Home Left

ଗୋଡ଼ା ଅଞ୍ଚଳରେ ହାତୀ ଉପଦ୍ରବ: ନଷ୍ଟ କଲେ ଧାନଫସଲ

ଖୋର୍ଦ୍ଧା ଅଫିସ,୧୫।୧୨: ଖୋର୍ଦ୍ଧା ବନଖଣ୍ଡ ବେଗୁନିଆ ବ୍ଲକର ଦେଉଳି ପଞ୍ଚାୟତ ଗୋଡ଼ା ଅଞ୍ଚଳରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ଶନିବାର ବିଳମ୍ବିତ ରାତିରେ ଗୋଡ଼ ଗାଁ ଭିତରକୁ ୨ଟି ହାତୀ ପଶି ଆସି ରଣ ବିଜୁଳି, ପତିତ ଶ୍ରୀଚନ୍ଦନ, ରାଜ ବେହେରାଙ୍କର…

ଜଙ୍ଗଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର: ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ, ଘଟଣାସ୍ଥଳରେ ଉତ୍ତେଜନା

ପରଜଙ୍ଗ,୧୫।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଏକ ଗ୍ରାମର ବେରଣା ବଡକଟା ଜଙ୍ଗଲରୁ ରବିବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ବୁଧେଇ ବେହେରା (୬୦)। ତେବେ ହାତୀ ଆକ୍ରମଣରେ…

‘ପରିଚୟ’ ଅଭିନେତ୍ରୀ ଗୀତା ସିଦ୍ଧାର୍ଥ କାକଙ୍କ ପରଲୋକ

ମୁମ୍ବାଇ,୧୫।୧୨: ବଲିଉଡ୍‌ର ୭୦ ଦଶକର ଅଭିନେତ୍ରୀ ଗୀତା ସିଦ୍ଧାର୍ଥ କାକଙ୍କର ଶନିବାର ସନ୍ଧ୍ୟାରେ ପରଲୋକ ହୋଇଛି। ବଲିଉଡ୍‌ ମୁଭି ‘ପରିଚୟ’ରୁ ସେ ତାଙ୍କ କ୍ୟାରିୟର ଆରମ୍ଭ କରିଥିବା ବେଳେ ୧୯୭୩ର କ୍ଲାସିକାଲ ମୁଭି ‘ଗରମ ହାଓ୍ବା’ ପାଇଁ ବଲିଉଡ୍‌ରେ ତାଙ୍କର ସ୍ବତନ୍ତ୍ର…

ନିଆରା ଗୁରୁଦକ୍ଷିଣା: ଶିକ୍ଷୟିତ୍ରୀଙ୍କ ବିବାହରେ କନ୍ୟାଦାନ କଲେ ଛାତ୍ରୀଛାତ୍ର

ଯୋଧପୁର,୧୫।୧୨: ଗୁରୁଦକ୍ଷିଣା ଭାବେ ଛାତ୍ରୀଛାତ୍ରମାନେ ଶିକ୍ଷାଦାତାଙ୍କୁ ବିଭିନ୍ନ ଉପହାର ଦେଇଥାନ୍ତି। ଏହା ଭାରତୀୟ ସଂସ୍କୃତିରେ ବେଶ୍‌ ପ୍ରଚଳିତ। ରାଜସ୍ଥାନ ପାଲିସ୍ଥିତ ସୁନ୍ଦରନଗରଠାରେ ଥିବା ରାଜଶ୍ରୀ ସ୍କୁଲର ଛାତ୍ରୀଛାତ୍ର ସେମାନଙ୍କ ଶିକ୍ଷୟିତ୍ରୀଙ୍କୁ ଏକ ନିଆରା ଗୁରୁଦକ୍ଷିଣା ଦେଇଛନ୍ତି। ଶିକ୍ଷୟିତ୍ରୀ ହେମା ପ୍ରଜାପତଙ୍କର ମାତାପିତା…

ମାଆଙ୍କ ଡ୍ରାଇଭିଂ ଲାଇସେନ୍ସ ପାଇଁ ଏମିତି କଲେ ପୁଅ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବ୍ରାଜିଲ୍‌: ସାଧାରଣତଃ ଡ୍ରାଇଭିଂ ଲାଇସେନ୍ସ ପାଇବାକୁ ହେଲେ ଟେଷ୍ଟରେ ଗାଡ଼ି ଚଳାଇ ଦେଖାଇବାକୁ ପଡ଼ିଥାଏ। କିନ୍ତୁ ବ୍ରାଜିଲ୍‌ର ଜଣେ ମହିଳାଙ୍କ ନିକଟରେ ଡ୍ରାଇଭିଂ ଲାଇସେନ୍ସ ନ ଥିଲା। ତେଣୁ ତାଙ୍କ ପୁଅ ଏକ ଅଜବ ଉପାୟ ଆପଣାଇ ହରଡ଼ଘଣାରେ ପଡ଼ିଛନ୍ତି। ଯାହା…

ବିଧାୟକଙ୍କ ଗାଡ଼ି ପୋଡ଼ି ଘଟଣା: ୨ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର

ତାଳଚେର,୧୫।୧୨(ନି.ପ୍ର.): ତାଳଚେର ବିଧାୟକଙ୍କ ଗାଡ଼ି ପୋଡି ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ରବିବାର ସକାଳେ ତାଳଚେର ଏସ୍‌ଡିଜେଏମ୍‌ କୋର୍ଟ ଚାଲାଣ କରାଯାଇଥିଲା। ସେଠାରେ ୨ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର ହୋଇଛି। ସୂଚନାଯୋଗ୍ୟ, ଗତ ୮ ତାରିଖ ବିଳମ୍ବିତ ରାତିରେ ବିଧାୟକଙ୍କ ଭରତପୁରସ୍ଥିତ କ୍ୟାମ୍ପ…

