ଏୟାର ପୋର୍ଟରେ ମେକ୍ଅପ୍ ନେଲେ କରିନା: ଭିଡିଓ ଭାଇରାଲ
ମୁମ୍ବାଇ: ବଲିଉଡ୍ ବେବୋ କରିନା କପୁର ଖାଁଙ୍କ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଦେଖାଯାଇଛି ସେ ଏକ ବିମାନ ବନ୍ଦରରେ ମେକ୍ଅପ୍ ନେଉଛନ୍ତି। ଯଦିଓ ଏହା ସେମାନଙ୍କ ପାଇଁ ସାଧାରଣ ଘଟଣା ତଥାପି ଏଥିରେ କିଛି ବିଶେଷତ୍ୱ…
ବିନା କଂଗ୍ରେସରେ ସରକାର ଚଳାନ୍ତୁ ଉଦ୍ଧବ, ଭାଜପା ଦେବ ସହଯୋଗ: ରଞ୍ଜିତ ସଭରକର
ନୂଆଦିଲ୍ଲୀ,୧୫।୧୨: ରାହୁଲ ଗାନ୍ଧୀଙ୍କ ବିବାଦୀୟ ବୟାନକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଲାଣି। ବୀର ସଭରକରଙ୍କ ନାତି ରଞ୍ଜିତ ସଭରକର ଏବେ ମହାରାଷ୍ଟ୍ରର ମେଣ୍ଟ ସରକାରରୁ କଂଗ୍ରେସକୁ ବାହାର କରି ଦେବାକୁ କହିଲେଣି। ଏମିତି କଲେ ଭାରତୀୟ ଜନତା ପାର୍ଟି(ଭାଜପା)କେବେ ତାଙ୍କ…
ସମ୍ପୂର୍ଣ୍ଣ ଭାଙ୍ଗିପଡିଥିଲେ ଏହି କ୍ରିକେଟର୍, କହିଲେ ଗର୍ଲଫ୍ରେଣ୍ଡ୍ ନ ଥିଲେ…
ଅଷ୍ଟ୍ରେଲିଆର ଅଲରାଉଣ୍ଡର ଗ୍ଲେନ ମାକ୍ସଓ୍ବେଲ୍ ଗତ ୪ରୁ ୫ ବର୍ଷ ଲଗାତାର କ୍ରିକେଟ ଖେଳିବା ପରେ ମାନସିକ ଏବଂ ଶାରୀରିକ ଭାବେ ଥକି ପଡିଛନ୍ତି। ଏହି କାରଣରୁ ଗତ ଅକ୍ଟୋବର ମାସରୁ କ୍ରିକେଟରୁ କିଛି ଦୂରେଇ ରହିବାକୁ ବାଧ୍ୟ ହୋଇଛନ୍ତି। ନିକଟରେ…
ଭାରତୀୟ ଦଳକୁ ଡବଲ ଝଟ୍କା
ଚେନ୍ନାଇ,୧୫।୧୨- ସ୍ଥାନୀୟ ଚିଦାମ୍ବରମ ଷ୍ଟାଡିୟମରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଦଳକୁ ଇନିଂସ ଆରମ୍ଭରୁ ଡବଲ ଝଟ୍କା ଲାଗିଛି। ଦକ୍ଷ ଓପନର ଲୋକେଶ ରାହୁଲ (୬) ଓ ଅଧିନାୟକ ବିରାଟ କୋହଲି (୪) ଆଉଟ୍ ହୋଇ ପ୍ୟାଭିୟନ ଫେରିସାରିଛନ୍ତି।…
ନେହେରୁ, ଇନ୍ଦିରାଙ୍କ ବିରୋଧରେ ମନ୍ତବ୍ୟ ଦେଇ ଗିରଫ ହେଲେ ବଲିଉଡ୍ ଅଭିନେତ୍ରୀ ପାୟଲ
ନୂଆଦିଲ୍ଲୀ,୧୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଏବଂ ଇନ୍ଦିରା ଗାନ୍ଧୀଙ୍କ ବିରୋଧରେ ମନ୍ତବ୍ୟ ଦେଇ ବଲିଉଡ୍ ଅଭିନେତ୍ରୀ ପାୟଲ ରୋହତଗୀ ଗିରଫ ହୋଇଛନ୍ତି। ଏନେଇ ପାୟଲ ଫେସବୁକ୍ରେ ସୂଚନା ଦେଇଛନ୍ତି। ତାଙ୍କୁ ରାଜସ୍ଥାନ ପୋଲିସ ଗିରଫ କରିଥିବା ସେ କହିଛନ୍ତି। ଆଇଟି…
ଜୋତା ଚୋରାଇବାରୁ ରାଗିଗଲେ ବର, ବିବାହ ଭାଙ୍ଗିଦେଲେ କନ୍ୟା
ମୁଜାଫରନଗର, ୧୫।୧୨: ବିବାହ ସମୟରେ ଜୋତା ଚୋରାଇବା ଏକ ପରମ୍ପରା ରହିଛି। କନ୍ୟାଙ୍କ ଭଉଣୀ ଏହି ପରମ୍ପରା ନିଭାଇବାର ବିଧି ରହିଛି। କିନ୍ତୁ ଏହି ଜୋତା ଚୋରା ପରମ୍ପରା ଯୋଗୁ ଏକ ବିବାହ ଭାଙ୍ଗିଯାଇଛି। ଉତ୍ତର ପ୍ରଦେଶର ମୁଜାଫରନଗରରେ ଘଟିଛି ଏଭଳି…
ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ ଏହି ଡାଏଟ୍ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ
