Home Left

କେନ୍ଦ୍ରର ଆର୍ଥତ୍କ ନିଅଣ୍ଟ ବଜେଟ ଆକଳନର ୫୪.୫%

ନୂଆଦିଲ୍ଲୀ,୩୧ା୧: ଡିସେମ୍ବର ଶେଷରେ କେନ୍ଦ୍ର ସରକାରଙ୍କ ଆର୍ଥତ୍କ ନିଅଣ୍ଟ ୮.୫୫ ଲକ୍ଷ କୋଟି ଟଙ୍କା ବା ୨୦୨୫-୨୬ ଆର୍ଥିକ ବର୍ଷ ବଜେଟ ଆକଳନର ୫୪.୫ ପ୍ରତିଶତ ବୋଲି ଶୁକ୍ରବାର ପ୍ରକାଶିତ ସରକାରୀ ତଥ୍ୟରୁ ଜଣାପଡ଼ିଛି। ପୂର୍ବବର୍ଷ ଏହି ସମୟରେ କେନ୍ଦ୍ରର ଆର୍ଥତ୍କ…

ପାନ ଦୋକାନରେ ଚଢାଉ : ତମାଖୁ ଉତ୍ପାଦ ବିକ୍ରି କରି ଗଣିଲେ ତଣ୍ଡ

ବରଗଡ଼, ୩୧।୧(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲା ସ୍ବାସ୍ଥ୍ୟ, ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଏକ ମିଳିତ କାର୍ଯ୍ୟକାରୀ ସ୍କ୍ବାଡ୍‌ ଗଠିତ ହୋଇ ତମାଖୁ ନିୟନ୍ତ୍ରଣ ନିୟମ ଭାଙ୍ଗି ସର୍ବସାଧାରଣ ସ୍ଥାନରେ ତମାଖୁ ଉତ୍ପାଦ ବିକ୍ରି କରୁଥିବା ୧୭ ଜଣଙ୍କଠାରୁ ସମୁଦାୟ…

ଅଧିକ ଏପ୍‌ଷ୍ଟେଇନ୍‌ ଫାଇଲ୍‌ ପ୍ରକାଶ କଲା ଆମେରିକା ନ୍ୟାୟ ବିଭାଗ

ଓ୍ବାଶିଂଟନ୍‌,୩୧ା୧: ଯୌନ କେଳେଙ୍କାରୀ ମାମଲାରେ ସମ୍ପୃକ୍ତ ନିୟୁତପତି ଫାଇନାନ୍ସର ଜେଫ୍ରି ଏପ୍‌ଷ୍ଟେଇନ୍‌ଙ୍କ ସମ୍ପର୍କିତ ଅଧିକ ଅନୁସନ୍ଧାନଯୋଗ୍ୟ ଫାଇଲ୍‌ ତଥ୍ୟକୁ ଆମେରିକା ନ୍ୟାୟ ବିଭାଗ ଶୁକ୍ରବାର ପ୍ରକାଶ କରିଛି। କମ୍‌ ବୟସ୍କା ଯୁବତୀମାନଙ୍କୁ ଯୌନ ଶୋଷଣ ଏବଂ ଧନୀ ତଥା ପ୍ରଭାବଶାଳୀ ଲୋକମାନଙ୍କ…

ଟ୍ୟାଗ୍‌ ଅଛି, ଧାନ ଉଠୁନି: ମଣ୍ଡିରେ ପଡିଛି ୧୬ ଲକ୍ଷ ୩ ହଜାର ପ୍ୟାକେଟ ଧାନ

ପଦ୍ମପୁର,୩୧।୧(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅଞ୍ଚଳରେ ମଣ୍ଡି ଖୋଲିବାର ୨ ମାସ ବିତିଥିଲେ ମଧ୍ୟ ସମସ୍ତ ଚାଷୀଙ୍କ ପାଖରେ ଟୋକନ ପହଞ୍ଚତ୍ ପାରିନାହିଁ। ଯେଉଁ ଚାଷୀଙ୍କ ପାଖରେ ଟୋକନ ଅଛି ସେମାନେ ମଣ୍ଡିରେ ଧାନ ପକାଇଛନ୍ତି। ଏହାସତ୍ତ୍ୱେ ମଣ୍ଡିରୁ ଠିକ୍‌…

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା ପ୍ରଶାସନ ଶୁକ୍ରବାର ଦେଶାନ୍ତର କରିଥିବା ସୂଚନା ମିଳିଛ। ସେମାନେ ହେଲେ ଅମିନା ବିବି,…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି ହତ୍ୟା କରାଯାଇଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ବିଷମ କଟକ ଖ୍ରୀଷ୍ଟିଆନ…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ ଅର୍ଥନୈତିକ ସ୍ଥିରତାକୁ ପ୍ରଦର୍ଶିତ କରୁଛି। କିନ୍ତୁ ଏହି ସଂଖ୍ୟା ପଛରେ ଏକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ ଗ୍ରାମ ଆଜି ଏକ ସଫଳ ଓ ଅନୁକରଣୀୟ ମଡେଲ୍ ଭାବେ ପରିଚିତ ।…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ଭାଜପା ଜିଲାରେ ସଜବାଜ ଆରମ୍ଭ କରିଛି। ବିଶେଷ ଭାବେ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧: ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ (ବିଜ୍ଞାପନ), ବ୍ରାଣ୍ଡ୍ ଡିଲ୍ସ ଓ ଆଫିଲିଏଟ୍ ମାର୍କେଟିଂ ମାଧ୍ୟମରେ କ୍ରିଏଟରମାନେ ଭଲ ଆୟ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା ପଞ୍ଚାୟତର ତୀର୍ଥକ୍ଷେତ୍ର ଋଷିମାଳରେ ପହଞ୍ଚି ସେଠାରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟକୁ ବୁଲି…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ ଏକ ତାର ଖସିଯାଇ ବିଲ ମଝିରେ ପଡି ରହିଥିଲା। ଉଦୟ ଚରଣ ଜାନୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?