ଏଚ୍ଆଇଭି ଆକ୍ରାନ୍ତ ଗର୍ଭବତୀଙ୍କୁ ଚିକିତ୍ସାରେ ଅବହେଳା: ମା’ ପେଟରେ ଆଖିବୁଜିଲା ଶିଶୁ
ବାରିପଦା ଅଫିସ,୧୫ା୧୨-ଏଚ୍ଆଇଭିରେ ଆକ୍ରାନ୍ତ ହୋଇଥିବା ଜଣେ ଗର୍ଭବତୀ ଗର୍ଭକଷ୍ଟ ପାଉଥିଲେ ବି ଡାକ୍ତରମାନେ ତାଙ୍କୁ ଚିକିତ୍ସା ନ କରିବାରୁ ଗର୍ଭସ୍ଥ ଶିଶୁ ଦୁନିଆର ଆଲୋକ ଦେଖିବା ଆଗରୁ ଆଖିବୁଜି ଦେଇଥିବା ଅଭିଯୋଗ ହୋଇଛି। ଏଭଳି ଏକ ସମ୍ବେଦନଶୀଳ ଘଟଣା ମୟୂରଭଞ୍ଜ ଜିଲା…
ବିଳମ୍ବରେ ଚେତିଲା ପୌରପାଳିକା:ବେଆଇନ ପୋଷ୍ଟର କାଟିଲା, ସଂସ୍ଥାକୁ ତାଗିଦ
ଅନୁଗୋଳ ଅଫିସ, ୧୫।୧୨ ବିଳମ୍ବରେ ଚେତିଛି ଅନୁଗୋଳ ପୌରପାଳିକା। ସହରର ଗଳି କନ୍ଦିରେ ଲାଗିଥିବା ବେଆଇନ ପୋଷ୍ଟର ଓ ହୋର୍ଡିଂ କାଟିବା କାର୍ଯ୍ୟ ଶନିବାର ପୌରସଂସ୍ଥା ପକ୍ଷରୁ ଆରମ୍ଭ କରାଯାଇଛି। ଏପରି ଅଭିଯାନ ଆଗକୁ ଜାରି ରହିବ ବୋଲି ପୌର କର୍ତ୍ତୃପକ୍ଷଙ୍କ…
ମୌଳିକ ସୁବିଧାରୁ ବଞ୍ଚିତ ପାଟବେଡ଼ାବାସୀ:ସ୍ବଚ୍ଛ ପାଣି, ଭଲ ରାସ୍ତା ଅପେକ୍ଷାରେ ୯୦ ପରିବାର
ଖମାର, ୧୫।୧୨ ସର୍ବନିମ୍ନ ସୁବିଧାରୁ ଆଜି ପର୍ଯ୍ୟନ୍ତ ବଞ୍ଚିତ ହୋଇ ରହିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଶଙ୍ଖମୁର ପଞ୍ଚାୟତ ଅଧୀନ ପାଟବେଡ଼ା ଗ୍ରାମବାସୀ। ସ୍ବଚ୍ଛ ପାଣି, ରାସ୍ତା ଭଳି ମୌଳିକ ଆବଶ୍ୟକତା ପୂରଣ ହେବା ସେମାନଙ୍କ ପାଇଁ ସ୍ବପ୍ନ ହୋଇ…
ମାଛ ମାରିବା ବେଳେ ୫ ଆହତ ଘଟଣା:ରାତିଅଧିଆ ଏସ୍ଡିପିଓଙ୍କ ତଦନ୍ତ
ଅନୁଗୋଳ ଅଫିସ, ୧୫।୧୨ ଅନୁଗୋଳ ଥାନା ପଣ୍ଡପୁର ଗ୍ରାମ ନିକଟ ବଉଳୀ ଜୋରକୁ ଶୁକ୍ରବାର ମାଛ ମାରିବାକୁ ଯାଇ ୫ ଜଣ ଆହତ ହେବା ଘଟଣାର ତଦନ୍ତ ଆରମ୍ଭ କରିଛି ଅନୁଗୋଳ ପୋଲିସ। କେଉଁ କାରଣରୁ ଜଣେ ନାବାଳକଙ୍କ ସମେତ ୫ଜଣ…
ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ
ବାଲିଗୁଡା,୧୫ା୧୨(ଡି.ଏନ୍.ଏ.)-ବାଲିଗୁଡା ପାତ୍ରସାହି ନିକଟରେ ଚଳିତ ମାସ ୧୦ ତାରିଖରେ ବାଟାଗୁଡାର ପୂର୍ବତନ ସରପଞ୍ଚ ଓ ସମିତି ସଭ୍ୟ ତଥା ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ୨ଜଣ ଦୁର୍ବୃତ୍ତ ଘରୁ ଡାକିଆଣି ଗୁଳିକରି ହତ୍ୟା କରିଥିଲେ। ଘଟଣାକୁ ୪ଦିନ ବିତିଯାଇଥିଲେ ବି…
ରାଷ୍ଟ୍ରୀୟ ଲୋକ ଅଦାଲତ : ୧୫,୭୭୬ ମାମଲାର ସମାଧାନ ୭୧ କୋଟି ୪୨ ଲକ୍ଷ ଆଦାୟ ନିର୍ଦ୍ଦେଶ
କଟକ ଅଫିସ,୧୫।୧୨- ରାଜ୍ୟର ବିଭିନ୍ନ ସ୍ଥାନରେ ଶନିବାର ଅନୁଷ୍ଠିତ ରାଷ୍ଟ୍ରୀୟ ଲୋକ ଅଦାଲତରେ ୧୫,୭୭୬ ମାମଲାର ସମାଧାନ କରାଯାଇଛି। ଏଥିସହ ଏ ବାବଦରେ ୭୧ କୋଟି ୪୨ ଲକ୍ଷ ଟଙ୍କା ଆଦାୟ ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ପକ୍ଷମାନଙ୍କଠାରୁ ଏହି ଟଙ୍କା ଆଦାୟ…
କୋକିଢ଼ିହ-ଗାରୋଇ ରାସ୍ତାରେ ଫସିଲା ହାଇଓ୍ବା ୧୨ ଘଣ୍ଟା ଗାଡ଼ି ଚଳାଚଳ ବାଧାପ୍ରାପ୍ତ