ନିୟମିତ ଜୀବନଶୈଳୀ ଏବଂ ସନ୍ତୁଳିତ ଖାଦ୍ୟପେୟ ପ୍ରତି ଧ୍ୟାନ ଦେଲେ ଉଚ୍ଚ ରକ୍ତଚାପ ସମସ୍ୟାରୁ ମୁକ୍ତି ପାଇପାରିବେ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତ। ତେଣୁ କିଛି ଡାଏଟ୍ ପ୍ରତି ଧ୍ୟାନ ଦେଲେ ଉଚ୍ଚ ରକ୍ତଚାପ ସମସ୍ୟା ଦେଖାଦେବ ନାହିଁ। ଜାଣନ୍ତୁ ଏ…
ବୁଟ୍ କିଣିବାକୁ ଅର୍ଥ ନ ଥିବାରୁ ବ୍ୟାଣ୍ଡେଜ ବାନ୍ଧି ଦୌଡ଼ି ଜିତିଲେ ୩ ସ୍ବର୍ଣ୍ଣ
ମାନିଲା,୧୫।୧୨- ଫିଲିପାଇନ୍ସରେ ଜଣେ କୁନି ବାଳିକା ଆଥ୍ଲେଟଙ୍କ କ୍ରୀଡ଼ା ପ୍ରତି ସମର୍ପଣ ସଭିଙ୍କୁ ଚକିତ କରିଛି। ବୁଟ୍ କିଣିବାକୁ ଅର୍ଥ ନ ଥିବାରୁ ପାଦରେ ବ୍ୟାଣ୍ଡେଜ ବାନ୍ଧି ଦୌଡ଼ିଥିଲେ। ଆଉ ଜିତିଲେ ୩ ସ୍ବର୍ଣ୍ଣ। ରିୟା ବୁଲୋସ ନାମ୍ନୀ ଆଥ୍ଲେଟ ଆନ୍ତଃ…
ପ୍ରଥମେ ବ୍ୟାଟିଂ କରିବ ଭାରତ
ଚେନ୍ନାଇ,୧୫।୧୨- ସ୍ଥାନୀୟ ଚିଦାମ୍ବରମ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍ରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ। ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ଦଳର ଅଧିନାୟକ କିରନ ପୋଲାର୍ଡ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ସନ୍ଧ୍ୟା ପରେ କାକର ପଡ଼ିବାର…
ପର୍ଯ୍ୟଟନସ୍ଥଳୀ: ଐତିହାସିକ ଥଙ୍ଗାସେରୀ ଦୁର୍ଗ
କେରଳର କୋଲ୍ଲାମ୍ ସହର ଅନ୍ତର୍ଗତ ଏକ ତଟୀୟ ଅଞ୍ଚଳ ହେଉଛି ଥଙ୍ଗାସେରୀ। ଏଠାରେ ରହିଛି ଏକ ପ୍ରାଚୀନ ଦୁର୍ଗ, ଯାହାର ନାଁ ହେଲା ଥଙ୍ଗାସେରୀ ଦୁର୍ଗ। ସେଣ୍ଟ ଥୋମାସ୍ ଦୁର୍ଗ ଭାବେ ବି ଏହା ପରିଚିତ… ଥଙ୍ଗାସେରୀ ହେଉଛି କେରଳର କୋଲ୍ଲାମ୍…
ଫ୍ୟାକ୍ଟ୍ରି ମାଲିକଙ୍କୁ ପିଟି ପୂର୍ବତନ କ୍ରିକେଟର ହଟହଟା
ମେରଟ,୧୫।୧୨- ଏକ ଫ୍ୟାକ୍ଟ୍ରି ମାଲିକଙ୍କୁ ପିଟିବା କାରଣରୁ ପୂର୍ବତନ ଭାରତୀୟ କ୍ରିକେଟ ଖେଳାଳି ପ୍ରବୀଣ କୁମାର ହଟହଟା ହୋଇଛନ୍ତି। ଏ ନେଇ ଟିପିନଗର ଥାନାରେ ଅଭିଯୋଗ ହୋଇଛି। ସ୍କୁଲ ବସରୁ ଛୁଆମାନେ ଓହ୍ଲାଉଥିବାବେଳେ କାର ପାଇଁ ରାସ୍ତା ନ ଥିବାରୁ ଏହି…
ଛାତ୍ରାବାସରୁ ଖସି ଆସିଥିବା ୪ ଛାତ୍ରଙ୍କୁ ଉଦ୍ଧାର ପରେ ଚାଇଲ୍ଡଲାଇନ୍କୁ ହସ୍ତାନ୍ତର
ଜମନକିରା,୧୫।୧୨(ଡି.ଏନ୍.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ପୋଲିସ ରବିବାର ୪ ଛାତ୍ରଙ୍କୁ ଉଦ୍ଧାର କରିଛି। ଉଦ୍ଧାର ପରେ କୁଚିଣ୍ଡା ଚାଇଲ୍ଡଲାଇନ୍କୁ ହସ୍ତାନ୍ତର କରିଛି। ଛାତ୍ରମାନେ ହେଲେ ଜମନକିରା ଥାନା ବଲବସପୁର ନିତ୍ୟା ବଲୁଆଙ୍କ ପୁଅ ପିଙ୍କୁ (୧୨), କୁଚିଣ୍ଡା ଥାନା ଅନ୍ତର୍ଗତ…
Archives