ସରକାର ରାହୁଲଙ୍କ ବିରୋଧରେ ଆପରାଧିକ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ: ରଞ୍ଜିତ ସଭରକର

ନୂଆଦିଲ୍ଲୀ,୧୫।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ରେପ୍‌ ଇନ୍‌ ଇଣ୍ଡିଆ’ ବୟାନକୁ ନେଇ ବିବାଦ ଥମୁନାହିଁ। ଏବେ ଏହି କଥା ଦେଶପ୍ରେମୀ ବୀର ସଭରକରଙ୍କ ପର୍ଯ୍ୟନ୍ତ ପହଞ୍ଚିଲାଣି। ଗୋଟିଏ ଦିନ ପୂର୍ବରୁ ରାହୁଲ କହିଥିଲେ ଯେ ସେ ରାହୁଲ ସଭରକର ନୁହନ୍ତି,…

ସୁସ୍ଥ ହେଲେ ସିଦ୍ଧରମେୟା

ବେଙ୍ଗାଲୁରୁ,୧୫।୧୨: ପୂର୍ବତନ କର୍ନାଟକ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସିଦ୍ଧରମେୟା ଏବେ ସୁସ୍ଥ ଥିବା ଜଣାପଡିଛି। ରବିବାର ସେ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବା କହିଛନ୍ତି। ଗତ ୧୧ ତାରିଖରେ ଆଞ୍ଜିଓପ୍ଲାଷ୍ଟି ପାଇଁ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଏବେ ସେ ସମ୍ପୂର୍ଣ୍ଣ…

ଓ୍ବେଟରଙ୍କୁ ଖୋଜୁଛନ୍ତି ସଚିନ

ଚେନ୍ନାଇ,୧୫।୧୨- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଚେନ୍ନାଇର ଏକ ହୋଟେଲର ଜଣେ ଓ୍ବେଟରଙ୍କୁ ଖୋଜୁଛନ୍ତି। ୨୪ ବର୍ଷର ଲମ୍ବା କ୍ୟାରିୟରରେ ଏଲବୋ ଗାର୍ଡ ବ୍ୟବହାର ଯୋଗୁ ତାଙ୍କ ବ୍ୟାଟ୍‌ ସୁଇଙ୍ଗ ପ୍ରଭାବିତ ହୋଇଥିଲା। ଏଥିଯୋଗୁ ସେ ଚିନ୍ତିତ ଥିଲେ। ଏ ସମ୍ପର୍କରେ…

୧୩ଟି ମୁଦ୍ରା ବିବାହରେ କନ୍ୟାଙ୍କୁ ଦିଅନ୍ତି ବର..

ବିବାହ ଏକ ଗୁରୁତ୍ୱପୂର୍ଣ୍ଣ ସାମାଜିକ ବ୍ୟବସ୍ଥା। ପୃଥିବୀର ବିିଭିନ୍ନ ସ୍ଥାନରେ ଏହାକୁ ନେଇ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ। ସ୍ପେନ୍‌ରେ ବିବାହ ସମୟରେ ବର କନ୍ୟାଙ୍କୁ ୧୩ଟି ମୁଦ୍ରା ଉପହାର ଦେବାର ପରମ୍ପରା ରହିଛି। ସେଥିମଧ୍ୟରୁ ଗୋଟିଏ ମୁଦ୍ରା ଯୀଶୁଖ୍ରୀଷ୍ଟଙ୍କ ନାମରେ…

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ଶୀତଦିନେ ଖାଆନ୍ତୁ ଏହାକୁ…

ଶୀତଦିନେ ମଟର ମିଳିଥାଏ। କଞ୍ଚା ମଟର ଖାଇଲେ ଶରୀରର ବହୁ ସମସ୍ୟା ଦୂରହୋଇଥାଏ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ଏଥିରେ ପ୍ରଚୁର ପରିମାଣରେ ତନ୍ତୁଜ, ପୋଟାସିୟମ୍‌, କ୍ୟାଲସିୟମ୍‌, ମ୍ୟାଗ୍ନେସିୟମ୍‌ ଏବଂ ଅନ୍ୟ ଖଣିଜ ଲବଣ ରହିଥାଏ। ଏହା ଦ୍ୱାରା କୋଲେଷ୍ଟରଲସ୍ତର ନିୟନ୍ତ୍ରଣ…

୧୦୦ରୁ ଊର୍ଦ୍ଧ୍ୱ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଏହି ପ୍ରସିଦ୍ଧ ଖେଳାଳି

ବିଶ୍ୱ ଗଲ୍‌ଫର ସବୁଠୁ ବଡ଼ ନାମ ଟାଇଗର ଉଡ୍ସ। ଏହି ପ୍ରସିଦ୍ଧ ଖେଳାଳି ଏକଦା ୧୨୧ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିବା ନିଜ ଆଡୁ କହିଥିଲେ। ଏହି ତାଲିକାରେ ଫ୍ଲୋରିଡାରେ ତାଙ୍କ ପଡ଼ୋଶୀଙ୍କ ୨୧ ବର୍ଷୀୟା ଝିଅ ରିଚେଲ କୁଡରିଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri