ (୧୮)। ତାଙ୍କ ମା’ ଓ ଭଉଣୀ ନିକଟସ୍ଥ ଜମିକୁ ଧାନ କାଟିବାକୁ ଯାଇଥିଲେ। ସନ୍ଧ୍ୟାରେ ଘରେ…
ଅଧିକ ହଳଦୀ ସେବନ ହୋଇଥାଏ କ୍ଷତିକାରକ
ସ୍ବାସ୍ଥ୍ୟଗତ କାରଣକୁ ନେଇ ହଳଦୀ ବହୁ ଉପକାରୀ। ଖାଦ୍ୟ ପ୍ରସ୍ତୁତିରେ ବ୍ୟବହାରଠାରୁ ଆରମ୍ଭ କରି ଏହାକୁ କ୍ଷୀରରେ ମିଶାଇ ସେବନ କରାଯାଇଥାଏ। ଏହାଛଡ଼ା ସୌନ୍ଦର୍ଯ୍ୟ ବୃଦ୍ଧି ଲାଗି ମଧ୍ୟ ଏହାକୁ ବିଭିନ୍ନ ପ୍ୟାକ୍ରେ ମିଶ୍ରଣ ଭାବେ ବ୍ୟବହାର କରାଯାଇଥାଏ। ହେଲେ ଅଧିକ…
ମୋବାଇଲ ଚାର୍ଜ କରିବା ହେଲା କାଳ: ବିଦ୍ୟୁତ୍ ସଂସ୍ପର୍ଶରେ ଯୁବକଙ୍କ ମୃତ୍ୟୁ
ଭବାନୀପାଟଣା,୧୫।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ମେର୍ଘରା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ ମୋବାଇଲ ଚାର୍ଜ କଲାବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ସୁରେନ୍ଦ୍ର ମାଝି, ବୟସ (୨୦)। ଗୁରୁତର…
ଆଦିବାସୀ ମହାସଂଘ ପକ୍ଷରୁ ଏସ୍ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ରାୟଗଡ଼ା ଅଫିସ,୧୫।୧୨: ଆଦିବାସୀ ନେତା ଭାଗୀରଥି ମାଣ୍ଡାଙ୍ଗୀଙ୍କ ହତ୍ୟାକାଣ୍ଡ ଘଟଣାର ସିବିଆଇ ତଦନ୍ତ ଦାବିରେ ରବିବାର ଆଦିବାସୀ ମହାସଂଘ ଏସ୍ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଭାଗୀରଥି ହତ୍ୟାକାଣ୍ଡକୁ ୯ ବର୍ଷ ବିତି ଯାଇଥିଲେ ସୁଦ୍ଧା ଏ ପର୍ଯ୍ୟନ୍ତ କୌଣସି…
ବଲିଉଡ୍ରେ ୧୦ ବର୍ଷ ପୂରଣ କରିବାକୁ ଯାଉଛନ୍ତି ସୋନାକ୍ଷୀ
ମୁମ୍ବାଇ: ବଲିଉଡ୍ ଦବଙ୍ଗ ଗର୍ଲ ସୋନାକ୍ଷୀ ସିହ୍ନା ତାଙ୍କ ଅପ୍ କମିଂ ଫିଲ୍ମ ‘ଦବଙ୍ଗ-୩’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ନିକଟରେ ସେ ଏକ ସାକ୍ଷାତ୍କାରରେ କିଛି କଥା ମନଖୋଲି କଥା ହୋଇଛନ୍ତି। ସେ କହିଛନ୍ତି ଚାହୁଁ ଚାହୁଁ ଇଣ୍ଡଷ୍ଟ୍ରୀରେ ସେ ୧୦…
ମାଇନସ୍ ୧୪ ଡିଗ୍ରୀ ତାପମାତ୍ରାରେ ଶୁଟିଂ କରୁଛନ୍ତି ମହାନାୟକ
ବଲିଉଡ୍ ଅଭିନେତା ଅମିତାଭ ବଚ୍ଚନଙ୍କୁ ଦଶନ୍ଧିର ମହାନାୟକ କୁହାଯାଏ। ଅଭିନୟ ପ୍ରତି ତାଙ୍କ ପ୍ରତିଶ୍ରୁତିବଦ୍ଧତା ଦେଖି ତାଙ୍କୁ ଏହି ଆଖ୍ୟା ଦିଆଯାଇଛି। ଅମିତାଭଙ୍କୁ ୭୭ ବର୍ଷ ହୋଇଗଲାଣି। ଗତ କିଛି ବର୍ଷ ହେବ ତାଙ୍କ ସ୍ବାସ୍ଥ୍ୟବସ୍ଥା ମଧ୍ୟ ଠିକ୍ ରହୁନି। କିନ୍ତୁ…
ଚାଇନା ମହାକାଶକୁ ପଠାଇବ କୃତ୍ରିମ ଚନ୍ଦ୍ର: ଷ୍ଟ୍ରିଟ୍ ଲାଇଟ୍ ଆଉ ହେବନି ଆବଶ୍ୟକ
ବେଜିଂ,୧୫।୧୨: ଚାଇନା ମହାକାଶକୁ କୃତ୍ରିମ ଚନ୍ଦ୍ର ପଠାଇବ। ଏନେଇ ୨୦୧୮ରେ ଚାଇନା ଘୋଷଣା କରି ସମସ୍ତଙ୍କୁ ଚକିତ କରିଦେଇଥିଲା। ତେବେ ଏହି ଯୋଜନା ଅନ୍ତଗର୍ର୍ତ ପ୍ରଥମ ଉପଗ୍ରହ ୨୦୨୦ରେ ମହାକାଶକୁ ପ୍ରେରଣ କରାଯିବ। ୨୦୨୨ ସୁଦ୍ଧା ଚାଇନା ଅନ୍ୟ ୩ଟି ଉପଗ୍ରହ…
Archives