ନାଉଗଁା,୧୫ା୧୨(ସ୍ବ.ପ୍ର.): ନାଉଗଁ। ବ୍ଲକ ସଦର ମହକୁମାରୁ କୋରୁଅ ପଞ୍ଚାୟତ ତେଲସରାକୁ ସଂଯୋଗୀକରଣ ପାଇଁ ନାଉଗଁା-ଗାରୋଇ ରାସ୍ତା ରହିଛି। ଏହି ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ଯାଉଛି। ରାସ୍ତାଟି ମୋଟ୍ ୧୫ କିମି ହୋଇଥିବାବେଳେ ପ୍ରାୟ ୩ କିମି କଂକ୍ରିଟ ହୋଇଛି। ଅବଶିଷ୍ଟ…
ଜବରଦଖଲ ଉଚ୍ଛେଦ
ଦଶପଲ୍ଲା,୧୫ା୧୨(ଡି.ଏନ୍.ଏ.): ଦଶପଲ୍ଲା ରାଜଲକ୍ଷ୍ମୀ କଲୋନୀରେ ବହୁ ସରକାରୀ ଜାଗା ଜବରଦଖଲରେ ରହିଥିଲା। ଶନିବାର ଦଶପଲ୍ଲା ତହସିଲଦାର ପ୍ରମୋଦ କୁମାର ଦଳବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜବରଦଖଲ ଉଚ୍ଛେଦ ହୋଇଥିଲା। ପରେ ଉକ୍ତ ଜାଗା ତହସିଲ ଅଧୀନକୁ ଆସିଥିବା ଜଣାଯାଇଛି। ଘଟଣାସ୍ଥଳରେ ପୋଲିସ…
ମୋବାଇଲ ଟର୍ଚ୍ଚରେ ରୋଗୀ ଦେଖିଲେ ଡାକ୍ତର: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ
ନୟାଗଡ଼ ଅଫିସ,୧୫ା୧୨: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ସନ୍ଧ୍ୟାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ବିଦ୍ୟୁତ୍ କଟିଯାଇଥିବା ବେଳେ ଜଣେ ଡାକ୍ତର ମୋବାଇଲ୍ ଟର୍ଚ୍ଚରେ ରୋଗୀମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଜଣକ ପରେ ଜଣେ ୭ ଜଣ ରୋଗୀଙ୍କୁ…
ସତର୍କ କରାଇଲେ ପୂର୍ବତନ ସିଇଏ;ଆଇସିୟୁକୁ ଯାଉଛି ଅର୍ଥ ବ୍ୟବସ୍ଥା
କେମ୍ବ୍ରିଜ,୧୫-୧୨: ଭାରତ ଏବେ ମାନ୍ଦାବସ୍ଥା ସହ ଜୁଝୁଥିବା ବେଳେ ଦେଶର ଅର୍ଥ ବ୍ୟବସ୍ଥାକୁ ନେଇ ପୂର୍ବତନ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା (ସିଇଏ) ଅରବିନ୍ଦ ସୁବ୍ରମଣ୍ୟନ ସତର୍କ କରାଇଛନ୍ତି। ବର୍ତ୍ତମାନର ମାନ୍ଦାବସ୍ଥା ଗ୍ରେଟ୍ ସ୍ଲୋଡାଉନ ବା ବହୁତ ବଡ । ଭାରତୀୟ ଅର୍ଥନୀତି…
ରପ୍ତାନିରେ ହ୍ରାସ ଧାରା ଜାରି
ନୂଆଦିଲ୍ଲୀ,୧୫-୧୨: ଚଳିତ ଆର୍ଥତ୍କ ବର୍ଷରେ ଲଗାତର ଭାବେ ପଞ୍ଚମ ଥର ଲାଗି ରପ୍ତାନିରେ ହ୍ରାସ ଘଟିଛି। ଚଳିତ ବର୍ଷ ନଭେମ୍ବରରେ ଦେଶ ମଧ୍ୟରୁ ରପ୍ତାନି ୦.୩୨% ଖସିଛି। ବିଶ୍ୱ ସ୍ତରରେ ଚାହିଦା ହ୍ରାସ, ଅଶୋଧିତ ତୈଳ ମୂଲ୍ୟ କମ୍ ରହିବା ଯୋଗୁ…
ଦିବାରାତ୍ର ଟେଷ୍ଟ: ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼
ପର୍ଥ,୧୫।୧୨(ଏଏଫ୍ପି)- ସ୍ଥାନୀୟ ପର୍ଥ ଷ୍ଟାଡିୟମରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଦିବାରାତ୍ର ପ୍ରଥମ ଟେଷ୍ଟ ମ୍ୟାଚ୍ରେ ଘରୋଇ ଅଷ୍ଟ୍ରେଲିଆ ତା’ର ସ୍ଥିତି ଆହୁରି ମଜଭୁତ୍ କରିଛି। ଟସ୍ ଜିତି ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୧୪୬.୨ ଓଭରରେ ୪୧୬ ରନକରି ଅଲଆଉଟ ହୋଇଥିଲା। ଜବାବରେ…
Archives


